Home

ପାକିସ୍ତାନକୁ ମହଙ୍ଗା ପଡିଲା ଭାରତ ବିରୋଧୀ ଟୁଇଟ୍‌: ବନ୍ଦ ହେଲା ୨ଶହ ଆକାଉଣ୍ଟ

କରାଚି,୨୦।୮: ପାକିସ୍ତାନ ଲାଗାତର ଭାବେ ଭାରତ ବିରୋଧୀ ଟୁଇଟ୍‌ କରୁଥିବାରୁ ଏହାକୁ ନେଇ ଭାରତୀୟ ପ୍ରଶାସନ ଅଭିଯୋଗ ଆଣିଥିଲା। ଫଳରେ ମାଇାକ୍ରୋବ୍ଲଗିଙ୍ଗ ସାଇଟ୍‌ ଟୁଇଟର ଏବେ ପାକିସ୍ତାନର ପ୍ରାୟ ୨ଶହ ଟୁଇଟର ଆକାଉଣ୍ଟ ବନ୍ଦ କରିଦେଇଥିବା ଜଣାପଡିଛି। ତେବେ କଶ୍ମୀର ସମସ୍ୟାକୁ…

ସ୍ତ୍ରୀ ସବୁବେଳେ ଖାଇବାକୁ ଦେଉଥିଲେ ଲଡୁ: ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ସ୍ବାମୀ

ମିରଠ,୨୦।୮: ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଠ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ ଲଡୁ…

୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,…

ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟା ସମୟରେ ଜମ୍ମୁ-କଶ୍ମୀର ପୁଞ୍ଚ୍‌ ଜିଲାର କୃଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ…

ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଗିରଫ ହେଲେ ଓ୍ବାର୍ଡେନ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଆବାସିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ସ୍କୁଲର ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଅଭିଯୁକ୍ତ ଓ୍ବାର୍ଡେନ୍‌ଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେ ହେଲେ ବିଶ୍ୱରଞ୍ଜନ ରଣା। ବିଶ୍ୱରଞ୍ଜନ ୨ ଛାତ୍ରଙ୍କୁ ନିସ୍ତୁକ…

ଭାରତୀୟ ଯୁବତୀଙ୍କୁ ବିବାହ କରିଥିଲେ ଏହିସବୁ ପାକିସ୍ତାନୀ କ୍ରିକେଟର

ପାକିସ୍ତାନ ବୋଲର୍‌ ହସନ ଅଲ୍ଳୀ ମଙ୍ଗଳବାର ଭାରତୀୟ ଯୁବତୀ ସାମିଆ ଅରଜୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ମଧ୍ୟ ଅନେକ ପାକିସ୍ତାନ କ୍ରିକେଟର ଭାରତୀୟ ଯୁବତୀଙ୍କ ପ୍ରେମରେ ପଡିଛନ୍ତି ଆଉ ବିବାହ ମଧ୍ୟ କରିଛନ୍ତି। ସେମିତି କିଛି କ୍ରିକେଟର୍ସଙ୍କ ସମ୍ପର୍କରେ……

ରମାଦେବୀ ପରିସରରୁ ଉଠିଯିବ ଯୁକ୍ତ ୨ କଲେଜ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରୁ ଜୁନିଅର କଲେଜ ଉଠିଯିବ। ୟୁନିଟ-୯ ଗାର୍ଲସ ହାଇସ୍କୁଲ ପରିସରରେ ଯୁକ୍ତ ୨ କଲେଜ ପ୍ରତିଷ୍ଠା ହେବ। ଏନେଇ ହାଇସ୍କୁଲ ପରିସରରେ ୩ ଏକର ଜମି ଚିହ୍ନଟ ହୋଇଥିବା ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର…

ଅସହିଷ୍ଣୁତା ଏବଂ ଭିଡ଼ହିଂସା ସମାଜ ଓ ରାଜନୀତି ପାଇଁ ଘାତକ ସାଜିଛି: ମନମୋହନ ସିଂ

ନୂଆଦିଲ୍ଲୀ,୨୦।୮: ଦେଶରେ ସମ୍ପ୍ରତି ଅସହିଷ୍ଣୁତା, ସାମ୍ପ୍ରଦାୟିକ ଭେଦଭାବ ଏବଂ ଭିଡ଼ହିଂସା ଭଳି ଘଟଣା ବଢ଼ିଚାଲିଛି। ଏହା ସମାଜ ଓ ରାଜନୀତି ଉଭୟ ପାଇଁ ଘାତକ ସାଜିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

କଳାକାରଙ୍କ ପାଇଁ ନିଜ ଧନସମ୍ପତ୍ତି ଦାନ କରିଦେଇଥିଲେ ଖାୟାମ୍‌

ଦିଲ୍‌ କ୍ୟା ଚିଜ୍‌ ହୈ ଆପ୍‌ ମେରି ମାନ୍‌ ଲିଜିୟେ..(ଉମରାଓ ଜାନ୍‌), ସିନେ ମେ ଜଲନ୍‌ ଆଁଖୋ ମୈ ତୁଫାନ୍‌ ସା(ଗମନ) ଭଳି ଶହ ଶହ ସଙ୍ଗୀତର ସ୍ରଷ୍ଟା ଖାୟମ୍‌ ଆଉ ନାହାନ୍ତି। ୯୨ ବର୍ଷ ବୟସରେ ସେ ଆରପାରିକୁ ଚାଲିଯାଇଛନ୍ତି।…

ଜମ୍ମୁ-କଶ୍ମୀର ପ୍ରସଙ୍ଗ: ଶାନ୍ତିଦୂତ ହେବାକୁ ଚାହାଁନ୍ତି ମୋଗଲ ବଂଶଜ ୟାକୁବ୍‌; ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି ଚିଠି

ହାଇଦ୍ରାବାଦ୍‌,୨୦।୮: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଶାନ୍ତିଦୂତ ହେବା ପାଇଁ ମୋଗଲ ବଂଶଜ ୟାକୁବ୍‌ ହବିବୁଦ୍ଦିନ୍‌ ତୁସି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଚିଠି ଲେଖିଛନ୍ତି। ଅଗଷ୍ଟ ୧୦ରେ ସେ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ୟାକୁବ୍‌…

ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ଘଟଣା: କାରଣ ଅସ୍ପଷ୍ଟ

ଚିତ୍ରକୋଣ୍ଡା,୨୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଟେମ୍ପରାରି କଲୋନୀ ପ୍ରାଇମେରି ପ୍ରାଥମିକ ଆବାସିକ ବିଦ୍ୟାଳୟରେ ସୋମବାର ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ। ମଧ୍ୟାହ୍ନଭୋଜନରେ ଭାତ, ଡାଲି ଓ ଭଜା ଖାଇବା ପରେ ଅପରାହ୍ନରେ କିଛି ଛାତ୍ରୀଙ୍କ…

ବାଡ଼ ଖାଉଛି କ୍ଷେତ: ହାଫିଜ୍‌ ସଇଦ୍‌ଙ୍କୁ ପାଣ୍ଠି ଯୋଗାଣ ମାମଲାରେ ୩ ଏନ୍‌ଆଇଏ ଅଧିକାରୀଙ୍କ ବିରୋଧରେ କୋଟି କୋଟି ଟଙ୍କାର ଲାଞ୍ଚ ଅଭିଯୋଗ

ନୂଆଦିଲ୍ଲୀ,୨୦।୮: ଦେଶର ଆଇନ ବ୍ୟବସ୍ଥା ନେଇ ସାଧାରଣରେ ପ୍ରଶ୍ନ ଉଠିବାରେ ଲାଗିଛି। ବାଡ଼ କ୍ଷେତକୁ ଜଗିବା ବଦଳରେ ଖାଇ ଚାଲିିଛି। ଏବେ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାଣ୍ଠି ଯୋଗାଣ ମାମଲାରେ ୩ ଏନ୍‌ଆଇଏ ଅଧିକାରୀ କୋଟି କୋଟି ଟଙ୍କାର ଲାଞ୍ଚ ମାଗିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri