Home

ମାଲିକଙ୍କ ମୃତ୍ୟୁର ୧୫ ମିନିଟ ଭିତରେ ଜୀବନ ହାରିଲା ପୋଷା କୁକୁର

ମଣିଷ-ପଶୁ ସମ୍ପର୍କ ସବୁବେଳେ ସ୍ବତନ୍ତ୍ର। ଏହା ଏପରି ସମ୍ପର୍କ, ଯାହା କେବେ ସ୍ବାର୍ଥ ଦେଖେନାହଁି ନା ଏଥିରେ ଥାଏ ଛନ୍ଦ କପଟ! ଏଭଳି ଏକ ନିଆରା ସମ୍ପର୍କର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ସ୍କଟଲାଣ୍ଡରେ। ଉଲ୍ଲେଖଯୋଗ୍ୟ, ମାଲିକଙ୍କ ମୃତ୍ୟୁର ୧୫ ମିନିଟ୍‌…

ବହୁ ଉପକାରୀ ଛେଳି କ୍ଷୀର, ଭଲ ହୋଇଥାଏ ଏସବୁ ରୋଗ

କ୍ଷୀର ସ୍ବାସ୍ଥ୍ୟ ପ୍ରତି ବହୁ ଉପକାରୀ। ଏଥିରେ କ୍ୟାଲସିୟମ, ପ୍ରୋଟିନ୍‌, ପଟାସିୟମ ଏବଂ ଭିଟାମିନ୍‌ ଡି ପ୍ରଚୁରମାତ୍ରାରେ ରହିଛି। ଅଧିକାଂଶ ଲୋକ ଗାଈ, ମଇଁଷି କ୍ଷୀର ପିଇଥାନ୍ତି। କିନ୍ତୁ ଛେଳି କ୍ଷୀର ବି ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏହା ଇମିନୋ…

ଆଇଏନ୍‌ଏକ୍ସ୍‌ ମାମଲା: ଇଡ଼ି ଅଧିକାରୀ ରାକେଶ ଆହୂଜାଙ୍କ ବଦଳି

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ୍‌ ମାମଲାରେ ଇଡ଼ିର ସହାୟକ ଯାଞ୍ଚ୍‌ ଅଧିକାରୀ ରାକେଶ ଆହୂଜାଙ୍କୁ ଗୁରୁବାର ବଦଳି କରାଯାଇଛି। ଇଡ଼ିରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିବାରୁ ଏପରି କରାଯାଇଥିବା କୁହାଯାଉଛି। ତାଙ୍କୁ ଦିଲ୍ଲୀ ପୋଲିସକୁ ପୁଣି ଫେରାଇ ଅଣାଯାଇଛି। ୩ ସପ୍ତାହ ପୂର୍ବରୁ ତାଙ୍କର…

ବନ୍ୟାରେ ୩୦୨ ହେକ୍ଟର ଚାଷଜମି ବାଲିଚର : ୧୨ଟି ପଞ୍ଚାୟତ ପ୍ରଭାବିତ

କର୍ଲାମୁଣ୍ଡା,୨୨।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଗତ ସପ୍ତାହରେ ପ୍ରବଳ ବର୍ଷାହେବା ଯୋଗୁ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଥିଲା। ଫଳରେ ବ୍ଲକର ୧୨ଟି ପଞ୍ଚାୟତର ଅଧିକାଂଶ ଗ୍ରାମ ପ୍ରଭାବିତ ହେବା ସହ ଚାଷୀଙ୍କ ରୁଆଧାନ ନଷ୍ଟ ହେବା ସାଙ୍ଗକୁ ମାଟିଘରଗୁଡିକ ଭୁଶୁଡ଼ି…

ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ମୋଦି: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ଯାଇଛନ୍ତି। ସେ ପ୍ରଥମେ ଫ୍ରାନ୍ସ ଗସ୍ତ କରିବେ। ଏହା ପରେ ସୌଦି ଏବଂ ବାହାରିନ୍‌ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି କୁହାଯାଉଛି। ମୋଦି ଅଗଷ୍ଟ ୨୬ ପର୍ଯ୍ୟନ୍ତ ବିଦେଶ ଗସ୍ତରେ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ମଧ୍ୟପ୍ରଦେଶରୁ ୫ ଗିରଫ; ଆଇଏସ୍‌ଆଇ ସହ ସମ୍ପୃକ୍ତି ସନ୍ଦେହ

ଭୋପାଳ,୨୨।୮: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ମଧ୍ୟପ୍ରଦେଶ ସତନାରେ ଏଟିଏସ୍‌ ପକ୍ଷରୁ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କର ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହିତ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମୋବାଇଲ୍‌ ଫୋନ୍‌ରେ ୧୩ ପାକିସ୍ତାନ…

ପାର୍ଲିିଆମେଣ୍ଟରେ ଶିଶୁକୁ କ୍ଷୀର ପିଆଇ ଚର୍ଚ୍ଚାରେ ବାଚସ୍ପତି

ଖ୍ରୀଷ୍ଟଚର୍ଚ୍ଚ, ୨୨।୮: ନ୍ୟୁଜିଲାଣ୍ଡ ପାର୍ଲିଆମେଣ୍ଟରୁ ଏକ ହୃଦୟସ୍ପର୍ଶୀ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପାର୍ଲିଆମେଣ୍ଟରେ ଡିବେଟ୍‌ ଚାଲିଥିବାବେଳେ ବାଚସ୍ପତି ଏକ ଶିଶୁକୁ କ୍ଷୀର ପିଆଉଥିବା ଦେଖାଯାଇଥିଲା। ରିପୋର୍ଟ ମୁତାବକ, ସଦନରେ କାର୍ଯ୍ୟ ଚାଲିଥିବାବେଳେ ଏମ୍‌ପି ତାମତି କଫି ଗୃହକୁ ନିଜ…

ଅଜୟ କୁମାର ଭଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୨।୮: ଅଜୟ କୁମାର ଭଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ୧୯୮୪ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଶେଷ କାର୍ଯ୍ୟ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ୧୯୮୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରାଜୀବ ଗୌବା…

ନ୍ୟୁୟର୍କରୁ ମିଳିଲା ଦୋମୁହାଁ ମାଛ

ନ୍ୟୁୟର୍କ, ୨୨।୮: ନ୍ୟୁର୍କରେ ଜଣେ ମାଛ ଧରାଳି ଦୋମୁହାଁ ମାଛ ଧରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟୁୟର୍କରେ ଡେବୀ ଗେଡେସ୍‌ ନାମକ ଜଣେ ମହିଳା ସମଦ୍ରକୁ ମାଛ ଧରିବାକୁ ଯାଇଥିବାବେଳେ ତାଙ୍କ ଜାଲରେ ଏକ…

ଅବୈଧ ସମ୍ପର୍କ ସନ୍ଦେହରେ ଯୁବତୀ, ଯୁବକଙ୍କୁ ଜୋତାମାଳ ପିନ୍ଧାଇ ବୁଲାଇଲେ ଗ୍ରାମବାସୀ

କର୍ନାଲ, ୨୨।୮: ହରିୟାଣାର କର୍ନାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଅବୈଧ ସମ୍ପର୍କ ସନ୍ଦେହରେ ଯୁବତୀ, ଯୁବକଙ୍କୁ ଜୋତାମାଳ ପିନ୍ଧାଇ ବୁଲାଇଲେ ଗ୍ରାମବାସୀ। କେବଳ ଏତିକିରେ ଘଟଣାରେ ଯବନିକା ପଡି ନ ଥିଲା। ଉଭୟଙ୍କୁ ଗାଁ ଲୋକେ ଖୁବ୍‌ ଜୋରରେ ମଧ୍ୟ…

ଅଯୋଧ୍ୟା ମାମଲା: ବ୍ରିଟିଶ୍‌ ଅମଳରେ ହେଉଥିଲା ଜୁମା ନମାଜ ପାଠ; ହିନ୍ଦୁ ବି କରୁଥିଲେ ପୂଜା

ନୂଆଦିଲ୍ଲୀ, ୨୨।୮: ଅଯୋଧ୍ୟା ମାମଲାରେ ଗୁରୁବାର ୧୦ମ ଦିନ ପାଇଁ ହୋଇଥିବା ଶୁଣାଣି ହୋଇଛି। ଏଥିରେ ଗୋପାଲ ସିଂ ବିଶାରଦଙ୍କ ପକ୍ଷରୁ ନିଯୁକ୍ତ ଆଇନଜୀବୀ ରଞ୍ଜିତ୍‌ କୁମାର ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ସମ୍ମୁଖରେ ଅବଦୁଲ୍‌…

୭,୨୫୮ ପିଲାଙ୍କୁ ମିଳିବ କାଳିଆ ଛାତ୍ର ବୃତ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘କାଳିଆ ଛାତ୍ରବୃତ୍ତି’ ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୭,୨୫୮ ପିଲାଙ୍କୁ ଏହି ବୃତ୍ତି ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri