ଏସ୍ସିବି ଆସିବେ ଜଗା-କାଳିଆ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଓଡ଼ିଶା ଆସିବା ପାଇଁ ସ୍ଥିର ହୋଇଛି। ଦିଲ୍ଲୀ ଏମ୍ସରୁ ଏହି ଦୁଇଭାଇଙ୍କୁ କଟକ ଏସ୍ସିବି ମେଡିକାଲକୁ ଅଣାଯିବ। ତେବେ କେବେ ଆସିବେ ତାହା ଆସନ୍ତା…
ଏମ୍ସରେ ଭୟାବହ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ, , ୧୮ା୮(ପି.ଟି.): ଶନିବାର ସନ୍ଧ୍ୟାରେ ଏମ୍ସର ଇମର୍ଜେନ୍ସି ଓ୍ବାର୍ଡ ନିକଟରେ ଅଗ୍ନିକାଣ୍ଡ ଘଟିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସଙ୍ଗେସଙ୍ଗେ ଚାରିଆଡ଼ ଧୂଆଁମୟ ହୋଇପଡ଼ିଥିଲା। ୩୪ଟି ଦମକଳ ଗାଡ଼ିରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ସଙ୍ଗେ ସଙ୍ଗେ ସେଠାରେ ପହଞ୍ଚି ନିଆଁକୁ…
ପପୁଙ୍କ ଫିଲ୍ମ ପୋଷ୍ଟରକୁ ନେଇ ବିବାଦ: ୭ ଯୁବତୀଙ୍କୁ ନେଇ ଆପତ୍ତିଜନକ ପୋଜ୍; ପ୍ରଯୋଜକ ସଂସ୍ଥା ନାଁରେ ମାମଲା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ପୁଣି ଅଡୁଆରେ ରଙ୍ଗିଲା ଟୋକା ପପୁ ପମ୍ପମ୍। କେତେବେଳେ କାଷ୍ଟିଂ କାଉଚ ତ ଆଉ କେତେବେଳେ ମହିଳାଙ୍କୁ ଅଶାଳୀନ ବ୍ୟବହାର ପାଇଁ ବିବାଦରେ ରହିଥିଲେ ପପୁ। ଏବେ ଏକ ଫିଲ୍ମ ପୋଷ୍ଟରରେ ମହିଳାଙ୍କୁ ଅସମ୍ମାନ କରାଯାଇଥିବା ଅଭିଯୋଗକୁ ନେଇ ଆଉ…
ସ୍ଥାନାନ୍ତର ହେବ ଇଣ୍ଡୋନେସିଆ ରାଜଧାନୀ
ଜାକର୍ତ୍ତା,୧୮ା୮: ବିଶ୍ୱ ମାନଚିତ୍ରରୁ ହଜିବାକୁ ଯାଉଛି ଇଣ୍ଡୋନେସିଆ ରାଜଧାନୀ ଜାକର୍ତ୍ତା। ପରିବେଶ ବିଶେଷଜ୍ଞମାନଙ୍କ ମତରେ ଯଦି ବର୍ତ୍ତମାନ ହାରରେ ସମୁଦ୍ରର ଜଳପତ୍ତନ ବୃଦ୍ଧି ପାଏ ତେବେ ୨୦୫୦ ବେଳକୁ ଜାକର୍ତ୍ତାର ଏକ-ତୃତୀୟାଂଶ ଅଞ୍ଚଳ ଜଳମଗ୍ନ ହୋଇଯିବ। ସେଥିପାଇଁ ଇଣ୍ଡୋନେସିଆ ସରକାର ରାଜଧାନୀକୁ…
ନବୀନଙ୍କ କଡ଼ା ଆଭିମୁଖ୍ୟ: ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ, ୨ ଜଣଙ୍କ ପେନ୍ସନ୍ ବନ୍ଦ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଏଥିସହିତ ଦୁଇଜଣ ପୂର୍ବତନ ଅଧିକାରୀଙ୍କ ପେନସନ୍ ସୁବିଧା ସମ୍ପୂର୍ଣ୍ଣରୂପେ ବନ୍ଦ କରିଛନ୍ତି। ଏହି ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ…
ଆତଙ୍କବାଦୀ ଆକ୍ରମଣ ଆଶଙ୍କା: କର୍ନାଟକରେ କଡ଼ା ସୁରକ୍ଷା
ବେଙ୍ଗାଲୁରୁ,୧୮ା୮(ପି.ଟି.): ଦକ୍ଷିଣ ଭାରତୀୟ ରାଜ୍ୟ କର୍ନାଟକରେ ଆତଙ୍କବାଦୀ ଆକ୍ରମଣ କରିପାରନ୍ତି ବୋଲି ଗୋଇନ୍ଦା ସୂଚନା ମିଳିବା ପରେ ସେଠାର ବୃହତ୍ ସହରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ଗଳିକନ୍ଦିଗୁଡିକରେ ବ୍ୟାପକ ପୋଲିସ ଓ ଅର୍ଦ୍ଧସାମରିକ ଯବାନ ମୁତୟନ କରାଯିବା…
ଗ୍ରହଣ ହେଲାନି ଇସ୍ତଫା: ଗଗନ ଧଳ ଓଏଫ୍ଡିସି ଅଧ୍ୟକ୍ଷ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରିଛନ୍ତିି। କୃଷି ଉତ୍ପାଦନ କମିଶନର(ଏପିସି)ଥିବା ଗଗନ ଧଳଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍ଡିସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏହି ପଦବୀ ମୁଖ୍ୟ ଶାସନ ସଚିବ ପାହ୍ୟା ସହ ସମତୁଲ୍ୟ…
ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ୧୧ ଦୃଷ୍ଟିଶକ୍ତି ହରାଇଲେ
ଭୋପାଳ,୧୮ା୮(ଆଇଏଏନ୍ଏସ୍): ଇନ୍ଦୋର ଆଇ ହସ୍ପିଟାଲ୍ରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ୧୧ ଜଣ ଦୃଷ୍ଟିଶକ୍ତି ହରାଇଛନ୍ତି। ହସ୍ପିଟାଲ କର୍ତ୍ତୃପକ୍ଷ ଉକ୍ତ ଅସ୍ତ୍ରୋପଚାର କକ୍ଷକୁ ସିଲ୍ କରିଦେବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଅନ୍ଧତ୍ୱ ଦୂରୀକରଣ କାର୍ଯ୍ୟକ୍ରମରେ ଗତ ୮ ତାରିଖରେ…
ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍ପିଙ୍କ ନାଁରେ ମାମଲା
ସୁନ୍ଦରଗଡ଼, ୧୮।୮ (ଡି.ଏନ୍.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନାହିଁ। ପୋଲିସ ସେତେବେଳେ ଫାଣ୍ଡି ଭଙ୍ଗାରୁଜା ଘଟଣାରେ…
ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ: ୧୦ ଏମ୍ଓୟୁ ସ୍ବାକ୍ଷର
ଥିମ୍ଫୁ,୧୮ା୮(ପି.ଟି.): ଭୁଟାନ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ତାଙ୍କ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍ଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଦୁଇ ଦେଶ ମଧ୍ୟରେ ୧୦ଟି ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହୋଇଛି।…
ଜନଧନ ଆକାଉଣ୍ଟରେ ଜମା ୧ ଲକ୍ଷ କୋଟି ଟପିଲା
ନୂଆଦିଲ୍ଲୀ,୧୮-୮: ସମାଜର ଗରିବ ଶ୍ରେଣୀ ନିକଟରେ ବ୍ୟାଙ୍କକୁ ପହଞ୍ଚାଇବା ଲାଗି ୫ ବର୍ଷ ପୂର୍ବେ ଏନ୍ଡିଏ ସରକାର ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନା। ଏବେ ଏହି ଯୋଜନା ଅଧୀନରେ ଖୋଲା ଯାଇଥିବା ଆକାଉଣ୍ଟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ…
୨୨ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ
ଢେଙ୍କାନାଳ ଅଫିସ, ୧୮।୮: ଢେଙ୍କାନାଳରେ କାୟା ବିସ୍ତାର କଲାଣି ଧଳା ଜହର ଚେର। ଶନିବାର ସ୍ଥାନୀୟ ବାଜିଚୌକଠାରୁ ଅବକାରୀ ବିଭାଗ ଏବଂ ଟାଉନ ଥାନା ପୋଲିସ ଚଢ଼ାଉ କରି ୨୨ ଗ୍ରାମ୍ ବ୍ରାଉନ୍ସୁଗାର ସହ ୧୪୮୦ ଟଙ୍କା ଜବତ କରିଛି। ଏଥିରେ…
Archives


