Home

କେନ୍ଦ୍ରାପଡ଼ା ପ୍ରଶାସନର ଅଭିନବ ପ୍ରୟାସ :ଚିହ୍ନଟ ହେବେ ପାଣି ପାଇପ ମିସ୍ତ୍ରି

କେନ୍ଦ୍ରାପଡା ଅଫିସ, ୯ା୯- ଦେଶବିଦେଶରେ କାମ କରୁଥିବା କେନ୍ଦ୍ରାପଡା ଜିଲାର ପାଣି ପାଇପ ମିସ୍ତ୍ରିଙ୍କ ଚିହ୍ନଟୀକରଣ ପ୍ରକ୍ରିୟା ଚଳିତ ବର୍ଷ ଶେଷ ସୁଦ୍ଧା ଆରମ୍ଭ ହେବ। ଏନେଇ ଜିଲାପାଳ ସମର୍ଥ ବର୍ମାଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଜିଲା ଶ୍ରମ ବିଭାଗ,…

ବିଦ୍ୟୁତ୍‌ ସଂଯୋଗ ନ ଥାଇ ଆସିଲା ବିଲ୍‌

କେନ୍ଦ୍ରାପଡା ଅଫିସ, ୯ା୯- କେନ୍ଦ୍ରାପଡା ବ୍ଲକ ଘିଘିଡିଆ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ସୌଭାଗ୍ୟ ଯୋଜନାରେ ସାମିଲ ହୋଇଛନ୍ତି ।ଅଦ୍ୟାବଧି ଏହି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ ଦିଆ ଯାଇ ନ ଥିବା ବେଳେ ସେମାନଙ୍କ ନିକଟକୁ ଜୁଲାଇ ମାସରେ ୧୫୧ ଟଙ୍କା…

ବିଲୁପ୍ତି ପଥେ ବୈତରଣୀ

କେନ୍ଦୁଝର, ୯ା୯(ସ୍ବ.ପ୍ର.)- ‘ବୁଢା ହେଲୁ, କିନ୍ତୁ କିଛି ବର୍ଷ ହେଲା ବୈତରଣୀ ନଦୀ ଏଭଳି ଅବସ୍ଥା ଦେଖି ନ ଥିଲୁ। ଖରା ଦିନରେ ଶୁଖିଲା ପଡୁଥିବା ଏହି ନଦୀ ବର୍ଷାଦିନରେ ମଧ୍ୟ ପାଣି ନାହିଁ। ଏଣୁ ଏଭଳି ଅବସ୍ଥା ଜାରି ରହିଲେ…

ଫାଇଲରେ ସୀମିତ ସିସିଟିଭି ସର୍ଭିଲାନ୍ସ ଯୋଜନା

ଭଦ୍ରକ ଅଫିସ, ୯।୯- ଭଦ୍ରକ ସହରରେ ଲୁଟ୍‌, ରାହାଜାନି, ଡକାୟତି, ଚୋରି ଘଟଣା ବୃଦ୍ଧି ପାଉଛି। ଜଣେ ମଧ୍ୟ ଅପରାଧୀ ପୋଲିସ ଦ୍ୱାରା କାବୁ ହେବାର ନଜିର ନାହିଁ। କାଁ ଭାଁ ଲୁଟେରାଙ୍କୁ ପୋଲିସ କାବୁ କରୁଥିଲେ ମଧ୍ୟ ହାର୍ଡକୋର୍‌ କ୍ରିମିନାଲ…

ଆଦର୍ଶ ପଞ୍ଚାୟତଭାବେ ବାଲିବିଲି ପୁରସ୍କୃତ

ବରୀ, ୯ା୯(ସ୍ବ.ପ୍ର.)- ରାଜ୍ୟ ସରକାରଙ୍କ ପିଠା କାର୍ଯ୍ୟକ୍ରମ ଓ ଆମ ଗାଁ ଆମ ବିକାଶ ଯୋଜନାର ସଫଳତା ପାଇଁ ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତର ମାନ୍ୟତା ମିଳିଛି। ଏ ନେଇ ଗତ ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ…

ଶେଷ ମ୍ୟାଚ୍‌ ଖେଳିଲେ ୮୫ ବର୍ଷୀୟ କ୍ରିକେଟର୍‌

ଲଣ୍ଡନ, ୯।୯- ଦୀର୍ଘ ୬୦ ବର୍ଷର କ୍ରିକେଟ୍‌ କ୍ୟାରିୟରରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ୮୫ ବର୍ଷୀୟ ଓ୍ବେଷ୍ଟଇଣ୍ଡିଜ ଦ୍ରୁତ ବୋଲର ସେସିଲ ରାଇଟ୍‌। ଡାହାଣହାତୀ ଦ୍ରୁତ ବୋଲର ସେସିଲ ଶନିବାର ନିଜର ଅନ୍ତିମ ଅଫିସିଆଲ ମ୍ୟାଚ୍‌ ଖେଳିଛନ୍ତି। ଏଠାରେ ଅନୁଷ୍ଠିତ ପେନ୍ନିନେ ଲିଗ୍‌ର…

ଦେଢ଼ମାସର ପୁଅକୁ ଶ୍ୱାସରୁଦ୍ଧ କରି ହତ୍ୟା: ଅଭିଯୁକ୍ତ ବାପ ଗିରଫ

ଭଦ୍ରକ ଅଫିସ, ୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲଟୁଆ ନୂଆକଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ରକରି ଟୁବୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ନିଜ ଦେଢ଼ମାସର ପୁଅକୁ ଗତ ୩୦ ତାରିଖରେ ଶ୍ୱାସରୁଦ୍ଧ କରି ହତ୍ୟା…

ବରୀରେ ସଭ୍ୟସଂଗ୍ରହ ଅଭିଯାନ, ମିଶ୍ରଣ ପର୍ବ : ବିଜେଡିରେ ମିଶିଲେ ୨ଶହରୁ ଊର୍ଦ୍ଧ୍ୱ ନେତା, କର୍ମୀ

ବରୀ, ୯ା୯(ସ୍ବ.ପ୍ର.)- ବରୀ ବ୍ଲକ ଅଧୀନ ଅଟିରା ପଞ୍ଚାୟତ ସନ୍ଥନ ମଠ ନିକଟରେ ରବିବାର ବରୀ ନିର୍ବାଚନମଣ୍ଡଳୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ସରୋଜ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ…

୨୦ନମ୍ବର ଜାତୀୟ ରାଜପଥଠାରୁ କୋଗାଁ ରାସ୍ତା : ଶିଳାନ୍ୟାସର ୫ ମାସ ପରେ ବି ହୋଇନି କାମ

ଯାଜପୁର ରୋଡ, ୯ା୯(ନି.ପ୍ର.)- କୋରେଇ ବ୍ଲକ ଅର୍ନ୍ତଗତ ତଳଗଡ ଗ୍ରାମ ପଞ୍ଚାୟତ ଜାତୀୟ ରାଜପଥ ୨୦ ନମ୍ବରରୁ କୋଗାଁକୁ ରାସ୍ତା ନିର୍ମାଣକୁ ଭିତ୍ତିପ୍ରସ୍ତର ହେବାର ୫ ମାସ ବିତିଛି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ଠିକାଦାର ରାସ୍ତା କାମ ପାଇଁ ମାଟି ମୁଠେ…

ମୃତ ଶିଶୁପୁତ୍ରକୁ ଜୀବିତ ପାଇଁ ଉଦ୍ୟମ : ମଙ୍ଗଳା ମନ୍ଦିରରେ ଅଧିଆ ପଡ଼ିଲେ ମା’

ଡୁବୁରୀ,୯ା୯(ଡି.ଏନ୍‌.ଏ.) ଅସୁସ୍ଥତା କାରଣରୁ ମେଡିକାଲରେ ମୃତ୍ୟୁବରଣ କରିଥିବା ଏକ ଶିଶୁପୁତ୍ରକୁ ବଞ୍ଚାଇବାକୁ ପରିବାର ଲୋକେ ଉଦ୍ୟମ କରିଛନ୍ତି। ପ୍ରଥମେ ଗୁଣିଆ ଦ୍ୱାରା ଝଡ଼ାଫୁଙ୍କା କରିଥିଲେ। ଏଥିରେ ବିଫଳ ହେବାରୁ ଶିଶୁପୁତ୍ରର ମା’ ଶିଶୁକୁ ଧରି ରବିବାର ମଙ୍ଗଳା ମନ୍ଦିରରେ ଅଧିଆ ପଡ଼ିଥିଲେ।…

ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର କାରବାର: ୩ ଗିରଫ

ରାଇରଙ୍ଗପୁର,୯।୯(ଡି.ଏନ.ଏ.)-ନୂଆ ମୋଟର ଯାନ ଆଇନ ଲାଗୁ ପରେ ବିଭିନ୍ନ ଗାଡିର ନକଲି ପ୍ରମାଣପତ୍ର କାରବାର ବୃଦ୍ଧି ପାଇଛି। ଗାଡି ଚାଳକଙ୍କୁ ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର ଯୋଗାଇବା ଅଭିଯୋଗ କ୍ରମେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମଡେଲ ଥାନା ପୋଲିସ ଚଢାଉ କରି…

ବ୍ଲାକରୋଜ ବୁଡ଼ିକୁ ୧୦ବର୍ଷ : ଶୀତଳଭଣ୍ଡାରରେ ସିବିଆଇ ତଦନ୍ତ

ପାରାଦୀପ,୯।୯(ସ୍ବ.ପ୍ର.): ପାରାଦୀପ ବନ୍ଦର ଇତିହାସରେ କଳଙ୍କର ଛାପ ଛାଡ଼ିଥିବା ଏମ୍‌ଭି ବ୍ଲାକରୋଜ ବୁଡ଼ି ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ଏହି ୧୦ବର୍ଷ ମଧ୍ୟରେ ମଙ୍ଗୋଲିଆର ସେହି ଜାହାଜକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲେ ହେଁ ବୁଡ଼ିବାର କାରଣ ଏ ପର୍ଯ୍ୟନ୍ତ ରହସ୍ୟାବୃତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?