Home

ଅଲଗା ଅଧିନାୟକ, କୋଚ୍‌ ସପକ୍ଷରେ ପିସିବି

କରାଚି, ୨୨।୭ (ପି.ଟି.)- ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି) ଉଭୟ ଦିନିକିଆ ଓ ଟେଷ୍ଟ ଫର୍ମାଟ୍‌ ପାଇଁ ଭିନ୍ନ ଭିନ୍ନ ଅଧିନାୟକ ଓ କୋଚ୍‌ ନିଯୁକ୍ତ କରିବା ସପକ୍ଷରେ ରହିଛି। ପିସିବିର…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ଚାମୁଚେ…

ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ ପରେ ଚାମୁଚେ ଆଲୋଭେରା ବା ଘିକୁଆଁରୀ ରସ ପିଇଲେ ବହୁ ସୁଫଳ ମିଳିଥାଏ । ଏହା ରକ୍ତସଞ୍ଚାଳନ ବୃଦ୍ଧି କରି ହାର୍ଟ ଆଟାକ୍‌ ଆଶଙ୍କାକୁ ଦୂର କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହି…

ଓଜନ ହ୍ରାସ କରିବ ମୁଗଡାଲି ପାଣି

ଡାଲିକୁ ପ୍ରୋଟିନ୍‌ର ପାୱାର୍‌ ହାଉସ୍‌ ବୋଲି କୁହାଯାଏ। ତନ୍ମଧ୍ୟରୁ ମୁଗଡାଲି ଅନ୍ୟତମ। ଏଥିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍‌, ପଟାସିୟମ୍‌,…

ଏହି ସ୍ଥାନକୁ ଭଉଣୀଭାଇଙ୍କୁ ଏକାଠି ଯିବା ମନା

ଉତ୍ତରପ୍ରଦେଶର କଲ୍‌ପିରେ ରହିଛି ୨୧୦ ଫୁଟ୍‌ ଉଚ୍ଚ ‘ଲଙ୍କା ମୀନାର୍‌’। ଏହି ମୀନାର ମଧ୍ୟରେ ରାବଣଙ୍କ ପୂରା ପରିବାରର ଚିତ୍ରଣ କରାଯାଇଛି। ମୀନାରକୁ ନେଇ ରହିଛି ଏକ ରୋଚକ କଥା। କୁହାଯାଏ, ଏହା ଭିତରକୁ ଭାଇଭଉଣୀ ଏକତ୍ର ପ୍ରବେଶ ଉପରେ ନିଷେଧାଦେଶ…

‘ସ୍ବଚ୍ଛତା ହଁି ସେବା’ କାର୍ଯ୍ୟକ୍ରମ: ଝାଡୁ ଧରି ସଫେଇ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ.ଏ.)- ବାଲେଶ୍ୱର ଜିଲାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ ରବିବାର ‘ସ୍ବଚ୍ଛତା ହଁି ସେବା’ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ…

ଭଦ୍ରକ-ଧାମରା କୃଷକ ମଞ୍ଚର ଦାବି:ଜମିହରା ପରିବାରର ଜଣଙ୍କୁ ଦିଆଯାଉ ନିଯୁକ୍ତି

ତିହିଡ଼ି, ୨୧।୭ (ଡି.ଏନ.ଏ.) – ଭଦ୍ରକ-ଧାମରା କୃଷକ ମଞ୍ଚ ପକ୍ଷରୁ ଧାମରା ପୋର୍ଟ କମ୍ପାନୀ ଲିମିଟେଡ୍‌(ଡିପିସିଏଲ) ନିକଟରେ ବିଭିନ୍ନ ସମୟରେ କେତେକ ଦାବି ଉପସ୍ଥାପନ କରାଯାଇଥିଲେ ମଧ୍ୟ ତାହା ଏଯାବତ୍‌ ପୂରଣ ହୋଇ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ…

ନାଗାଲ ଖେଳିବେ ପ୍ରଥମ ଏଟିପି ୫୦୦ ଇଭେଣ୍ଟ

ହମବର୍ଗ, ୨୧ା୭ (ପି.ଟି.)-ଭାରତର ଯୁବ ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ସୁମିତ ନାଗାଲ ତାଙ୍କ କ୍ୟାରିୟରର ପ୍ରଥମ ଏଟିପି ୫୦୦ ଇଭେଣ୍ଟ ଖେଳିବାକୁ ଯାଉଛନ୍ତି। ରବିବାର ହମବର୍ଗ ୟୁରେପିଆନ ଓପନ୍‌ରେ ଖେଳିବା ଲାଗି ସେ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି କ୍ଲେକୋର୍ଟ ଇଭେଣ୍ଟର…

ସନ୍‌ଙ୍କୁ ରେକର୍ଡ ୪୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ

ଗ୍ବାଙ୍ଗଜୁ, ୨୧ା୭ (ଏଏଫ୍‌ପି)- ଚାଇନାର ସନ୍‌୍‌ ୟାଙ୍ଗ୍‌ ଏଠାରେ ଚାଲିଥିବା ବିଶ୍ୱ ସନ୍ତରଣ ପ୍ରତିଯୋଗିତାର ୪୦୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଏହା ଦ୍ୱାରା ସେ ଟାଇଟଲ ବଜାୟ ରଖିବା ସହ ରେକର୍ଡ ଚତୁର୍ଥ ଥର ପାଇଁ…

ଚନ୍ଦ୍ର ଅବତରଣର ଅରିଜିନାଲ ଭିଡିିଓ ବିକ୍ରି ହେଲା

ନ୍ୟୁୟର୍କ, ୨୧।୭ :୨୦ ଜୁଲାଇ, ୧୯୬୯ରେ ପ୍ରଥମେ ମଣିଷ ଚନ୍ଦ୍ରରେ ପାଦ ରଖିଥିଲା। ସେହିି ସମୟର ପ୍ରତ୍ୟେକ ମୁହୂର୍ତ୍ତକୁ ରେକର୍ଡିିଂ କରାଯାଇଥିବା ଭିଡିଓକୁ ନାସା ପକ୍ଷରୁ ନିଲାମ କରାଯାଇଛି। ନିଲାମରେ ଏହା ୧.୮୨ ମିଲିଅନ ଡଲାର (୧୨ କୋଟି ୫୩ ଲକ୍ଷ…

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ ଯିବ ବହୁ ପ୍ରତୀକ୍ଷିତ ଚନ୍ଦ୍ରଯାନ-୨। ଏଥିପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଜୁଲାଇ ୧୫ ତାରିଖରେ…

ଟେଲିଭିଜନ ଜଗତରେ ଚହଳ ପକାଇଲେ କରିନା: ଗୋଟିଏ ଏପିସୋଡ ପାଇଁ ନେଉଛନ୍ତି ଏତିକି ପାରିଶ୍ରମିକ

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ରିଆଲିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ଜଜ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ଶୋ’ର ପ୍ରତି ଏପିସୋଡ ପାଇଁ ସେ ୩ କୋଟି ଟଙ୍କା ନେଇ ଟେଲିଭିଜନ ଜଗତରେ ସର୍ବାଧିକ ଟଙ୍କା ନେଉଥିବା ସେଲିବ୍ରିଟି…

ଡାକ୍ତରଖାନା ବାହାରେ ମହିଳା ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣ: ୯ ମୃତ, ୩୦ ଆହତ

ଇସଲମାବାଦ, ୨୧।୭: ପାକିସ୍ତାନରେ ଡାକ୍ତରଖାନା ବାହାରେ ରବିବାର ଜଣେ ମହିଳା ଆତ୍ମଘାତୀ ଆତଙ୍କବାଦୀ ବିସ୍ଫୋରଣରେ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ ଆହତ ହୋଇଛନ୍ତି। ତେହରିକ-ଇ-ତାଲିବାନ-ପାକିସ୍ତାନ ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି। ଡେରା ଇସ୍ମାଇଲ ଖାନରେ ଏଭଳି ଆକ୍ରମଣ ଘଟିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri