ଘଡ଼ଘଡ଼ି ସହ ଛେଚିଲା ବର୍ଷା: ତାତିରୁ ମିଳିଲା ତ୍ରାହି
କୋରାପୁଟ,୧୯ା୩(ଅମିତାଭ ବେହେରା): ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ବୁଧବାର ଅପରାହ୍ନରେ କୋରାପୁଟ ଜିଲାର ସଦରମହକୁମା ସହ ସୁନାବେଡ଼ା, ସେମିଳିଗୁଡ଼ା, ଦାମନଯୋଡ଼ି ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। କିଛି ଦିନ ହେବ ପ୍ରଚଣ୍ଡ ରୌଦ୍ରତାପରେ ସିଝୁଥିଲେ କୋରାପୁଟବାସୀ। ପାଣିପାଗ ବିଭାଗ…
ଆକ୍ରମଣ-ଜାତିଆଣ ଆକ୍ଷେପ ମାମଲା: ୨ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ଗ୍ରାମର ଶୁକଦେବ ରେଡ୍ଡୀ ଏବଂ ଦୟା ରେଡ୍ଡୀଙ୍କୁ ଚିକିଟି ଏସ୍ଡିପିଓ ବିଶ୍ୱାମିତ୍ର ହରପାଲ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେ.ନୂଆଗାଁ ଥାନା ମାମଲା ନଂ.୯୩/୨୫ ଅନୁଯାୟୀ ଜାମିନ ଆବେଦନ…
୧୭ ବର୍ଷ ପରେ ଅବସର ଘୋଷଣା କରି ଚମକାଇଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୧୯।୩: କ୍ରିକେଟ ଜଗତରେ ଇଂଲଣ୍ଡ କ୍ରିକେଟର ଜୋଶ କବ ଏକ ଜଣାଶୁଣା ନାମ, ଯିଏ ୧୭ ବର୍ଷ ଧରି ଘରୋଇ କ୍ରିକେଟରେ ନିଜର ଚମତ୍କାର ପ୍ରଦର୍ଶନ କରି ଦର୍ଶକଙ୍କ ହୃଦୟ ଜିତିଥିଲେ। ଏବେ ସେ ତାଙ୍କ ବୃତ୍ତିଗତ କ୍ରିକେଟ କ୍ୟାରିୟରକୁ ବିଦାୟ…
କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ଅବସର ବୟସ ୬୦ ବର୍ଷରୁ ଅଧିକ ହେବ କି? ସ୍ପଷ୍ଟ କଲେ ସରକାର
ନୂଆଦିଲ୍ଲୀ,୧୯।୩: କେନ୍ଦ୍ର କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ବୁଧବାର କହିଛନ୍ତି ଯେ ସରକାର କର୍ମଚାରୀଙ୍କ ଅବସର ବୟସ ପରିବର୍ତ୍ତନ ପାଇଁ କୌଣସି ପ୍ରସ୍ତାବ ଉପରେ ବିଚାର କରୁନାହାନ୍ତି। ଲୋକ ସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସେ ଏହି ସୂଚନା ଦେଇଛନ୍ତି।…
ADR ରିପୋର୍ଟରେ ବଡ଼ ଖୁଲାସା, ଚର୍ଚ୍ଚାରେ ଓଡ଼ିଶାର ଏହି ବିଧାୟକ
ନୂଆଦିଲ୍ଲୀ,୧୯।୩: ନିର୍ବାଚନର ସ୍ବଚ୍ଛତା ଉପରେ କାମ କରୁଥିବା ସଂଗଠନ ଆସୋସିଏସନ ଫର୍ ଡେମୋକ୍ରାଟିକ ରିଫର୍ମସ ଦେଶର ପ୍ରାୟ 4,092 ବିଧାୟକଙ୍କ ସମ୍ପତ୍ତି ଏବଂ ଅପରାଧିକ ରେକର୍ଡ ବ୍ୟତୀତ ଅନେକ ଦିଗ ଉପରେ ଅଧ୍ୟୟନ କରିଛି। ADR ରିପୋର୍ଟ ଅନୁଯାୟୀ, ଚାରି ହଜାରରୁ…
ଖାଇବା ପରେ ୧୦ମିନିଟ୍ ପର୍ଯ୍ୟନ୍ତ ଚୋବାନ୍ତୁ ପାନପତ୍ର, ଅନେକ ସମସ୍ୟାରୁ ମିଳିବ ମୁକ୍ତି
ଅଧିକାଂଶ ଭାରତୀୟ ଖାଦ୍ୟ ପରେ କିଛି ମିଠା ଖାଇବାକୁ ପସନ୍ଦ କରନ୍ତି। ତଥାପି ମିଠା ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ଏପରି ପରିସ୍ଥିତିରେ, ସୁସ୍ଥ ଉପାୟରେ ମିଠା ପ୍ରତି ଆପଣଙ୍କର ଇଚ୍ଛାକୁ କମ୍ କରିବା ପାଇଁ, ଆପଣ ପ୍ରତ୍ୟେକ ଖାଦ୍ୟ ପରେ…
୧୭ ବର୍ଷ ପୂର୍ବେ କୋହଲିଙ୍କୁ ଚାମ୍ପିୟନ କରିଥିବା ଖେଳାଳିଜଣଙ୍କ କିଏ? IPL ୨୦୨୫ରେ ହେବେ ଅମ୍ପାୟାର
ନୂଆଦିଲ୍ଲୀ,୧୯।୩: କୋଲକାତାର ଇଡେନ ଗାର୍ଡେନରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ଏବଂ କୋଲକାତା ନାଇଟ ରାଇଡର୍ସ (KKR) ମଧ୍ୟରେ ମୁକାବିଲା ସହିତ IPL ୨୦୨୫ ଆରମ୍ଭ ହେବ। ଏହି ବଡ଼ ମ୍ୟାଚ୍ରେ ସମସ୍ତଙ୍କ ନଜର ବିରାଟ କୋହଲିଙ୍କ ଉପରେ ରହିବ। କାରଣ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର
ଭୁବନେଶ୍ୱର,୧୯ା୩: ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ବର୍ଗତ ନବ ଦାସଙ୍କ ପରିବାର। ସ୍ତ୍ରୀ ମିନତି, ଝିଅ ଦୀପାଳି ଏବଂ ପୁଅ ବିଶାଳ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଚାଲିଥିବା କ୍ରାଇମବ୍ରାଞ୍ଚ ତଦନ୍ତ ଏବଂ ସିବିଆଇ ତଦନ୍ତ ଦାବି…
ଖୋର୍ଦ୍ଧାରେ ଖୋଲିବ ଫରେନସିକ୍ ସାଇନ୍ସ ୟୁନିଭର୍ସିଟି
ଖୋର୍ଦ୍ଧା,୧୯ା୩: ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି। ଖୋର୍ଦ୍ଧାରେ ନ୍ୟାଶନାଲ ଫରେନସିକ୍ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ସ୍ତରରେ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଧାନମନ୍ତ୍ରୀ,…
ମୋଟାପଣ ଦୂର କରିବା ପାଇଁ ଗ୍ରୀନ୍ ଟି, ଜାଣନ୍ତୁ ଦିନକୁ କେତେଥର ପିଇବା ଉଚିତ
ଗ୍ରୀନ୍-ଟି ସ୍ବାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ଏହାକୁ ନିୟମିତ ଭାବରେ ସେବନ କରିବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟରେ ଉନ୍ନତି, ଆପଣଙ୍କ ଚର୍ମକୁ ଉଜ୍ଜ୍ୱଳ କରିବା, ବାର୍ଦ୍ଧକ୍ୟ ଲକ୍ଷଣକୁ ହ୍ରାସ କରିବା, ମସ୍ତିଷ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ସହିତ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବିଜୁଳି କାଟ୍କୁ ନେଇ ମନ୍ତ୍ରୀ କହିଲେ ଏଣିକି…
ଭୁବନେଶ୍ୱର,୧୯ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍କୁ ନେଇ ସରକାର ଏକ…
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର,୧୯ା୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।…
Archives


