Home

ବାଲେଶ୍ୱରରେ ପତାକା ଉତ୍ତୋଳନ କଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ

ବାଲେଶ୍ୱର ଅଫିସ,୧୫।୮ : ବାଲେଶ୍ୱର ଜିଲା ପୋଲିସ ଲାଇନ ପଡ଼ିଆରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ପତାକା ଉତ୍ତୋଳନ କରି ଉପସ୍ଥିତ ଜନତାଙ୍କୁ ଅଭିଭାଷଣ ପ୍ରଦାନ କରିଛନ୍ତି। ଜିଲାପାଳ…

ସ୍ବାଧୀନତା ଦିବସରେ ବାଂଲାଦେଶକୁ ମିଠା ପ୍ୟାକେଟ ଦେଲା ଭାରତ

ଫୁଲଓ୍ବାରୀ,୧୫।୮: ଭାରତ ୭୩ ତମ ସ୍ବାଧୀନତା ଦିବସ ଅବସରରେ ବାଂଲାଦେଶକୁ ମିଠା ପ୍ୟାକେଟ ଦେଇଛି। ପଶ୍ଚିମବଙ୍ଗ ଫୁଲଓ୍ବାରୀଠାରେ ବିଏସ୍‌ଏଫ୍‌ ଉଚ୍ଚ କର୍ତ୍ତୃପକ୍ଷ ବାଂଲାଦେଶ ସୀମା ସୁରକ୍ଷା ବାହିନୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବାଂଲାଦେଶ ପକ୍ଷରୁ ମଧ୍ୟ ଏହି ଅବସରରେ ଭାରତୀୟ ଯବାନଙ୍କୁ ମିଠା…

ବଲାଙ୍ଗୀରରେ ସ୍ବାଧୀନତା ଦିବସ : ଦେଶର ପ୍ରଗତିରେ ସହାୟକ ହେବାକୁ ମନ୍ତ୍ରୀଙ୍କ ଆହ୍ବାନ

ବଲାଙ୍ଗୀର ଅଫିସ,୧୫।୮: ବଲାଙ୍ଗୀର ଜିଲା ମନୋହରପୁର ପୋଲିସ ପଡ଼ିଆରେ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ମିଳିତ…

କୋହଲିଙ୍କ ୪୩ତମ ଶତକ: ସିରିଜ୍‌ ଜିତିଲା ଭାରତ

ପୋର୍ଟ ଅଫ ସ୍ପେନ, ୧୫।୮: ସ୍ବାଧୀନତା ଦିବସ ପୂର୍ବରୁ ଭାରତୀୟ କ୍ରିକେଟ ଦଳ ଦେଶବାସୀଙ୍କୁ ବଡ ଉପହାର ଦେଇଛି। ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ୬ ଉଇକେଟରେ ପରାସ୍ତ କରି ଦିନିକିଆ ସିରିଜକୁ ୨-୦ରେ ପୋଛି ନେଇଛି ଭାରତ। ଅଧିନାୟକ ବିରାଟ କୋହଲିଙ୍କ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା…

ସ୍ବାଧୀନତା ଦିବସର ୯୨ ମିନିଟ୍‌ର ଭାଷଣ: ପ୍ରଧାନମନ୍ତ୍ରୀ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର କଲେ ଉଚ୍ଚାରଣ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୯୨ ମିନିଟ୍‌ ଭାଷଣ ଦେଇଛନ୍ତି। ଏହି ସମୟରେ ସେ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର ଉଚ୍ଚାରଣ କରିଛନ୍ତି। ସେ ୩୦ ଥର…

ଦେଶପ୍ରତି ସେବା ମନୋଭାବ ରହୁ : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ଫୁଲବାଣୀ ଅଫିସ,୧୫।୮: କନ୍ଧମାଳ ଜିଲା ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗଦେଇ ମିଳିତ ପରେଡ୍‌ର ଅଭିବାଦନ ଗ୍ରହଣ କରିବା ସହ ଦେଶପ୍ରତି…

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ପୋଲିସ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

ଜୟପୁରରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଜୟପୁର,୧୫।୮(ନି.ପ୍ର.) : ଜୟପୁର ମୁଖ୍ୟରାସ୍ତାରେ ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଥିଲେ। ଜୟପୁର ଉପଖଣ୍ଡର ଏନ୍‌ସିସି, ଗାଇଡ଼,ସ୍କାଉଟ, ସିଭିଲିୟନ,ଘୋଷ…

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ…

ବିଶେଷ ଧରଣର ଡୁଡୁଲ ତିଆରି କରି ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲା ଗୁଗୁଲ

ନୂଆଦିଲ୍ଲୀ,୧୫।୮: ଭାରତ ୭୩ତମ ସ୍ବାଧୀନତା ଦିବସ ପାଳନ କରୁଥିବା ବେଳେ ଗୁଗୁଲ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ ସେ ଏକ ସୁନ୍ଦର ଡୁଡୁଲ ମାଧ୍ୟମରେ ଦେଶବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛି। ଏଥିରେ ସେ ଭାରତୀୟ ସଂସ୍କୃତି ଓ ପ୍ରଗତିକୁ ସ୍ଥାନ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ

ବରଗଡ଼ ଅଫିସ,୧୫।୮ : ବରଗଡ଼ ଜଜ୍‌ ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଏଠାରେ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri