ବିଦ୍ୟୁତ୍ ତାର ଚୋରି ମାମଲାରେ ୪ ଗିରଫ, ବିଦ୍ୟୁତ୍ ତାର, ସ୍କର୍ପିଓ ଜବତ
ବସ୍ତା, ୨୪।୮ (ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା, ବାଲିଆପାଳ ତଥା ବାଲେଶ୍ୱର ସଦର ଅଞ୍ଚଳରେ ଦୀର୍ଘ ଦିନ ଧରି ଚାଲି ଆସିଥିବା ବିଦ୍ୟୁତ୍ ତାର ଚୋରି ର଼୍ୟାକେଟର ଶନିବାର ପର୍ଦ୍ଦାଫାଶ ହୋଇଛି । ବାଲେଶ୍ୱର ଜିଲା ଲଙ୍ଗଳେଶ୍ୱରର କବାଡ଼ିଆ ଗୋଦାମରୁ ଲକ୍ଷାଧିକ…
ଦେଢ ବର୍ଷ ମଧ୍ୟରେ ଭାଜପାର ୭ ବରିଷ୍ଠ ନେତାଙ୍କ ପରଲୋକ
ନୂଆଦିଲ୍ଲୀ,୨୪।୮: ୨୦୧୮ ଅଗଷ୍ଟ ୧୪ରୁ ୨୦୧୯ ଅଗଷ୍ଟ ୨୪ ମଧ୍ୟରେ ଏଭଳି ଦୁଃଖଦ ଘଟଣା ଘଟିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ, ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକର, ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଏବଂ…
ଡ୍ରେନ୍ ସଫାକଲେ ଜିଲାପାଳ
ରାମପୁର,୨୪।୮: ଉତ୍ତର ପ୍ରଦେଶ ରାମପୁର ଜିଲାର ଜିଲାପାଳ ଅନଜାନେୟ କୁମାର ସିଂ ଡ୍ରେନ୍ ସଫା କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଜିଲାପାଳ କହିଛନ୍ତି ଡ୍ରେନ୍ ସଫା ରଖିଲେ ହିଁ ଲୋକେ ସୁସ୍ଥ ରହିବେ। ଜିଲାକୁ ରୋଗମୁକ୍ତ ରଖିବାକୁ ଏହି…
ପାକିସ୍ତାନ ସତ୍ଲେଜ ନଦୀରୁ ଆସୁଛି ବିଷାକ୍ତ ପାଣି: ରୋଗରେ ପଡୁଛନ୍ତି ପଞ୍ଜାବ ଲୋକେ
ଚଣ୍ଡିଗଡ଼,୨୪।୮: ଭାରତ ବିରୋଧରେ ପାକିସ୍ତାନ ନୂଆ ନୂଆ ଷଡ଼ଯନ୍ତ୍ର ରଚିବାରେ ଲାଗିଛି। ପାକିସ୍ତାନର ଚମଡା କାରଖାନାରୁ ନିର୍ଗତ ହେଉଥିବା ଗନ୍ଧଯୁକ୍ତ ରାସାୟନିକ ପଦାର୍ଥ ଓ ଆବର୍ଜନା ସବୁ ସତ୍ଲେଜ ନଦୀରେ ମିଶି ଜଳ ପ୍ରଦୂଷିତ କରୁଛି। ଫଳରେ ପଞ୍ଜାବ ସୀମାନ୍ତରେ ଥିବା…
ଜରୁରୀ କାଳୀନ ପରିସ୍ଥିତିରେ ୨୨ ବର୍ଷ ବୟସ୍କ ଜେଟଲୀ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ କରିଥିଲେ ସତ୍ୟାଗ୍ରହ
ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଜଣେ ନିର୍ଭୀକ ରାଜନେତା ଥିଲେ। ୧୯୭୫ରେ ଦେଶରେ ଜରୁରୀ କାଳୀନ ପରିସ୍ଥିତି ଜାରି ସମୟରେ ଜେଟଲୀ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ସତ୍ୟାଗ୍ରହ କରିଥିଲେ। ୧୯୭୫ ଜୁନ୍ ୨୫-୨୬ ମଧ୍ୟ ରାତ୍ରରେ ଦେଶର…
ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର
ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଏମ୍ସ୍ରୁ ତାଙ୍କ ମର ଶରୀରକୁ କୈଳାସ କଲୋନୀ ସ୍ଥିତ ବାସଭବନକୁ…
ଜେଟଲୀଙ୍କୁ କ୍ଷମା ମାଗିଥିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀ ଆଉ ଆମ ଗହଣରେ ନାହାଁନ୍ତି ସତ। ହେଲେ ତାଙ୍କର କିଛି କାର୍ଯ୍ୟ ଏବେବି ଅନେକଙ୍କ ମନରେ ଅଭୁଲା ହୋଇ ରହିଯାଇଛି। ୬୬ ବର୍ଷ ବୟସରେ ଶନିବାର ଜେଟଲୀଙ୍କର ପରଲୋକ…
ଜେଟ୍ଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ଓକିଲ, ସଂସଦ ସଭ୍ୟ ଏବଂ ବିଦ୍ୱାନ୍ ଥିଲେ। ଗଣତନ୍ତ୍ର ପ୍ରତି ତାଙ୍କର ଯୋଗଦାନ ପ୍ରଗାଢ଼ ରହିଥିଲା ବୋଲି…
ଉପାନ୍ତ ଅଞ୍ଚଳରେ ନୃତ୍ୟ, ସଂଗୀତ, ଚିତ୍ରକଳା ପାଇଁ ଖୋଲିଲା ସା ରେ ଗା ମା…
ଯୋଡ଼ା,୨୪।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀ ପଡିଆଠାରେ ଉପାନ୍ତ ଅଞ୍ଚଳର ନୃତ୍ୟ, କଳା, ଚିତ୍ରକଳା ଓ ସଂଗୀତର ଉତ୍ଥାନ ନିମନ୍ତେ ସା ରେ ଗା ମା… ନାମକ ଏକ ସାଂସ୍କୃତିକ ଅନୁଷ୍ଠାନର ଶୁଭାରମ୍ଭ ହୋଇଛି। ଉପାନ୍ତ ଅଞ୍ଚଳରେ କଳା ଓ…
ଦେଶ ସର୍ବଦା ଜେଟଲୀଙ୍କୁ ମନେ ରଖିବ: ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶନିବାର ୧୨ଟା ୭ରେ ଏମ୍ସ୍ରେ ପରଲୋକ ଘଟିଛି। ଏନେଇ ଦେଶର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଜେଟଲୀଙ୍କୁ ଦେଶ ସର୍ବଦା ମନେ ରଖିବ ବୋଲି ଟୁଇଟ୍ କରି…
ଟେବୁଲ୍ରେ ବଦଳିଯିବ ସ୍କୁଲ ବ୍ୟାଗ୍, ସଠିକ୍ ଭାବେ ବସି ପଢ଼ିପାରିବେ ପିଲା
୬ରୁ ୧୪ ବର୍ଷ ପର୍ଯ୍ୟନ୍ତ ଭାରତରେ ୪ କୋଟି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ସ୍କୁଲରେ ବେଞ୍ଚ ଡେସ୍କରେ ବସିବା ପାଇଁ ଛାତ୍ରୀଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। କିନ୍ତୁ ଏବେ ବଜାରକୁ ଏମିତି ବ୍ୟାଗ୍ ଆସିଛି, ଯାହାକୁ ଶ୍ରେଣୀରେ ବସିବା ସମୟରେ…
ଜେଟଲୀ ଥିଲେ ଜଣେ କବି
ନୂଆଦିଲ୍ଲୀ,୨୪।୮: ଚିରନିଦ୍ରାରେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ। ଶନିବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ବେଳେ ଭାରତୀୟ ରାଜନୀତିରେ ସୃଷ୍ଟି ହୋଇଛି ଏକ ଶୂନ୍ୟସ୍ଥାନ। ତେବେ ଜେଟଲୀ କେବଳ ଜଣେ ରାଜନେତା ନ ଥିଲେ। ସେ ଥିଲେ ଜଣେ କବି।…
Archives


