ଚିଦାମ୍ବରମ୍ଙ୍କ ବିରୋଧରେ କାର୍ଯ୍ୟ କରି ଭୀରୁତାର ପରିଚୟ ଦେଇଛନ୍ତି ମୋଦି ସରକାର: ପ୍ରିୟଙ୍କା
ନୂଆଦିଲ୍ଲୀ,୨୧।୮: ଆଇଏନ୍ଏକ୍ସ ମିଡ଼ିଆ ମାମଲାରେ ପି. ଚିଦାମ୍ବରମ୍ଙ୍କୁ ଜାଣିଶୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜଡ଼ିତ କରିବାକୁ ଚାହଁୁଛନ୍ତି। ଏଭରି କରି ମୋଦି ସରକାର ନିଜର ଭୀରୁତାର ପରିଚୟ ଦେଇଛନ୍ତି ବୋଲି କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର…
ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ
ବରଗଡ଼ ଅଫିସ, ୨୧।୮- ବରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଜିଲାସ୍ତରୀୟ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି। ଏହି ଅବସରରେ ଜିଲାର ବିଭିନ୍ନ ସ୍କୁଲର ପ୍ରାୟ ଅଢେଇ ଲକ୍ଷ ଛାତ୍ରୀଛାତ୍ର ଏକକାଳୀନ ବିଭିନ୍ନ ପର୍ଯ୍ୟାୟରେ…
ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ୍ ଗୌରଙ୍କ ପରଲୋକ
ଭୋପାଳ,୨୧।୮: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବାବୁଲାଲ୍ ଗୌରଙ୍କର ବୁଧବାର ପରଲୋକ ହୋଇଛି। ଭୋପାଳସ୍ଥିତ ନର୍ମଦା ହସ୍ପିଟାଲରେ ସେ ୮୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କର କିଡ୍ନୀ କାମ କରୁ ନ ଥିବାରୁ…
ବାପା ଶାହିଦଙ୍କ ଅବିକଳ ନକଲ ହୋଇଛନ୍ତି ଜୈନ୍, ଚର୍ଚ୍ଚାରେ ଫଟୋ
ମୁମ୍ବାଇ: ପିଲାମାନେ ନିଜ ପିତାମାତାଙ୍କ ଭଳି ଲକ୍ଷଣ ଆଣିବା ସ୍ବାଭାବିକ କଥା। ହେଲେ କିଛି କିଛି ସନ୍ତାନ ଅବିକଳ ବାପା ଅଥବା ମା’ଙ୍କ ଭଳି ଦେଖାଯାଇଥାନ୍ତି। ସେପରି ଜଣେ ହେଲେ ବଲିଉଡ୍ ଅଭିନେତା ଶାହିଦ କପୁରଙ୍କ ପୁଅ ଜୈନ୍। ଶାହିଦ ନିଜର…
ଜମ୍ମୁ-କଶ୍ମୀର ସମସ୍ୟାରେ ଟ୍ରମ୍ପ୍ଙ୍କ ମଧ୍ୟସ୍ଥତା ଉଦ୍ୟମ: ଧର୍ମକୁ ନେଇ ଦେଲେ ବିବାଦୀୟ ମନ୍ତବ୍ୟ
ଓ୍ବାଶିଂଟନ,୨୧।୮: ଜମ୍ମୁ-କଶ୍ମୀର ସମସ୍ୟାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଧ୍ୟସ୍ଥତା କରିବା ପାଇଁ ବେଶ୍ ଆଗ୍ରହ ପ୍ରକାଶ କରୁଛନ୍ତି। ତେଣୁ ଏହି ସମସ୍ୟା ନେଇ ସେ ପ୍ରତିଦିନ ନୂଆ ନୂଆ ମନ୍ତବ୍ୟ ଦେବାରେ ଲାଗିଛନ୍ତି। ଏବେ ଟ୍ରମ୍ପ୍ ଏହି ସମସ୍ୟାରେ ଧର୍ମକୁ…
ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର, ୨୧।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦର ୧୬ ଦିନ ପରେ ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଘଟଣାରେ ଜଣେ ଯବାନ ମଧ୍ୟ ଶହୀଦ୍ ହୋଇଥିବା କୁହାଯାଉଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ…
ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ
ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ମଙ୍ଗଳବାର କହିଛନ୍ତି। କେଉଁମାନେ ସଂରକ୍ଷଣକୁ…
ମୋଦି-ବୋରିସ୍ ଆଲୋଚନା
ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍ ଜନ୍ସନଙ୍କ ସହ ଟେଲିଫୋନ୍ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପ୍ରସଙ୍ଗ ଜନ୍ସନଙ୍କ ଦୃଷ୍ଟିକୁ ଆଣିଥିଲେ। ଅଗଷ୍ଟ ୧୫ରେ କିଛି…
ପିଓକେବାସୀଙ୍କୁ ପାକିସ୍ତାନର ପ୍ରତାରଣା
ନୂଆଦିଲ୍ଲୀ,୨୧ା୮(ଆଇଏଏନ୍ଏସ୍): ପାକ୍-ଅଧିକୃତ କଶ୍ମୀର (ପିଓକେ) ଓ ଗିଲ୍ଗିଟ୍ ବାଲ୍ତିସ୍ତାନ (ଜିବି)ର ଅଧିବାସୀଙ୍କୁ ପାକିସ୍ତାନ। ପ୍ରାୟ ୬ ଦଶନ୍ଧି ଧରି ପ୍ରତାରଣା କରିଆସିଛି। ୫୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଏହି ଅଞ୍ଚଳବାସୀଙ୍କୁ ଏକ ଗୋପନୀୟ ଚୁକ୍ତିନାମା ସମ୍ପର୍କରେ ଅବଗତ କରାଯାଇନାହିଁ, ଯାହା…
‘କୁଲି ନମ୍ବର-୧’ରେ ରଜତ ରାଓ୍ବଲ
ମୁମ୍ବାଇ: ‘ବଡିଗାର୍ଡ’ରେ ହାସ୍ୟ ଅଭିନୟ କରି ଦର୍ଶକଙ୍କ ମନରେ ଗଭୀର ଛାପ ପକାଇଥିବା ଅଭିନେତା ରଜତ ରାଓ୍ବଲ ପୁଣିଥରେ ବରୁଣ ଧାଓ୍ବନଙ୍କ ଅଭିନୀତ ‘କୁଲି ନମ୍ବର-୧’ରେ ଯୋଗ ଦେଇଛନ୍ତି। ଏ ସମ୍ପର୍କରେ ବରୁଣ ଇନ୍ଷ୍ଟାଗ୍ରାମ୍ରେ ଏକ ମେସେଜ୍ ଟୁଇଟ କରି ଲେଖିଛନ୍ତି,…
୭୫% ଲିଭର ନଷ୍ଟ ସ୍ବୀକାର କଲେ ବିଗ୍ ବି
ମୁମ୍ବାଇ: ମେଗାଷ୍ଟାର ଅମିତାଭ ବଚ୍ଚନଙ୍କର ୭୫ ପ୍ରତିଶତ ଲିଭର ନଷ୍ଟ ହୋଇଯାଇଥିବା ସେ ସ୍ବୀକାର କରିଛନ୍ତି। ଏକ ଘରୋଇ ଟିଭି ଚ୍ୟାନେଲ୍ର ‘ସ୍ବାସ୍ଥ୍ୟ ଇଣ୍ଡିଆ ଲଞ୍ଚ୍’ରେ ଯୋଗଦେଇ ବିଗ୍ ବି କହିଲେ, ବ୍ୟକ୍ତିଗତ ସ୍ବାସ୍ଥ୍ୟ ସମ୍ପର୍କରେ ସବୁବେଳେ କହିଆସିଛି। କାରଣ ଅନ୍ୟମାନେ…
ଶାହ ଫୈଜଲ ହାଇକୋର୍ଟଙ୍କ ଦ୍ୱାରସ୍ଥ
ନୂଆଦିଲ୍ଲୀ,୨୧ା୮(ପି.ଟି.): ପୂର୍ବତନ ଆଇଏଏସ୍ ଅଧିକାରୀ ଶାହ ଫୈଜଲଙ୍କୁ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖି ଶ୍ରୀନଗର ପଠାଇଦିଆଯାଇଥିଲା। ଏହି ଘଟଣାକୁ ନେଇ ଫୈଜଲ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍ ମନମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ…
Archives


