‘ପେହଲୁ ଖାନ୍ ମରିନାହାନ୍ତି’
ଜୟପୁର,୧୫ା୮: ଗୋରୁ ବ୍ୟବସାୟୀ ପେହଲୁ ଖାନ୍ଙ୍କୁ ଦୁଇବର୍ଷ ତଳେ କେହି ମାରିନାହାନ୍ତି। ଅର୍ଥାତ ସେ ମରିନାହାନ୍ତି। ରାଜସ୍ଥାନର ଏହି ବହୁଚର୍ଚ୍ଚିତ ଭିଡ଼ହିଂସା ମାମଲାରେ ଅଲଓ୍ବର କୋର୍ଟ ବୁଧବାର ପ୍ରମାଣ ଅଭାବରୁ ସମସ୍ତ ୬ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ଘୋଷଣା କରିବା ପରେ ଏହା…
‘ପିଲାମାନେ ପ୍ରାରମ୍ଭିକ ଶିକ୍ଷାରୁ ଇଂଲିଶ କୁହନ୍ତୁ ବୋଲି ଅଭିଭାବକ ଚାହୁଁଛନ୍ତି’
ରାଜ୍ୟରେ ପ୍ରାଥମିକ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ନେଇ ସରକାରୀସ୍ତରରେ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଉଛି। ତଥାପି ଅଭିଭାବକମାନେ ନିଜ ପିଲାର ଉତ୍ତମ ଭବିଷ୍ୟତ ଗଢିବା ପାଇଁ ସରକାରୀ ବିଦ୍ୟାଳୟ ପରିବର୍ତ୍ତେ ଘରୋଇ ବିଦ୍ୟାଳୟ ଉପରେ ବିଶେଷ ପ୍ରାଧାନ୍ୟ ଦେଉଛନ୍ତି। ସମ୍ପ୍ରତି…
ମାଲେସିଆରୁ ଜାକିରଙ୍କ ବହିଷ୍କାର ଦାବି
କୁଆଲାଲମ୍ପୁର,୧୫ା୮: ଭାରତୀୟ ଇସ୍ଲାମୀୟ ଧର୍ମଗୁରୁ ଜାକିର ନାଏକଙ୍କୁ ମାଲେସିଆରୁ ବହିଷ୍କାର କରିବା ଲାଗି ୩ ଜଣ ମନ୍ତ୍ରୀ ଦାବି କରିଛନ୍ତି। ୩ ବର୍ଷ ହେଲା ମାଲେସିଆରେ ରହୁଥିବା ଜାକିରଙ୍କ ବିରୋଧରେ ଭାରତରେ ମନିଲଣ୍ଡରିଂ ଏବଂ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ନେଇ ମାମଲାର…
ନିଷ୍ପତ୍ତି ବଦଳାଇଲା ବିସିସିଆଇ; କ୍ଷମା ମାଗିଲେ ସୁବ୍ରମଣ୍ୟମ
ନୂଆଦିଲ୍ଲୀ,୧୫।୮(ପି.ଟି.)- ଟିମ୍ ଇଣ୍ଡିଆ ଆଡମିନିଷ୍ଟ୍ରେଟିଭ ମ୍ୟାନେଜର ସୁନୀଲ ସୁବ୍ରମଣ୍ୟମ କ୍ଷମା ମାଗିବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତା’ର ନିଷ୍ପତ୍ତି ବଦଳାଇଛି। ଫଳରେ ସୁବ୍ରମଣ୍ୟମ ଚଳିତ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ପୂର୍ବପରି ଦାୟିତ୍ୱ ବଜାୟ ରଖିବା ସ୍ପଷ୍ଟ ହୋଇଛି। କାରିବିୟାନସ୍ଥିତ…
ଆଜି ଖାରବେଳ ଭବନ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୮(ବ୍ୟୁରୋ):ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଓ୍ବାର ହାଉସ ଛକଠାରେ ନବନିର୍ମିତ ଖାରବେଳ ଭବନର ଉଦ୍ଘାଟନ କରିବେ। ଏହା ଦ୍ୱିତୀୟ ଲୋକସେବା ଭବନ ଭାବେ କାର୍ଯ୍ୟ କରିବ। ଉଦ୍ଘାଟନର ସପ୍ତାହେ ମଧ୍ୟରେ ସରକାରଙ୍କ ୧୧ଟି ବିଭାଗ ସମ୍ପୂର୍ଣ୍ଣ ଖାରବେଳ ଭବନକୁ ଉଠି…
ଇଟାର ଜବାବ ପଥରରେ ଦିଆଯିବ
ଇସ୍ଲାମାବାଦ,୧୫ା୮(ପି.ଟି./ଆଇଏଏନ୍ଏସ୍):ଭାରତର ପ୍ରତ୍ୟେକ ଇଟା ମାଡ଼ର ଜବାବ ପଥରରେ ଦିଆଯିବ ବୋଲି ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ନେଇ ବିଚଳିତ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ବୁଧବାର ପୁଣି ଯୁଦ୍ଧ ଧମକ ଦେଇଛନ୍ତି। କଶ୍ମୀର ପ୍ରସଙ୍ଗକୁ ଜାତିସଂଘ ସମେତ ସମସ୍ତ ବିଶ୍ୱ ମଞ୍ଚରେ ଉଠାଯିବ…
ପରିବର୍ତ୍ତନରୁ ଲାଭବାନ୍ ହେବେ କଶ୍ମୀରବାସୀ
ନୂଆଦିଲ୍ଲୀ,୧୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯାଇଥିବାରୁ ସେଠାର ଜନସାଧାରଣ ଯଥେଷ୍ଟ ଉପକୃତ ହେବେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସରକାର…
ଅଚଳ ମାଲେସିଆ ଜାହାଜରୁ ତେଲ ଲିକ୍ ଆଶଙ୍କା: ଚିଲିକାକୁ ବିପଦ
ଭୁବନେଶ୍ୱର,୧୫ା୮(ବ୍ୟୁରୋ): ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡିବାରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ ବଙ୍ଗୋପସାଗର ଉପକୂଳରେ ୮ଦିନ ହେବ ଅଟକି ରହିଛି। ଏବେ ଏଥିରୁ ତେଲ ଲିକ୍ ହେବା…
ମହାନଦୀରେ ବନ୍ୟା
ଭୁବନେଶ୍ୱର, ୧୫ା୮(ବ୍ୟୁରୋ): ଲଗାଣ ବର୍ଷା ଓ ବନ୍ୟାରେ ପଶ୍ଚିମ ଓଡ଼ିଶାରେ ସଙ୍ଗିନ ସ୍ଥିତି ସୃଷ୍ଟି ହୋଇଥିବାବେଳେ ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗୋଟିଏ ଗେଟ୍…
ଲର୍ଡସ ଟେଷ୍ଟ: ବର୍ଷା ଯୋଗୁ ପ୍ରଥମ ଦିନ ଧୋଇଗଲା
ଲର୍ଡସ,୧୫।୮(ଏଏଫପି)- ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାର ଏଠାରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ଆଶେସ ଟେଷ୍ଟର ପ୍ରଥମ ଦିନର ଖେଳ ବାତିଲ ହୋଇଛି। କ୍ରମାଗତ ବର୍ଷା କାରଣରୁ ବିନା ଟସ୍ ଓ ବଲ୍ ପଡିବାରେ ପ୍ରଥମ ଦିନରେ ଖେଳ ସମ୍ପୂର୍ଣ୍ଣ…
ୟୁରୋପ ଆଥଲେଟିକ୍ସ ମିଟ୍ରେ ଭାଗ ନେବା ଆଶା ଅଧୁରାଦୂତୀ ନିରାଶ, ଭିଜା ମିଳିଲାନି
ଭୁବନେଶ୍ୱର, ୧୫।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ ରେକର୍ଡର ଅଧିକାରିଣୀ ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଧାବିକା ଦୂତୀ ଚାନ୍ଦଙ୍କୁ ଶେଷରେ ନିରାଶ ହେବାକୁ ପଡ଼ିଛି। ୟୁରୋପ୍ ଗସ୍ତ ପାଇଁ ତାଙ୍କୁ ଭିଜା ମିଳିଲାନି। ତେଣୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ ଯୋଗ୍ୟତା ହାସଲ ପାଇଁ ସେ…
ବୀର ସଂଗ୍ରାମୀଙ୍କୁ ଝୁରୁଛି ବରୀ ମାଟି: ସ୍ମୃତିପୀଠ, ସଂଗ୍ରାମୀ ଭବନର ପାଚେରୀ ନିର୍ମାଣ ଦାବି
ବରୀ/ରତ୍ନଗିରି,୧୫।୮(ସ୍ବ.ପ୍ର/ଡି.ଏନ୍.ଏ.)- ଆଜି ଭାରତବର୍ଷ ୭୩ ତମ ସ୍ବାଧୀନତା ଦିବସ ପାଳନ ନେଇ ଉତ୍ସବମୁଖର ହୋଇଛି। ହେଲେ ଯାଜପୁର ଜିଲା ବୀରମାଟି ବରୀରେ ଚଳିତ ବର୍ଷ ଗୋଟିଏ ଦିନରେ ସ୍ବାଧୀନତା ଦିବସ ଓ ଶହୀଦ ଦିବସ ପାଳନ ହେଉଛି। ୧୯୪୨ ଅଗଷ୍ଟ ଗହ୍ମା…
Archives


