Home

ସଚିନଙ୍କ ଗୋଟିଏ ରେକର୍ଡ ଭାଙ୍ଗିପାରିବେନି କୋହଲି: ସେହଓ୍ବାଗ

ଟିମ ଇଣ୍ଡିଆର କ୍ୟାପଟେନ ବିରାଟ କୋହଲି କ୍ରିକେଟ ପିଚରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ହେଲେ କ୍ରିକେଟ ଜଗତରେ ଏମିତି କିଛି ରେକର୍ଡ ଅଛି ଯାହା କୋହଲିଙ୍କୁ ଭାଙ୍ଗିବା ପାଇଁ କଷ୍ଟକର ହୋଇପାରେ ବୋଲି ଭାରତୀୟ ଦଳର ପୂର୍ବତନ…

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର ପୂର୍ବାହ୍ନ…

ପୁଣିଥରେ ମିଗ୍‌-୨୧ ଉଡାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୨୨।୮: ଭାରତୀୟ ବାୟୁସେନର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଣିଥରେ ମିଗ୍‌-୨୧ ବିମାନ ଉଡାଇଥିବା ପ୍ରକାଶ କରିଛନ୍ତି ଜଣେ ବାୟୁସେନା ଅଧିକାରୀ। ବେଙ୍ଗାଲୁରୁରେ ଥିବା ବାୟୁସେନାର ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ୍‌ ମେଡିସିନରେ ପ୍ରାୟ ୩ ସପ୍ତାହ ପୂର୍ବରୁ ଚିକିତ୍ସା ଯାଞ୍ଚ ପରେ…

ତୋଗଲକାବାଦ୍‌ ହିଂସା: ଭୀମ ସେନା ମୁଖ୍ୟଙ୍କ ସମେତ ୯୧ ଗିରଫ

ନୂଆଦିଲ୍ଲୀ, ୨୨।୮: ତୋଗଲକାବାଦ୍‌ ହିଂସାରେ ଦିଲ୍ଲୀ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପୃକ୍ତ ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଓରଫ୍‌ ରାବଣଙ୍କ ସମେତ ୯୧ ଜଣଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରେ ଏହି ହଂସାକାଣ୍ଡ ଘଟିଥିଲା।…

ନିଜ ହାତରେ ଚା’ ତିଆରି କରି ଲୋକଙ୍କୁ ପରସିଲେ ମମତା

ଦିଘା,୨୨।୮:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ହାତରେ ଚା’ ତିଆରି କରି ସାଧାରଣ ଜନତାଙ୍କୁ ପରସିଛନ୍ତି। ବୁଧବାର ମମତା ଦିଘାରେ ଥିବା ଏକ ଚା’ ଦୋକାନରେ ନିଜ ହାତରେ ଚା’ କରିବା ସହ ସେଠାରେ ଉପସ୍ଥିତ ଥିବ ଜନତାଙ୍କୁ ଏହା ପିଇବାକୁ…

କଳ୍ପନାରୁ ବଡ଼ଗଡ଼ ରାସ୍ତା ହେବ ୪ ଲେନ୍‌

ଭୁବନେଶ୍ୱର/କଟକ ରୋଡ, ୨୨ା୮(ବ୍ୟୁରୋ/ଡି.ଏନ.ଏ.): କଳ୍ପନା ସିନେମା ହାଲ ଛକରୁ ବଡ଼ଗଡ଼ କେନାଲରୋଡକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାପାର୍ଶ୍ୱରୁ ବୁଧବାର ଜବରଦଖଲ ହଟିଛି। ରାସ୍ତାପାର୍ଶ୍ୱରେ ଥିବା ଜରି ଛପର ଘରୁଠାରୁ ଆରମ୍ଭ କରି ଅସ୍ଥାୟୀ ଦୋକାନ ମନ୍ଦିର ଓ ବଡ ଗଛଗୁଡ଼ିକୁ ଉଚ୍ଛେଦ…

ଅପହରଣ କରି ଶିକ୍ଷୟିତ୍ରୀ ଭଉଣୀଙ୍କୁ ବିବାହ କଲେ ବଡ଼ବାପା ପୁଅ: ବାପା ପ୍ରତିବାଦ କରିବାରୁ କଙ୍ଗାରୁ କୋର୍ଟରେ ଜରିମାନା

ଖୋର୍ଦ୍ଧା ଅଫିସ,୨୨ା୮: ଖୋର୍ଦ୍ଧା ଜିଲା ବାଣପୁର ଥାନାର ହରିଚନ୍ଦନପୁର। ଏଠାରେ ଭାଇ ଭଉଣୀଙ୍କୁ ବିବାହ କରିବା ଘଟଣା ଚର୍ଚ୍ଚାର କାରଣ ପାଲଟିଛି। ଶିକ୍ଷୟିତ୍ରୀ ଭଉଣୀଙ୍କୁ ଅପହରଣ କରି ବିବାହ କରିଛନ୍ତି ବିବାହିତା ବଡବାପା ପୁଅ ଭାଇ। ଭାଇ ଓ ଭଉଣୀଙ୍କ କାରନାମାକୁ…

ପୂର୍ବ ଶତ୍ରୁତାକୁ ନେଇ କଟକରେ ବୋମାମାଡ଼

କଟକ ଅଫିସ,୨୨ା୮: ଲାଲବାଗ ଥାନା ଅନ୍ତର୍ଗତ ଡଗରପଡା ଭୂତିଆସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ବୋମାମାଡ ହୋଇଛି। ୩ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍‌ରେ ଆସି ଗୋଲକ ପରିଡା(୪୦) ଓ ସମ୍ପର୍କୀୟ ଭାଇ ଲିକୁନା (୩୫)ଙ୍କ ଘର ଉପରକୁ ୪ ବୋମା ଫିଙ୍ଗିଛନ୍ତି।…

ରାଜ୍ୟ ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ଦାୟିତ୍ୱ ନେଲେ ସୁଲୋଚନା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜ୍ୟ ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁଲୋଚନା ଦାସ। ବୁଧବାର ସକାଳେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସୁଲୋଚନା କାର୍ଯ୍ୟାଳୟରେ ପହଞ୍ଚତ୍ କର୍ମଚାରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଭିନ୍ନକ୍ଷମମାନେ ଯେପରି ନିଜ…

ଗୁଜରାଟ ହୀରା କାରବାର ମାନ୍ଦା, ୧୫% ନିଯୁକ୍ତି ହ୍ରାସ

ନୂଆଦିଲ୍ଲୀ,୨୨।୮: ଆମେରିକା ଓ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟ୍ରେଡ୍‌ ଓ୍ବାର୍‌ ପ୍ରଭାବ ଏବେ ଧୀରେ ଧୀରେ ଦୁଇଦେଶର ସୀମାସରହଦ ଅତିକ୍ରମ କରି ଅନ୍ୟ ଦେଶର ବାଣିଜ୍ୟକୁ ପ୍ରଭାବିତ କରିବା ଆରମ୍ଭ କରିଛି। ଭାରତ ମଧ୍ୟ ଏଥିରୁ ଅଛୁଅଁା ରହିନାହିଁ। ଗୁଜରାଟର…

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି

ଭୁବନେଶ୍ୱର, ୨୨ା୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବା ପରେ ସରକାରୀ କାର୍ଯ୍ୟ କ୍ଷିପ୍ର ଗତିରେ ଚାଲିବ ବୋଲି ନୂତନ ସଚିବ ଅସିତ ତ୍ରିପାଠୀ କହିଥିବାରୁ ଏହାକୁ ଉତ୍କଳ ସମ୍ମିଳନୀ ପ୍ରସଂଶା କରିଛି। ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ…

ସୁନା @ ୩୮,୮୨୦ ଟଙ୍କା

ନୂଆଦିଲ୍ଲୀ,୨୨।୮: ସୁନା ଓ ରୁପା ଦର କ୍ରମାଗତ ରେକର୍ଡ କରିଚାଲିଛି। ଦୈନିକ ଏହା ନୂଆ ସର୍ବୋଚ୍ଚ ସ୍ତର ପାର୍‌ କରୁଛି। ବୁଧବାର ବଜାର ବନ୍ଦ ହେବା ବେଳକୁ ସୁନା ଦର ପ୍ରତି ୧୦ ଗ୍ରାମ୍‌ ୩୮,୮୨୦ ଟଙ୍କା ରହିଛି। ସେହିପରି ରୁପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri