ଭିଜିଲାନ୍ସ ଜାଲରେ ଗୁଡ଼ଭେଲା ବିଇଓ ଅଫିସ ମୁଖ୍ୟ କିରାଣୀ
ବଲାଙ୍ଗୀର ଅଫିସ, ୨୦ା୮: ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ଡମନ୍ ପ୍ରସାଦ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ ଅବସରପ୍ରାପ୍ତ ଶିକ୍ଷକ ହାଡୁ ଭୋଇଙ୍କ ଏସିପି ଏରିଅର ବିଲ୍ କରାଇଦେବାକୁ…
୩୦ବର୍ଷ ହେଲା ସାପ ବିଷକୁ ଇଞ୍ଜେକସନ୍ ମାଧ୍ୟମରେ ଶରୀରକୁ ପ୍ରବେଶ କରାଉଛନ୍ତି ଏହି ବ୍ୟକ୍ତି
ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ରକ୍ ସିଙ୍ଗର୍ ଷ୍ଟିଭ୍ ଲୁଡ୍ୱିନ୍ ବିଷାକ୍ତ ସାପ ବିଷକୁ ଶରୀରରେ ପ୍ରବେଶ କରାଇ ମଧ୍ୟ ଜୀବିତ ଅଛନ୍ତି। ଆଜକୁ ୩୦ବର୍ଷ ହେବ ସେ ଏହି କାର୍ଯ୍ୟରେ ଲିପ୍ତ। କିନ୍ତୁ ଆଶ୍ଚର୍ଯ୍ୟ,…
ଯୋଗୀଙ୍କୁ ଝଟ୍କା: ୫ ମନ୍ତ୍ରୀ ଦେଲେ ଇସ୍ତଫା
ଲକ୍ଷ୍ନୌ,୨୦।୮: ଉତ୍ତରପ୍ରଦେଶରେ ଯୋଗୀ ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ରାଜନୈତିକ ହଟ୍ଟଚମଟ୍ଟ ସୃଷ୍ଟି ହୋଇଛି। ମଙ୍ଗଳବାର ୫ଜଣ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଥମେ ପ୍ରଦେଶର ଅର୍ଥ ମନ୍ତ୍ରୀ ରାଜେଶ ଅଗ୍ରଓ୍ବାଲ ଇସ୍ତଫା ଦେଇଥିବା ନେଇ ସୂଚନା ମିଳିଛି। ନିଜର…
ବଲିଉଡରେ ମୋତେ ଆଉ କାମ ମିଳୁନାହିଁ: ନାଶିରୁଦ୍ଦିନ ଶାହ
ବଲିଉଡର ପ୍ରସିଦ୍ଧ କଳାକାର ନାଶିରୁଦ୍ଦିନ ଶାହଙ୍କୁ ଆଉ ସେଠାରେ କାମ ମିଳୁନାହିଁ, ଏକଥା ସେ ନିଜେ ସ୍ବୀକାର କରିଛନ୍ତି। ଦୁଇବର୍ଷ ହେବ ଏକ ଓ୍ବେବ୍ ସିରିଜ୍ ଏବଂ ବଙ୍ଗଳା ଫିଲ୍ମ ଛାଡିଦେଲେ ତାଙ୍କୁ କୌଣସି ବଲିଉଡ ଫିଲ୍ମରେ ଦେଖିବାକୁ ମିଳିନାହିଁ। ଏନେଇ…
ଜମ୍ମୁରୁ ଫେରାଇ ଦିଆଗଲା ଗୁଲାମ ନବି ଆଜାଦଙ୍କୁ
ନୂଆଦିଲ୍ଲୀ,୨୦।୮: କଂଗ୍ରେସର ରାଜ୍ୟ ସଭା ସଦସ୍ୟ ତଥା ବିରୋଧୀ ଦଳ ନେତା ଗୁଲାମ ନବି ଆଜାଦଙ୍କୁ ମଙ୍ଗଳବାର ଜମ୍ମୁ ବିମାନ ବନ୍ଦରରେ ଅଟକାଇ ଦିଆଯାଇଛି। ଏହାପରେ ସେ ଦିଲ୍ଲୀ ଫେରିଆସିବାକୁ ବାଧ୍ୟ ହୋଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ଉଚ୍ଛେଦ ପରେ ଏହାକୁ…
ଓଡ଼ିଶାକୁ ମିଳିବ ଆଇକନିକ ଐତିହ୍ୟ ମାନ୍ୟତା
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶା ଓ ଓଡ଼ିଆବାସୀଙ୍କ ପାଇଁ ଖୁସି ଖବର। କାରଣ ଓଡ଼ିଶା ଏବେ ଆଇକନିକ ଐତିହ୍ୟସ୍ଥଳ ତାଲିକାରେ ସ୍ଥାନ ପାଇବାକୁ ଯାଉଛି। ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ। ମଙ୍ଗଳବାର ଦିଲ୍ଲୀରେ ଅନୁଷ୍ଠିତ ପର୍ଯ୍ୟଟନ…
ପି. ଚିଦାମ୍ବରମଙ୍କୁ ମିଳିଲାନି ଆଗୁଆ ଜାମିନ୍
ନୂଆଦିଲ୍ଲୀ, ୨୦।୮: ଆଇଏନଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରରଙ୍କୁ ଝଟକା ଲାଗିଛି। ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଫଳରେ ଯେକୌଣସି ସମୟରେ ତାଙ୍କୁ ଗିରଫ…
‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ ଘଟଣାରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଉ: ମିନତି ବେହେରା
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ କରାଯାଇଛି। ଏ ନେଇ ନବନିଯୁକ୍ତ ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ ନେଇ ତୀବ୍ର ନିନ୍ଦାକରିବା ସହ ଏଥିପ୍ରତି ପୋଲିସ ତୁରନ୍ତ…
ଫନୀ ସହାୟତା: ଓଡ଼ିଶାକୁ ମିଳିଲା ୩୩୩୮ କୋଟି
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶାକୁ ‘ଫନୀ’ ସହାୟତା ଦେଲେ କେନ୍ଦ୍ର ସରକାର। ଓଡ଼ିଶାକୁ ମିଳିଲା ୩୩୩୮.୨୨ କୋଟି ସହାୟତା। ଫନୀ ପରବର୍ତ୍ତୀ ଥଇଥାନ ପାଇଁ ମଙ୍ଗଳବାର ଏହି ସହାୟତା ରାଶି ଘୋଷଣା କରାଯାଇଛି। ପୂର୍ବରୁ ଓଡ଼ିଶାକୁ ଫନୀ ପାଇଁ ଅଗ୍ରୀମ ୩୪୦ କୋଟି ମିଳିଥିଲା।…
ପିତାଙ୍କ ପଥରେ ପୁଅ: ଶୁଟିଂରେ ୪ଟି ପଦକ ଜିତିଲେ ରାଠୋରଙ୍କ ପୁଅ
ଜୟପୁର,୨୦।୮:ପୂର୍ବତନ ଭାରତୀୟ ଶୁଟିଂ ଖେଳାଳି ତଥା ଭାଜପା ଏମ୍ପି ରାଜ୍ୟବର୍ଦ୍ଧନ ସିଂ ରାଠୋରଙ୍କ ପୁଅ ମଧ୍ୟ ତାଙ୍କ ପଥ ଅନୁକରଣ କରିଛନ୍ତି। ୧୮ତମ ରାଜସ୍ଥାନ ରାଜ୍ୟ ଓପନ୍ ଶୁଟିଂ ପ୍ରତିଯୋଗିତାରେ ମାନବାଦିତ୍ୟ ରାଠୋର ବିଭିନ୍ନ ବିଭାଗରେ ୩ଟି ସ୍ବର୍ଣ୍ଣ ପଦକ ସହ…
ବିନା ମେକ୍ଅପ୍ର ଫଟୋକୁ ଦେଖି କ’ଣ କହିଲେ ୟୁଜର୍ସ
ମୁମ୍ବାଇ: ନିଜର ସୋନ୍ଦର୍ଯ୍ୟ ଓ ଜିରୋ ଫିଗର ପାଇଁ ବି ଟାଉନରେ ସବୁବେଳେ ଚର୍ଚ୍ଚା ସାଉଁଟୁଥିବା ବଲିଉଡ୍ର ବେବୋ ଏବେ ୟୁଜର୍ସଙ୍କ ଟ୍ରୋଲର ଶୀକାର ହୋଇଛନ୍ତି। କିଏ ତାଙ୍କୁ ବୁଢ଼ୀ କହିଥିବା ବେଳେ କିଏ ତାଙ୍କୁ ଆଣ୍ଟି ବୋଲି ସମ୍ବୋଧନ କରି…
‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ: ପ୍ରଯୋଜକଙ୍କୁ ନୋଟିସ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ର ପୋଷ୍ଟରରକୁ ନେଇ ବିବାଦ ଲାଗିରହିଛି। ଫିଲ୍ମ ପ୍ରଯୋଜକ ସୀତାରାମ ଅଗ୍ରଓ୍ବାଲଙ୍କୁ ମଙ୍ଗଳବାର ଭୁବନେଶ୍ୱର ମହିଳା ଥାନା ପକ୍ଷରୁ ନୋଟିସ ଜାରି କରାଯାଇଛି। ପ୍ରକାଶ ଯେ, ଉକ୍ତ ଫିଲ୍ମର ପୋଷ୍ଟରରେ ହାସ୍ୟ ଅଭିନେତା ପପୁ ପମ୍ପମ୍…
Archives


