Home

ସିଏସ୍‌ଆର୍‌କୁ ଅନୁପାଳନ ଅବମାନନା ପରିଧିକୁ ଆଣିବା ଲାଗି ସୁପାରିସ୍‌

ନୂଆଦିଲ୍ଲୀ,୧୪-୮: ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ମଙ୍ଗଳବାର କମ୍ପାନୀ ଆଇନ ଅଧୀନରେ ସିଏସ୍‌ଆରରେ ହେଉଥିବା ଖର୍ଚ୍ଚ ଉପରେ ଟିକସଛାଡ଼ କରିବା ସହ ଏହାର ଅନୁପାଳନରେ ହେଉଥିବା ଅବମାନନାକୁ ଦଓ୍ବୋନୀ ଅପରାଧ ଭାବେ ମନେକରିବାକୁ ସୁପାରିସ୍‌ କରିଛି। କମ୍ପାନୀ ଆଇନ, ୨୦୧୩…

ଦିନକରେ ରୁପା ବଢ଼ିଲା ୨୦୦୦ ଟଙ୍କା

ନୂଆଦିଲ୍ଲୀ,୧୪-୮: ସୁନା ପରେ ଏବେ ରୁପା ମଧ୍ୟ ଏହାର ପୁରୁଣା ରେକର୍ଡ ଭାଙ୍ଗିଛି। ସ୍ଥାନୀୟ ସର୍ରାଫା ବଜାରରେ ମଙ୍ଗଳବାର ରୁପା ମୂଲ୍ୟ ୨୦୦୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ରୁପା ମୂଲ୍ୟ ପ୍ରତି କେଜି ୪୫ ହଜାର ଟଙ୍କାର ସର୍ବୋଚ୍ଚ ସ୍ତର…

୧୦ ବର୍ଷରେ ରିଲାଏନ୍ସର ସର୍ବାଧିକ ବୃଦ୍ଧି

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଆସନ୍ତା ୧୮ ମାସ ମଧ୍ୟରେ ଋଣମୁକ୍ତ ହୋଇଯିବ ବୋଲି ଏହାର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୋମବାର କମ୍ପାନୀର ୪୨ ତମ ବାର୍ଷିକ ସାଧାରଣ ବୈଠକରେ ଘୋଷଣା କରିଥିଲେ। ମଙ୍ଗଳବାର ଷ୍ଟକ୍‌ ମାର୍କେଟରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା।…

ତିଆରି ହେଲା ୧୮୦କିମି/ଘଣ୍ଟା ସ୍ପିଡ୍‌ର ରେଳ ଇଞ୍ଜିନ

ନୂଆଦିଲ୍ଲୀ,୧୪-୮: ଭାରତୀୟ ରେଲଓ୍ବେ ହାଇସ୍ପିଡ ଟ୍ରେନ ଇଞ୍ଜିନ ନିର୍ମାଣ କ୍ଷେତ୍ରରେ ବହୁ ଉନ୍ନତି କରିଛି। ପଶ୍ଚିମବଙ୍ଗର ଚିତ୍ତରଞ୍ଜନ ଲୋକୋମୋଟିଭ ଓ୍ବର୍କ୍ସରେ ଏକ ହାଇସ୍ପିଡ ଇଞ୍ଜିନ ନିର୍ମାଣ କରାଯାଇଛି ଯାହା ଘଣ୍ଟା ପ୍ରତି ୧୮୦କିମି ବେଗରେ ଗତକରିପାରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏସମ୍ପର୍କରେ…

ସେନ୍‌ସେକ୍ସ ୬୨୪ ପଏଣ୍ଟ ହ୍ରାସ

ମୁମ୍ବାଇ,୧୪-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ୟାକେଜ ଘୋଷଣାରେ ବିଳମ୍ବ ତଥା ବିଶ୍ୱ ବଜାରରେ ଦେଖାଦେଇଥିବା ଅସ୍ଥିରତା କାରଣରୁ ମଙ୍ଗଳବାର ଭାରତୀୟ ଷ୍ଟକ୍‌ ବଜାର ପ୍ରଭାବିତ ହୋଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସ ୬୨୪ ପଏଣ୍ଟ…

ଗରିବ ରାଜ୍ୟ ଜିଏସ୍‌ଟି ଆଦାୟରେ ଆଗୁଆ; ଓଡ଼ିଶାର ଟିକସ ସଂଗ୍ରହ ୨୦.୮%

ନୂଆଦିଲ୍ଲୀ,୧୪-୮: ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ର ପ୍ରଥମ ୪ ମାସରେ ସାମ୍ରଗୀ ଏବଂ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ କ୍ଷେତ୍ରରେ ଓଡ଼ିଶା, ବିହାର, ୟୁପି ଓ ମଧ୍ୟପ୍ରଦେଶ ଭଳି ଖାଉଟି ତଥା ଗରିବ ରାଜ୍ୟ ମହାରାଷ୍ଟ୍ର, ଗୁଜରାଟ, କର୍ନାଟକ ଏବଂ ତାମିଲନାଡୁ ଭଳି…

କୋଲେଷ୍ଟରଲସ୍ତର କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ପ୍ରତିଦିନ ସକାଳେ ଅଧା କପ୍‌ ଗାଜର ରସ ପିଇଲେ ଅନେକ ଉପକାର ମିଳିଥାଏ। ଗାଜର ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ହଷ୍ଟନ ବିଶ୍ୱବିଦ୍ୟାଳୟରେ ହୋଇଥିବ ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।…

ନିଦ୍ରାହୀନତା ସମସ୍ୟା ପାଇଁ ଦାୟୀ କଫି

ଖବରଟି କଫି ପ୍ରେମୀଙ୍କୁ ନିରାଶ ଦେଇପାରେ। ଏକ ଗବେଷଣାରୁ ଜଣାପଡ଼ିଛି, ଯେଉଁ ଲୋକମାନେ ଦୈନନ୍ଦିନ ଦୁଇ କପ୍‌ କଫି ପିଅନ୍ତି, ସେମାନଙ୍କଠାରେ ଭବିଷ୍ୟତରେ ନିଦ୍ରାହୀନତା ସମସ୍ୟା ଦେଖାଦେଇପାରେ। ଗବେଷଣା ଅନୁସାରେ, କଫି ପିଇବା ଦ୍ୱାରା ଲୋକଙ୍କ ମସ୍ତିଷ୍କର ଏଭଳି ଅଂଶ ସଙ୍କୁଚିତ…

ରହସ୍ୟମୟ ପାତାଳଗଙ୍ଗା, ଅନ୍ତର୍ଦ୍ଧାନ ହୋଇଯାଉଛି ଜଳ

ପାତାଳଲୋକର ପାତାଳଗଙ୍ଗା ବିଷୟରେ ଅନେକେ କିଛି ଜ୍ଞାନ ନିଶ୍ଚୟ ଆହରଣ କରିଥିବେ। କିନ୍ତୁ ଏକ ପ୍ରାଚୀନ ଗୁମ୍ଫାରେ ପ୍ରବାହିତ ହେଉଥିବା ପାତାଳଗଙ୍ଗା ଏବେ ରହସ୍ୟଘେରରେ ରହିଛି। ଆନ୍ଧ୍ରପ୍ରଦେଶର କୁରନୁଲ୍‌ଠାରୁ ପ୍ରାୟ ୧୦୬ କିଲୋମିଟର ଦୂରରେ ବେଲମ୍‌ ନାମରେ ରହିଛି ଏକ ପ୍ରାଚୀନ…

ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଆଶ୍ଚର୍ଯ୍ୟଜନିତ ଘଟଣା: କୂଅ ଓ ପୋଖରୀରେ ଭାସୁଛି ୫କେଜିର ପଥର

ନିମାପଡ଼ା,୧୩ା୮(ଡି.ଏନ୍‌.ଏ.)- ନିମାପଡ଼ା ବ୍ଲକ ଅନ୍ତର୍ଗତ ଡମ୍ପାଳୋ ଗ୍ରାମପଞ୍ଚାୟତର ଆଶାପୂରଣ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଆରାଧ୍ୟ ଦେବତା ପ୍ରଭୁ ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଥିବା ଏକ କୂଅରେ ପ୍ରାୟ ୫କେଜିର ଓଜନର ଏକ ସିମେଣ୍ଟ ପଥର…

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ପ୍ରତ୍ୟେହ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ଆସିଥାନ୍ତି। ଏଥିଲାଗି ପୁରୀ ଆତଙ୍କବାଦୀଙ୍କ ଟାର୍ଗେଟରେ…

ଦିନକରେ ରୁପା ବଢ଼ିଲା ୨୦୦୦ ଟଙ୍କା, ସୁନା ମୂଲ୍ୟ ୧୦୦ ଟଙ୍କା ହ୍ରାସ

ନୂଆଦିଲ୍ଲୀ,୧୩-୮: ସୁନା ପରେ ଏବେ ରୁପା ମଧ୍ୟ ଏହାର ପୁରୁଣା ରେକର୍ଡ ଭାଙ୍ଗିଛି। ସ୍ଥାନୀୟ ସର୍ରାଫା ବଜାରରେ ମଙ୍ଗଳବାର ରୁପା ମୂଲ୍ୟ ୨୦୦୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ରୁପା ମୂଲ୍ୟ ପ୍ରତି କେଜି ୪୫ ହଜାର ଟଙ୍କାର ସର୍ବୋଚ୍ଚ ସ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri