ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତା: ପଞ୍ଚାୟତିରାଜ ହାଇସ୍କୁଲ ଚାମ୍ପିୟନ
ଢେଙ୍କାନାଳ ଅଫିସ, ୨୨।୮ – ଲଗାତର ତୃତୀୟ ଥର ପାଇଁ ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ଜାତୀୟସ୍ତରକୁ ଚୟନ ହୋଇଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ। ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ନାଟକ ‘ସୃଷ୍ଟି-ନିଡ୍ସ…
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍: ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରୁ ଭାରତର ଅଭିଯାନ
ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୨।୮(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ପ୍ରାରମ୍ଭିକ ସଂସ୍କରଣରେ ଭାରତ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରୁ ତା’ର ଅଭିଯାନ ଆରମ୍ଭ କରିବ। ସ୍ଥାନୀୟ ଭିଭିଆନ ରିଚାଡର୍ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ବିଜୟୀ ହୋଇ ବିରାଟ…
ମୃତ ଶ୍ରୀକାନ୍ତଙ୍କ ପରିବାରକୁ ଭେଟିଲେ ଜିଲାପାଳ
ଯାଜପୁର ଅଫିସ,୨୨ା୮: କଲିକତାଠାରେ ଏକ ବିଦ୍ୟୁତ୍ ଦୁର୍ଘଟଣାରେ ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ପଞ୍ଚାୟତ କୁରୁଡି ଗ୍ରାମର ଶ୍ରୀକାନ୍ତ ରାଉତଙ୍କ ରବିବାର ମୃତ୍ୟୁ ହୋଇଯାଇଥିଲା। ସିଂହପୁର-କଲିକତା ଯାଉଥିବା ସାହୁ ଟ୍ରାନ୍ସପୋର୍ଟ ବସ୍ର ଡ୍ରାଇଭର ଶ୍ରୀକାନ୍ତ କଲିକତାରେ ଗତ ୧୮ ତାରିଖ…
ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟ ହକି ଭାରତୀୟ ମହିଳା, ପୁରୁଷ ଦଳ ଚାମ୍ପିୟନ
ଟୋକିଓ(ଜାପାନ), ୨୨।୮- ଏଠାରେ ଅନୁଷ୍ଠିତ ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଚାମ୍ପିୟନ ହୋଇଛି। ବୁଧବାର ଅନୁଷ୍ଠିତ ଫାଇନାଲରେ ମହିଳା ଦଳ ଜାପାନକୁ ୨-୧ ଗୋଲରେ ହରାଇଥିବାବେଳେ ପୁରୁଷ ଦଳ ନ୍ୟୁଜିଲାଣ୍ଡକୁ ୫-୦…
ଖଣି ପ୍ରଭାବିତ ଅଞ୍ଚଳରେ ମେଗା ଜଳଯୋଗାଣ ପ୍ରକଳ୍ପ ବାଟବଣା: ତ୍ରୁଟି ସୁଧାରିବାକୁ ତାଗିଦ୍
ଯାଜପୁର ଅଫିସ,୨୨ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ନିର୍ମାଣାଧିନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ଏଥିରେ ବ୍ୟାପକ ଅନିୟମିତତା ହେବା ସହିତ ବିଭାଗୀୟ ତଦାରଖ…
୨୮ କୁଇଣ୍ଟାଲ ପଲିଥିନ ଜବତ, ହଜାରେ ଟଙ୍କା ଜରିମାନା
ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ସହର ହରିମହୁରୀ ଛକରୁ ବୁଧବାର ପୌର କର୍ମଚାରୀମାନେ ୨୮ କୁଇଣ୍ଟାଲ ପଲିଥିନ ଜବତ କରିବା ସହ ୧ ହଜାର ଟଙ୍କା ଜରିମାନା ଆଦାୟ କରିଛନ୍ତି। ତେବେ ଏତେ ପରିମାଣର ପଲିଥିନ ଜବତ ହୋଇଥିଲେ ବି…
କ୍ରୋମ ଖଣିରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’
କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା। କ୍ରୋମାଇଟ୍…
ହଷ୍ଟେଲ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀ
ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ଉପକଣ୍ଠ ପାରଳା ମହାରାଜା ଇଂଞ୍ଜିନିୟରିଂ କଲେଜରେ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି ା କିଛିଦିନ ପୂର୍ବେ ଛାତ୍ରାବାସ ସମସ୍ୟା ସମାଧାନ ଦାବିନେଇ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ ା ବୁଧବାର ଛାତ୍ରୀନିବାସର ବିିିଭିନ୍ନ ସମସ୍ୟା ସମାଧାନ ଦାବି କରି ଛାତ୍ରୀମାନେ…
ଭଙ୍ଗା ଘରେ ଚାଲିଛି ପାଠ ପଢ଼ା
ତେଲକୋଇ, ୨୨।୮(ଡି.ଏନ.ଏ.)-ତେଲକୋଇ ମୁଖ୍ୟାଳୟରେ ରହିଛି ସର୍ବ ପୂରାତନ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ । ଏହି ବିଦ୍ୟାଳୟ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହୁଥିବା ବେଳେ ଶ୍ରେଣୀ ଗୃହରେ ପାଣି ଓ ଅଫିସ ଗୃହରେ ପାଣି ଯୋଗୁ ଆସବାବ ପତ୍ର ନଷ୍ଟ ହେବାରେ…
ଦାବି ପୂରଣ ନ ହେଲେ ପଡ଼ିବ ତାଲା: କୁଳପତିଙ୍କୁ ଦାବିପତ୍ର ଦେଲେ ଛାତ୍ରୀଛାତ୍ର
କେନ୍ଦୁଝର, ୨୨ା୮ (ସ୍ବ.ପ୍ର.)-ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟ ଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଜରିଆରେ କୁଳପତିଙ୍କୁ ସ୍ମାରକପତ୍ର ଦେଇ ତୁରନ୍ତ ସମାଧାନ କରିବାକୁ…
ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…
ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି ପେଟରେ ଲାଉ ରସ ପିଇଲେ ଏସିଡିଟି ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ଚିଦାମ୍ବରମ ଗିରଫ
ନୂଆଦିଲ୍ଲୀ,୨୧ା୮: ଦୁଇଦିନର ଡ୍ରାମାବାଜି ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଛନ୍ତି। ଆଇଏନ୍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ବୁଧବାର ରାତିରେ ସିବିଆଇ ଓ ଇଡି ଟିମ୍ ତାଙ୍କୁ ଗିରଫ କରିଛି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଆଗୁଆ ଜାମିନ ଆବେଦନ ଖାରଜ…
Archives


