Home

କଶ୍ମୀର ଟାଇମ୍ସ ଏଡିଟରଙ୍କ ଅନୁରୋଧ: ମିଡିଆ କଟକଣା ଉଠାଯିବା ଆବେଦନର ଶୀଘ୍ର ଶୁଣାଣି ହେଉ

ନୂଆଦିଲ୍ଲୀ, ୧୪ା୮(ପି.ଟି.): ଜମ୍ମୁ-କଶ୍ମୀରରେ ମିଡିଆ କଟକଣା ଲାଗିଥିବାବେଳେ ଏହାକୁ ହଟାଯିବା ଲାଗି କଶ୍ମୀର ଟାଇମ୍ସ ନାମକ ଏକ ପ୍ରତିଷ୍ଠିତ ଖବରକାଗଜର ଏଡିଟର ଅନୁରାଧା ଭାସିନ୍‌ କରିଥିବା ଆବେଦନର ଶୀଘ୍ର ଶୁଣାଣି ଲାଗି କୋର୍ଟଙ୍କୁ ଅନୁରୋଧ କରିଛନ୍ତି। ଖବରଦାତାଙ୍କୁ ଜମ୍ମୁ-କଶ୍ମୀରରେ ଯୋଗାଯୋଗ ଓ…

କେନ୍ଦ୍ରକୁ ୬,୮୧୩ କୋଟି ମାଗିଲା ମହାରାଷ୍ଟ୍ର

ନୂଆଦିଲ୍ଲୀ, ୧୪ା୮(ପି.ଟି.): ଦେଶର ୮ ରାଜ୍ୟରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ଧାରଣ କରିଥିବାବେଳେ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଉଛି। ମଙ୍ଗଳବାର କେରଳ ଓ ମହାରାଷ୍ଟ୍ରରେ ପରିସ୍ଥିତି ଜଟିଳ ଥିବାବେଳେ କର୍ନାଟକରେ ସାମାନ୍ୟ ସୁଧାର ଆସିଛି। କେରଳରେ ବନ୍ୟା…

ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନକୁ ମଙ୍ଗଳବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା…

୩ଥର ଚମ୍ପଟ ମାରିଥିବା ବିଚାରାଧୀନ କଏଦୀ ଗିରଫ

ଭାପୁର,୧୪।୮(ଡି.ଏନ.ଏ): ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ ଓ ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ମଙ୍ଗଳବାର ସମ୍ପୃକ୍ତ କଏଦୀଙ୍କୁ ଗିରଫ କରାଯାଇଛି।…

ମାମଲାର ନିରପେକ୍ଷ ତଦନ୍ତ କର

ନୂଆଦିଲ୍ଲୀ,୧୪ା୮(ପି.ଟି.): ସିବିଆଇ ‘ରାଜନୈତିକ ହାତବାରିସୀ’ ଭାବେ ବ୍ୟବହୃତ ନହୋଇ ଅଧିକ ସ୍ବାଧୀନ ଓ ନିରପେକ୍ଷ ତଦନ୍ତ କରିବା ଉଚିତ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ମଙ୍ଗଳବାର ପରାମର୍ଶ ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ସିବିଆଇ ଭଲ କାମ କରୁଛି ବୋଲି ସରକାର…

ସୋନଭଦ୍ର ମୃତକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା

ସୋନଭଦ୍ର(ୟୁପି),୧୪ା୮(ପି.ଟି.): କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ସୋନଭଦ୍ର ଜିଲାର ଉମ୍ଭା ଗଁା ଗସ୍ତକରି ଗଣହତ୍ୟାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି। ମାସେ ତଳେ ଏକ ଜମି ବିବାଦକୁ କେନ୍ଦ୍ରକରି ସେଠାରେ ୧୦ ଆଦିବାସୀ ଲୋକଙ୍କୁ ଗୁଳିକରି ହତ୍ୟା…

ଡେଙ୍ଗୁ ନେଲା ମହିଳାଙ୍କ ଜୀବନ: ଏସ୍‌ସିବିରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ

କଟକ ଅଫିସ,୧୪ା୮: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ବାଳକାଟୀ ଅଞ୍ଚଳର ଦେବକୀ ବେହେରା (୬୦)। ସେ ଗତ ୧୫ଦିନ ହେଲା ମେଡିିସିନ ବିଭାଗ ଆଇସିୟୁରେ ଚିକିତ୍ସାଧୀନ…

ରାହୁଲ-ରାଜ୍ୟପାଳ ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍‌ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ ସବୁକିଛି ସ୍ବାଭାବିକ ଅଛି ବୋଲି ରାଜ୍ୟପାଳ ଦାବି କରୁଥିବା ନେଇ ରାହୁଲ ସମାଲୋଚନା କରିଥିଲେ।…

ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ ସେବା ବ୍ୟାହତ ହୋଇଛି। ଅଧିକାଂଶ ସ୍ଥାନରେ ରେଳ ଧାରଣା ଉପରେ ପାଣି ପ୍ରବାହିତ…

ପିଓକେରେ ସ୍ବାଧୀନତା ଦିବସ ପାଳିବେ ଇମ୍ରାନ୍‌

ଇସ୍‌ଲମାବାଦ,୧୪ା୮ (ଆଇଏଏନ୍‌ଏସ୍‌): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ବୁଧବାର ସ୍ବାଧୀନତା ଦିବସ ପାଳନ କରିବେ। ଏହାସହ ସେ ସେଠାକାର ବିଧାନସଭାକୁ ସମ୍ବୋଧିତ କରିବେ। ଜମ୍ମୁ-କଶ୍ମୀର ସମ୍ପର୍କରେ ଭାରତର ନିଷ୍ପତ୍ତିକୁ ନେଇ ଅନ୍ତର୍ଜାତୀୟ ସମୁଦାୟଠାରୁ କିଛି ସହଯୋଗ ନ…

୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକରେ…

୭୩ତମ ସ୍ବାଧୀନତା ଦିବସ ପାଇଁ କଡ଼ା ସୁରକ୍ଷା :ଲାଲକିଲ୍ଲାରୁ ଲାଲଚୌକ ଅଭେଦ୍ୟ

ନୂଆଦିଲ୍ଲୀ,୧୪ା୮: ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଶ୍ରୀନଗର କେନ୍ଦ୍ରସ୍ଥଳ ଲାଲଚୌକରେ ଜାତୀୟ ପତାକା ଉଡ଼ାଉଥିବେ। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ବେଳେ ଏଭଳି ଐତିହାସିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri