Home

ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି। ସାନପୁଅ ପ୍ରଶାନ୍ତଙ୍କୁ ହତ୍ୟା କରାଯାଇଛି। ଏହାର ଠିକ୍‌ ଭାବେ ତଦନ୍ତ କରି ଅଭିଯୁକ୍ତଙ୍କୁ…

ମାନ୍ଦାବସ୍ଥା ଯୋଗୁ ଧିମା ହୋଇଛି ନିଯୁକ୍ତି

ନୂଆଦିଲ୍ଲୀ,୨୦ -୮: ଭାରତରେ ଗତବର୍ଷ ବେକାରି ହାର ୪୫ ବର୍ଷରେ ସବୁଠାରୁ ଖରାପ ରହିଛି। ଏହି ସମୟରେ ପ୍ରାୟ ସବୁ ସେକ୍ଟରରେ ନିଯୁକ୍ତି ଅତ୍ୟନ୍ତ ଧିମା ରହିଛି। ମାନ୍ଦାବସ୍ଥା ଯୋଗୁ ନିଯୁକ୍ତି ପ୍ରଦାନ ପ୍ରକ୍ରିୟା ଧୀରେ ଧୀରେ କମିବାରେ ଲାଗିଛି। କେୟାର…

୬ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଲା ଟଙ୍କା

ନୂଆଦିଲ୍ଲୀ,୨୦-୮: ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବା ଧାରା ଲାଗି ରହିଛି। ସୋମବାର ଏହା ୨୯ ପଇସା ହ୍ରାସ ସହ ୬ ମାସର ସର୍ବନିମ୍ନ ସ୍ତର ୭୧.୪୩ ରେ ପହଞ୍ଚତ୍ଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବଢ଼ିବା ତଥା ବିଦେଶରେ…

ଜାତୀୟ ଜୁନିୟର ମହିଳା ହକି କ୍ୟାମ୍ପ୍‌ରେ ଓଡ଼ିଶାରୁ ୩

ନୂଆଦିଲ୍ଲୀ, ୨୦।୮ (ପି.ଟି.)- ଚଳିତ ବର୍ଷ ଶେଷ ଭାଗରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ତ୍ରି-ରାଷ୍ଟ୍ରୀୟ ଜୁନିୟର ମହିଳା ହକି ପ୍ରତିଯୋଗିତା ପାଇଁ ସୋମବାର ୩୩ ଜଣିଆ ସମ୍ଭାବ୍ୟ ଭାରତୀୟ ଦଳ ଘୋଷଣା କରାଯାଇଛି। ହକି ଇଣ୍ଡିଆ ପକ୍ଷରୁ ଘୋଷଣା କରାଯାଇଥିବା ଏହି…

ଭାରତ ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ ସିରିଜ : ମନୀଷ, ଆୟାର ଅଧିନାୟକ

ମୁମ୍ବାଇ, ୨୦ା୮(ପି.ଟି.)- ଚଳିତମାସ ୨୯ ତାରିଖରେ ଥିରୁଭାନନ୍ତପୁରମଠାରେ ଭାରତ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ କ୍ରିକେଟ ସିରିଜ ଆରମ୍ଭ ହେବ। ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ୩ଟି ମ୍ୟାଚରେ ମନୀଷ ପାଣ୍ଡେ ଭାରତ‘ଏ’ର ଅଧିନାୟକ ରହିବେ। ପରବର୍ତ୍ତୀ ୨ଟି ମ୍ୟାଚରେ ଶ୍ରେୟାସ…

କୋଇଲା ଆଞ୍ଚରୁ ପ୍ରସ୍ତୁତ ଖାଦ୍ୟ ହୃଦ୍‌ରୋଗ ଆଶଙ୍କା ବଢାଏ

ଭୋଜନ ପ୍ରସ୍ତୁତ ନିମନ୍ତେ ଦୀର୍ଘ ସମୟ ପର୍ଯ୍ୟନ୍ତ କୋଇଲାର ବ୍ୟବହାର ଯୋଗୁ ହୃଦ୍‌ରୋଗ ସମ୍ବନ୍ଧୀୟ ସମସ୍ୟାରେ ମୃତ୍ୟୁ ଆଶଙ୍କା ବଢ଼ିଥାଏ। ଏକ ନୂତନ ଗବେଷଣାରୁ ଏହା ଜଣାପଡ଼ିଛି। ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଡିରେକ୍‌ ବେନେଟ୍‌ଙ୍କ ମତରେ, ଗବେଷଣାରୁ ପରାମର୍ଶ ଦିଆଯାଇଛି ଯେ,…

ଏମିତି ଏକ ଆଇସ୍‌କ୍ରିମ୍‌, ଯାହା ୧ ଘଣ୍ଟା ପର୍ଯ୍ୟନ୍ତ ତରଳିବ ନାହିଁ

ଗରମ ଦାଉରୁ ରକ୍ଷା ପାଇବାକୁ ଯଦି ହାତରେ ଗୋଟିଏ ଆଇସ୍‌କ୍ରିମ୍‌ ଧରାଇ ଦିଆଯାଏ, ତେବେ ମନକୁ ଟିକିଏ ଶାନ୍ତି ମିଳିଯାଏ। କିନ୍ତୁ ଚିନ୍ତା କେବଳ ଏତିକି ଥାଏ, ଆଇସ୍‌କ୍ରିମ୍‌ ଖୁବ୍‌ ଶୀଘ୍ର ତରଳିଯିବ। ବେଶୀ ସମୟ ଏହାର ମଜା ଉଠାଇବା ଅସମ୍ଭବ…

ଟ୍ରେନ୍‌ରେ କଟି ବୃଦ୍ଧଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୧୯।୮ (ଡି.ଏନ.ଏ.)- ଭଦ୍ରକ ଜିଲା ମଞ୍ଜୁରିରୋଡ ରେଳ ଷ୍ଟେଶନ ନିକଟରେ ସୋମବାର ଟ୍ରେନ୍‌ରେ କଟି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସ୍ଥାନୀୟ ସାନଶାସନ ପଞ୍ଚାୟତ କଣ୍ଟାପଡ଼ା ଗ୍ରାମର କେଶବ ଜେନା(୬୨)। ସେ ବାଲେଶ୍ୱର ଯିବା ପାଇଁ ରେଳଧାରଣା…

ବହୁରୋଗରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ସ୍ବାସ୍ଥ୍ୟ ହିଁ ସମ୍ପଦ। ଏହାକୁ ସୁରକ୍ଷିତ ରଖିଲେ ଜୀବନ ଯାତ୍ରା ସହଜ ହୋଇଥାଏ। ଅତି ପ୍ରାଚୀନ କାଳରୁ ଶରୀର ରକ୍ଷା ପାଇଁ ବିଭିନ୍ନ ପ୍ରୟାସ ଜାରି ରହିଛି। ତେବେ ସୁସ୍ଥ ରହିବାର ସହଜ ସୂତ୍ର ହେଉଛି ସବୁବେଳେ ଖୁସି ରହିବା। ଏହା…

କୋହଲି, ଧୋନୀଙ୍କଠାରୁ ବି ଅଧିକ ଦାମୀ ଗାଡ଼ି ଚଲାଉଛନ୍ତି ପାଣ୍ଡ୍ୟା

ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ଏକ ଲମ୍ବୋରଘିନି କାର୍‌ କିଣିଛନ୍ତି। ଏହି କାର୍‌ରେ ପାଣ୍ଡ୍ୟା ନିଜ ବଡ଼ ଭାଇ କୃନାଲଙ୍କ ସହ ଜିମ୍‌ ଯାଉଥିବାବେଳର ଫଟୋ ଭାଇରାଲ ହୋଇଛି। ଏହି ଗାଡିର ମୂଲ୍ୟ ୩ରୁ ୫ ୫…

ଗୋଟିଏ ପଥର ବଦଳାଇଦେଲା ଜୀବନ

ଫିଲିପାଇନ୍ସର ଜଣେ ମତ୍ସ୍ୟଜୀବୀଙ୍କ ଜୀବନ ରାତାରାତି ବଦଳିଯାଇଛି। ଗୋଟିଏ ଝଟ୍‌କାରେ ସେ କୋଟିପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତେବେ କୋଟିପତି କରିବାରେ ତାଙ୍କୁ ଏକ ପଥର ସାହାଯ୍ୟ କରିଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ପ୍ରଥମେ ୩୪ କିଲୋର…

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍‌ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍‌ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍‌ ଚୋରି ଏବଂ ବୈଷୟିକ ଓ ବାଣିଜ୍ୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri