Home

ମାତ୍ର ୫୯ ମିନିଟରେ ଘର, ଗାଡ଼ି ଋଣ ଦେବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୮: ଏଣିକି ଘର ଓ ଗାଡ଼ି ଋଣ ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ଦୌଡିବାକୁ ପଡିବ ନାହିଁ। ସେମାନେ ଏଣିକି ଏହି ଋଣକୁ ମାତ୍ର ୫୯ ମିନିଟରେ ପ୍ରଦାନ କରିବେ। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ପକ୍ଷରୁ ‘ପିଏସ୍‌ବିଲୋନ୍ସଇନ୍‌୫୯ମିନିଟ୍ସ’ ପୋର୍ଟାଲକୁ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ମାନ୍ଦାବସ୍ଥାକୁ ନେଇ ଟ୍ରମ୍ପ ଭୟଭୀତ;ଟିକସ ହ୍ରାସ, ଟାରିଫ ପ୍ରତ୍ୟାହାର ବିଚାର

ନୂଆଦିଲ୍ଲୀ,୨୧-୮: ଚାଇନା ସହିତ ବାଣିଜ୍ୟ ଯୁଦ୍ଧ ଆରମ୍ଭ ଯୋଗୁ ଆସନ୍ତା ୨ ବର୍ଷ ଭିତରେ ଆମେରିକା ଅର୍ଥନୀତିରେ ମାନ୍ଦାବସ୍ଥା ଗ୍ରାସ କରିବ ବୋଲି ବିଶ୍ୱର ଅର୍ଥନୀତିଜ୍ଞମାନେ ଚେତାବନି ଦେଇଛନ୍ତି। ଏହା ଜାଣିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭୟଭୀତ ହୋଇଛନ୍ତି। ଦେଶର…

ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୧-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ…

ଆଧାର-ସୋସିଆଲ ମିଡିଆ ସଂଯୋଗ ମାମଲା;ଫେସ୍‌ବୁକ୍‌ର ଆବେଦନ,କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୧-୮: ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ସଂଯୋଗ(ଲିଙ୍କ୍‌) କରିବା ଲାଗି ଦାବି ହେଉଛି। ଏ ସଂକ୍ରାନ୍ତରେ ଏକାଧିକ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଗୋଟିଏ ମଞ୍ଚରେ ଶୁଣାଣି ଲାଗି ଫେସ୍‌ବୁକ୍‌ ଇଙ୍କ୍‌(ଇନକର୍ପୋରେଟେଡ) ଓ ହ୍ବାଟ୍ସଆପ୍‌ ପକ୍ଷରୁ ଏକ ମାମଲା…

ଭାରତରେ ୧୦୦ ବିଲିୟନ ଡଲାର ନିବେଶ କରିବ ଅଷ୍ଟ୍ରେଲିଆ

ଭୁବନେଶ୍ୱର, ୨୧-୮(ବ୍ୟୁରୋ): ଘରୋଇ ବଜାର ବିଦେଶୀ ପୁଞ୍ଜି ଆକୃଷ୍ଟ କରିବାରେ ଏକ ପ୍ରମୁଖ ସ୍ଥଳ ପାଲଟିଛି। ଅଷ୍ଟ୍ରେଲିଆ ପାଇଁ ଭାରତ ନିବେଶର ଏକ ପସନ୍ଦଯୋଗ୍ୟ ସ୍ଥାନ ଭାବେ ଉଭା ହୋଇଛି। ୨୦୧୭ ସୁଦ୍ଧା ଅଷ୍ଟ୍ରେଲିଆ କମ୍ପାନୀଗୁଡିକ ଦେଶରେ ୧୪ ବିଲିୟନ ଡଲାର…

ମାନସିକ ଶାନ୍ତି ପାଇବାକୁ ଚାହୁଁଛନ୍ତି;ଆପଣାନ୍ତୁ ଏହି ସହଜ ଉପାୟ…

ପ୍ରତିଦିନ ସକାଳେ ସାଇକେଲ ଚଳାଇଲେ ଶରୀର ଫିଟ୍‌ ରହିବା ସହିତ ମାନସିକ ଚାପ ହ୍ରାସ ପାଇ ଚିନ୍ତା ଦୂରେଇ ଯାଏ। ସାଇକେଲ ଚଳାଇବା ପାଇଁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଶିକ୍ଷାର୍ଥୀମାନଙ୍କ କ୍ଷେତ୍ରରେ ଏହା ଆତ୍ମବିଶ୍ୱାସ ବୃଦ୍ଧି କରିଥାଏ। ନିୟମିତ ୨ରୁ ୩…

ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତି, ମକଦ୍ଦମା କରିବାକୁ ଫେସ୍‌ବୁକ୍‌ରେ ପୋଷ୍ଟ କଲେ

ଭୁବନେଶ୍ୱର,୨୦ା୮(ବ୍ୟୁରୋ)- ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ଅଭିଯୋଗକାରିଣୀ ତଥା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଶୋଦାଗାର କରାଯାଇଥିବା ଏକ…

ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ସମୟ ପରିବର୍ତ୍ତନ:ସେପ୍ଟେମ୍ବର ପହିଲାରୁ ଲାଗୁ

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ନଂ.୧୨୮୯୪ର ସମୟକୁ ପରିବର୍ତ୍ତନ କରାଯାଇଛି। କେବଳ ବଲାଙ୍ଗୀରରୁ ଭୁବନେଶ୍ୱର ଯାତ୍ରା ସମୟରେ ପରିବର୍ତ୍ତନ କରାଯାଇଥିବାବେଳେ ଭୁବନେଶ୍ୱରରୁ ବଲାଙ୍ଗୀର ଯାତ୍ରା ସମୟକୁ ସ୍ଥିର ରଖାଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ପରିବର୍ତ୍ତିତ ସମୟରେ ଏହି ଏକ୍ସପ୍ରେସ ଚଳାଚଳ…

ଝିଅମାନେ କୌଣସି ଗୁଣରେ ପୁଅଙ୍କଠାରୁ କମ୍‌ ନୁହନ୍ତି

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର କନ୍ୟାରତ୍ନ ସୁରକ୍ଷା ଉଦ୍ଦେଶ୍ୟରେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ଗ୍ରାମରେ ଜିଲାସ୍ତରୀୟ ମୋ ଗେହ୍ଲା ଝିଅ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା…

ସ୍ବାସ୍ଥ୍ୟ ପାଇଁ ଉପକାରୀ ଶାଗୁଦାନା

ବ୍ରତ ଉପବାସ ସମୟରେ ହିଁ କେବଳ ଶାଗୁଦାନା ଭିଜେଇ ଖାଇବାକୁ କେତେକେ ପସନ୍ଦ କରନ୍ତି। କିନ୍ତୁ ଜାଣିଛନ୍ତି! ଏସମୟରେ ଶାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ ବି ସ୍ବାସ୍ଥ୍ୟ ପାଇଁ ତାହା ଅଧିକ ନିରାମୟ ଏବଂ ଲାଭକାରୀ ସାବ୍ୟସ୍ତ ହୋଇଥାଏ। ଧଳା ମୋତି…

ପେଟରୁ ଫ୍ୟାଟ୍‌ କମାଏ ଏହି ପାନୀୟ

ସୁପର୍‌ ଫୁଡ୍‌ ଗାଜରରେ ଅତ୍ୟଧିକ ଫାଇବର୍‌ ରହିଛି। ଏକ ଗ୍ଲାସ୍‌ ଗାଜର ରସ ସକାଳୁ ପିଇଲେ ମଧ୍ୟାହ୍ନ ଯାଏ ଭୋକ ଲାଗେନାହିଁ। ଗାଜର ରସରେ ବାଇଲ୍‌ ଥିବାରୁ ଏହା ପେଟରୁ ଫ୍ୟାଟ କମାଇଦିଏ। ଲେମ୍ବୁରସରୁ ଖୁବ୍‌ କମ୍‌ କ୍ୟାଲୋରି ମିଳେ। ଏଣୁ…

ଯେଉଁ ମନ୍ଦିରକୁ ନେତା ଓ ଅଫିସରଙ୍କୁ ପ୍ରବେଶ ମନା…

ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ମନ୍ଦିର ରହିଛି। ଏସବୁ ମନ୍ଦିରର ପରମ୍ପରାରେ ମଧ୍ୟ ପାର୍ଥକ୍ୟ ଦେଖିବାକୁ ମିଳିଥାଏ। ତେବେ ଉତ୍ତରପ୍ରଦେଶ କାନପୁରଠାରେ ରହିଛି ଏକ ନିଆରା ମନ୍ଦିର। ଏଠାରେ ନେତା ଓ ଅଫିସରଙ୍କୁ ପ୍ରବେଶ ମନା କରାଯାଇଥାଏ। ଦେଶର ବଢୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri