ପୋଲିସ୍ ଷ୍ଟେଶନ୍ ଭିତରେ ଚାଲିଛି ପାଠଶାଳା
ଡେରାଡୁନ୍ର ପ୍ରେମନଗର୍ ପୋଲିସ୍ ଷ୍ଟେସନ୍ ଦେଶରେ ଥିବା ଅନ୍ୟ ସମସ୍ତ ପୋଲିସ୍ ଷ୍ଟେସନ୍ଠୁ ସ୍ବତନ୍ତ୍ର। ଏହାକୁ ସ୍ବତନ୍ତ୍ର କରିଛି କିଛି ମୁହୂର୍ତ୍ତରେ ପରିଣତ ହେଉଥିବା ପାଠଶାଳା। ପ୍ରେମନଗର ପାଖରେ ଥିବା ଏକ ବସ୍ତିରେ ଅନେକ ଗରିବଶ୍ରେଣୀର ପିଲା ଅଛନ୍ତି, ଯେଉଁମାନେ ଶିକ୍ଷାଠୁ…
ଏହି ଗାଁକୁ ବୁଲି ଆସିଲେ ଦୂର ହେବ ଦାରିଦ୍ରତା
ଗରିବ କିମ୍ବା ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ କିଏ ବା ପସନ୍ଦ କରେ। ସମୟ ଏବଂ ପରିସ୍ଥିତି ଏଭଳି ସମସ୍ୟାର ସମ୍ମୁଖୀନ କରାଇଥାଏ। ଏହି ସମସ୍ୟାରୁ ଯଦି ରକ୍ଷା ପାଇବାକୁ ଚାହଁୁଛନ୍ତି ତେବେ, ଉରାଖଣ୍ଡର ଚମେଲୀ ଜିଲାରେ ଥିବା ମାଣା ଗାଁକୁ…
ଆଖି ଥାଏ ସବୁବେଳେ ଜାଗ୍ରତ…
ମଣିଷ ଶୋଇଥିବା ସମୟରେ ମଧ୍ୟ ଆଖି ଜାଗ୍ରତ ରହିଥାଏ। ସାରା ଶରୀର ନିଦ୍ରାରେ ଥିବାବେଳେ କେବଳ ଆଖି ରହିଥାଏ ସଜାଗ। ଏନେଇ କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟର ଗବେଷକ ସୂଚିତ କରିଛନ୍ତି। ଦୀର୍ଘଦିନ ଧରି ଗବେଷଣା କରିବା ପରେ ସେମାନେ ଏସମ୍ପର୍କିତ ରିପୋର୍ଟରେ ଏହା…
ସହରର ସ୍ବଚ୍ଛତା ପ୍ରତି ଗୁରୁତ୍ୱ : ‘ମୋ ହିଞ୍ଜିଳିକାଟୁ କାର୍ଯ୍ୟକ୍ରମ’ ଆରମ୍ଭ କଲେ ଜିଲାପାଳ
ହିଞ୍ଜିଳିକାଟୁ,୧୪।୮(ଡି.ଏନ୍.ଏ.): ହିଞ୍ଜିଳିକାଟୁ ସହରକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ପାଇଁ ପୌର କର୍ତ୍ତୃପକ୍ଷଙ୍କ ପକ୍ଷରୁ ‘ମୋ ହଞ୍ଜିଳିକାଟୁ କାର୍ଯ୍ୟକ୍ରମ’ ଆରମ୍ଭ ହୋଇଛି। ବୁଧବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି କାର୍ଯ୍ୟକ୍ରମକୁ ଆରମ୍ଭ କରିବା ସହ ବର୍ଜ୍ୟବସ୍ତୁର ସଠିକ୍ ପରିଚାଳନା…
ଦୁଇ ମିନିଟର ଭିଡିଓ ବଦଳାଇଲା ଜୀବନ: ଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ଏବେ ଷ୍ଟାର, ଦଶ ବର୍ଷ ପରେ ଭେଟିଲେ ଝିଅଙ୍କୁ
ମୁମ୍ବାଇ: ଦୁଇ ମିନିଟର ଭିଡିଓ ବଦଳାଇଛି ଜୀବନ। ରାନୁ ମାରିୟା ମଣ୍ଡଳ ପଶ୍ଚିମବଙ୍ଗର ରାଣାଘାଟ ଷ୍ଟେଶନରେ ବସି ଗାଉଥିବା ବେଳର ଏକ ଭିଡିଓକୁ ଯାତ୍ରୀ ଅତିନ୍ଦ୍ର ଚକ୍ରବର୍ତ୍ତୀ ସୋସିଆଲ ମିଡିଆରେ ଛାଡ଼ିଥିଲେ। ଏଥିରେ ତାଙ୍କୁ ଲତା ମଙ୍ଗେସକରଙ୍କ ଗୀତ ‘ଏକ ପ୍ୟାର…
ସ୍ବାଧୀନତା ଦିବସରେ ଓ୍ବାଘା ବର୍ଡରରେ ମିଠା ଦିଆନିଆ ହେଲାନି
ନୂଆଦିଲ୍ଲୀ, ୧୪।୮: ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟେଇ ଦିଆଯିବା ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ବୁଧବାର ପାକିସ୍ତାନ ସ୍ବାଧୀନତା ଦିବସ ଅବସରରେ ଅଟ୍ଟାରୀ-ଓ୍ବାଘା ବର୍ଡରରେ କୌଣସି ମିଠା ଦିଆନିଆ ହୋଇନାହିଁ। ଗତ ଇଦ-ଉଲ-ଜୁହା ଅବସରରେ ଅଟ୍ଟାରି ୱାଘା ସୀମାରେ ଭାରତ…
ଧରିତ୍ରୀରେ ଖବର ପ୍ରକାଶ ପରେ ମନ୍ଦିର ରାସ୍ତା ସଫେଇ
ହିଞ୍ଜିଳିକାଟୁ,୧୪।୮(ଡି.ଏନ୍.ଏ.) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଲକ୍ଷ୍ମୀବଜାର ଚନ୍ଦ୍ରକଳ୍ପେଶ୍ୱର ମନ୍ଦିର ସାମ୍ନାରେ କୁଢ଼କୁଢ଼ ଆବର୍ଜନା ପଡ଼ି ରହି ଜନ ଅସନ୍ତୋଷ ସୃଷ୍ଟି କରୁଥିଲା। ବର୍ଷା ହେବାରୁ ଆବର୍ଜନା ଜମି ରହି ଦୁର୍ଗନ୍ଧ ହେଉଥିଲା। ଏନେଇ ‘ଧରିତ୍ରୀ’ରେ ରବିବାର ଖବର ପ୍ରକାଶ ପାଇବା…
ବିରୋଧୀଦଳ ନେତା ହେବା ନେଇ ପ୍ରଦୀପ୍ତଙ୍କୁ ସମ୍ବର୍ଦ୍ଧନା
ଭବାନୀପାଟଣା,୧୪।୮(ଡି.ଏନ୍.ଏ.): ଭବାନୀପାଟଣା ଭାଜପା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳର ନେତା ହେବା ପରେ ପ୍ରଥମକରି କଳାହାଣ୍ଡି ଗସ୍ତରେ ଆସିଛନ୍ତି। ଏ ନେଇ କେସିଙ୍ଗା ବ୍ଲକର ଅମାଠଠାରୁ ଭବାନୀପାଟଣା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଭାଜପା କର୍ମୀ ଓ ନେତାଙ୍କ ସମେତ…
ପ୍ରେମିକ ପରିକ୍ଷୀତଙ୍କ ସହ ନିର୍ବନ୍ଧ କଲେ ନୀତି
ମୁମ୍ବାଇ: ପ୍ରଥମେ ବନ୍ଧୁତା ତା’ ପରେ ପ୍ରେମ, ଆଉ ଏବେ ବିବାହ। ଏଭଳି କିଛି ଘଟିଛି ଟେଲି ଅଭିନେତ୍ରୀ ନୀତି ଟେଲରଙ୍କ ଜୀବନରେ। ଟେଲିଭିଜନ ଜଗତରେ ଜଣେ ଚୁଲବୁଲି ନାୟିକା ଭାବେ ନୀତିଙ୍କୁ ସମସ୍ତେ ଜାଣନ୍ତି। ଏବେ ସେ ହାତକୁ ଦୁଇ…
ଜମ୍ମୁ-କଶ୍ମୀର, ଲଦାଖର ବିଭିନ୍ନ କଲେଜକୁ ପଠାଗଲା ରାଖୀ
ହିଞ୍ଜିଳିକାଟୁ,୧୪।୮(ଡି.ଏନ୍.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ ହିଞ୍ଜିଳିକାଟୁ କଲେଜ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଅଭିନବ ପ୍ରୟାସ କରାଯାଇଛି। ଜମ୍ମୁ- କଶ୍ମୀର ଓ ଲଦାଖର…
୭ ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଯୋଡ଼ା,୧୪।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୭ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ଓ୍ବାର୍ଡର ପୋଷ୍ଟ ଅଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡ଼ି ପରିବେଶ ପ୍ରଦୂଷିତ ହେଉଛି। ପୌରପାଳିକାରେ ନିୟୋଜିତ ଥିବା ସଫେଇ ଠିକାଦାରମାନେ ସଫା କରୁ ନ…
ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନୂତନ ନିଯୁକ୍ତି, ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ଏନେଇ ନିଯୁକ୍ତି ପ୍ରସ୍ତାବକୁ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରକାଶଯୋଗ୍ୟ, ସ୍ବେଚ୍ଛାକୃତ ଅବସର ନେବା ଲାଗି ପାଢ଼ୀ ଆବେଦନ…
Archives


