Home

ପୁଅ କଟୁରି ଚୋଟରେ ମା’ ଗୁରୁତର: ଅଭିଯୁକ୍ତ ଗିରଫ

ଡେଲାଙ୍ଗ,୧୩ା୯(ଡି.ଏନ୍‌.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ଏକ ମାମଲା…

୩ ଜୈଶ୍‌ ଆତଙ୍କବାଦୀ ଗିରଫ

ଜମ୍ମୁ,୧୩-୯(ପି.ଟି.):ଏକ କାର୍ଡବୋର୍ଡ ବୋଝେଇ ଟ୍ରକ୍‌ରେ ବିପୁଳ ଅସ୍ତ୍ରଶସ୍ତ୍ର ନେଇ ଯାଉଥିବାବେଳେ ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଗୁରୁବାର ୩ ଜୈଶ୍‌ ଆତଙ୍କବାଦୀ ଧରାପଡ଼ିଛନ୍ତି। ସକାଳ ୮ଟାରେ ଜମ୍ମୁ-ପଠାକୋଟ ଜାତୀୟ ରାଜପଥରେ ଯାଞ୍ଚବେଳେ ସେମାନଙ୍କୁ ଗିରଫ କରାଯାଇଛି। ଏହାସହ ଆତଙ୍କବାଦୀଙ୍କ ଏକ ବଡ଼ଧରଣର ଆକ୍ରମଣ…

ମହେଶ ଓ ଅବନୀକାନ୍ତଙ୍କୁ ଡକ୍ଟରେଟ ଉପାଧି

ଅନୁଗୋଳ ଅଫିସ, ୧୩।୯-ବଲ୍‌ସ ବ୍ରିଜ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଦିଲ୍ଲୀର ଗାଜିଆବାଦ ସ୍ଥିତ ଇନ୍ଦିରାପୁରମ ହାବିଟାଟ୍‌ ସେଣ୍ଟରରେ ଗତ ୮ ତାରିଖରେ ଆୟୋଜିତ ସମାବର୍ତ୍ତନ ଉତ୍ସବରେ ଶିକ୍ଷାବିତ୍‌ ତଥା ଅନୁଗୋଳସ୍ଥିତ ଆଦର୍ଶ ଅନୁଷ୍ଠାନ ସମୂହର ପ୍ରତିଷ୍ଠାତା ମହେଶ ଚନ୍ଦ୍ର ଧଳଙ୍କୁ ଶିକ୍ଷାକ୍ଷେତ୍ରରେ…

ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଧୀନ ନିହଲ ପ୍ରସାଦ ଅଞ୍ଚଳର ଶକ୍ତିମୟ ଭୂୟଁା(୫୨)।…

ଜମିରେ ଏନ୍‌ଟିପିସି ପାଉଁଶ ପାଣି

କଣିହାଁ, ୧୩ା୯(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଆଶପଣ୍ଡ ପାଉଁଶ ପାଣି ଯୋଗୁ ଅଞ୍ଚଳବାସୀ ନାନା ସମସ୍ୟା ଭୋଗୁଛନ୍ତି। ମଙ୍ଗଳବାର ରାତିରେ ଆଶପଣ୍ଡରୁ ପ୍ରବଳ ମାତ୍ରାରେ ପାଉଁଶ ପାଣି ବାହାରି ମସୁଣିହତା ଗ୍ରାମର ପ୍ରାୟ ଦେଢ ଏକର ଜମିରେ…

ଆକସ୍ମିକ ଯୁଦ୍ଧର ସଙ୍କେତ ଦେଲା ପାକ୍‌

ଜେନେଭା,୧୩-୯ (ଆଇଏଏନ୍‌ଏସ୍‌):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଏବେ ‘ଆକସ୍ମିକ ଯୁଦ୍ଧ’ର ସଙ୍କେତ ଦେଇଛି। କଶ୍ମୀର ପ୍ରସଙ୍ଗରେ ଭାରତ ସହ ଯୁଦ୍ଧର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ କହିଛନ୍ତି।…

୧୭ରୁ ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା: ୭ ଦିନ ଧରି ଚାଲିବ, ପଡ଼ିବ ୨୪୦ ଷ୍ଟଲ

ଅନୁଗୋଳ ଅଫିସ, ୧୩।୯-ଆସନ୍ତା ୧୭ ତାରିଖ ବିଶ୍ୱକର୍ମା ପୂଜା ଅବସରରେ ଅନୁଗୋଳ ଜିଲାର ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ୨୩ ତାରିଖ ଯାଏ ଚାଲିବାକୁ ଥିବା ଏହି ମେଳାରେ ମୋଟ ୨୪୦ଟି ଷ୍ଟଲ ପଡ଼ିବ। ଜିଲା ଗ୍ରାମ୍ୟ…

ବାଲେଶ୍ୱର ସ୍ବାସ୍ଥ୍ୟବିକାଶ ସମିତିର ପ୍ରଥମ ବୈଠକ : ‘ଏଫ୍‌ଏମ୍‌ ମେଡିକାଲ କଲେଜ ସମସ୍ୟାର ସମାଧାନ ହେବ’

କଟକ ଅଫିସ,୧୩ା୯: ବାଲେଶ୍ୱରରେ ସ୍ବାସ୍ଥ୍ୟସେବାକୁ ନେଇ ପ୍ରଥମ ସ୍ବାସ୍ଥ୍ୟ ବିକାଶ ସମିତି ସାଧାରଣ ବୈଠକ ଗୁରୁବାର କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଆରଡିସି ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ…

ୟୁପି ମନ୍ତ୍ରୀଙ୍କ ‘ସୁପ୍ରିମକୋର୍ଟ ଆମର’ ମନ୍ତବ୍ୟକୁ ନିନ୍ଦା

ନୂଆଦିଲ୍ଲୀ,୧୩-୯: ‘ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ, କାରଣ ସୁପ୍ରିମକୋର୍ଟ ଆମର। ଏ ଦେଶ, ନ୍ୟାୟପାଳିକା ଓ ମନ୍ଦିର ସବୁ ଆମର।’ ୨୦୧୮ ସେପ୍ଟେମ୍ବରରେ ଉତ୍ତରପ୍ରଦେଶର ମନ୍ତ୍ରୀ ମୁକୁଟ ବିହାରୀ ବର୍ମା ଦେଇଥିବା ଏଭଳି ମନ୍ତବ୍ୟକୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ…

କୁଇ ସମାଜ ପକ୍ଷରୁ ଥାନା ଘେରାଉ

କ.ନୂଆଗାଁ, ୧୩।୯- କନ୍ଧମାଳ ଜିଲା କୁଇ ସମାଜ ପକ୍ଷରୁ ଗୁରୁବାର କ.ନୂଆଗାଁ ଥାନା ଘେରାଉ କରାଯାଇଥିଲା। କୁଡୁଡୁଲି ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣା, ସହକାରୀ ଶିକ୍ଷକ ସଦାଶିବ ବେହେରା ଏବଂ ପି.ଇ.ଟି. ଶିକ୍ଷକ ସୁଶାନ୍ତ ବଳିୟାର ସିଂ…

ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ମାମଲା : ପକ୍ଷ ଶୁଣିବାକୁ ଏନ୍‌ଏଚ୍‌ଆର୍‌ସିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୩ା୯: ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସିଙ୍କ ଏହି ନିର୍ଦ୍ଦେଶକୁ ବର୍ତ୍ତମାନ କାର୍ଯ୍ୟକାରୀ ନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ଶିବସେନାକୁ ୧୦୬ ଆସନ ଯାଚିଲା ଭାଜପା

ମୁମ୍ବାଇ,୧୩-୯(ପି.ଟି.): ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ଶେଷ ଆଡ଼କୁ ହେବାକୁ ଥିବାବେଳେ ଏଥିପାଇଁ ଶାସକ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ଲାଗି ଆଲୋଚନା ଆରମ୍ଭ ହୋଇଛି। ଭାଜପା ସହଯୋଗୀ ଦଳକୁ ୧୦୬ଟି ଆସନ ଯାଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?