ବ୍ୟାଙ୍କଗୁଡ଼ିକୁ ଆର୍ବିଆଇ ନିର୍ଦ୍ଦେଶ: ଏଟିଏମ୍ରେ ଅସଫଳ ଟ୍ରାଞ୍ଜାକଶନକୁ ମାଗଣା ଭାବେ ଧରନି
ମୁମ୍ବାଇ,୧୬-୮: ଏଟିଏମ୍ରେ ହେଉଥିବା ଅସଫଳ ଟ୍ରାଞ୍ଜାକ୍ଶନ,ବାଲାନ୍ସ ଯାଞ୍ଚ ଅଥବା ନୂଆ ଚେକ୍ବହି ନେବା ଭଳି ଅଣ-ନଗଦ କାରବାରକୁ ମାଗଣା ଟ୍ରାଞ୍ଜାକଶନ ଭାବେ ଗଣନା ନ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ବୁଧବାର ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି…
ହାର୍ଟ ଆଟାକ୍ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…
ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା…
ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକ ପ୍ରଦାନ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ୭୩ତମ ସ୍ବାଧୀନତା ଦିବସ ଅବସରରେ ପଦକ ପ୍ରଦାନ କରାଯାଇଛି। ଗୁରୁବାର ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ…
ଉଦ୍ଘାଟିତ ହେଲା ଖାରବେଳ ଭବନ
ଭୁବନେଶ୍ୱର, ୧୫।୮(ବ୍ୟୁରୋ.): ଭୁବନେଶ୍ୱରରେ ଖାରବେଳ ଭବନ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି। ଖାରବେଳ ଭବନରେ କାର୍ଯ୍ୟ କରିବ ପ୍ରମୁଖ ୧୧ଟି ବିଭାଗର କାର୍ଯ୍ୟାଳୟ। ଏହାର ନିର୍ମାଣ ପାଇଁ ୧୨୮ କୋଟି…
ହୀରାକୁଦର ୨୦ଟି ଗେଟ୍ ଖୋଲିଲା
ସମ୍ବଲପୁର, ୧୫।୮(ବ୍ୟୁରୋ.): ହୀରାକୁଦ ଜଳଭଣ୍ଡାରରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୦ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବାରୁ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଡ୍ୟାମ୍ର ଜଳସ୍ତର ୬୨୧.୮୫ ଫୁଟ ରହିଥିବା ଜଳସମ୍ପଦ ବିଭାଗ…
ମଦ ବ୍ୟବସାୟୀଙ୍କୁ ସରକାରଙ୍କ ପ୍ରୋତ୍ସାହନ: ଆନ୍ଦୋଳନକୁ ଓହ୍ଲାଇଲା ବେଗୁନିଆ ଜନକଲ୍ୟାଣ ପ୍ରତିଷ୍ଠାନ
ବେଗୁନିଆ, ୧୫।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶାଦ୍ରବ୍ୟ କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଏଠାରେ ଦେଶୀ ରନ୍ଧା ମଦ ପ୍ରସ୍ତୁତ ହେଉଛି। ଏଥିଯୋଗୁ ଗାଁଦାଣ୍ଡରେ ମଦ ବ୍ୟବସାୟୀମାନେ ଖୁଲମଖୁଲା ମଦ ବିକ୍ରି କରୁଛନ୍ତି।…
ଗହ୍ମାପୂର୍ଣ୍ଣିମାରେ ନଡ଼ିଆ ଲଢ଼େଇ ପରମ୍ପରା
ସାକ୍ଷୀଗୋପାଳ, ୧୫।୮(ଡି.ଏନ୍.ଏ.): ଗହ୍ମାପୂର୍ଣ୍ଣିମା ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡ଼ିଆ ଲଢ଼େଇ ପରମ୍ପରା ରହିଛି। ବାତ୍ୟା ‘ଫନୀ’ରେ ବହୁ ସଂଖ୍ୟକ ନଡ଼ିଆ ଗଛ ଭାଙ୍ଗିଯାଇଥିଲେ ମଧ୍ୟ ଗୁରୁବାର ସ୍ଥାନୀୟ ଅଞ୍ଚଳରେ ନଡ଼ିଆ ଲଢ଼େଇ ଦେଖିବାକୁ ମିଳିଛି। ଏହି ଅବସରରେ ଯିଏ…
ପୁରୀରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ
ପୁରୀ ଅଫିସ, ୧୫।୮: ପୁରୀ ଶରଧାବାଲିଠାରେ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ୧୫ରେ ମୁଖ୍ୟଅତିଥିଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ହୋଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଏକ ଖୋଲା ଜିପ୍ରେ ମନ୍ତ୍ରୀ ପରେଡ୍…
୨୧ କଏଦୀଙ୍କ ଜରିମାନା ଟଙ୍କା ପଇଠ କରି ମୁକୁଳାଇଲେ ବ୍ୟବସାୟୀ
ଆଗ୍ରା,୧୫।୮: ସ୍ବାଧୀନତା ଦିବସ ଅବସରରେ ବ୍ୟବସାୟୀ ରାଜେଶ ସେହଗଲ ଉଦାହରଣ ସୃଷ୍ଟି କରିବା ଭଳି କାମ କରିଛନ୍ତି। ଉତ୍ତର ପ୍ରଦେଶ ଆଗ୍ରା ଜିଲା ଜେଲ୍ରେ ୨୧ ଜଣ କଏଦୀ ତାଙ୍କ ଦଣ୍ଡାଦେଶର ସମୟ ସୀମା ପୂରଣ କରିସାରିଥିଲେ ସୁଦ୍ଧା ମୁକୁଳି ପାରୁ…
ରାମ ରହିମଙ୍କ ଜନ୍ମଦିନ କାର୍ଡ, ରାଖୀରେ ଭର୍ତ୍ତି ହୋଇଗଲାଣି ପୋଷ୍ଟ ଅଫିସ
ରୋହତକ,୧୫।୮: ଆତ୍ମ ଘୋଷିତ ଭଗବାନ ଗୁରୁମିତ ରାମ ରହିମ ସିଂ ଏବେ ଜେଲ୍ରେ। ବଳାତ୍କାର ଅଭିଯୋଗରେ ସେ ଦୋଷୀ ସାବ୍ୟସ୍ତ ହେବା ପରେ ଜେଲ୍ରେ ସଜା କାଟୁଛନ୍ତି। ହେଲେ ଏପର୍ଯ୍ୟନ୍ତ ବି କମିନାହିଁ ତାଙ୍କ ଭକ୍ତଙ୍କ ସଂଖ୍ୟା। ତାଙ୍କ ଜନ୍ମଦିନ ଆଉ…
ହାଟଡିହୀରେ ସ୍ବାଧୀନତା ଦିବସ
ହାଟଡିହୀ,୧୫ା୮(ସ୍ବ.ପ୍ର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ବ୍ଲକ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର…
କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ ପ୍ରତିପାଦନ କରିବେ। କିଛି ଦିନ ତଳେ କ୍ରିଶନ କୁମାରଙ୍କୁ ପୂର୍ତ୍ତ ବିଭାଗ ସଚିବ…
Archives


