Home

ଜନ୍ମଦିନ ଶୁଭେଚ୍ଛା ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ ଅନେକ ଶୁଭେଚ୍ଛା ବାର୍ତ୍ତା ଆସି ପହଞ୍ଚୁଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍‌ କରି କେଜରିଓ୍ବାଲଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି।…

ପରମାଣୁ ଆକ୍ରମଣକୁ ନେଇ ପରୋକ୍ଷରେ ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ

ଜଇପୁର,୧୬।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଜସ୍ଥାନର ପୋଖରାନ ଗସ୍ତ କରିଛନ୍ତି। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କର ପ୍ରଥମ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ସମୟରେ ପରମାଣୁ ଆକ୍ରମଣକୁ ନେଇ…

କଂଗ୍ରେସ ଯାହା ୭୦ ବର୍ଷରେ କରି ନ ଥିଲା ତାହା ୭୫ ଦିନରେ କରି ଦେଖାଇଲେ ମୋଦି: ଶାହ

ଜିନ୍ଦ,୧୬।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ହରିୟାଣାର ଜିନ୍ଦ ଜିଲା ଗସ୍ତ କରିଛନ୍ତି। ଏହି ସମୟରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ କଶ୍ମୀର ପ୍ରସଙ୍ଗକୁ ନେଇ କହିଛନ୍ତି କଂଗ୍ରେସ ୭୦ ବର୍ଷ ମଧ୍ୟରେ ଯାହା କରିପାରି ନ ଥିଲା ପ୍ରଧାନମନ୍ତ୍ରୀ…

ମ୍ୟାଚ୍‌ର କିଛି ସମୟ ପୂର୍ବରୁ ଜେଜେ ମା’ ପ୍ରାଣ ହରାଇଥିଲେ, ତଥାପି ପଡିଆକୁ ଓହ୍ଲାଇ ବିସ୍ଫୋରକ ପାଳି ଖେଳିଲେ ଏହି କ୍ରିକେଟର୍‌

ପୋର୍ଟ ଅଫ ସ୍ପେନ, ୧୬।୮: ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ୬ ଉଇକେଟରେ ପରାସ୍ତ କରି ଦିନିକିଆ ସିରିଜକୁ ୨-୦ରେ ପୋଛି ନେଇଛି ଭାରତ। ଏହି ମ୍ୟାଚ୍‌ରେ ଘରୋଇ ଦଳ ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ଆରମ୍ଭ କରିଥିଲା। ମ୍ୟାଚ୍‌ ଆରମ୍ଭ ହେବାର…

ମୋଦିଙ୍କୁ ଭେଟିଲେ ୟେଦୁରପ୍ପା

ନୂଆଦିଲ୍ଲୀ,୧୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀଠାରେ ଭେଟିଛନ୍ତି। କର୍ନାଟକ ବନ୍ୟା କ୍ଷୟକ୍ଷତିକୁ ନେଇ ସେ ମୋଦିଙ୍କ ସହ ଆଲୋଚନା କରିବା ପରେ କେନ୍ଦ୍ରରୁ ଅଧିକ ସହାୟତା ଦାବି କରିଛନ୍ତି। ଏହି ସମୟରେ ମୁଖ୍ୟ ସଚିବ…

ବଢ଼ୁଛି ବନ୍ୟା ଜଳ: ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ: ଗାଁ ଦାଣ୍ଡରେ ୪ ଫୁଟର ପାଣି

ଖୋର୍ଦ୍ଧା ଅଫିସ,୧୬।୮: ହୀରାକୁଦରେ ଗେଟ ଖୋଲିବା ଦ୍ୱାରା ମହାନଦୀର ଶାଖା ନଦୀ ରାଜୁଆରେ ବନ୍ୟା ଜଳ ବଢ଼ୁଛି । ଉପର ମୁଣ୍ଡରେ ବନ୍ୟାଜଳ ହ୍ରାସ ପାଉଥିବାବେଳେ ତଳମୁଣ୍ଡରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିସ୍କାସନ…

ଡେରାଡୁନ୍‌ର ଏକ ଗଳିର ନାଁ ଲୈଲା-ମଜ୍‌ନୁ, କାହିଁକି ଜାଣନ୍ତି

ଲୈଲା-ମଜ୍‌ନୁଙ୍କ ପ୍ରେମ ସମ୍ପର୍କ ସମସ୍ତଙ୍କୁ ଊଣା ଅଧିକେ ଜଣା। ଏମାନଙ୍କ ପ୍ରେମକୁ ନେଇ ଅନେକ କାହାଣୀ ଥିବାବେଳେ କିଛି ଫିଲ୍ମ ମଧ୍ୟ ନିର୍ମାଣ ହୋଇସାରିଛି। ଏହା ପରେ ଯେଉଁ ପ୍ରେମୀଯୁଗଳ ସଚ୍ଚା ପ୍ରେମ କରିଛନ୍ତି ତାଙ୍କୁ ଲୈଲା-ମଜ୍‌ନୁଙ୍କ ଆଖ୍ୟା ଦିଆଯାଇଛି। ଏମିତି…

ମରଣଯନ୍ତା ପାଲଟିଛି ୫୫ନଂ ଜାତୀୟ ରାଜପଥ: ରାସ୍ତା କାର୍ଯ୍ୟ ନିମ୍ନମାନର ଅଭିଯୋଗ ଆଣିଲେ ଏମ୍‌ପି, ସମାଧାନ ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ,୧୬।୮: ଅନୁଗୋଳ ଓ ଢେଙ୍କାନାଳ ମଧ୍ୟରେ ଯାଇଥିବା ୫୫ନଂ ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ପ୍ରତ୍ୟକ ଦିନ ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଛି। ରାସ୍ତା ପ୍ରସ୍ତତି କରଣ ପାଇଁ କାର୍ଯ୍ୟ କରୁଥିବା ଗାୟତ୍ରୀ କମ୍ପାନୀ ନିର୍ଦ୍ଧାରିତ ସମୟ…

ଧୋନୀଙ୍କ ଝିଅ ହାତରେ ଧରିଲେ ତଲଓ୍ବାର୍‌

ରାଞ୍ଚି, ୧୬।୮:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଝିଅ ଜିଭାଙ୍କୁ ତ ଆପଣ ପୂର୍ବରୁ ଅନେକ ମସ୍ତି କରୁଥିବାର ଦେଖିଥିବେ। ଏବେ ସେ ହାତରେ ତଲଓ୍ବାର ଧରି ଚର୍ଚ୍ଚାକୁ ଆସିଛନ୍ତି। ସ୍ବାଧୀନତା ଦିବସରେ ସ୍କୁଲରେ ଆୟୋଜିତ ସାଂସ୍କୃତିକ…

ସୋମବାରଠାରୁ କଶ୍ମୀରରେ ଖୋଲିବ ସ୍କୁଲ, ସରକାରୀ କାର୍ଯ୍ୟାଳୟ

ନୂଆଦିଲ୍ଲୀ,୧୬।୮: କଶ୍ମୀରରେ ସ୍କୁଲ ଓ ସରକାରୀ କାର୍ଯ୍ୟାଳୟ ଆସନ୍ତା ସୋମବାର ଅର୍ଥାତ୍‌ ୧୯ ତାରିଖରେ ପୁଣି ଥରେ ଖୋଲିବ ବୋଲି ସୂଚନା ମିଳିଛି। ଜମ୍ମୁ-କଶ୍ମୀରର ପ୍ରଶାସନ ସେଠାକାର ପରିସ୍ଥିତି ନିରୀକ୍ଷଣ କରିବା ପରେ ସ୍କୁଲ ଓ ସରକାରୀ କାର୍ଯ୍ୟାଳୟ ଖୋଲା କରାଯିବ…

ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳଙ୍କ ଇସ୍ତଫା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଏହି ଅଫିସର ରାଜ୍ୟ ସରକାରଙ୍କୁ ଏ ନେଇ ଅବଗତ କରାଇଛନ୍ତି। ସେ କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟ କରୁଥିଲେ। ୨୦୨୦ ଜାନୁଆରୀରେ ସେ ଅବସର…

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌

ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗୁରୁବାର ପ୍ରଥମେ ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପରେ ପର୍ଯ୍ୟାୟ କ୍ରମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri