ଶାହଙ୍କ ନେତୃତ୍ୱରେ ଭାଜପା ଲଢ଼ିବ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ
ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ଆଦି ୩ ରାଜ୍ୟର ବିଧାନସଭା ନିର୍ବାଚନ ହେବ। ଏହି ନିର୍ବାଚନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ଭାଜପା ନିର୍ବାଚନ ଲଢ଼ିବାର ଯୋଜନା ପ୍ରସ୍ତୁତ କରିଛି। ଏହି ରାଜ୍ୟ ଗୁଡ଼ିକ ଭାଜପା…
ବାଂଶୁରୀ ଭାଜପାରେ ଯୋଗଦେବା ନେଇ ମୋଦି ଦେଲେ ସଙ୍କେତ
ନୂଆଦିଲ୍ଲୀ,୧୪।୮: ସୁଷମା ସ୍ବରାଜଙ୍କ ପୁତ୍ରୀ ବାଂଶୁରୀ କୌଶଲ ଭାଜପାରେ ଯୋଗଦେବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଙ୍କେତ ଦେଇଛନ୍ତି। ସୁଷମାଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଇ ମୋଦି କହିଛନ୍ତି ଯେ, ବାଂଶୁରୀ ହେଉଛନ୍ତି ସୁଷମାଙ୍କ ପ୍ରତିଛବି। ସୁଷମାଙ୍କ ଅନୁପସ୍ଥିତିରେ ମୋଦି ବାଂଶୁରୀଙ୍କ କାର୍ଯ୍ୟକୁ…
ସେସୁ ସିଇଓ ଭାବେ ଦାୟିତ୍ୱ ନେଲେ ବୋଥ୍ରା
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଆଇପିଏସ୍ ଅଫିସର ଅରୁଣ ବୋଥ୍ରା ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଥିଲା। ଏହି ସମୟରେ ଆଇଏଏସ୍ ଅଫିସର ମହମ୍ମଦ ସିଦ୍ଦିକ୍ ଆଲାମଙ୍କ ସ୍ଥାନରେ ବୋଥ୍ରାଙ୍କୁ…
ପଶ୍ଚିମ ଓଡ଼ିଶାରେ ବନ୍ୟା: ଏସ୍ଆର୍ସି, ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲା ଭାଜପା ଟିମ୍
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ବରଗଡ ଆଦି ଜିଲାରେ ଗତ ୩ ଦିନରେ ପ୍ରବଳ ବର୍ଷା ହୋଇଛି। ଏବେ ସେହି ଅଞ୍ଚଳଗୁଡିକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବାସହ ପ୍ରଭାବିତ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ…
‘ମିଶନ ମଙ୍ଗଲ’ରେ ନିଥ୍ୟା ମେନନଙ୍କ ପଦାର୍ପଣ
ମୁମ୍ବାଇ: ଦକ୍ଷିଣ ଭାରତୀୟ ଅଭିନେତ୍ରୀ ନିଥ୍ୟା ମେନନ୍ ‘ମିଶନ ମଙ୍ଗଲ’ରେ ଅଭିନୟ କରି ବେଶ୍ ଖୁସି ଅନୁଭବ କରିଛନ୍ତି। ଏହି ଫିଲ୍ମରେ ଡେବ୍ୟୁ କରି ସେ ବଲିଉଡ ଅଭିନେତ୍ରୀର ମାନ୍ୟତା ପାଇଛନ୍ତି। ଏଥିରେ ମୁଖ୍ୟ ଚରିତ୍ରରେ ଅକ୍ଷୟ କୁମାର, ବିଦ୍ୟା ବାଲାନ,…
ହକି ବିଶ୍ୱକପ୍ ଖର୍ଚ୍ଚର ପ୍ରାଥମିକ ହିସାବ: ୮୨.୫ କୋଟିରୁ ୫୯ କୋଟିର ହିସାବ ଆସିଛି
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଓଡ଼ିଶାରେ ଗତବର୍ଷ ହୋଇଥିବା ହକି ବିଶ୍ୱକପ୍ ପାଇଁ ରାଜ୍ୟ ସରକାର ୮୨.୫ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥିମଧ୍ୟରୁ ୫୯.୫୯ କୋଟି ଟଙ୍କାର ହିସାବ ସାମ୍ନାକୁ ଆସିଛି। ୨୫ କୋଟି ଟଙ୍କା କେବଳ ବିଶ୍ୱକପର ଆୟୋଜକ, ଅନ୍ତର୍ଜାତୀୟ ହକି ପରିଷଦ(ଏଫ୍ଆଇଏଚ୍)…
ସ୍ବାଧୀନତା ଦିବସ ସୁରକ୍ଷାକୁ ନେଇ ଡିଜିପିଙ୍କ ସମୀକ୍ଷା: ମାଓବାଦୀପ୍ରବଣ ଅଞ୍ଚଳରେ ସଜାଗ ରହିବାକୁ ନିର୍ଦ୍ଦେଶ
କଟକ ଅଫିସ, ୧୪।୮: ଆଗାମୀ ସ୍ବାଧୀନତା ଦିବସରେ କୌଣସି ଅପ୍ରୀତିକର ପରିସ୍ଥିତି ଓ ଆତଙ୍କବାଦୀ ଆକ୍ରମଣ ଏଡ଼ାଇବା ଲାଗି ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ସୁରକ୍ଷା ସଂକ୍ରାନ୍ତ ସମୀକ୍ଷା ବୈଠକ…
ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍, ଟ୍ରେନ୍ ବଗି ଯାଞ୍ଚ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ ଟାସ୍କ ଫୋର୍ସ ମିଶି ରେଳ ଷ୍ଟେଶନର କୋଣ ଅନୁକୋଣ ଯାଞ୍ଚ କରିଛନ୍ତି। ଯାତ୍ରୀଙ୍କଠାରୁ ନେଇ,…
ଶ୍ରୀଲିଙ୍ଗରାଜ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ପାଇଁ ଦାବି
ପୁରୁଣା ଭୁବନେଶ୍ୱର, ୧୪। ୮(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ଓ ଅର୍କକ୍ଷେତ୍ର କୋଣାର୍କ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ରୂପେ ପରିଗଣିତ କରିବାକୁ ନିକଟରେ କେତେଜଣ ବିଧାୟକ କେନ୍ଦ୍ର ପର୍ଯ୍ୟଟନ ବିଭାଗକୁ ବିଧାନସଭା ପ୍ରଶ୍ନୋତ୍ତର କାଳରେ ପତ୍ର ଲେଖିଛନ୍ତି। ଏହି ପରିପ୍ରେକ୍ଷୀରେ ମନ୍ଦିର…
ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରଖୁଥିବା ଲୋକେ ଅନୁଚ୍ଛେଦ ୩୭୦ ଉଚ୍ଛେଦର କରୁଛନ୍ତି ବିରୋଧ: ମୋଦି
ନୂଆଦିଲ୍ଲୀ,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦେଶର ହିତ ପାଇଁ କରାଯାଇଛି। ତେବେ କିଛି ଲୋକ ଏହାକୁ ବିରୋଧ କରୁଛନ୍ତି। ଏଭଳି ଲୋକଙ୍କର ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିଯୋଗ କରିଛନ୍ତି। ଏକ ସାକ୍ଷାତ୍କାରରେ ମୋଦି ଏଭଳି…
ପିଏଚ୍ଡି ମୁଖ୍ୟ ପାଇପ୍ ଲାଇନ୍ରେ ଫାଟ : ପାନୀୟ ଜଳରେ ମିଶୁଛି ଦୂଷିତ ପାଣି
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରସୁଲଗଡ ଛକ ଦେଇଯାଇଛି ପିଏଚଡିର ମୁଖ୍ୟ ପାନୀୟ ଜଳ ପାଇପ ଲାଇନ। କୁଆଖାଇ ନଦୀରୁ ଉକ୍ତ ସର୍ଭିସ ପାଣି ପାଇପ ଲାଇନ ଆସିଛି। ଯାହାକି ରସୁଲଗଡ ଛକରୁ ପାଇପ ଲାଇନ କଟକରୋଡ, କଳ୍ପନା, ରାଜମହଲ ଧରି ପୁରୁଣା ଭୁବନେଶ୍ୱର…
ମହିଳାଙ୍କୁ ଅସଦାଚରଣ ମାମଲା: ଜେଲ୍ ଗଲେ ପୂର୍ବତନ ସରପଞ୍ଚ
ନିମାପଡ଼ା,୧୪ା୮(ଡି.ଏନ୍.ଏ.): ନିମାପଡ଼ା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବା ମାମଲାରେ ସୋମବାର ଜଣେ ପୂର୍ବତନ ସରପଞ୍ଚ ଜେଲ ଯାଇଥିବା ଜଣାପଡିଛି। ସେ ହେଲେ ଚାରିଛକ ଫାଣ୍ଡି ଅଞ୍ଚଳର ଦୁର୍ଯ୍ୟୋଧନ ବାରିକ। ସୂଚନାଥାଉ କି, ନିମାପଡ଼ା ଥାନା ଅଞ୍ଚଳର ଜଣେ…
Archives


