ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ
ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ସମୟରେ ସେ ଉନ୍ନୟନ କାର୍ଯ୍ୟର ଗୁଣବତ୍ତା ବଜାୟ ରଖିବା ସହ ଚାଲୁଥିବା ବିଭିନ୍ନ…
ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍
ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ, ୟୁନିଅନ୍ ଓ ଅନ୍ୟ ହିତଧାରୀଙ୍କ ସହ ଆଲୋଚନା କରୁଛି । ଦରମା ସଂଶୋଧନ,…
‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ
ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ ହେଉଥିବା ଏହି ବହୁ-କ୍ରୀଡା ଇଭେଣ୍ଟରେ ଶ୍ରେୟସ ଆୟର ଭାରତୀୟ ଦଳର ନେତୃତ୍ୱ ନେବେ।…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ
ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ସ୍ଥାନୀୟ ଗ୍ରାମବାସୀ…
Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…
ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ – ସେପ୍ଟେମ୍ବର ୮, ୧୯୯୯ ରେ ଜନ୍ମଗ୍ରହଣ କରିଥିଲେ। ପଞ୍ଜାବରେ ଜନ୍ମଗ୍ରହଣ କରିଥିବା ଶୁବମନ…
ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର
କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ ପ୍ରଥମ ଥର ପାଇଁ ଭାଜପା ରାଜ୍ୟରେ ସରକାର ଗଠନ କରିଥିବାରୁ ବଙ୍ଗଳାରେ ଦୁର୍ଗାପୂଜା…
୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ
ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ ଲୋପ ପାଇବାକୁ ବସିଛି। ଏହାକୁ ବଞ୍ଚାଇ ରଖିବା ସହ ଲୋକାଭିମୁଖୀ କରିବାରେ ନିଜକୁ…
ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ
ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ ଜାପାନ ମଧ୍ୟରେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ଟି-୨୦ ମୁକାବିଲା ହେବ। ଭାରତୀୟ…
ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି।…
ଅଧା ଦାମ୍ରେ ମିଳିବ ପେଟ୍ରୋଲ-ଡିଜେଲ୍: ବଡ଼ ଘୋଷଣା କଲେ ଟ୍ରମ୍ପ
ଓ୍ବାଶିଂଟନ୍,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଯଦି ଏହା ପୂରଣ ହୁଏ ତେବେ ନିକଟ ଭବିଷ୍ୟତରେ ପେଟ୍ରୋଲ…
ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା
ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ ୨୦୦୯ରେ ସାଧାରଣ ନିର୍ବାଚନ ଅବ୍ୟବହିତ ପୂର୍ବରୁ ବରୁଣାଇ ମୁହାଣଠାରେ ବନ୍ଦର ନିର୍ମାଣ, ୨୦୧୪ରେ…
ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍ କରି କହିଲେ…
ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ ଆତ୍ମ ହତ୍ୟା କରିବା ଘଟଣା ଚର୍ଚ୍ଚା ର ବିଷୟ ପାଲଟିଛି। ଖନ୍ତାପ ଥାନା…

