Home

ଏଣିକି ଧମକପୂର୍ଣ୍ଣ ଚିଠି ପଠାଇବ ନାହିଁ ଆୟକର ବିଭାଗ;ରିଟର୍ନରେ ତ୍ରୁଟି ଥିଲେ ବନ୍ଧୁତ୍ୱପୂର୍ଣ୍ଣ ମେସେଜ୍‌ ଆସିବ

ନୂଆଦିଲ୍ଲୀ,୧୯-୮: ଆୟକର ବିଭାଗ ଦେଶରେ ଟିକସ ଆତଙ୍କବାଦ ଚଳାଇଛି ବୋଲି ଉଦ୍ୟୋଗ ଜଗତ ଏବଂ ବ୍ୟକ୍ତିଗତ ଟିକସଦାତା ଅଭିଯୋଗ କରିଆସୁଛନ୍ତି। ସରକାର ଯେତେ ଯାହା କହିଲେ ମଧ୍ୟ ଆୟକର ଅଧିକାରୀଙ୍କ ମନୋଭାବରେ ପରିବର୍ତ୍ତନ ହେଉଥିବାର ଦେଖାଯାଉନାହିଁ। ଆୟକର ଅଧିକାରୀମାନେ ଟିକସଦାତାଙ୍କ ପ୍ରତି…

କ୍ଷୁଦ୍ର ଋଣଗ୍ରହୀତାଙ୍କ ଋଣ ଛାଡ଼ କରିବେ ସରକାର

ନୂଆଦିଲ୍ଲୀ,୧୯-୮: କ୍ଷୁଦ୍ର ଋଣଗ୍ରହୀତାଙ୍କ ଋଣ ଛାଡ଼ ଲାଗି ଏକ ଯୋଜନା କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ଅଧୀନରେ କ୍ଷୁଦ୍ର ଋଣଗ୍ରହୀତାଙ୍କ ଋଣ ଛାଡ଼ ପାଇଁ ବିଚାର କରାଯାଉଛି। ଆଇବିସିର ଫ୍ରେଶ୍‌ ଷ୍ଟାର୍ଟ ବ୍ୟବସ୍ଥା ଅଧୀନରେ ଏହା…

ମହଙ୍ଗା ପଡିବ ଜାତିସଂଘରେ ପାକିସ୍ତାନକୁ ସମର୍ଥନ ;ସେପ୍ଟେମ୍ବରରୁ ଚାଇନା ସାମଗ୍ରୀ ବର୍ଜନର ରାଷ୍ଟ୍ରୀୟ ଅଭିଯାନ

ନୂଆଦିଲ୍ଲୀ,୧୯-୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପାର୍ଲାମେଣ୍ଟ ଉଚ୍ଛେଦ କରିଛି। ଏହି ପ୍ରସଙ୍ଗକୁ ନେଇ କ୍ଷୁବ୍ଧ ପାକିସ୍ତାନ ଚାଇନାର ଶରଣ ପଶିଥିଲା। ଇସ୍‌ଲାମାବାଦ୍‌ର ଅନୁରୋଧକ୍ରମେ ଚାଇନା ଜାତିସଂଘ ସୁରକ୍ଷା ପରିଷଦରେ ଏହି ମାମଲା ଉଠାଇଥିଲା। ତେବେ ସୁରକ୍ଷା…

ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୯।୮ : ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ସକାଳ ପ୍ରାୟ ସାଢ଼େ ୬ଟାରେ ପ୍ରଶାସନ ପକ୍ଷରୁ ପ୍ରଥମେ ଦକ୍ଷିଣ ପାର୍ଶ୍ୱରୁ ଉଚ୍ଛେଦ କରାଯାଇଛି। ଶୌଚାଳୟ, ସାମଗ୍ରୀ ଘର ଭଙ୍ଗା ଯାଇଛି। ମାତ୍ର ଦକ୍ଷିଣ…

ଜେଟଲୀଙ୍କ ଓ୍ବାର୍ଡ ଭିତରକୁ ଯିବାକୁ କାହାକୁ ଅନୁମତି ଦେଉ ନାହାଁନ୍ତି ଡାକ୍ତର

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଥିବା ବେଳେ ଏବେ ସେ ସଙ୍କଟାପନ୍ନ ଅବସ୍ଥାରେ ଅଛନ୍ତି। ସେ ଚିକିତ୍ସିତ ହେଉଥିବା ଓ୍ବାର୍ଡ ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ…

କଥା କହେ ଫଟୋ

ଫଟୋ ହିଁ ଅନେକ କଥା କହିଦିଏ। ଗୋଟିଏ ଫଟୋକୁ ଦେଖି ଅନେକ ଲୋକ ପୃଥକ୍‌ ଚିନ୍ତାଧାରା ପୋଷଣ କରନ୍ତି। ବିଶ୍ୱରେ ବିଭିନ୍ନ ଦେଶର ଭିନ୍ନ ଭିନ୍ନ ସଂସ୍କୃତିକୁ ଆଧାର କରି ଅନେକ ଫଟୋଗ୍ରାଫର ସେମାନଙ୍କ କ୍ୟାମେରାରେ ଯେଉଁ ସୁନ୍ଦର ଫଟୋଚିତ୍ର ଉତ୍ତୋଳନ…

ବିଶ୍ୱ ଫଟୋଗ୍ରାଫି ଦିବସ : ଫଟୋ କହେ ହଜାରେ ଶବ୍ଦ

ହଜାରେ ଶବ୍ଦର ବ୍ୟବହାର କରି ଯେଉଁ କଥା କହି ହୁଏନା ତାହା ଗୋଟିଏ ଫଟୋ ଅତି ସହଜରେ ବର୍ଣ୍ଣନା କରିପାରେ। ସେଥିପାଇଁ କଥାରେ ଅଛି ‘ଏ ଫଟୋଗ୍ରାଫ୍‌ ସ୍ପିକ୍‌ସ ଏ ଥାଉଜାଣ୍ଡ ଓ୍ବାର୍ଡସ୍‌’ ବା ଗୋଟିଏ ଫଟୋଚିତ୍ର ହଜାରେ ଶବ୍ଦ କହିପାରେ।…

ଦୁବାଇ ହସ୍ପିଟାଲରେ ପଡିରହିଛି ଓଡ଼ିଆ ମିସ୍ତ୍ରିଙ୍କ ମୃତଦେହ: ଗାଁକୁ ଆଣିବାକୁ ନିବେଦନ କଲେ ସ୍ତ୍ରୀ

ଖଲ୍ଲିକୋଟ/ଛତ୍ରପୁର, ୧୯ା୮ (ଡି.ଏନ.ଏ.)-ଦୁବାଇରେ ଜଣେ ଓଡିଆ ମିସ୍ତ୍ରୀଙ୍କର ୧୬ ତାରିଖରେ ମୃତ୍ୟୁ ହୋଇଛି। ତାଙ୍କ ମୃତଦେହ ଦୁବାଇର ଏକ ହସ୍ପିଟାଲରେ ପଡିରହିଛି। ସେ ହେଲେ ଖଲ୍ଲିକୋଟ ଥାନା ଅଧୀନ ତେନ୍ତୁଳିଆପଲ୍ଲୀ ନିକଟ କୈଠରାଗାଁର ଜୟ ଦଳେଇ (୪୫)। ତାଙ୍କର ହୃଦ୍‌ଘାତରେ ମୃତ୍ୟୁ…

ଖୋର୍ଦ୍ଧାରେ ପଥର ଚାଲାଣ ମାମଲା : ୬ଜଣଙ୍କୁ ଧରିବା ପାଇଁ ରାଜ୍ୟ ବାହାରକୁ ଗଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଖୋର୍ଦ୍ଧା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ମୁଖ୍ୟ ୬ଜଣ ମାଫିଆଙ୍କୁ ଗିରଫ କରିବା ପାଇଁ ଏସ୍‌ଟିଏଫ୍‌ ଜାଲ ବିଛାଇଛି। ଏହି ୬ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଲେଡି ଡନ୍‌। ତାଙ୍କ ସମେତ ଅନ୍ୟ ୫ଜଣ ଗିରଫ ଭୟରେ…

ଦମ୍‌ ଦେଖାଇଲେ ଟାଇଗର ଶ୍ରଫ୍‌

ମୁମ୍ବାଇ: ବଲିଉଡ ଆକ୍ସନ ହିରୋ ଟାଇଗର ଶ୍ରଫ୍‌ ରବିବାର ୨୦୦କିଲୋଗ୍ରାମ ଓଜନର ଭାରୋତ୍ତୋଳନ କରି ଏହାର ଭିଡିଓକୁ ବନ୍ଧୁ ଓ ପ୍ରଶଂସକଙ୍କ ନିକଟକୁ ଶେୟାର କରିବା ପରେ ସେମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି। ଶ୍ରଫ୍‌ ନିଜର ଶାରୀରିକ୍‌ ଫିଟ୍‌ନେସ୍‌ ପାଇଁ ବେଶ୍‌ ଭଲଭାବେ…

ପାଟକୁରା ସଙ୍ଗଠନ ସଜାଡ଼ିବାକୁ ବୈଠକ

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ପାଟକୁରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ବିଜୟ ପରେ ଦ୍ୱିତୀୟ ଥର ଲାଗି ଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଥମେ ନିର୍ବାଚନ ପରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ବିଜେଡି…

ଢାକା ବସ୍ତିରେ ଅଗ୍ନିକାଣ୍ଡ: ୧୦ ହଜାର ବାସହରା

ଢାକା,୧୯ା୮(ଏଏଫ୍‌ପି): ବାଂଲାଦେଶ ରାଜଧାନୀ ଢାକାର ଏକ ଜନଗହଳିପୂର୍ଣ୍ଣ ବସ୍ତିରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଫଳରେ ସେଠାରେ ବସବାସ କରୁଥିବା ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ବେଘର ହୋଇଛନ୍ତି। ମିରପୁର ବସ୍ତିରେ ପାଖାପାଖି ୨୦୦୦ ଝୁମ୍ପୁଡ଼ି ଘର ଥିଲା। ବିଳମ୍ବିତ ରାତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri