Home

ଭାଜପା ନେଇଛି ରାଜନୈତିକ ପ୍ରତିଶୋଧ: ସଲମାନ୍‌ ଖୁର୍ଶିଦ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ସିବିଆଇ ପକ୍ଷରୁ ଗିରଫ କରାଯିବା ଘଟଣାରେ ଏବେ ଦେଶର ରାଜନେତାଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏନେଇ କଂଗ୍ରେସ ବରିଷ୍ଠ ସଦସ୍ୟ ସଲମାନ୍‌ ଖୁର୍ଶିଦ୍‌ ଗୁରୁବାର ଅଭିଯୋଗ କରିଛନ୍ତି ଯେ, ଏପରି କରି…

ଓଡ଼ିଶାକୁ ‘ନ୍ୟୁଟ୍ରିଶନ ଚାମ୍ପିୟନ’ ଟ୍ୟାଗ୍‌ ଦେଲା ଆଇଏଫ୍‌ପିଆର୍‌ଆଇ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଅନ୍ୟ ରାଜ୍ୟମାନଙ୍କୁ ପଛରେ ପକାଇ ଦେଶର ‘ନ୍ୟୁଟ୍ରିଶନ ଚାମ୍ପିୟନ’ ହେବାର ଗୌରବ ଅର୍ଜନ କରିଛି ଓଡ଼ିଶା। ଶିଶୁଙ୍କଠାରେ କୁପୋଷଣ ଦୂର କରିବା କ୍ଷେତ୍ରରେ ଆଖିଦୃଶିଆ କାର୍ଯ୍ୟ କରିବା ଲାଗି ଇଣ୍ଟରନ୍ୟାଶନାଲ ଫୁଡ୍‌ ପଲିସି ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌(ଆଇଏଫ୍‌ପିଆର୍‌ଆଇ) ଓଡ଼ିଶାକୁ ଏହି ଟ୍ୟାଗ୍‌…

୨୦ ବିଚାରପତିଙ୍କ ବଦଳି

କଟକ ଅଫିସ,୨୨ା୮: ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଭିନ୍ନ ଜିଲାରେ କାର୍ଯ୍ୟରତ ୨୦ ଜଣ ବିଚାରପତିଙ୍କୁ ବଦଳି କରାଯାଇଛି। ଏ ନେଇ ଗତ ୧୭ରେ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତଦନୁଯାୟୀ, ଶିଶିର କୁମାର ରଥଙ୍କୁ କଟକ ଜିଲା ଓ ସେସନ୍‌…

ଅସଜଡ଼ା ଭିତ୍ତିଭୂମିରେ ଚାଲିଛି ଶିକ୍ଷାଦାନ

ବ୍ରହ୍ମଗିରି,୨୨ା୮(ଡି.ଏନ.ଏ): ବ୍ରହ୍ମଗିରି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଏହିି ବ୍ଲକ ଅନ୍ତର୍ଗତ କାଣ୍ଡୋଗଦା ପଞ୍ଚାୟତର ମୁଣ୍ଡାଳ ଗ୍ରାମସ୍ଥିତ ମୁଣ୍ଡାଳ ଜାଡିପୁର ପ୍ରାଥମିକ ବିଦ୍ୟାଳୟ ଓ ଯୁଗୋଜ୍ୟୋତି ୟୁପି ଏମଇ ବିଦ୍ୟାଳୟ ଦେଖିଲେ ଭିତ୍ତିଭୂମି ଓ ଏହାର ଶିକ୍ଷା ବ୍ୟବସ୍ଥାରୁ…

ଦେଶର ସଙ୍କଟ ଜନକ ଅର୍ଥବ୍ୟବସ୍ଥାରୁ ଧ୍ୟାନ ହଟାଇବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି: ସୁରେଜଓ୍ବାଲା

ନୂଆଦିଲ୍ଲୀ,୨୨।୮: ଦେଶର ସଙ୍କଟଜନକ ଅର୍ଥବ୍ୟବସ୍ଥାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ବରିଷ୍ଠ ସଦସ୍ୟ ରଣଦୀପ୍‌ ସୁରେଜଓ୍ବାଲା ଅଭିଯୋଗ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଗତ ଦୁଇଦିନ…

ବଦଳି ହୋଇ ଚାଲିଗଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ: ଧାର୍ଯ୍ୟ ହୋଇପାରିଲାନି ମହାପ୍ରସାଦ ଦର

ପୁରୀ ଅଫିସ, ୨୨ା୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ବଦଳି ହୋଇ ଚାଲିଗଲେ। ସୁଆର ମହାସୁଆର ନିଯୋଗ କର୍ମକର୍ତ୍ତା ମଧ୍ୟ ପରିବର୍ତ୍ତନ ହୋଇଗଲେ। ମାତ୍ର ଆନନ୍ଦବଜାର ଶୃଙ୍ଖଳା ପାଇଁ ଏପର୍ଯ୍ୟନ୍ତ ମହାପ୍ରସାଦ ଦର ତାଲିକା ଧାର୍ଯ୍ୟ ହୋଇପାରିଲା ନାହିଁ। ପୂର୍ବତନ ମୁଖ୍ୟ ପ୍ରଶାସକ…

ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦର ୩ୟ ଦିନ: କଟାଗଲା ଶତାୟୁ ବରଗଛ

ପୁରୀ ଅଫିସ,୨୨ା୮: ଲଗାତର ତୃତୀୟ ଦିନରେ ପହଞ୍ଚତ୍ଛି ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା। ବୁଧବାର ମଧ୍ୟ ଦିନତମାମ୍‌ ପ୍ରଶାସନ ପକ୍ଷରୁ ଅନେକ ନିର୍ମାଣ ଭଙ୍ଗାଯାଇଛି। ଏଥିସହ ଏକ ଶତାୟୁ ପୁରୁଣା ବରଗଛ କାଟି ହଟାଇ ଦିଆଯାଇଛି। ଏହି ଗଛ କାଟିବା…

ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ଅନ୍ତିମ ସଂସ୍କାର: ତୋପ ସଲାମୀରେ ଫୁଟିଲାନି ବନ୍ଧୁକରୁ ଗୁଳି

ପାଟନା,୨୨।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ଅନ୍ତିମ ସଂସ୍କାର ବୁଧବାର ସାପୁଲ୍‌ ଜିଲାର ଥିବା ତାଙ୍କ ପୈତୃକ ଗାଁରେ ହୋଇଛି। ତୋପ ସଲାମୀ ସମୟରେ ପୋଲିସ ପକ୍ଷରୁ ବ୍ୟବହାର କରାଯାଇଥିବା ୨୨ଟି ବନ୍ଧୁକ ମଧ୍ୟରୁ କୌଣସି ଗୋଟିଏରୁ ବି ଗୁଳି…

କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ : ଅଟକି ରହିଛି ଗାଡ଼ିମୋଟର, ଯାତାୟାତ ବାଧାପ୍ରାପ୍ତ

କାଲିମେଳା,୨୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ରାତିଠାରୁ ବର୍ଷା ଲାଗିରହିଛି। ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, କାଙ୍ଗୁରୁକୋଣ୍ଡା ପୋଲ ଉପରେ ପ୍ରାୟ…

୬୦୦ଟଙ୍କିଆ ଶାଢି ପିନ୍ଧି ଟ୍ରୋଲ ହେଲେ କଙ୍ଗନା

ବଲିଉଡର ବିନ୍ଦାସ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କୁ ଅଧିକାଂଶ ସମୟରେ ଶାଢି ପିନ୍ଧିଥିବାର ଲକ୍ଷ୍ୟ କରାଯାଏ। ଶାଢି ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ମଧ୍ୟ ରହିଛି। ନିକଟରେ ମାତ୍ର ୬୦୦ଟଙ୍କିଆ ଶାଢି ପିନ୍ଧି ସୋସିଆଲ ମିଡିଆରେ ଟ୍ରୋଲ ହୋଇଛନ୍ତି କଙ୍ଗନା। ତାଙ୍କ ଭଉଣୀ…

୨୬ରେ ମୋଦି-ଟ୍ରମ୍ପ୍‌ ଭେଟ: କଶ୍ମୀର-ଆତଙ୍କବାଦ ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଅଗଷ୍ଟ ୨୬ରେ ଭେଟିବେ। ପ୍ୟାରିସ୍‌ରେ ଦୁଇନେତାଙ୍କ ସାକ୍ଷାତ୍‌ ଜି-୭ ଶିଖର ସମ୍ମିଳନୀରେ ହେବ। ଏହି ସାକ୍ଷାତ୍‌ ସମୟରେ ଟ୍ରମ୍ପ୍‌ କଶ୍ମୀର ସମସ୍ୟା ଉଠାଇବା ସହିତ ଏଥିରେ ମଧ୍ୟସ୍ଥତା ପାଇଁ ଇଛା…

ଚୋରି ବୋଲେରୋ ଖୋଜିବାରେ ପୋଲିସର ଅବହେଳା : ପ୍ରତିବାଦରେ ରାସ୍ତା ଅବରୋଧ

ବାଲେଶ୍ୱର ଅଫିସ,୨୨।୮: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ପରଖି ଗ୍ରାମ ମୁଖ୍ୟ ରାସ୍ତାକୁ ଗୁରୁବାର ପୂର୍ବାହ୍ନରେ ଗ୍ରାମବାସୀ ଅବରୋଧ କରିଛନ୍ତି। ସୂଚନା ଯେ, ଗତ ୧୯ ତାରିଖ ରାତିରେ ଉକ୍ତ ଗ୍ରାମର ରେହେମାତ ଅଲୀ ଖାଁଙ୍କ ବୋଲେରୋ ଚୋରି ହୋଇଥିଲା। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri