Home

ଶିକ୍ଷକ ବଦଳି ପ୍ରତିବାଦ: ପିଲାଙ୍କୁ ସ୍କୁଲ ଛାଡିଲେନି ଅଭିଭାବକ

ଖଇରା, ୨୧।୮(ଡି.ଏନ.ଏ.)-ଖଇରା ବ୍ଲକ ସାରୁଗାଁ ନୋଡାଲ ସ୍କୁଲରେ ବିକଳ୍ପ ବ୍ୟବସ୍ଥା କରା ନ ଯାଇ ରାତି ଅଧିଆ ବିଜ୍ଞାନ ଶିକ୍ଷକ ସୌଭାଗ୍ୟ ବିଶ୍ୱାଳଙ୍କୁ ବଦଳି କରାଯିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ା ପ୍ରତିବାଦରେ ବିଦ୍ୟାଳୟରେ ପଢୁଥିବା ୧୩୪…

ଶଙ୍କା ବଢାଉଛି ଦୁର୍ବଳ ନଦୀବନ୍ଧ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୧।୮-ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ହ୍ରାସ ପାଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟା ସୁଦ୍ଧା ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ଜଳସ୍ତର ୮.୬୪ ମିଟର ରହିଥିବାବେଳେ ସନ୍ଧ୍ୟା ୭ଟା…

ରାଜ୍ୟ ପୋଲିସ ଫୁଟବଲ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ

ସୁନ୍ଦରଗଡ଼, ୨୧।୮ (ଡି.ଏନ୍‌.ଏ) -ସୁନ୍ଦରଗଡରେ ମଙ୍ଗଳବାରଠାରୁ ୭୮ ତମ ରାଜ୍ୟ ପୋଲିସ ଫୁଟବଲ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ଷ୍ଟାଡିୟମଠାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ପଶ୍ଚିମାଞ୍ଚଳ ଡିଆଇଜି କବିତା ଜାଲାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହି ଚାମ୍ପିୟନଶିପ୍‌କୁ…

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି : ମହିଳା ବିଭାଗ ମ୍ୟାଚ ଡ୍ର

ଟୋକିଓ, ୨୧।୮(ପି.ଟି.)-ଟୋକିଓଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକିର ଭାରତ-ଚାଇନା ମହିଳା ବିଭାଗ ମ୍ୟାଚ ଡ୍ର ରହିଛି। ଗୋଲକିପର ସବିତାଙ୍କ ଆକର୍ଷଣୀୟ ପ୍ରଦର୍ଶନ ଯୋଗୁ ଭାରତ ମ୍ୟାଚକୁ ଗୋଲଶୂନ୍ୟ ଡ୍ର ରଖିବାକୁ ସକ୍ଷମ ହୋଇଥିଲା। ଗତ ରବିବାର ବିଶ୍ୱର ୨ ନମ୍ବର…

୨୦ ବର୍ଷରୁ କମ୍‌ ଏସିଆ ମହିଳା ରଗ୍‌ବୀ ସେଭେନ୍ସ: ଓଡ଼ିଶାର ସୁମିତ୍ରା ଭାରତୀୟ ଦଳ ଅଧିନାୟିକା

ଭୁବନେଶ୍ୱର, ୨୧।୮(କ୍ରୀଡ଼ା ପ୍ରତିନିଧି)-ଲାଓସର ଭେଣ୍ଟିଏନଠାରେ ଚଳିତମାସ ୨୪ ଓ ୨୫ ତାରିଖରେ ହେବାକୁଥିବା ୨୦ ବର୍ଷରୁ କମ୍‌ ଏସିଆ ମହିଳା ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷିତ ହୋଇଛି। ଓଡ଼ିଶାର ସୁମିତ୍ରା ନାୟକ ଭାରତୀୟ ଦଳର ଅଧିନାୟିକା…

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି: ମନଦୀପଙ୍କ ହ୍ୟାଟ୍ରିକ, ଭାରତ ଫାଇନାଲରେ

ଟୋକିଓ, ୨୧।୮(ପି.ଟି.)-ଷ୍ଟ୍ରାଇକର ମନଦୀପ ସିଂଙ୍କ ଆକର୍ଷଣୀୟ ହ୍ୟାଟ୍ରିକ ସହାୟତାରେ ଭାରତ ଏଠାରେ ଚାଲିଥିବା ପୁରୁଷ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଆୟୋଜକ ଜାପାନକୁ ୬-୩ ଗୋଲରେ ପରାସ୍ତ କରିଛି। ଏଥିସହ ଭାରତ ଫାଇନାଲରେ ପ୍ରବେଶ କରିଛି।…

ଇଣ୍ଡୋ-ପାକ୍‌ ଡେଭିସ୍‌ କପ୍‌ ମ୍ୟାଚ: ଏଆଇଟିଏ-ଆଇଟିଏଫ୍‌ ଟେଲିକନ୍‌ଫରେନ୍ସ ପୁଣି ବାତିଲ

ନୂଆଦିଲ୍ଲୀ, ୨୧ା୮ (ପି.ଟି.)- ଭାରତ ଓ ପାକିସ୍ତାନ ମଧ୍ୟରେ ଡେଭିସ କପ୍‌ ମ୍ୟାଚ ଖେଳାଯିବା ସମ୍ପର୍କରେ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ଏବଂ ଅନ୍ତର୍ଜାତୀୟ ଟେନିସ ମହାସଂଘ (ଆଇଟିଏଫ୍‌)ର ସୁରକ୍ଷା ପରାମର୍ଶଦାତାଙ୍କ ମଧ୍ୟରେ ମଙ୍ଗଳବାର ହେବାକୁଥିବା ଟେଲି-କନ୍‌ଫରେନ୍ସ ବାତିଲ ହୋଇଛି। ଫଳରେ…

ଦଳ ଚୟନ ନେଇ ଦ୍ୱନ୍ଦ୍ୱରେ କୋହଲି: ରାହାନେ, ରୋହିତ୍‌ କିମ୍ବା ପଞ୍ଚମ ବୋଲର

ଆଣ୍ଟିଗୁଆ, ୨୧।୮(ପି.ଟି.)- ଗୁରୁବାରଠାରୁ ଏଠାରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆରମ୍ଭ ହେବ। ତେବେ ମ୍ୟାଚ୍‌ ପାଇଁ ଅନ୍ତିମ ଏକାଦଶ ଚୟନ ନେଇ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ଓ ଅଧିନାୟକ…

ଶ୍ରୀସନ୍ଥଙ୍କ ବାସନ୍ଦ ଅବଧି ୭ ବର୍ଷକୁ କମିଲା: ଆସନ୍ତାବର୍ଷ ଅଗଷ୍ଟରେ ଶେଷ ହେବ

ନୂଆଦିଲ୍ଲୀ,୨୧।୮(ପି.ଟି.)- ସ୍ପଟ୍‌ ଫିକ୍ସିଂ ମାମଲରେ ଛନ୍ଦି ହୋଇପଡିଥିବାର ଭାରତୀୟ ଦ୍ରୁତ ବୋଲର ଏସ୍‌. ଶ୍ରୀସନ୍ଥଙ୍କୁ ଶେଷରେ ଆଶ୍ୱାସ୍ତି ମିଳିଛି। ତଥା କଥିତ ଏହି ଫିକ୍ସିଂ ମମଲାରେ ଦୋଷୀ ସାବ୍ୟସ୍ତ ହୋଇ ସେ ଆଜୀବନ ବାସନ୍ଦ ହୋଇଥିଲେ। ତାଙ୍କୁ ସବୁ ପ୍ରକାର ବ୍ୟବସାୟିକ…

ସୁଶୀଲଙ୍କୁ ବିଶ୍ୱ ଚାମ୍ପିୟନଶିନପ୍‌ ଟିକେଟ

ନୂଆଦିଲ୍ଲୀ,୨୧।୮(ପି.ଟି.)- ଫର୍ମରେ ନ ଥିବା ତାରକା ରେସଲର ସୁଶୀଲ କୁମାର ଶେଷରେ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ହାସଲ କରିଛନ୍ତି। ମଙ୍ଗଳବାର ଏଠାରେ ଚାଲିଥିବା ଚୟନ ପ୍ରକ୍ରିୟାରେ ସେ ଜିତେନ୍ଦର କୁମାରଙ୍କୁ ୭୪ କେ.ଜି. ଫାଇନାଲରେ ୪-୨ରେ ପରାସ୍ତ କରି…

ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା;ଇ-ଯାନ ନୀତି ଲାଗୁ ନେଇ ସରକାରଙ୍କ ପଛଘୁଞ୍ଚା

ନୂଆଦିଲ୍ଲୀ,୨୧-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଛାଇ ଯାଇଥିବାରୁ ଦେଶର ଅର୍ଥନୀତି ଉପରେ ଏହାର ଗଭୀର ପ୍ରଭାବ ପଡିବା ଆରମ୍ଭ ହୋଇଛି। ଏହାକୁ ଦେଖି କେନ୍ଦ୍ର ସରକାର ଭୟଭୀତ ହୋଇଛନ୍ତି। ଦେଶରେ ଇଲେକ୍ଟ୍ରିଯାନ ପ୍ରଚଳନ ଲାଗି ସରକାର ତରବରିଆ ନିଷ୍ପତ୍ତି ନେଇଥିଲେ। ଏବେ…

ପ୍ରତ୍ୟକ୍ଷ କରରେ ବଡ଼ ଧରଣର ସଂସ୍କାର ପ୍ରସ୍ତୁତି;ସର୍ବାଧିକ ଆୟକର୨୦% ସୁପାରିସ

ନୂଆଦିଲ୍ଲୀ,୨୧-୮: କେନ୍ଦ୍ର ସରକାର ପରୋକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣି ଦେଶରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଲାଗୁ କଲେ। ଏହାଦ୍ୱାରା ପ୍ରାୟ ଏକ ଡଜନରୁ ଊର୍ଦ୍ଧ୍ୱ ପରୋକ୍ଷ ଟିକସ ଲୋପ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri