Home

୩ ମାସରେ ଜନ୍ମ ହୋଇନାହାନ୍ତି ଝିଅ

ଡେରାଡୁନ୍‌,୨୨ା୭: ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ୧୩୨ ଗାଁରେ ୩ମାସ ମଧ୍ୟରେ ଆଦୌ ଝିଅ ଜନ୍ମ ହୋଇନାହାନ୍ତି। ଏହି ସମୟ ମଧ୍ୟରେ ଜନ୍ମିତ ସମସ୍ତ ୨୧୬ ଶିଶୁ ପୁଅ। କେନ୍ଦ୍ର ସରକାର ‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ ଗତ…

ପ୍ରଲୋଭନ ନଚେତ୍‌ ଜେଲ ଭୟ

କୋଲକାତା,୨୨ା୭(ପି.ଟି.): ଭାଜପା କର୍ନାଟକ ସୂତ୍ର ପ୍ରୟୋଗ କରି ପଶ୍ଚିମବଙ୍ଗରେ ମଧ୍ୟ ସମାନ ଶୈଳୀରେ ଘୋଡ଼ାବେପାର ଉଦ୍ୟମ ଚଳାଇଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକମାନଙ୍କୁ ଅର୍ଥ ଓ ଅନ୍ୟ ପ୍ରଲୋଭନ ଦେଖାଇ କିଣିବାକୁ ଉଦ୍ୟମ ଚଳାଇଛି। ଯେଉଁ ବିଧାୟକମାନେ ଭାଜପାରେ ଯୋଗଦେବାକୁ ମଙ୍ଗୁନାହାନ୍ତି,…

ରାସ୍ତାକଡ଼ରେ ଦାନ୍ତକାଠି ପସରା; ଜଙ୍ଗଲ ଉପରୁ କମୁନି ନିର୍ଭରଶୀଳତା

କେନ୍ଦୁଝର, ୨୨।୭ (ସ୍ବ.ପ୍ର.)- ଦିନ ଥିଲା ଲୋକେ ଜଙ୍ଗଲ ଉପରେ ନିିର୍ଭର କରି ଚଳୁଥିଲେ। ସେମାନଙ୍କୁ ଜଙ୍ଗଲ ଦେଉଥିଲା ଦାନାପାଣି। ଦିନକୁ ଦିନ ଜଙ୍ଗଲ ସମ୍ପଦର କ୍ଷୟ ଘଟିବା ଯୋଗୁ ବନଜାତ ଦ୍ରବ୍ୟ ସଂଗ୍ରହ ଉପରେ କଟକଣା ଜାରି କରାଯାଉଛି। ବନବାସୀ…

ମଦ ନିଶା ଜୀବନ ନେଲା: କଟୁରୀରେ ହାଣି ପୁତୁରାକୁ ହତ୍ୟା, କକା ଗିରଫ

କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁତୁରାଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ପାଉ ଦେହୁରୀ । ରବିବାର ସାରେ…

ମେଣ୍ଟର ଶେଷ ଉଦ୍ୟମ ବିଫଳ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୨ା୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ବିଧାନସଭାରେ ସୋମବାର ଆସ୍ଥାଭୋଟ ହେବାକୁ ଥିବାବେଳେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌)-କଂଗ୍ରେସ ମେଣ୍ଟ ସରକାର ବଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ଶେଷ ଉଦ୍ୟମ ବିଫଳ ହୋଇଛି। କୁମାରସ୍ବାମୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା…

ସବୁଠି ମରୁଡ଼ି ଆଶଙ୍କା

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଆରମ୍ଭ ହେଲାଣି ଶ୍ରାବଣ। କିନ୍ତୁ ବର୍ଷାର ଦେଖାନାହିଁ। ରାଜ୍ୟର ଯେଉଁ କିଛି ଅଞ୍ଚଳରେ କାଁ ଭାଁ ବର୍ଷା ହେଉଛି, ତାହାକୁ ବି ଖରାତାତି ଶୋଷି ନେଉଛି। ଏବେ ତାପମାତ୍ରା ଅଧିକ ରହୁଥିବାରୁ ଅଧିକାଂଶ ଜିଲାରେ ଖରାଦିନ ଭଳି ଅନୁଭବ…

କମିବାରେ ଲାଗିଛି ମହାନଦୀ ଜଳସ୍ତର : ଖଣ୍ଡପଡା ନିର୍ବାଚନମଣ୍ଡଳୀର ୬ ପଞ୍ଚାୟତ ପ୍ରଭାବିତ

କଣ୍ଟିଲୋ,୨୨ା୭ (ସ୍ବ.ପ୍ର.): ସମ୍ପ୍ରତି ଛତିଶଗଡ ସରକାର ମହାନଦୀ ଉପରମୁଣ୍ଡରେ ଛୋଟବଡ ୫୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ (ବ୍ୟାରେଜ) ନିର୍ମାଣ କରିବା ଫଳରେ ଏହାର ପ୍ରଭାବ ମହାନଦୀ ଉପରେ ପଡିଛି। ନୟାଗଡ଼ ଜିଲା ଖଣ୍ଡପଡା ନିର୍ବାଚନମଣ୍ଡଳୀର ମହାନଦୀ ଉପକୂଳରେ ଥିବା ୬ଟି ପଞ୍ଚାୟତ ଏହାଦ୍ୱାରା…

ବଜ୍ରକୋଟ ଇନ୍ଦିରାଆବାସ ଚଞ୍ଚକତା ଘଟଣା : ଗରିବଙ୍କୁ ପକ୍କାଘର ଯୋଜନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ରଣପୁର,୨୨ା୭(ସ୍ବ.ପ୍ର.) : ନୟାଗଡ଼ ଜିଲା ରଣପୁର ବ୍ଲକ ବଜ୍ରକୋଟ ପଞ୍ଚାୟତସ୍ଥ ଭେରୁପଡ଼ା ଗ୍ରାମରେ ଇନ୍ଦିରାଆବାସ ଯୋଜନାରେ ଚଞ୍ଚକତା ଘଟଣାର ଗୁମର ଧୀରେ ଧୀରେ ଖୋଲୁଛି। ଏଥିରେ ହୋଇଥିବା ଦୁର୍ନୀତିକୁ ବ୍ଲକ ପ୍ରଶାସନ ପକ୍ଷରୁ ଚପାଇ ଦେବା ସହିତ ଦୁର୍ନୀତିଗ୍ରସ୍ତଙ୍କୁ ଅଧିକ ଦୁର୍ନୀତି…

ଅଧାପନ୍ତରିଆ ଅବସ୍ଥାରେ ୧୮ ପ୍ରକଳ୍ପ

ବନ୍ତ, ୨୨।୭ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକରେ ଦିଗହରା ହୋଇପଡ଼ିଛି ଗ୍ରାମ୍ୟ ଜଳ ଯୋଗାଣ ଯୋଜନା। ସରକାରଙ୍କ ଏହି ଯୋଜନାରେ ପ୍ରତ୍ୟେକ ପରିବାରକୁ ସ୍ବଚ୍ଛ ପାନୀୟଜଳ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଯୋଜନା କିନ୍ତୁ ଫେଲ୍‌ ମାରିଥିବା…

ନାବାଳିକାଙ୍କୁ ବଳାତ୍କାର

ଅନୁଗୋଳ ଅଫିସ୍‌, ୨୨ା୭: ଅନୁଗୋଳରେ ଲଜ୍ଜା। ପରିବାର ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ଦୁର୍ବୃତ୍ତ କରିଛନ୍ତି ବଳାତ୍କାର। ଶନିବାର ବିଳମ୍ବିତ ରାତିରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡସ୍ଥିତ ଆହାର କେନ୍ଦ୍ର ପଛପାଖରେ ଘଟିଛି ଏପରି ସ୍ପର୍ଶକାତର ଘଟଣା। ରବିବାର…

ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ

ବିରିଡ଼ି,୨୨।୭(ଡି.ଏନ.ଏ): ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ କରି ସଚେତନତା ଅଭିଯାନ ଆରମ୍ଭ କରିଛି ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଯୁବ ଶାଖା ମଦମୁକ୍ତି ବାହିନୀ। ରବିବାର ମଦମୁକ୍ତି ବାହିନୀର କର୍ମକର୍ତ୍ତାମାନେ ବିରିଡ଼ି ବ୍ଲକ ୨୨ ମୌଜାର ବାଗଲପୁରଠାରେ…

ବ୍ୟବହାର ନ କରି ଫିଙ୍ଗାଯାଉଛି ବିପୁଳ ଔଷଧ

ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ପ୍ରାଣୀ ଚିକିତ୍ସାଳୟ ପାଚେରି ବାହାରେ ପଡିଛି ବିପୁଳ ପରିମାଣର ଏକ୍ସପାଏରୀ ଔଷଧ। ପ୍ରାଣୀଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ବେଳେ ଔଷଧ ଦିଆଯା ନ ଯାଇ ଏସବୁ ନଷ୍ଟ ହୋଇଯିବା ପରେ ବାହାରେ ଫିଙ୍ଗିଦିଆଯାଉଥିବା ଅଭିଯୋଗ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri