Home

ମୋଫେଡ ଚାଳକଙ୍କୁ ଦେଖି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେଲା ପାଲିସ

ଚନ୍ଦୌଲି,୧୩।୯: ଉତ୍ତର ପ୍ରଦେଶରେ ଜଣେ ମୋଫେଡ ଚାଳକଙ୍କୁ ଦେଖି ଟ୍ରାଫିକ୍‌ ପୋଲିସ ଯାଞ୍ଚ କରି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ନୂଆ ମୋଟର ଯାନ ନିୟମ ପରେ ଉତ୍ତର ପ୍ରଦେଶରେ ପ୍ରାୟ ପ୍ରତିଦିନ…

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି ସେକେଣ୍ଡରେ ୧ଲକ୍ଷ ୫୦ ହଜାର ୮୬୮ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଥିବା ବେଳେ…

ରାଜଧାନୀରେ ପୁଣି ଲାଗୁ ହେବ ଅଡ୍‌-ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ରାଜଧାନୀ ଦିଲ୍ଲୀରେ ପୁଣିଥରେ ଅଡ୍‌-ଇଭିନ୍‌ ନମ୍ବର ଲାଗୁ ହେବ ବୋଲି ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ଏହା ଆସନ୍ତା ନଭେମ୍ବର ୪-୧୫ ମଧ୍ୟରେ ଲାଗୁ କରାଯିବ। କାରଣ ଏହି ସମୟ ମଧ୍ୟରେ ଦିଲ୍ଲୀର ଆଖପାଖ ରାଜ୍ୟରେ…

ଧୋନୀଙ୍କ ଅବସରକୁ ନେଇ ମୁହଁ ଖୋଲିଲେ ସ୍ତ୍ରୀ ସାକ୍ଷୀ

ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ମହେନ୍ଦ୍ର ସିଂ ଧୋନୀଙ୍କୁ ନେଇ ଏକ ଟୁଇଟ୍‌ କରିଥିଲେ। ଯାହାକୁ ନେଇ ସୋସିଆଲ ମିଡିଆରେ ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଉଠିଥିଲା। ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ତାଙ୍କ ସ୍ତ୍ରୀ ସାକ୍ଷୀ। ଏହା କେବଳ ଗୁଜବ…

କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି । ମୃତକ ହେଲେ ଅର୍ଜୁନ ମୁଣ୍ଡା। ଘଟଣାସ୍ଥଳରେ…

ଏଆଇଡିଏମକେ ଦଳର ହୋଡିଂ ପଡି ଯୁବତୀଙ୍କ ମୃତ୍ୟୁ

ଚେନ୍ନାଇ,୧୩।୯:ତାମିଲନାଡୁର ଚେନ୍ନାଇରେ ଏକ ଅଭାବନୀୟ ଘଟଣା ଘଟିଛି। ଏଆଇଡିଏମକେ ଦଳର ଏକ ବିଜ୍ଞାପନ ହୋଡିଂ ଗଳି ପଡିବାରୁ ଜଣେ ୨୩ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଶୁବାଶ୍ରୀ ନାମକ ଏହି ଯୁବତୀ ଜଣଙ୍କ ଚେନ୍ନାଇର ଏକ ଆଇଟି କମ୍ପାନୀରେ ଇଞ୍ଜିନିୟର ଭାବେ କାମ…

ରେଳଧାରଣାରେ କଟି କର୍ମଚାରୀ ମୃତ

ବ୍ରହ୍ମପୁର ଅଫିସ,୧୩।୯: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ସରକାରୀ ରେଳବାଇ ଥାନା ଅନ୍ତର୍ଗତ ପୋଡ଼ାପଦର ରେଳଧାରଣାରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର୍ଯ୍ୟରତ ଜଣେ ରେଳ କର୍ମଚାରୀଙ୍କ ଉପରେ ପଲାସା – ଭୁବନେଶ୍ୱର ମେମୋ ଟ୍ରେନ ମାଡ଼ିଯିବାରୁ ଘଟଣାସ୍ଥଳରେ…

ହାଟଡ଼ିହୀ ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ହାଟଡ଼ିହୀ,୧୩।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶାଳଣିଆ ପଞ୍ଚାୟତ ଏଲକଣିଆ ଗ୍ରାମରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ସେ ହେଲେ ମୋହନ ବେହେରାଙ୍କ ପୁଅ ବାମଦେବ(୧୯)। ବାମଦେବ ବାହାର ରାଜ୍ୟରେ ରହି କାର୍ଯ୍ୟ କରନ୍ତି। ଦେହ ଅସୁସ୍ଥ ହେବାରୁ ଅଳ୍ପଦିନ…

ବିପଦ ସଙ୍କେତ ଅବସ୍ଥାରେ କାଲିମେଳା ସଦର ମହକୁମା ରାସ୍ତା

କାଲିମେଳା, ୧୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଜୟପୁର- ମୋଟୁ ୩୨୬ ନଂ. ଜାତୟ ରାଜପଥର କାଲିମେଳା ସଦର ମହକୁମା ରାସ୍ତା ଉପରେ ବଡ଼ ବଡ଼ ଗର୍ତ୍ତ ହୋଇ ପୋଖରୀ ଭଳି ପାଣି ଜମି ରହିଛି। ଫଳରେ ଗାଡ଼ି ଦୁର୍ଘଟଣା ହେବା ସମ୍ଭାବନା ରହିଛି।…

ବିଚ୍‌ ରାସ୍ତାରେ ଯୁବକଙ୍କୁ ନିସ୍ତୁକ ପିଟିଲେ ଟ୍ରାଫିକ୍‌ ପୋଲିସ

ଲକ୍ଷ୍ନୌ,୧୩।୯: ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଏହାର ଦୂରୁପଯୋଗ ହେବାସହ ରାସ୍ତାରେ ଅଜବ ଅଜବ ଘଟଣା ସମ୍ନାକୁ ଆସିଛି। ଶୁକ୍ରବାର ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରିଥିବା ଜଣେ ଯୁବକଙ୍କୁ ବିଚ୍‌ ରାସ୍ତାରେ ୨ଜଣ ପୋଲିସ ନିସ୍ତୁକ…

କୁଣ୍ଡେ ପାଣିରେ ଗଣେଶ ମୂର୍ତ୍ତି ବିସର୍ଜନକଲେ ରବିନା ଟଣ୍ଡନ

୧୦ ଦିନ ଧରି ଗଣପତିଙ୍କ ଆରାଧନା କରିବା ପରେ ଶେଷରେ ତାଙ୍କୁ ଧୁମଧାମରେ ବିଦାୟ ଦେଇଛନ୍ତି ଅଭିନେତ୍ରୀ ରବିନା ଟଣ୍ଡନ। ଏଥର ସେ ନିଜ ଘରେ ଇକୋ-ଫ୍ରେଣ୍ଡଲି ଗଣେଶପୂଜାର ଆୟୋଜନ କରିଥିଲେ। ସାଦାସିଧା ଢଙ୍ଗରେ ଏକ ଛୋଟ ଗଣେଶ ମୂର୍ତ୍ତି ଘରେ…

ଶେଷରେ ମାନିଲା ପାକିସ୍ତାନ: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି

ଇସାଲାମାବାଦ୍‌,୧୩।୯: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଶେଷରେ ସ୍ବୀକାର କରିଛନ୍ତି। ୮୦ ଦଶକରେ ସୋଭିଏଟ ରୁଷ ଆଫଗାନିସ୍ତାନ ଉପରେ କବ୍ଜା କରିଥିବାବେଳେ ପାକିସ୍ତାନ ଆତଙ୍କବାଦୀ ସଂଗଠନ ମୁଜାହିଦ୍ଦିନଙ୍କୁ ତା’ ବିରୋଧରେ ଜିହାଦ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?