Home

ଡେଭିସ୍‌ କପ୍‌ ମ୍ୟାଚ ନଭେମ୍ବରକୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୨୩|୮ (ପି.ଟି.)- ପାକିସ୍ତାନ ବିପକ୍ଷ ଭାରତର ଡେଭିସ୍‌ କପ୍‌ ମ୍ୟାଚକୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଛି। ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ ପରେ ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍‌) ଗୁରୁବାର ଏହା ଘୋଷଣା କରିଛି। ଏହି ମୁକାବିଲା ସେପ୍ଟେମ୍ବର ୧୪-୧୫ରେ ଇସ୍‌ଲାମାବାଦରେ…

ଶିଳ୍ପାୟନ ଧୂଅଁାବାଣ:ଧ୍ୱଂସ ହୋଇଯାଉଛି କ୍ଷୁଦ୍ରଶିଳ୍ପ,୫ ବର୍ଷରେ ୧୫ ହଜାର କ୍ଷୁଦ୍ର, ମଧ୍ୟମ ଶିଳ୍ପରେ ତାଲା

ଭୁବନେଶ୍ୱର, ୨୩ା୮(ବ୍ୟୁରୋ):ଶିଳ୍ପାୟନର ସ୍ବପ୍ନ ଦେଖାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ ଭଳି ବଡ଼ ବଡ଼ ଶିଳ୍ପ ସାଙ୍ଗକୁ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ପ୍ରତିରକ୍ଷା, ଶକ୍ତି, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ…

ତୃତୀୟ ଆଶେସ ଟେଷ୍ଟ: ଅଷ୍ଟ୍ରେଲିଆ ୧୭୯ ରନରେ ସୀମିତ

ଲିଡ୍ସ (ୟୁନାଇଟେଡ କିଙ୍ଗଡମ୍‌),୨୩|୮ (ଏଏଫ୍‌ପି)-ସ୍ଥାନୀୟ ହେଡିଂଲେଠାରେ ଗୁରୁବାର ତୃତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଛି। ମେଘୁଆ ପାଗ ବୋଲରଙ୍କୁ ସୁହାଇବ ବୋଲି ଆଶା ରଖି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ବୋଲରମାନେ ପ୍ରଭାବୀ…

ଜାପାନ କ୍ରୀଡ଼ାପ୍ରେମୀଙ୍କ ଲାଗି ସ୍ବତନ୍ତ୍ର ଅଲିମ୍ପିକ୍‌ ପ୍ୟାକେଜ

ଟୋକିଓ,୨୩।୮(ଏପି): ଟୋକିଓ ଅଲିମ୍ପିକ୍‌ ଆୟୋଜକଙ୍କ ପକ୍ଷରୁ ଜାପାନର କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ଉଚ୍ଚସ୍ତରୀୟ ପ୍ୟାକେଜ ଘୋଷଣା କରାଯାଇଛି। ୬.୩୫ ନିୟୁତ ୟେନ ମୂଲ୍ୟର ପ୍ୟାକେଜ ମାଧ୍ୟମରେ ଉପଭୋକ୍ତାମାନେ ଉଦ୍‌ଘାଟନୀ ଉତ୍ସବରୁ ଆରମ୍ଭ କରି ୯ ଦିନ ଟ୍ରାକ୍‌ ଓ ଫିଲ୍ଡ ଇଭେଣ୍ଟ…

ଭିସୁଟ୍‌ରେ ର଼୍ୟାଗିଂ

ସମ୍ବଲପୁର,୨୩ା୮(ବ୍ୟୁରୋ):ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ ର଼୍ୟାଗିଂ ଭିଡିଓ ଭାଇରାଲ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନଙ୍କୁ ସିନିୟର ଛାତ୍ରମାନେ ର଼୍ୟାଗିଂ କରୁଥିବା ଏହି ଭିଡିଓରୁ ଜଣାପଡିଛି। ଏହାକୁ ନେଇ କୁଳପତି ଅଟଳ ଚୌଧୁରୀ ଗୁରୁବାର ସନ୍ଧ୍ୟାରେ କଲେଜ…

ନେମାରଙ୍କ ପାଇଁ ବାଲେ, ଜେମ୍ସଙ୍କ ସହ ୧୦୦ ନିୟୁତ

ପ୍ୟାରିସ,୨୩।୮(ପିଟି): ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ଷ୍ଟାର ଷ୍ଟ୍ରାଇକର ନେମାର ଜୁନିୟରଙ୍କୁ ଦଳରେ ନେବା ପାଇଁ ବହୁ ଦଳ ଆଗଭର ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛି ସ୍ପାନିଶ କ୍ଲବ ରିୟଲ ମାଡ୍ରିଡ୍‌। ନେମାରଙ୍କୁ ଦଳରେ ସାମିଲ କରିବା ଲାଗି ମାଡ୍ରିଡ୍‌ ତା’ର…

ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ: କ୍ୱାର୍ଟରରେ ସିନ୍ଧୁ, ପ୍ରଣୀଥ

ବାସେଲ (ସୁଇଜରଲାଣ୍ଡ),୨୩।୮(ପିଟି): ଏଠାରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପ୍ରତିଯୋଗିତାରେ ଭାରତୀୟ ତାରକା ଶଟଲର ପି. ଭି. ସିନ୍ଧୁ ଓ ବି. ସାଇ ପ୍ରଣୀଥ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ଏଚ୍‌.ଏସ୍‌. ପ୍ରଣୟ ଓ କିଡାମ୍ବି ଶ୍ରୀକାନ୍ତ ପରାଜୟ…

ଋଣ ଅଭିବୃଦ୍ଧି ଉପରେ ଫୋକସ କରିବେ ବ୍ୟାଙ୍କ

ଭୁବନେଶ୍ୱର, ୨୩-୮(ବ୍ୟୁରୋ): ଆଗାମୀ ୫ ବର୍ଷରେ ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏ ଦିଗରେ ବ୍ୟାଙ୍କଗୁଡିକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଥିବା ବେଳେ ଅର୍ଥନୀତିକୁ ଆଗେଇ ନେବା ଲାଗି ବିଭିନ୍ନ ପଦକ୍ଷେପ ଉପରେ…

ନୀରବ ମୋଦିଙ୍କ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି

ଲଣ୍ଡନ,୨୩-୮: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି ପାଇଛି। ଭାରତକୁ ପ୍ରତ୍ୟର୍ପଣ ନେଇ ଆଗତ ମାମଲାର ସାମ୍ନା କରୁଥିବା ନୀରବଙ୍କୁ ଏବେ ବ୍ରିଟେନର ଓ୍ବଣ୍ଡସଓ୍ବର୍ଥ ଜେଲ୍‌ରେ ରଖାଯାଇଛି। ତାଙ୍କୁ ଭିଡ଼ିଓ କନ୍‌ଫରେନ୍ସିଂ…

ଆର୍ଥିକ ପ୍ୟାକେଜ ଦେବେନି ସରକାର

ନୂଆଦିଲ୍ଲୀ,୨୩-୮: ଦେଶର ଅର୍ଥନୀତି ଧିମା ହେବା କାରଣରୁ ଉଦ୍ୟୋଗ ଜଗତ ଏବେ ମାନ୍ଦାବସ୍ଥାର ଶିକାର ହୋଇଛି। ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ଉଦ୍ୟୋଗ ଜଗତ ପକ୍ଷରୁ ଦାବି କରାଯାଇଛି। ତେବେ ସରକାର କୌଣସି ପ୍ରକାର ଆର୍ଥିକ ସହାୟତା…

ଆଇଆରସିଟିସି ଆଣିବ ଆଇପିଓ;ବିକ୍ରି ହେବ ୧୨% ଅଂଶଧନ

ନୂଆଦିଲ୍ଲୀ,୨୩-୮: ରେଲଓ୍ବେର ପର୍ଯ୍ୟଟନ ଏବଂ ଖାଦ୍ୟ ବ୍ୟବସ୍ଥା ତଦାରଖ କରୁଥିବା ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି) ଖୁବଶୀଘ୍ର ଇନିସିଆଲ ପବ୍ଲିକ୍‌ ଅଫରିଂ(ଆଇପିଓ) ଆଣିବାକୁ ଯାଉଛି। ଏଥିଲାଗି ଭାରତୀୟ ପ୍ରତିଭୁତି ଏବଂ ବିନିମୟ ବୋର୍ଡ(ସେବି) ନିକଟରେ ଏହା ଆବଶ୍ୟକୀୟ ଦସ୍ତାବେଜ…

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ  ବଳାତ୍କାର:ଜେଲ ଗଲେ ପ୍ରେମିକ

ଗଣିଆ,୨୩।୮(ଡି.ଏନ.ଏ.)-ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ନୟାଗଡ ଜିଲା ଗଣିଆ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଖଣ୍ଡପଡା ବ୍ଲକ ଗଡିଆସାହି ଫାଣ୍ଡି ସେରଜଙ୍ଗ ଗ୍ରାମର ଗୋପୀନାଥ ବିଶ୍ୱାଳ(୩୦)ା ତାଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri