Home

ପ୍ରକୃତି ବନ୍ଧୁ ବିଦ୍ୟାଳୟ

ଭଦ୍ରକ ସହର ଉପକଣ୍ଠ ତ୍ରିଶଳପୁରଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅନ୍ୟମାନଙ୍କ ପାଇଁ ପାଲଟିଛି ଏକ ଆଦର୍ଶ ଶିକ୍ଷାନୁଷ୍ଠାନ। ସ୍କୁଲ ହତା ମଧ୍ୟରେ ସୁନ୍ଦର ଘାସଗାଲିଚା ସହ ଫୁଲ ବଗିଚା ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ପ୍ରକାର…

ଆମିକସ୍‌ କ୍ୟୁରିଙ୍କୁ ୪୦ ପୃଷ୍ଠାର ପରାମର୍ଶପତ୍ର ଦେଲେ ଶଙ୍କରାଚାର୍ଯ୍ୟ 

ପୁରୀ ଅଫିସ, ୭ା୯: ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଶନିବାର ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଶ୍ରୀମନ୍ଦିର ପରମ୍ପରା, ସଂସ୍କୃତି, ପରିଚାଳନା ଆଦି…

ମନ୍ଦିରରୁ ମା’ଙ୍କ ସୁନାଆଖି ଚୋରି

କଟକ ଅଫିସ, ୭ା୯- ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଗ୍ରାମଦେବତୀ ରଣାମାଙ୍କ ମନ୍ଦିରୁ ଶନିବାର ଚୋରି ହୋଇଛି। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା(ନଂ.୨୦୨/୧୯) ରୁଜୁ କରି ତଦନ୍ତ ଚଳାଇଛି। ଏଥିସହ ପାଖ…

ଓଡ଼ିଶା ପୋଲିସର ୩୫୩ ଏଏସ୍‌ଆଇଙ୍କୁ ପଦୋନ୍ନତି

କଟକ ଅଫିସ, ୭ା୯- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୩୫୩ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର(ଏଏସ୍‌ଆଇ)ଙ୍କୁ ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି କରାଯାଇଛି। ଶନିବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ…

ନିଅଁ ଖୋଳା ଗାତରେ ପଡ଼ି ଦେଢ଼ବର୍ଷର ଶିଶୁମୃତ

କାମାକ୍ଷାନଗର,୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ଗ୍ରାମରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଘର ନିର୍ମାଣ ପାଇଁ ଖେଳାଯାଇଥିବା ନିଅଁ ଗାତରେ ପଡ଼ି ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁନା ପଲେଇଙ୍କ ଝିଅ ପ୍ରିୟସିନି। ଅପରାହ୍ନରେ ପ୍ରିୟସିନି…

ସଡକ ଦୁର୍ଘଟଣା ଆହତଙ୍କୁ ଚିକିତ୍ସା: ବେସରକାରୀ ହସ୍ପିଟାଲ ଖର୍ଚ୍ଚ ବହନ କରିବେ ସରକାର;  ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର

ଭୁବନେଶ୍ୱର,୭ା୯(ବ୍ୟୁରୋ)-ରାସ୍ତା ସୁରକ୍ଷା ସମଗ୍ର ବିଶ୍ୱରେ ଚିନ୍ତାର ବିଷୟ ହୋଇଛି। ଦୁର୍ଘଟଣା ଜନୀତ ମୃତ୍ୟୁହାର କମାଇବା ପାଇଁ ତୁରନ୍ତ ଡାକ୍ତରୀ ଚିକିତ୍ସା ଅପରିହାର୍ଯ୍ୟ ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଘଟଣାରେ ବ୍ୟକ୍ତିମାନଙ୍କର ଜରୁରୀ ଚିକିତ୍ସା ପାଇଁ ଅନେକଗୁଡିଏ ପଦକ୍ଷେପ…

ଗରିବ କୃଷକ ପରିବାରରୁ ରକେଟ୍‌ମ୍ୟାନ୍‌ ଶିବନ

ଚନ୍ଦ୍ରୟାନ-୨ର ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର କିଛି କ୍ଷଣ ପୂର୍ବରୁ ଲ୍ୟାଣ୍ଡର ସହ ଯୋଗାଯୋଗ ବିଚ୍ଛିନ୍ନ ହେବାପରେ ଏହି ମିଶନକୁ ପୂର୍ଣ୍ଣ ସଫଳତା ମିଳିନଥିଲେ ବି ଭାରତୀୟ ଅନ୍ତରୀକ୍ଷ ଗବେଷଣା ଲାଗି ଏହା ଏକ ବଡ ଉପଲବ୍ଧି ବୋଲି କୁହାଯାଇପାରେ। ଭାରତୀୟ ଅନ୍ତରୀକ୍ଷ…

ଶୁଦ୍ଧିକ୍ରିୟାର ୧୨ ବର୍ଷ ପରେ ଘରକୁ ଫେରିଲେ

ଜିର୍‌ନିଆ : ଜୀବିତ ବ୍ୟକ୍ତିର ଅନ୍ତିମ ସଂସ୍କାରର ସବୁ ବିଧି ସମ୍ପନ୍ନ କରାଯିବା ପରେ ୧୨ ବର୍ଷ ପରେ ବ୍ୟକ୍ତି ପୁଣି ଘରକୁ ଫେରିବା ଘଟଣାରେ ଯେକେହି ବିସ୍ମୟ ପ୍ରକାଶ କରିବା ସ୍ବାଭାବିକ। ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଖର୍‌ଗୋନ…

ଫୁଟବଲ ଖେଳାଳି ଇଟୋଙ୍କ ଅବସର

ପ୍ୟାରିସ, ୭ା୯ (ଏଏଫ୍‌ପି)-କାମେରୁନ୍‌ର ୪ଥର ଆଫ୍ରିକାନ ପ୍ଲେୟର ଅଫ୍‌ ଦି ଇୟର ସାମୁଏଲ ଇଟୋ ଶନିବାର ଫୁଟ୍‌ବଲରୁ ଅବସର ଘୋଷଣା କରିଛନ୍ତି। ୩୮ବର୍ଷୀୟ ଏହି ଷ୍ଟ୍ରାଇକର ତାଙ୍କ କ୍ୟାରିୟରରେ ବାର୍ସିଲୋନା, ଇଣ୍ଟର ମିଲାନ ଏବଂ ଚେଲ୍‌ସି ଦଳ ତରଫରୁ ପ୍ରତିନିଧିତ୍ୱ କରିଛନ୍ତି।…

ଦୁଲୀପ ଟ୍ରଫି: ଇଣ୍ଡିଆ ରେଡ୍‌ ଚାମ୍ପିୟନ

ବେଙ୍ଗାଲୁରୁ,୭।୯(ପି.ଟି.)-ବିଦର୍ଭ ସ୍ପିନର ଅକ୍ଷୟ ଓ୍ବାଖରେଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଇଣ୍ଡିଆ ରେଡ୍‌ ଦୁଲୀପ ଟ୍ରଫି ଟାଇଟଲ ହାସଲ କରିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳଯାଇଥିବା ଦୁଲୀପ ଟ୍ରଫି ଫାଇନାଲ ମ୍ୟାଚ୍‌ରେ ରେଡ ଏକ ଇନିଂସ ଓ ୩୮ ରନରେ ଇଣ୍ଡିଆ…

ସ୍କୁଟି ଚାଳିକାଙ୍କୁ ୧୩ ହଜାର ଜରିମାନା

ଭଦ୍ରକ ଅଫିସ, ୭।୯ – ଭଦ୍ରକ ବାଇପାସ୍‌ ୟୁନାନି ହସ୍ପିଟାଲ ରାସ୍ତାରେ ସ୍କୁଟି ଚଳାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ୧୩ ହଜାର ଟଙ୍କା ଜରିମାନା ଦେବାକୁ ଜିଲା ପରିବହନ ବିଭାଗ ପକ୍ଷରୁ ରସିଦ୍‌ ପ୍ରଦାନ କରାଯାଇଛି। ତାଙ୍କର ଇନସ୍ୟୁରାନ୍ସ, ଡ୍ରାଇଭିଂ ଲାଇସେନ୍ସ ଓ…

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଶନିବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?