ଆମେରିକାରେ ହିନ୍ଦୁ ପୂଜାରୀଙ୍କ ଉପରକୁ ଆକ୍ରମଣ
ନ୍ୟୁୟର୍କ, ୨୧।୭: ନ୍ୟୁୟର୍କର ଫ୍ଲୋରା ପାର୍କରେ ଜଣେ ହିନ୍ଦୁ ପୂଜାରୀଙ୍କ ଉପରେ ଆକ୍ରମଣ ହୋଇଛି। ସ୍ବାମୀ ହରିଶ ଚନ୍ଦ୍ର ପୁରୀ(୫୨) ଶିମ ମନ୍ଦିରରେ ପୂଜା ସାରି ଫେରୁଥିବାବେଳେ ଜଣେ ବ୍ୟକ୍ତି ପଛରୁ ତାଙ୍କୁ ଆକମଣ କରିଥିଲେ। ପୋଲିସ ଘଟଣାରେ ସର୍ଜୟୋ ଗୌବିଓ…
ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ଦଳ ଘୋଷିତଧାଓ୍ବନ, ଶାହଙ୍କ ପ୍ରତ୍ୟାବର୍ତ୍ତନ : ଚହର ନୂଆ ମୁହଁ, ୩ ଫର୍ମାଟରେ ନେତୃତ୍ୱ ବଜାୟ ରଖିଲେ କୋହଲି
ମୁମ୍ବାଇ,୨୧।୭(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ୩ଟି ଯାକ ଫର୍ମାଟ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ମୁଖ୍ୟ ଚୟନକର୍ତ୍ତା ଏମ୍.ଏସ୍.କେ. ପ୍ରସାଦଙ୍କ ଅଧ୍ୟକ୍ଷତାରେ ରବିବାର ବୈଠକରେ ବସି ଚୟନ କମିଟି ଏହି ଦଳ ଘୋଷଣା କରିଛି। ସିନିୟର ଓପନର ଶିଖର…
ଡାକ ପାର୍ସଲ କଣ୍ଟେନରରେ ଗୋରୁ ଚାଲାଣ
ସିମୁଳିଆ,୨୧ା୭(ଡି.ଏନ୍.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ମାତ୍ର ଶହେ ମିଟର ଦୂର ୧୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଡାକ ପାର୍ସଲ କଣ୍ଟେନର(ଟିଏସ-୧୨ ଏଚଏ ୪୮୦୮)ରୁ ୫୦ ରୁ ଅଧିକ ଗୋରୁ ଉଦ୍ଧାର କରାଯାଇଛି। ଭାରସାମ୍ୟ ହରାଇ…
ଏମ୍ପି ରାମଚନ୍ଦ୍ର ପାଶଓ୍ବାନଙ୍କ ପରଲୋକ
ନୂଆଦିଲ୍ଲୀ, ୨୧।୭: କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି ନେତା ରାମବିଳାଶ ପାଶଓ୍ବାନଙ୍କ ଭାଇ ରାମଚନ୍ଦ୍ରଙ୍କ ରବିବାର ପରଲୋକ ଘଟିଛି। ଜୁଲାଇ ୧୨ରେ ହୃଦ୍ଘାତ ଯୋଗୁ ତାଙ୍କୁ ଦିଲ୍ଲୀର ରାମମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ଥିଲେ।…
ଆମେରିକାରେ ଇମ୍ରାନଙ୍କୁ ସ୍ବାଗତ କରିବାକୁ କେହି ଆସିଲେନି: ମେଟ୍ରୋ ଟ୍ରେନରେ କଲେ ଯାତ୍ରା
ଓ୍ବାଶିଂଟନ୍, ୨୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ତିନିଦିବସୀୟ ଆମେରିକା ଗସ୍ତରେ ଯାଇଛନ୍ତି। ସେଠାରେ ପହଞ୍ଚିବା ପରେ ତାଙ୍କ ହଟହଟା ହେବାକୁ ପଡିଛି। ଆମେରିକାର କୌଣସି ବରିଷ୍ଠ ଅଧିକାରୀ ତାଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦର ଆସି ନ ଥିଲେ। ଶେଷରେ ତାଙ୍କ…
ଲାଲ୍ ହେଲା ଟମାଟୋ
ନୂଆଦିଲ୍ଲୀ,୨୧।୭: ବର୍ଷାଋତୁରେ ଟମାଟୋ ଦର ସାଧାରଣତଃ ୨୦-୩୦ ଟଙ୍କା ମଧ୍ୟରେ ରହିଥାଏ। ତେବେ ଦେଶର କେତେକ ରାଜ୍ୟରେ ବନ୍ୟା ଯୋଗୁ ଦିଲ୍ଲୀରେ ଟମାଟୋ ପୁଣି ଲାଲ୍ ହୋଇଛି। ଏହାର ଦର କିଲୋପିଛା ୮୦ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ଏହାର ଦାମ୍…
ମେନି ପାକ୍ୱିୟୋଙ୍କୁ ଡବ୍ଲ୍ୟୁବିଏ ସୁପର ଓ୍ବେଲଟରଓ୍ବେଟ୍ ଟାଇଟଲ
ଲସ ଭେଗାସ,୨୧।୭(ଏଏଫପି)-ଫିଲିପାଇନ୍ସ ବକ୍ସିଂ କିମ୍ବଦନ୍ତୀ ମେନି ପାକ୍ୱିୟୋ ଡବ୍ଲ୍ୟୁବିଏ (ବିଶ୍ୱ ବକ୍ସିଂ ଆସୋସିଏଶନ) ସୁପର ଓ୍ବେଲଟରଓ୍ବେଟ୍ ଟାଇଟଲ ହାସଲ କରିଛନ୍ତି। ଶନିବାର ଏଠାରେ ଖେଳାଯାଇଥିବା ମୁକାବିଲାରେ ସେ ସ୍ପିଲ୍ଟ ଡିସିଶନ୍ ମାଧ୍ୟମରେ ଡବ୍ଲ୍ୟୁବିଏ ସୁପର ଚାମ୍ପିୟନ ତଥା ଆମେରିକାର ପେସାଦାର ବକ୍ସର…
ଭିଡ଼ ହିଂସା ପୁଣି ନେଲା ୪ ଜୀବନ: ଡାହାଣି ସନ୍ଦେହରେ ହତ୍ୟା
ରାଞ୍ଚି,୨୧।୭: ଦେଶରେ ଭିଡ଼ ହିଂସା ଥମିବାର ନାଁ ଧରୁନି। ରବିବାର ଭୋର୍ ୩ଟାରେ ଝାଡ଼ଖଣ୍ଡର ଗୁମଲାରେ ୪ ଜଣ ଲୋକଙ୍କୁ ହତ୍ୟା କରାଯାଇଛି। କିଛି ଲୋକ ଏକାଠି ହୋଇ ଏଭଳି କାଣ୍ଡ ଭିଆଇଛନ୍ତି। ଡାହାଣୀ ସନ୍ଦେହରେ ୪ ଜଣଙ୍କୁ ଗଳା କାଟି…
ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ ଟିଭିଏସ…
ଆମେରିକାରେ ଗ୍ରୀଷ୍ମ ପ୍ରବାହ: ୧୫୦ ନିୟୁତ ଲୋକେ ପ୍ରଭାବିତ
ଓ୍ବାଶିଂଟନ,୨୧।୭: ଆମେରିକାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାଦ୍ୱାରା ୧୫୦ ନିୟୁତରୁ ଅଧିକ ଲୋକ ବ୍ୟତିବ୍ୟସ୍ତ ହେଉଥିବା କୁହାଯାଉଛି। ନ୍ୟୁୟର୍କ, ଫିଲାଡେଲଫିହା ତଥା ଓ୍ବାଶିଂଟନରେ ତାପମାତ୍ରା ୩୮ ଡିଗ୍ରୀ ହୋଇଛି। ଇତିମଧ୍ୟରେ ଏଠାରେ ୬ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଏଠାରେ…
ବୁଢ଼ିଆଣୀ ପିଠିରେ ମଣିଷ ମୁହଁ
ସେଣ୍ଟ୍ରାଲ ଚାଇନାର ହ୍ୟୁନାନ୍ ଅଞ୍ଚଳରୁ ଏକ ଭିନ୍ନ ପ୍ରଜାତିର ବୁଢ଼ିଆଣୀ ପିଠିରେ ଅବିକଳ ମଣିଷ ମୁହଁ ଭଳି ଚିହ୍ନ ରହିଥିବା ଦେଖିବାକୁ ମିଳିଛି। ଏହି ବୁଢ଼ିଆଣୀର ଭିଡିିିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ମୁହଁରେ ପୂରା ଆଖି, ପାଟି…
ଅନୁଗୋଳରେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା ପୋଲିସ, ଅଭିଯୁକ୍ତଙ୍କୁ ଧରିବା ଲାଗି ଗଠନ ହେଲା ୩ ଟିମ୍
ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ ରବିବାର ନିଜ ଆଡ଼ୁ ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲା ରୁଜୁ କରିଛି ବୋଲି ଡିଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଘଟଣାଟି…
Archives


