ସୋମାଲିଆ ହୋଟେଲରେ ଆତ୍ମଘାତୀ ବିସ୍ଫୋରଣ:୨୬ ମୃତ, ୫୬ ଆହତ
ମୋଗାଡିସୁ,୧୩।୭: ସୋମାଲିଆର ଦକ୍ଷିଣରେ ଥିବା ବନ୍ଦର ସହର କିସମାୟୋରେ ଶନିବାର ଆତ୍ମଘାତୀ ବିସ୍ଫୋରଣ ଓ ଅଜ୍ଞାତ ବ୍ୟକ୍ତିଙ୍କ ଗୁଳିମାଡ଼ରେ ୨୬ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୫୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତାହତଙ୍କ ସଂଖ୍ୟା ଆଗକୁ ବଢିପାରେ…
ଶବ୍ଦକୁ ନେଇ ଅତିଷ୍ଠ ବ୍ୟକ୍ତି ଏସି ଭିତରର ଦୃଶ୍ୟ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ
ସାଧାରଣତଃ ଯଦି ଏସିରୁ କୌଣସି ଶବ୍ଦ ବାହାରେ, ତେବେ ଆମେମାନେ ତାକୁ ଖୋଲି ସଫା କରିଦେଉ। ହେଲେ ଯଦି ଏହି ଶବ୍ଦ କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ନୁହଁ, ବରଂ ବହୁ ସାପଙ୍କ ହେତୁ ହେଉଥିବ ତାହେଲେ କ’ଣ କରିବେ। ଏକଥା…
ଡେମ୍ଚୋକ୍ରେ ଚାଇନା କରି ନାହିଁ ଅନୁପ୍ରବେଶ: ଭାରତୀୟ ସେନା ମୁଖ୍ୟ
ନୂଆଦିଲ୍ଲୀ,୧୩।୭: ଚାଇନା ସୈନ୍ୟ ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଦ୍ଦାଖର ଡେମ୍ଚୋକ୍ ସେକ୍ଟରରେ ଅନୁପ୍ରବେଶ କରି ନାହାନ୍ତି ବୋଲି ଭାରତୀୟ ସେନା ମୁଖ୍ୟ ବିପିନ୍ ରାଓ୍ବତ୍ ଶନିବାର ସୂଚନା ଦେଇଛନ୍ତି। ଏହା ଏକ ନିୟମିତ କାର୍ଯ୍ୟ। ଏଭଳି କାର୍ଯ୍ୟ ସୀମା ତଦାରଖ…
କୁମ୍ଭୀରକୁ ଗିଳିଲା ଅଜଗର, ସୋସିଆଲ ମିଡିିଆରେ ଫଟୋ ଭାଇରାଲ
କୁମ୍ଭୀରକୁ ପାଣିର ରାଜା କୁହାଯାଏ। କାରଣ ଏହାର ଅଞ୍ଚଳକୁ କେହି ଯଦି ଯାଏ ତେବେ ତା’ ପାଟିରୁ ବଞ୍ଚିବା ଅସମ୍ଭବ ହୋଇପଡ଼େ। କିନ୍ତୁ ଏକ ଅଜଗର ପାଖରେ ହାର ମାନିଛି କୁମ୍ଭୀର। ଶେଷରେ ଅଜଗରଟି ଗିଳିଦେଇଛି କୁମ୍ଭୀରକୁ। ବିଶ୍ୱାସ ହେଉ ନ…
କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ ସହର ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି…
ମୋଦି ସରକାରଙ୍କ ଶହେ ଦିନର ବଡ଼ ଯୋଜନା: ୧୬୭ କାର୍ଯ୍ୟକୁ ଗୁୁରୁତ୍ୱ; ୩ ଲକ୍ଷ ନିଯୁକ୍ତି ସୁଯୋଗ
ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍ର ପ୍ରଥମ ଶହେ ଦିନ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ରମରେ ସରକାର ୧୬୭ କାର୍ଯ୍ୟକୁ ଗୁରୁତ୍ୱଦେବା ସହିତ ୩ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ଲାଗି ଯୋଜନା କରିଛନ୍ତି।…
କର୍ନାଟକର ଆଉ ୫ କଂଗ୍ରେସ ବିଧାୟକ ଗଲେ ସୁପ୍ରିମକୋର୍ଟ
ବେଙ୍ଗାଲୁରୁ,୧୩।୭: କର୍ନାଟକର ମେଣ୍ଟ ସରକାର ସଙ୍କଟରେ ଥିବା ବେଳେ ଅସନ୍ତୁଷ୍ଟ କଂଗ୍ରେସ ବିଧାୟକଙ୍କ ଇସ୍ତଫା ପତ୍ରକୁ ନେଇ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୂର୍ବରୁ କୋର୍ଟ ଏହି ମାମଲାରେ ଆସନ୍ତା ମଙ୍ଗଳବାର ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନ ନେବାକୁ ବାଚସ୍ପତିଙ୍କୁ କହିଥିବା ବେଳେ…
ଏଣିକି ଅନ୍ଲାଇନ୍ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍ଲାଇନ୍ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଗତ…
ଭିଡ଼ହିଂସାର ଶିକାର ହେଉଛନ୍ତି ପୋଲିସ: ମାୟାବତୀ
ଲକ୍ଷ୍ନୌ,୧୩।୭: ଭିଡ଼ହିଂସା କବଳରେ ସାଧାରଣ ଲୋକେ ପଡ଼ିବା ସହିତ ଏଥିରୁ ପୋଲିସ କର୍ମଚାରୀ ମଧ୍ୟ ନିସ୍ତାର ପାଉ ନାହାନ୍ତି। ଏବେ ରକ୍ଷକଙ୍କୁ ଭିଡ଼ହିଂସାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ବିଏସ୍ପି ଅଧ୍ୟକ୍ଷା ମାୟାବତୀ ଶନିବାର ଟୁଇଟ୍ କରି ଜଣାଇଛନ୍ତି। ଏଭଳି ଘଟଣାକୁ…
ଭିଜିଲାନ୍ସ ଜାଲରେ ପୁରୀ ଡିଇଓ: ୧ ଲକ୍ଷ ୧୧ ହଜାର ଟଙ୍କା, ବୋଲେରୋ ଜବତ
ପୁରୀ ଅଫିସ,୧୩ା୭: ପୁରୀ ଜିଲା ଶିକ୍ଷାଧିକାରୀ (ଡିଇଓ) ହୃଷୀକେଶ କାଣ୍ଡି ପୁରୀ ଭିଜିଲାନ୍ସ ଦ୍ୱାରା ଶନିବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କ ନିକଟରୁ ୧ ଲକ୍ଷ ୧୧ ହଜାର ଟଙ୍କା ଓ ଏକ ବୋଲେରୋ ଗାଡ଼ି ଜବତ କରିଛି। ପୁରୀସ୍ଥିତ ସରକାରୀ…
୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ନିର୍ଦ୍ଦେଶ
ଡେରାଡୁନ୍, ୧୩।୭: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ୧୯୨୩ରେ ନିର୍ମିତ ହୋଇଥିବା ଏହି ଝୁଲା ପୋଲ ଅତି ଖରାପ…
ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍ କଲା ଷ୍ଟଣ୍ଟ୍
ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍ ଦେଇ ଏକ ଅଡ଼ି କାର୍ ଶନିବାର ଭୋର୍ ୪ଟାରେ ଷ୍ଟଣ୍ଟ୍ କରିଛି। କାରଟି ସଂସଦ ଭବନ ସମ୍ମୁଖ ରାସ୍ତାରେ ଦ୍ରୁତ ଗତିରେ ଯିବା ସହିତ ଜୋର୍ରେ ଶବ୍ଦ କରିଥିଲା। ଏହାଦ୍ୱାରା ସ୍ଥାନୀୟ…
Archives


