ବିହାରରେ ବନ୍ୟା ବିତ୍ପାତ: ଭୋକ ବିକଳରେ ମୂଷା ଖାଉଛନ୍ତି ଲୋକେ
ପାଟନା,୧୬।୭: ବିହାରରେ ବିନ୍ୟା ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଉଚ୍ଚସ୍ତରୀୟ ବୈଠକ ଡକାଇ ବନ୍ୟାରେ ଫଶିଥିବା ଲୋକଙ୍କୁ…
ଆସାମରେ ଏନ୍ଆର୍ସି ସମୟସୀମା ବୃଦ୍ଧି ପାଇଁ ଆବେଦନ କଲେ କେନ୍ଦ୍ର ଓ ରାଜ୍ୟ ସରକାର
ନୂଆଦିଲ୍ଲୀ,୧୬।୭: ଆସାମରେ ଜାତୀୟ ନାଗରିକ ପଞ୍ଜିକରଣ(ଏନ୍ଆର୍ସି) ସମୟ ସୀମା ବୃଦ୍ଧି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ ଦାଖଲ ହୋଇଛି। ଏହି ଆବେଦନ ବିଷୟରେ ଚିନ୍ତା କରିବାକୁ ସୁପ୍ରିମ୍କୋର୍ଟ କହିଛନ୍ତି। ଏଥିପାଇଁ ସମୟ ସୀମା ଜୁଲାଇ ୩୧ ଧାର୍ଯ୍ୟ…
ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି
ନୂଆଦିଲ୍ଲୀ,୧୬।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ସଂସଦୀୟ ଦଳ ବୈଠକ ମଙ୍ଗଳବାର ସଂସଦର ଲାଇବ୍ରେରୀ ବିଲଡିଂରେ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଦି ଏମ୍ପିମାନଙ୍କୁ ସାମାଜିକ କାର୍ଯ୍ୟ ସହ ଯୋଡି…
ପଟ୍ଟନାୟିକିଆ ଛକରେ ତିନିଭାଇଙ୍କ ହତ୍ୟା ଘଟଣା:ଅଭିଯୁକ୍ତଙ୍କୁ ଧରିବାକୁ ୩ ସ୍ବତନ୍ତ୍ର ଟିମ୍ର ଚଢ଼ାଉ
ସାକ୍ଷୀଗୋପାଳ,୧୬।୭(ଡି.ଏନ୍.ଏ.):ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ ମର୍ଡର ଘଟଣାରେ ସତ୍ୟବାଦୀ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଚଳାଇଛି।…
ଅଭିଯୁକ୍ତ ଡାକ୍ତରଙ୍କୁ ଦୋଷମୁକ୍ତ କରିବା ସହିତ ଗୋଟିଏ ବର୍ଷରେ ଶହେ ବୃକ୍ଷ ଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୬।୭: ହତ୍ୟା ଉଦ୍ୟମ ଅଭିଯୋଗରେ ଜଣେ ଡାକ୍ତରଙ୍କୁ ସୁପ୍ରିମ୍କୋର୍ଟ ଦୋଷମୁକ୍ତ କରିଛନ୍ତି। ତେବେ ଡାକ୍ତର ଏଭଳି ଅପରାଧ କରିଥିବା ସମୟରେ ନାବାଳକ ଥିବାରୁ ତାଙ୍କୁ ଦଣ୍ଡ ଭାବେ ଗୋଟିଏ ବର୍ଷରେ ଶହେ ବୃକ୍ଷଚାରା ରୋପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ…
ଆଜି ଚନ୍ଦ୍ରଗ୍ରହଣ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ
ପୁରୀ ଅଫିସ୍, ୧୬।୭: ଶ୍ରୀମନ୍ଦିରରେ ମଙ୍ଗଳବାର ଚନ୍ଦ୍ରଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ସକାଳ ୬ଟାରେ ଦ୍ୱାରଫିଟା ପରେ ନିର୍ଦ୍ଦିିଷ୍ଟ ନୀତି ସବୁ ସମ୍ପନ୍ନ ହୋଇଛି। ୧୦ଟା ସୁଦ୍ଧା ଗୋପାଳ ବଲ୍ଲଭ ଶେଷ ହେବ ପରେ ୧୦ଟା…
ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ, ମଣ୍ଡପରେ ପହଞ୍ଚିଲେ ପ୍ରଥମ ସ୍ତ୍ରୀ
ମୁଜାଫରନଗର, ୧୬।୭: ଛାଡପତ୍ର ନ ଦେଇ ଦ୍ୱିତୀୟ ବିବାହ କରୁଥିବା ସ୍ବାମୀଙ୍କୁ ହାଜତକୁ ନେଇଛନ୍ତି ପ୍ରଥମ ସ୍ତ୍ରୀ। ସ୍ବାମୀ ମଣ୍ଡପରେ ଦ୍ୱିତୀୟ ବିବାହ କରୁଥିବା ଜାଣି ପୋଲିସ ଧରି ସେଠାରେ ପହଞ୍ଚିଥିଲେ ସ୍ତ୍ରୀ। ଏହାଦେଖି କନ୍ୟାଘର ପକ୍ଷ ଲୋକେ ସେଠାରୁ ଉଭାନ…
ପୁଣି ଥରିଲା ଇଣ୍ଡୋନେସିଆ: ଗତ ୩ ଦିନରେ ୩ ଥର ଭୂକମ୍ପ
ଜାକର୍ତ୍ତା,୧୬।୭: ଇଣ୍ଡୋନେସିଆର ବାଲିରେ ମଙ୍ଗଳବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ସକାଳ ୮ଟା ୧୮ରେ ଭୂକମ୍ପ ଅନୁଭୁତ ହୋଇଥିଲା। ଭୂକମ୍ପର କେନ୍ଦ୍ର ବାଲିର ଦକ୍ଷିଣ-ପଶ୍ଚିମରେ…
ସନ୍ଧାନୀ କୁକୁର ବଦଳି ନେଇ କଂଗ୍ରେସ-ଭାଜପା ମୁହାଁମୁହିଁ
ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ୪୬ ସନ୍ଧାନୀ କୁକୁରଙ୍କ ବଦଳି ନେଇ ଶାସକ କଂଗ୍ରେସ ଏବଂ ବିରୋଧୀ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମିଡ଼ିଆ ପରାମର୍ଶଦାତା ନରେନ୍ଦ୍ର ସାଲୁଜା ସୂଚନା ଦେଇଛନ୍ତି ଯେ, ସନ୍ଧାନୀ କୁକୁରଙ୍କୁ ନିଦ୍ଧିଷ୍ଟ ସମୟ ଅନ୍ତରରେ ବଦଳି…
ପ୍ଲାଷ୍ଟିକ୍ ବଦଳରେ ମିଳିବ ଖାଦ୍ୟ
ରାୟପୁର,୧୬।୭: ଦେଶରେ ସ୍ବଚ୍ଛତା ଓ ପରିବେଶ ପ୍ରଦୂଷଣ ମୁକ୍ତ କରିବାକୁ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ଲୋକେ ପ୍ଲାଷ୍ଟିକ୍ ଯୋଗୁ ବାୟୁ ପ୍ରଦ୍ୟୁଷଣ ହେଉଥିବା ନେଇ ଜାଣିଲେ ମଧ୍ୟ ଏହାର ବହୁଳ ବ୍ୟବହାର କରିଥାନ୍ତି। ତେବେ ପ୍ଲାଷ୍ଟିକ୍କୁ…
ଦେଶକୁ ବିଶ୍ୱଚାମ୍ପିଅନ୍ କରାଇଲେ ପୁଅ, ପିତାଙ୍କୁ ପଡୁଛି ଗାଳି: ଜାଣନ୍ତୁ କାହିଁକି
ଲଣ୍ଡନ, ୧୬।୭: ଆଇସିସି ବିଶ୍ୱକପ ଦ୍ୱାଦଶ ସଂସ୍କରଣର ରୋମାଞ୍ଚକ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହେବାର ସୌଭାଗ୍ୟ ଲାଭ କରିଛି। ଇଂଲଣ୍ଡକୁ ବିଶ୍ୱଚାମ୍ପିଅନ୍ କରାଇବାରେ ବେନ ଷ୍ଟୋକ୍ସଙ୍କର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଫାଇନାଲରେ ଷ୍ଟୋକ୍ସ…
୧୪୦ ଦିନ ପରେ ଭାରତ ପାଇଁ ଏୟାରସ୍ପେସ୍ ଖୋଲିଲା ପାକିସ୍ତାନ
ନୂଆଦିଲ୍ଲୀ/ଇସଲାମାବାଦ୍,୧୬।୭: ବାଲାକୋଟ୍ ଏୟାର ଷ୍ଟ୍ରାଇକ୍ ପରେ ପାକିସ୍ତାନ ଭାରତ ପାଇଁ ଏହାର ଏୟାରସ୍ପେସ୍କୁ ବନ୍ଦ ରଖିଥିଲା। ତେବେ ୧୪୦ ଦିନ ପରେ ମଙ୍ଗଳବାର ଏହାକୁ ଖୋଲିଦିଆଯାଇଛି। ଏଣିକି ସମସ୍ତ ଯାତ୍ରୀ ଏହାର ଲାଭ ପାଇପାରିବେ ବୋଲି ପାକିସ୍ତାନ ବେସାମରିକ ବିମାନ ଚଳାଚଳ…
Archives


