Home

ଟଙ୍କା, ସେନ୍‌ସେକ୍ସ ହ୍ରାସ, ସୁନା ଦର ବୃଦ୍ଧି

ମୁମ୍ବାଇ,୨୩-୮: ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ ସରକାରଙ୍କ ପକ୍ଷରୁ କୌଣସି ଆର୍ଥିକ ପ୍ରୋତ୍ସାହନ ଦିଆଯିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କଲା ପରେ ମୁଦ୍ରା ଓ ଷ୍ଟକ୍‌ ବଜାରରେ ହଇଚଇ ସୃଷ୍ଟି ହୋଇଥିଲା। ଡଲାର ତୁଳନାରେ ଟଙ୍କାର ମୂଲ୍ୟ…

ବର୍ଷକରେ ବନ୍ଦ ହୋଇଛି ୫୫୦୦ ଏଟିଏମ୍‌, ୬୦୦ ଶାଖା

ନୂଆଦିଲ୍ଲୀ,୨୩-୮: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଖର୍ଚ୍ଚ କମାଇବା ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନେ ବଡ଼ ସହରରେ ନିଜର ଏଟିଏମ୍‌ ଓ ଶାଖା ବନ୍ଦ କରୁଛନ୍ତି। ସହରବାସୀ ଏବେ ଅଧିକ ସଂଖ୍ୟାରେ ଡିଜିଟାଲ ବ୍ୟାଙ୍କିଙ୍ଗ ଆଡ଼କୁ ଆକୃଷ୍ଟ ହେବା…

ସାମଗ୍ରୀ ଦର ବଢ଼ାଇବ ବ୍ରିଟାନିଆ

କୋଲକାତା,୨୩-୮: ଏଫ୍‌ଏମ୍‌ସିଜି କମ୍ପାନୀ ବ୍ରିଟାନିଆ ଇଣ୍ଡଷ୍ଟ୍ରିଜ ବିକ୍ରି ହ୍ରାସ ପାଉଥିବାରୁ ଅଧିକ କ୍ଷତିରୁ ମୁକ୍ତି ପାଇବା ଲାଗି ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରୁ ନିଜର ସମସ୍ତ ଉତ୍ପାଦର ଦର ବଢ଼ାଇବ ବୋଲି ଘୋଷଣା କରିଛି। କମ୍ପାନୀ ମୁଖ୍ୟ(ବିପଣନ) ବିନୟ ସୁବ୍ରମଣ୍ୟମ…

୭ମାସରେ ଚାକିରି ଛାଡ଼ିଛନ୍ତି ୫୮ ସିଇଓ-ଏମ୍‌ଡି

ନୂଆଦିଲ୍ଲୀ,୨୩-୮: ଇଣ୍ଡିଆ ଇଙ୍କ୍‌ର କର୍ନର ଅଫିସ୍‌ରୁ ଚଳିତ ବର୍ଷର ୭ ମାସ ମଧ୍ୟରେ ୫୮ ଜଣ ସିଇଓ-ଏମ୍‌ଡି ଚାକିରି ଛାଡ଼ିଛନ୍ତି। ପ୍ରାଇମ ଡାଟାବେସ୍‌ ପକ୍ଷରୁ ଏନ୍‌ଏସ୍‌ଇଇନ୍‌ଫୋବେସ୍‌ ଡଟ୍‌ କମ୍‌ର ତର୍ଜମା କରାଯିବା ପରେ ଏହି ତଥ୍ୟ ଜଣାପଡିଛି। ୨୦୦୯ରେ ଏହି ସଂଖ୍ୟା…

ଏସବୁ ରୋଗରୁ ବି ଦୂରେଇ ରଖେ ଆମ୍ବ ଟାକୁଆ…

ଆମ୍ବ ଶରୀର ପାଇଁ ଉପକାରୀ। ଏହା ସହିତ ଆମ୍ବ ଟାକୁଆ ମଧ୍ୟ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ଟାକୁଆରୁ କୋଇଲି ବାହାର କରି ଏହାକୁ ଶୁଖାଇ ଗୁଣ୍ଡ କରି ପ୍ରତିଦିନ ସକାଳେ ଖାଲିପେଟରେ ଗ୍ଲାସେ ଉଷୁମ ପାଣି ସହ ଖାଇଲେ କୋଲଷ୍ଟରଲସ୍ତର…

କାଶ, କଫ ଭଲ କରେ ଗୋଲମରିଚ

ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍‌। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ଗୋଲମରିଚକୁ କୌଣସି ଔଷଧ ସହ ସେବନ କଲେ ତାହା ଔଷଧର ପ୍ରଭାବକୁ ବୃଦ୍ଧି…

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି। ମନ୍ଦିରର…

ବିଶ୍ୱର ସବୁଠୁ ଲମ୍ବା ଜିଭ ଥିବା ବ୍ୟକ୍ତି

ଦୁନିଆରେ ଏଭଳି କିଛି ଲୋକଙ୍କୁ ଦେଖିଥିବେ, ଯେଉଁମାନେ ନିଜର ଅଦ୍ଭୁତ କଳା କାର୍‌ନାମା ପାଇଁ ବିଶ୍ୱବାସୀଙ୍କୁ ଚକିତ କରି ରଖିଥାନ୍ତି। ଏମିତି ଜଣେ ବ୍ୟକ୍ତି ହେଲେ ନେପାଳର ଯଜ୍ଞ ବାହାଦୂର କଟୁୱାଲ୍‌। ଶୁଣିବାକୁ ମିଳୁଛି, ବ୍ୟକ୍ତିଙ୍କ ଜିଭ ଏତେ ଲମ୍ବା ଯେ…

ଛାତ୍ର ସଂସଦ ନିର୍ବାଚନ ବାତିଲ: କଲେଜ, ବିଶ୍ୱବିଦ୍ୟାଳୟକୁ ଜଣାଇଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟରେ ଥିବା କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏ ନେଇ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳାଧିପତି, ସମସ୍ତ ସରକାରୀ…

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲା:୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୨ା୮(ବ୍ୟୁରୋ)- ଗତ ମଙ୍ଗଳବାର ରାଜଧାନୀରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା। ଚନ୍ଦ୍ରଶେଖରପୁର ଥାନା ନିଳାଦ୍ରିବିହାର ଅଞ୍ଚଳରେ ଜଣେ ୬ବର୍ଷର ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମଁୁ ବଳାତ୍କାର କରିଥିଲେ। ଅଭିଯୋଗ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାକୁ ନେଇ…

ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ

ମାଲକାନଗିରି, ୨୨।୮ (ଡି.ଏନ୍‌.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଜ୍ଞା ନଳିନୀ ମିଶ୍ର ଅଭିଯୁକ୍ତ ପର୍ଶୁରାମ ପଡିଆମୀଙ୍କୁ ଆଜୀବନ କାରାଦଣ୍ଡ…

ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କଲେ ଚାଷୀ

ଜୟପୁର,୨୨ା୮(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବ୍ଲକ କଙ୍ଗା ଓ ଜାମୁଣ୍ଡା ପଞ୍ଚାୟତର ଚାଷୀଙ୍କ ଖରିଫ ଧାନ ଅମଳ ପରେ ମଣ୍ଡିରେ ଏହାକୁ ସ୍ବୟଂ ସହାୟକ ଗୋଷ୍ଠୀ କିଣିବେ। ଜିଲା ପ୍ରଶାସନ ନେଇଥିବା ଏଭଳି ନିଷ୍ପତ୍ତିକୁ ଏବେ ବିରୋଧ ଆରମ୍ଭ ହୋଇଛି। ଉଭୟ ପଞ୍ଚାୟତର କେତେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri