Home

କାଳ ହେଲା ଫାଇନାନ୍ସ ଟଙ୍କା: ମହିଳାଙ୍କ ମୃତ୍ୟୁ, ଗ୍ରାମରେ ଉତ୍ତେଜନା

ଜଗତ୍‌ସିଂହପୁର ଅଫିସ, ୧୬ା୯: ଜଗତ୍‌ସିଂହପୁର ଥାନା ଅଧୀନ ଚାଟଣା (ଗନ୍ତ) ଗ୍ରାମରେ ରବିବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସେ ହେଲେ ହାଡ଼ିବନ୍ଧୁ ଭୋଇଙ୍କ ସ୍ତ୍ରୀ କାଞ୍ଚନ ଦାସ। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ…

ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାର୍ଯ୍ୟ, ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍‌

ନାଉଗାଁ,୧୬।୯(ସ୍ବ.ପ୍ର.): ଏମ୍‌ଜିଏନଆରଇଜିଏସ୍‌ରେ ହେଉଛି କାର୍ଯ୍ୟ, କିନ୍ତୁ ଆମ ଗାଁ ଆମ ବିକାଶ ଯୋଜନାରେ ବିଲ୍‌ କରାଇନେବାକୁ ଚାଲିଛି ଯୋଜନା। ଏଭଳି ଘଟଣା ଦେଖିବାକୁ ମିଳିଛି ନାଉଗାଁ ବ୍ଲକ ବାଂଶ ପଞ୍ଚାୟତରେ। ଏହି ପଞ୍ଚାୟତରେ ୨୦୧୮-୧୯ ଆର୍ଥିକ ବର୍ଷରେ ଏମ୍‌ଜିଏନଆରଇଜିଏସ୍‌ ମାଧ୍ୟମରେ ଚାନ୍ଦପୁରାର…

ଭିତ୍ତିଭୂମି ଥାଇ ଉଧଉନି ଫୁଲଚାଷ; କଲିକତା ମେଣ୍ଟାଉଛି ଫୁଲର ଚାହିଦା

ଭଦ୍ରକ ଅଫିସ, ୧୬।୯- ଭଦ୍ରକ ଜିଲାରେ ଉପଯୋଗୀ ମୃତ୍ତିକା, ଜଳବାୟୁ ଏବଂ ଭିତ୍ତିଭୂମି ଥିଲେ ମଧ୍ୟ ଫୁଲଚାଷର ବିକାଶ ହୋଇପାରୁ ନାହିଁ । ଚାଷୀମାନେ ସଚେତନ ନ ଥିବା ଏବଂ ପ୍ରୋତ୍ସାହନ ଅଭାବ ଭଳି ବିଭିନ୍ନ କାରଣରୁ ଏହି ଚାଷ ଉଧଉନାହିଁ…

ଆଡଭାନୀଙ୍କୁ ୨୨ତମ ବିଶ୍ୱ ଟାଇଟଲ

ମାଣ୍ଡଲେ(ମିଆଁମାର), ୧୫।୯(ପି.ଟି.)- ଭାରତୀୟ ବିଲିୟାଡର୍‌ସ ତାରକା ପଙ୍କଜ ଆଡଭାନୀ ରେକର୍ଡ ୨୨ତମ ବିଶ୍ୱ ଟାଇଟଲ ହାସଲ କରି ଏକ ବିରଳ ସଫଳତା ହାସଲ କରିଛନ୍ତି। ଏଠାରେ ଖେଳାଯାଇଥିବା ଆଇବିଏସ୍‌ଏଫ୍‌ ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ସେ ଚାମ୍ପିୟନ ହୋଇଛନ୍ତି। ଚାମ୍ପିୟନଶିପ୍‌ର ୧୫୦- ଅପ୍‌…

ଓ୍ବାଲିନ୍‌ଙ୍କୁ ହରାଇଲେ ଫ୍ୟୁରି

ଲାସ୍‌ ଭେଗାସ, ୧୫ା୯ (ଏପି)- ଜଜ୍‌ମାନଙ୍କ ସର୍ବସମ୍ମତି ନିଷ୍ପତ୍ତି ଭିତ୍ତିରେ ସ୍ବିଡେନ୍‌ର ଓଟୋ ଓ୍ବାଲିନ୍‌ଙ୍କ ବିପକ୍ଷ ବକ୍ସିଂ ମୁକାବିଲାରେ ବିଜୟ ଲାଭ କରିଛନ୍ତି ବ୍ରିଟିଶ ବକ୍ସର ଟାଇସନ ଫ୍ୟୁରୀ। ଏଥିସହିତ ସେ ଲାଇନଲ ହେଭିଓ୍ବେଟ୍‌ ଟାଇଟଲ ବଜାୟ ରଖିବାରେ ସମର୍ଥ ହୋଇଛନ୍ତି।…

ଭାରତ ସମର୍ଥନରେ ବ୍ରିଟିଶ୍‌ ଏମ୍‌ପି: କହିଲେ, ପିଓକେ ଖାଲି କରୁ ପାକିସ୍ତାନ

ଲଣ୍ଡନ, ୧୫।୯: କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଦେଇଛନ୍ତି ବ୍ରିଟିଶ ଏମ୍‌ପି ବବ୍‌ ବ୍ଲାକ୍‌ମ୍ୟାନ୍‌। ସେ କହିଛନ୍ତି, ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଭାରତର ଅଭିନ୍ନ ଅଙ୍ଗ। ତେଣୁ ପାକିସ୍ତାନ ତୁରନ୍ତ ତାକୁ ଖାଲି କରୁ ବୋଲି ସେ ମତ ଦେଇଛନ୍ତି। ସେ…

ପେଟ୍ରୋକେମ୍‌-୨୦୧୯:ଡାଉନ୍‌ଷ୍ଟ୍ରିମ୍‌ କ୍ଷେତ୍ରଗୁଡିକ ବିକାଶ ଉପରେ ଓଡ଼ିଶାର ଗୁରୁତ୍ୱ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ)- ଓଡ଼ିଶାରେ ପୁଞ୍ଜିନିବେଶ ସକାଶେ ଗଠିତ ହୋଇଥିବା ପ୍ରତିନିଧିଗଣ କଲିକତାଠାରେ ଭାରତୀୟ ଚେମ୍ବର୍ସ ଅଫ୍‌ କମର୍ସ ତରଫରୁ ଅନୁଷ୍ଠିତ ହୋଇଥିବା ‘ଆଗାମୀ ଭବଷ୍ୟତରେ ପେଟ୍ରୋକେମିକାଲ ବ୍ୟବସାୟ ଅଭିବୃଦ୍ଧି’ ଶୀର୍ଷକ ପେଟ୍ରୋକେମ୍‌-୨୦୧୯ରେ ଭାଗ ନେଇଛନ୍ତି। ଅର୍ଥନୈତିକ ଉନ୍ନତି ସହିତ କର୍ମନିଯୁକ୍ତି ସୃଷ୍ଟି…

ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ ଗ୍ରାମର ପ୍ରେମସାଗର ତରିଆ ନଦୀରେ ମାଛ ମାରୁଥିବା ସମୟରେ ଏହି ମାଛ ଓ କଇଁଛ…

ପାକିସ୍ତାନରେ ହିନ୍ଦୁ ଶିକ୍ଷକଙ୍କ ଉପରେ ଆକ୍ରମଣ, ମନ୍ଦିର ଭଙ୍ଗାରୁଜା

ଇସ୍‌ଲାମାବାଦ୍‌,୧୫।୯: ପାକିସ୍ତାନରେ ପୁଣି ହିନ୍ଦୁଙ୍କ ଉପରେ ଆକ୍ରମଣ। ସିନ୍ଧ୍‌ ପ୍ରାନ୍ତରେ ଜଣେ ହିନ୍ଦୁ ଶିକ୍ଷକଙ୍କ ଉପରେ କିଛି କଠୋରପନ୍ଥୀ ବ୍ୟକ୍ତି ଆକ୍ରମଣ କରିଛନ୍ତି। ସେଠାରେ ଥିବା ଏକ ମନ୍ଦିରରେ ମଧ୍ୟ ଭଙ୍ଗାରୁଜା କରିଛନ୍ତି। ଏସବୁ ଦେଖି ସ୍ଥାନୀୟ ପୋଲିସ ନୀରବ ରହିଛି।…

ଇଞ୍ଜିନିୟରରୁ ପ୍ରସିଦ୍ଧ କ୍ରିକେଟର ହୋଇଥିଲେ ଏହିସବୁ ଭାରତୀୟ ଖେଳାଳି

ବିଶିଷ୍ଟ ଇଞ୍ଜନିୟର ତଥା ଭାରତରତ୍ନ ଏମ. ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ସେପ୍ଟେମ୍ବର ୧୭କୁ ସମଗ୍ର ଦେଶରେ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ଦିବସରେ କିଛି ପ୍ରସିଦ୍ଧ କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ଇଞ୍ଜିନିୟରିଂ ଛାଡି କ୍ରିକେଟରେ କ୍ୟାରିୟର୍‌ ଗଢିଥିଲେ।…

ସେଓ ବଗିଚାରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୫।୯: ଦକ୍ଷିଣ କଶ୍ମୀରରେ ଥିବା ‘ଗୋଲ୍ଡେନ’ ଭେରାଇଟିର ସେଓ ବଗିଚାରେ ନିଆଁ ଲଗାଇ ଦେଇଛନ୍ତି ଆତଙ୍କବାଦୀ। କଶ୍ମିରୀବାସୀଙ୍କ ଅର୍ଥନୀତିକ ମେରୁଦଣ୍ଡ ଭାଙ୍ଗିବାକୁ ଆତଙ୍କବାଦୀମାନେ ଏଭଳି କାମ କରିଥିବା ଜଣାପଡିଛି। ଏହାଦ୍ୱାରା ସେଓ ମାଲିକଙ୍କୁ ୩-୪ଲକ୍ଷ ଟଙ୍କା କ୍ଷତି ସହିବାକୁ ପଡିଛି। କେବଳ…

ଗୋଦାବରୀ ଡଙ୍ଗାବୁଡି ଘଟଣା: ଉଦ୍ଧାର ହେଲା ୭ ମୃତଦେହ, ଏବେ ବି ଅନେକ ନିଖୋଜ

ଦେବୀପଟନମ,୧୫।୯: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀରେ ଡଙ୍ଗା ବୁଡି ପ୍ରାୟ ୭ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏବେ ବି ଅନେକ ଲୋକ ନିଖୋଜ ଥିବା ଜଣାପଡିଛି। ଡଙ୍ଗାଟି ରାଜମହେନ୍ଦ୍ରୀରୁ ପାପିକୁଣ୍ଡୁଲମ ଯାଉଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି। ୬୧ ଜଣ ଯାତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?