ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ମାଓବାଦୀ ପୋଷ୍ଟର
ନବରଙ୍ଗପୁର/ଚନ୍ଦାହାଣ୍ଡି,୧୫।୮(ବି.ପ୍ର./ଡି.ଏନ୍.ଏ.): ସମଗ୍ର ଭାରତ ବର୍ଷରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ହେଉଥିବାବେଳେ ନବରଙ୍ଗପୁର ଜିଲାର ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ମୁଖ୍ୟ ଫାଟକଠାରେ ମେନପୁର ଡିଭିଜନ ମାଓବାଦୀ ଲାଲରଙ୍ଗର ପୋଷ୍ଟର ଲଗାଇଛନ୍ତି। ଅଗଷ୍ଟ ୧୫କୁ…
ତିନି ସେନାମୁଖ୍ୟଙ୍କ ସହ ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୫।୮: ଭାରତର ୭୩ତମ ସ୍ବାଧୀନତା ଦିବସ ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ୩ ସେନାମୁଖ୍ୟ ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏମାନଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…
ମୋଦିଙ୍କୁ ରାଖୀ ବନ୍ଧିବା ସହ ଉପହାର ଦେଲେ ଭଉଣୀ କ୍ୱାମର ମୋହସିନ୍
ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଡ ଭାଇ ବୋଲି ସମ୍ମାନ କରିବା ସହ ପ୍ରତିବର୍ଷ ରାଖୀ ବାନ୍ଧୁଥିବା ପାକିସ୍ତାନୀ ଭଉଣୀ କ୍ୱାମର ମୋହସିନ୍ ଶେଖ୍ ଗୁରୁବାର ରାଖୀ ପୂର୍ଣ୍ଣିମା ଅବସରରେ ଚଳିତ ବର୍ଷ ମୋଦିଙ୍କ ହାତରେ ରାଖୀ ବାନ୍ଧିଛନ୍ତି। କେବଳ ସେତିକି…
ଦୋକାନରେ ପଶିବାବେଳେ ଧରାପଡ଼ିଲେ ୨ ଚୋର
ଧାମନଗର,୧୫।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଖାରିଜକୋରୁଆ ବଜାରରେ ସୁବାସ ପଣ୍ଡାଙ୍କ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଜଣେ ଚୋର ପଶି ଚୋରି କରୁଥିବାବେଳେ ସୁବାସ ଉଠି ପଡ଼ି ଦୋକାନର ବାହାର ପଟୁ କବାଟ ବନ୍ଦ କରିଦେଇ ପୋଲିସକୁ ଖବର ଦେଇଥିଲେ।…
ସୁବର୍ଣ୍ଣପୁରରେ ସ୍ବାଧୀନତା ଦିବସ
ସୋନପୁର,୧୫।୮(ନିି.ପ୍ର.): ସୁବର୍ଣ୍ଣପୁର ଷ୍ଟାଡିୟମରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ମନୀଷା ବାନାର୍ଜୀ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ୪୩ଟି ଦଳ ପରେଡରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର…
ଧାମନଗରରେ ସ୍ବାଧୀନତା ଦିବସ
ଧାମନଗର,୧୫।୮(ଡି.ଏନ୍.ଏ.): ଧାମନଗରରେ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ତହସିଲରେ ତହସିଲଦାର ଦୁର୍ଗା ମୁର୍ମୁ, ଧୁଷୁରୀ ପୂଜ୍ୟପୂଜା ସଂସଦରେ ବିଧାୟକ ବିଷ୍ଣୁ ଚରଣ ସେଠୀ ପ୍ରମୁଖ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସେହିପରି ଧାମନଗର ଥାନା, ଧୁଷୁରୀ ଥାନା, ସରକାରୀ…
କୋରାପୁଟରେ ସ୍ବାଧୀନତା ଦିବସ : ବୈଷୟିକ ମନ୍ତ୍ରୀଙ୍କ ପତାକା ଉତ୍ତୋଳନ
କୋରାପୁଟ,୧୫।୮(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପଡ଼ିଆରେ ଜିଲାସ୍ତରୀୟ ସଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ…
ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାଙ୍କ ପାଇଁ ମାଗଣା ବସ୍ ସେବା: କେଜରିଓ୍ବାଲ
ନୂଆଦିଲ୍ଲୀ,୧୫।୮: ରାଖୀ ପୂର୍ଣ୍ଣିମା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ଏକ ବଡ ଉପହାର ଦେଇଥିବା କଥା କହିଛନ୍ତି। ଆସନ୍ତା ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାମାନେ ସମସ୍ତ ଡିଟିସି(ଦିଲ୍ଲୀ ଟ୍ରାନ୍ସପୋର୍ଟ କର୍ପୋରେଶନ) ବସ୍ ଓ କ୍ଲଷ୍ଟର ବସ୍ରେ ମାଗଣାରେ ଯାତାୟାତ…
ସ୍ବାଧୀନତା ଦିବସରେ ନାଚିଲେ ଲଦାଖ ଏମ୍ପି
ଲଦାଖ,୧୫।୮: ସ୍ବାଧୀନତା ଦିବସ ଅବସରରେ ଲଦାଖ ଏମ୍ପି ଜାମ୍ୟାଙ୍ଗ ତେସରିଂ ନାମଗୟାଲ ନିଜ ସମର୍ଥକଙ୍କ ସହିତ ଖୁସି ମନରେ ନାଚିଛନ୍ତି। ଜମ୍ମୁ-କଶ୍ମୀରରୁ ଲଦାଖ ଅଲଗା ହେବା ପରେ ପ୍ରଥମ ଥର ପାଇଁ ଏଠାରେ ଗୁରୁବାର ଆନନ୍ଦ ଉତ୍ସାହର ସହିତ ସ୍ବାଧୀନତା ଦିବସ…
ପୁରସ୍କାର ବିତରଣ ସମୟରେ ଅସୁସ୍ଥ ହୋଇପଡ଼ିଲେ ଆର୍ଡିସି
ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି) ଅନୀଲ କୁମାର ସାମଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ତେବେ ବିଭିନ୍ନ…
୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍
ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…
ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍ରେ ଅଭିବାଦନ…
Archives


