Home

ସାପ କାମୁଡା ରୋଗୀଙ୍କୁ ଖଟିଆରେ ବୋହିଲେ ଯବାନ

ବିଜାପୁର,୧୮।୮: ଛତିଶଗଡ଼ ବିଜାପୁରର ପୁସକୁନ୍ତା ଅଞ୍ଚଳରେ ଶନିବାର ଜଣେ ବ୍ୟକ୍ତିଙ୍କୁ ସାପ କାମୁଡିବା ଫଳରେ ସେ ଗୁରୁତର ହୋଇଥିଲେ। ହେଲେ ଗାଁର ରାସ୍ତା ଅବସ୍ଥା ଭଲ ନ ଥିବାରୁ ସେଠାରେ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ପର ହୋଇ ନ ଥିଲା। ଫଳରେ…

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ ନବୀନ ଏକ ନମ୍ବର ସ୍ଥାନ ଅକ୍ତିଆର କରିଛନ୍ତି। ଭିଡିପି ଆସୋସିଏଟ ପକ୍ଷରୁ କରାଯାଇଥିବା ସର୍ଭେରୁ…

ବିବାହ ଉତ୍ସବ ପାଲଟିଲା ଶ୍ମଶାନ

କାବୁଲ, ୧୮।୮: ଆଫଗାନିସ୍ତାନରେ ଏକ ବିବାହ ଉତ୍ସବରେ ବିସ୍ଫୋରଣ ଘଟି ୬୩ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ଶହେ ୮୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଠାରେ ଉଦ୍ଧାର କାର୍ଯ୍ୟ ଜାରି…

କମୁଛି ସବୁ ନଦୀ ଜଳସ୍ତର, ଆଜି ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା କମିଥିବାରୁ ଏବେ ରାଜ୍ୟରେ ବଡ଼ ବନ୍ୟାର ଭୟ ଟଳିଯାଇଛି। ମହାନଦୀ ସମେତ ପ୍ରାୟ ସମସ୍ତ ନଦୀରେ ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ପରିସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ଡେପୁଟି…

ପାକିସ୍ତାନକୁ ଭାରତର କଡା ଜବାବ

ରାଜୌରି,୧୮।୮:ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ସରକାର ଓ ଏହାର ସେନା ଏକ ପ୍ରକାର ହଡବଡେଇ ଗଲେଣି। ଶନିବାର ଜମ୍ମୁ-କଶ୍ମୀରର ରାଜୌରିରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏବେ ଏହାର କଡା ଜବାବ…

ବିଚ୍ଛିନ୍ନ ହୋଇ ରହିଛି ହିରିମୂଳ ଗାଁ: ଦାଣ୍ଡରେ ଦେଢ ଫୁଟ ପାଣି, ପିଲାଙ୍କ ପାଠପଢ଼ାରେ ଡୋରି

ଖୋର୍ଦ୍ଧା ଅଫିସ,୧୮।୮: ବନ୍ୟାଜଳ ହ୍ରାସ ପାଉଥିବାରୁ ପରିସ୍ଥିତିରେ ସୁଧାର ଆସୁଛି। ତେବେ ଓରବରସିଂ ପଞ୍ଚାୟତର ହିରିମୂଳ ଗାଁ ବିଚ୍ଛିନ୍ନ ହୋଇରହିଛି। ଗାଁ ଦାଣ୍ଡରେ ଦେଢ ଫୁଟ ପାଣି ଜମିିଛି। ଚତୁଃଦିଗ ଜମି ଓ ରାସ୍ତା ଉପରେ ୪ରୁ ୭ ଫୁଟ ପାଣି…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ ସହରର ଚିତ୍ର ବଦଳାଇବାକୁ କରିଛନ୍ତି ଯୋଜନା। ଏଥିପାଇଁ ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ନିଆଯାଇଛି…

ଆଦିତ୍ୟ ମେମୋରିଆଲ କୁଇଜ୍‌-୨୦୧୯: ଲୟୋଲା ସ୍କୁଲ୍‌ ଚାମ୍ପିୟନ; ୟୁନିଟ୍‌-୮ ଡିଏଭି ପବ୍ଲିକ ସ୍କୁଲ ପ୍ରଥମ ରନର୍ସଅପ୍‌,ମଦର୍ସ ପବ୍ଲିକ ସ୍କୁଲ ଦ୍ୱିତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲୟୋଲା ସ୍କୁଲ ଓ ଆଦିତ୍ୟ ମେମୋରିଆଲ ଫାଉଣ୍ଡେଶନ ପକ୍ଷରୁ ନବମ ଆଦିତ୍ୟ ମେମୋରିଆଲ କୁଇଜ ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ ଜାଭିୟର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ସମେତ ଝାଡ଼ଖଣ୍ଡ, ଛତିଶଗଡ଼, ବିହାରର ୨୫ଟି ସ୍କୁଲ୍‌ରୁ ୨୧୬ ଛାତ୍ରୀଛାତ୍ର…

ପୋଖରୀରେ ବୁଡ଼ି ଚାଷୀ ମୃତ

ରଣପୁର,୧୮।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ଗୋଡିକିଲୋ ଗ୍ରାମରେ ଶନିବାର ପୋଖରୀରେ ବୁଡି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଦିବାକର ନାୟକ (୫୦)। ସେ ଚାଷ କାର୍ଯ୍ୟ ସାରି ପୋଖରୀକୁ ଗାଧୋଇବାକୁ ଯାଇ ପାଣିରେ…

ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ଅଖିଆ ଫେରିଲେ ୧୨୯ ଛାତ୍ରୀଛାତ୍ର

ଜୟପୁର, ୧୮।୮(ଡି.ଏନ.ଏ ): କୋରାପୁଟ ଜିଲା ଜୟପୁର ବ୍ଲକ ଏକମ୍ବା ପଞ୍ଚାୟତ ଅଧୀନ ଚିକିମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ଭାତରୁ ଶନିବାର ଏକ ଝିଟିପିଟି ବାହାରିଛି । କୌଣସି ଛାତ୍ରୀଛାତ୍ରଙ୍କୁ ଉକ୍ତ ଖାଦ୍ୟ ପ୍ରଦାନ କରାଯାଇନାହିଁ । ୧୨୯ ଛାତ୍ରୀଛାତ୍ର…

ମୁଖ୍ୟ ଶାସନ ସଚିବଙ୍କୁ ବିଦାୟ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ସରକାରୀ ଅଧିକାରୀ ଜନସାଧାରଣଙ୍କ ବିଶ୍ୱାସର ମାର୍ଫତଦାର। ତେଣୁ ଅଧିକାରୀଟିଏ ସେବା ମନୋଭାବ ରଖି ସହୃଦୟତାର ସହ କାର୍ଯ୍ୟ କରିବା ଉଚିତ ବୋଲି ବିଦାୟୀ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି। ଲୋକସେବା ଭବନରେ ସାଧାରଣ ପ୍ରଶାସନ ଓ…

ମଙ୍ଗଳବାର ୟେଦୁରପ୍ପାଙ୍କ କ୍ୟାବିନେଟ ସମ୍ପ୍ରସାରଣ

ବେଙ୍ଗାଲୁରୁ, ୧୮ା୮: କର୍ନାଟକରେ ଭାଜପା ସରକାରର କ୍ୟାବିନେଟ ସମ୍ପ୍ରସାରଣ ମଙ୍ଗଳବାର ଅପରାହ୍ନରେ କରାଯିବ। ସେହିଦିନ ପୂର୍ବାହ୍ନରେ ଭାଜପା ବିଧାୟକ ଦଳର ବୈଠକ ବସିବା ସହ ମନ୍ତ୍ରିମଣ୍ଡଳର ରୂପରେଖ ଚୂଡ଼ାନ୍ତ କରାଯିବ ବୋଲି ଜଣାପଡ଼ିଛି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri