Home

୮ କୋଟିତମ ସିଲିଣ୍ଡର ସଂଯୋଗ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଉଜ୍ଜ୍ୱଳା ଯୋଜନା ଅଧୀନରେ ଧାର୍ଯ୍ୟ ସମୟ ପୂର୍ବରୁ ୮ କୋଟି ଏଲ୍‌ପିଜି ସଂଯୋଗ ଲକ୍ଷ୍ୟ ପୂରଣ ହୋଇଛି। ଶନିବାର ମହାରାଷ୍ଟ୍ରର ଔରଙ୍ଗାବାଦ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ କୋଟିତମ ଏଲ୍‌ପିଜି ସଂଯୋଗ ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି…

ସୂଚନା ନ ଦେଇ ଖୋଲିଦେଲେ ଗେଟ୍‌: ଦଣ୍ଡାଧାର ପାଣିରେ ତଳି ଅଞ୍ଚଳ ଉବୁଟୁବୁ

କାମାକ୍ଷାନଗର, ୮।୯(ଡି.ଏନ୍‌.ଏ.) – ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଢେଙ୍କାନାଳ ଜିଲାର ଡମଶାଳ, ରାମିଆଳ ନଦୀରେ ବନ୍ୟା ଆସିଛି। ବିନା ସୂଚନାରେ ଦଣ୍ଡାଧାର ଡ୍ୟାମର ୨ଟି ଗେଟ୍‌ ଖୋଲିଦେବାରୁ ଜଳଭଣ୍ଡାର ସଂଲଗ୍ନ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବ୍ୟସ୍ତବହୁଳ…

ଚନ୍ଦ୍ରୟାନ-୨: ଲକ୍ଷ୍ୟଠାରୁ ଦୁଇପାଦ ଦୂରରେ: ବିକ୍ରମକୁ ଠାବ ଉଦ୍ୟମ ଜାରି

ବେଙ୍ଗାଲୁରୁ,୮ା୯(ପି.ଟି.): ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୨ ଲକ୍ଷ୍ୟଠାରୁ ଦୁଇପାଦ ପଛରେ ରହିଯାଇଛି। ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠକୁ ଛୁଇଁବା ପାଇଁ ୨.୧ କି.ମି. ଦୂରତା ଥିବାବେଳେ ଏହା ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ତେବେ ଏଥିରେ ନିରାଶ ନ ହୋଇ ଆଗକୁ…

ରାସ୍ତା ଅପେକ୍ଷାରେ ବଡ଼ମୂଳବାସୀ

ଛେଣ୍ଡିପଦା, ୮ା୯(ଡି.ଏନ.ଏ.) – ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିଥିଲେ ବି ମିଳୁନି ମୌଳିକ ସୁବିଧା। ବିଭିନ୍ନ ମୁଖ୍ୟ ସ୍ଥାନକୁ ସଂଯୋଗ କରୁଥିବା ଅସ୍ଥାୟୀ ମାଟି ରାସ୍ତା ପାଲଟିଛି ମରଣଯନ୍ତା। ଫଳରେ ଗ୍ରାମରୁ ବାହାରି ମୁଖ୍ୟ ରାସ୍ତାକୁ ବାହାରିବା ଅନୁଗୋଳ…

ଲକ୍ଷ୍ୟ ୫ ଲକ୍ଷ କୋଟି ଡଲାର ଅର୍ଥନୀତି;୬ ଜଣିଆ ଟାସ୍କଫୋର୍ସ ଗଠନ କଲେ ସୀତାରାମନ୍‌

ନୂଆଦିଲ୍ଲୀ,୮-୯: ମୋଦି ସରକାର ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ୧୦୦ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ନିର୍ମାଣ ଲାଗି ପ୍ରକଳ୍ପ ଚୟନ କରାଯିବ। ଏଥିଲାଗି…

ଟ୍ରାଫିକ ନିୟମ ଭାଙ୍ଗିଲେ ବଢ଼ିଯିବ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୮-୯: ଟ୍ରାଫିକ ନିୟମ ଭାଙ୍ଗିବା ଯୋଗୁ ଭାରି ଜରିମାନା ଦେଇ ଲୋକେ ତ୍ରାହି ତ୍ରାହି ଡାକ ଛାଡ଼ୁଥିବା ବେଳେ ସରକାର ଆଉ ଏକ ଝଟକା ଦେବାକୁ ଯାଉଛନ୍ତି। ଆଗାମୀ ଦିନରେ ଗାଡ଼ି ବୀମା ପଲିସିକୁ ଟ୍ରାଫିକ ନିୟମ ଉଲ୍ଲଂଘନ ସହ ଯୋଡିବାକୁ…

ପୁଷ୍ଟି ବଗିଚା ସମ୍ପର୍କିତ କର୍ମଶାଳା

ଜି.ଉଦୟଗିରି,୮ା୯(ଡି.ଏନ.ଏ.): ଜି.ଉଦୟଗିରିର ସମନ୍ବିତଠାରେ ଓଡ଼ିଶା ଜୀବନ ଜୀବିକା ମିଶନ କନ୍ଧମାଳ ପକ୍ଷରୁ ପୁଷ୍ଟି ବଗିଚା ସମ୍ପର୍କିତ ୩ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଜିଲା ଜୀବିକା ମିଶନର ପ୍ରକଳ୍ପ ମ୍ୟାନେଜର ସନ୍ତୋଷ କୁମାର ରଥ, ସମନ୍ବିତର ପ୍ରକଳ୍ପ ନିର୍ଦ୍ଦେଶକ ନିରଞ୍ଜନ…

ବିମାନ ଉଡ଼ାଇଲେ ଆଦିବାସୀ ଝିଅ -ମାଲକାନଗିରି ଜିଲାର ପ୍ରଥମ ମହିଳା ପାଇଲଟ ଅନୁପ୍ରିୟା ଲାକ୍ରା

ମାଲକାନଗିରି,୮।୯(ଡି.ଏନ୍‌.ଏ.)ଆକାଶ ଛୁଇଁବା, ପକ୍ଷୀ ଭଳି ଉଡ଼ିବାର ଇଚ୍ଛା ଥିଲା। ଦୀର୍ଘ ୭ ବର୍ଷର ତାଲିମ ପରେ ଏବେ ତାହା ସାକାର ହୋଇଛି। ମାଲକାନଗିରି ଭଳି ଉପାନ୍ତ ଓ ମାଓବାଦୀ ଅଧ୍ୟୁଷିତ ଅଞ୍ଚଳର ଜଣେ ଆଦିବାସୀ ଝିଅ ଅନୁପ୍ରିୟା ଲାକ୍ରା ଆକାଶରେ ବିମାନ…

ଜଳ ବନ୍ଦିରେ ଶକ୍ତିନଗର ବାସିନ୍ଦା : ୨୦ ବର୍ଷ ପରେ ବି ନିର୍ମାଣ ହୋଇନି ଡ୍ରେନ

ବ୍ରହ୍ମପୁର ଅଫିସ୍‌,୮ା୯-ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ହୋଇଥିବା ଲଗାଣ ବର୍ଷାରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି । ଏଥିରୁ ବାଦ ପଡିନି ସହରତଳି ଅଞ୍ଚଳ । ଲୋଚାପଡା ପଞ୍ଚାୟତ ଓ କୁକୁଡାଖଣ୍ଡି ବ୍ଲକ…

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ମୋଞ୍ଜା (ଇଟାଲୀ), ୮ା୯ (ଏଏଫ୍‌ପି)- ଇଟାଲିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ ପୋଜିଶନ ହାସଲ କରିଛନ୍ତି। ପ୍ରଥମ ସ୍ଥାନ ପାଇଁ ୫ଥର ଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କ ସହିତ ତାଙ୍କର ତୀବ୍ର ପ୍ରତିଯୋଗିତା…

ସମସ୍ୟା ଘେରରେ ଶିଶୁ ଓ୍ବାର୍ଡ

କେନ୍ଦୁଝର, ୮ା୯ (ସ୍ବ.ପ୍ର.)- ଶିଶୁଙ୍କୁ ଉନ୍ନତ ଚିକିତ୍ସା, ସୁବିଧା ଯୋଗାଇ ଦେବା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକତ୍ସାଳୟରେ ଥିବା ୩୦ ଶଯ୍ୟା ବିଶିଷ୍ଟ ଶିଶୁ ଓ୍ବାର୍ଡରେ ବିଭିନ୍ନ ଅବ୍ୟବସ୍ଥା ଲାଗି ରହିଛି। କେତେବେଳେ ପିଇବା ପାଣି ସମସ୍ୟା ତ ଆଉ…

ବିଦ୍ୟୁତ୍‌ କେବୁଲ ପାଇଁ ମାଟି ଖୋଳା ଫାଟିଲା ପାଣିପାଇପ୍‌ : ଯୋଡ଼ା ସହରରେ ୩ ଦିନ ଧରି ଜଳ ଯୋଗାଣ ବନ୍ଦ

ଯୋଡ଼ା, ୮।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହରରେ ଟାଟା କମ୍ପାନୀ ପକ୍ଷରୁ ବିଦ୍ୟୁତ୍‌ କେବୁଲ ସଂଯୋଗ ପାଇଁ ମାଟି ଖୋଳାଯାଉଥିବାବେଳେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଛା ଯାଇଥିବା ପାଣି ପାଇପ୍‌ ଫାଟି ଯାଇଛି। ଫଳରେ ଗତ ୩ଦିନ ହେବ ସହରବାସୀ ପାନୀୟଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?