Home

ଓଡ଼ିଶା ଅଭିମୁଖେ ଜଗା-କାଳିଆ

ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା…

ସରକାରୀ ସ୍କୁଲ, ଅଙ୍ଗନଓ୍ବାଡି ଗୃହ ମରାମତି କରିବ ପଞ୍ଚାୟତ

ଭୁବନେଶ୍ୱର,୬-୯(ବ୍ୟୁରୋ):ଗ୍ରାମାଞ୍ଚଳରେ ଥିବା ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ସ୍କୁଲ ଏବଂ ଅଙ୍ଗନଓ୍ବାଡି ଗୃହ ମରାମତି ଓ ରକ୍ଷଣାବେକ୍ଷଣ କରିବ ଗ୍ରାମପଞ୍ଚାୟତ। ଏ ନେଇ ଏକ ନିର୍ଦ୍ଦେଶନାମା ପ୍ରତ୍ୟେକ ଜିଲାପାଳଙ୍କୁ ଦିଆଯାଇଛି। ଚତୁର୍ଦ୍ଦଶ ଏବଂ ଚତୁର୍ଥ ଅର୍ଥ କମିଶନରେ ଯୋଗାଇ ଦିଆଯାଇଥିବା ଅର୍ଥରେ…

ସ୍ମିଥ୍‌ଙ୍କ ଦ୍ୱିଶତକ

ମାଞ୍ଚେଷ୍ଟର, ୬ା୯ (ଏଏଫ୍‌ପି)-ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବା ପରେ ଇଂଲଣ୍ଡ ବିପକ୍ଷ ଚଳିତ ଆଶେସ ସିରିଜରେ ତାଙ୍କ ପ୍ରଭାବୀ ବ୍ୟାଟିଂ ଜାରି ରଖିଛନ୍ତି। ଓଲ୍ଡ ଟ୍ରାଫୋର୍ଡଠାରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ସ୍ମିଥଙ୍କ ଦ୍ୱିଶତକ ସହାୟତାରେ…

ନାଡାଲ ସେମିଫାଇନାଲରେ

ନ୍ୟୁୟର୍କ, ୬|୯ (ଏଏଫ୍‌ପି)-ରାଫାଲ ନାଡାଲ ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୨୦ତମ ସିଡ୍‌ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କ ବିପକ୍ଷରେ ୬-୪, ୭-୫, ୬-୨ ସେଟ୍‌ରେ ବିଜୟ ହାସଲ କରିଛନ୍ତି। ଏଠାରେ ୩ ଥର…

ଜେଟ୍‌ଲୀଙ୍କ ଶ୍ରଦ୍ଧାଞ୍ଜଳି ସଭା:ଦକ୍ଷତା କଥା ବଖାଣିଲେ ନେତୃବୃନ୍ଦ

ଭୁବନେଶ୍ୱର,୬-୯(ବ୍ୟୁରୋ):ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ଅରୁଣ ଜେଟ୍‌ଲୀଙ୍କ ସ୍ମରଣରେ ଗୁରୁବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ସାର୍ବଜନୀନ ଏବଂ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି ା ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,…

ଦୁଲୀପ୍‌ ଟ୍ରଫି ଫାଇନାଲ: ଈଶ୍ୱରନଙ୍କ ଶତକ: ଦୃଢ଼ସ୍ଥିତିରେ ଇଣ୍ଡିଆ ରେଡ୍‌

ବେଙ୍ଗାଲୁରୁ, ୬।୯ (ପି.ଟି.)- ଓପନର୍‌ ଅଭିମନ୍ୟୁ ଈଶ୍ୱରନଙ୍କ ଅପରାଜିତ ଶତକୀୟ ଇନିଂସ ବଳରେ ଇଣ୍ଡିଆ ଗ୍ରୀନ୍‌ ବିପକ୍ଷରେ ଚାଲିଥିବା ଦୁଲୀପ୍‌ ଟ୍ରଫି ଫାଇନାଲରେ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍‌ ଦୃଢ଼ସ୍ଥିତିରେ ରହିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଏହି…

ଜନ୍ମଦିନରେ ଖୁସି ଖବର: ବାପା ହେବେ କ୍ରିକେଟର୍‌ ପ୍ରଜ୍ଞାନ ଓଝା

ମୁମ୍ବାଇ, ୬।୯- ଓଡ଼ିଆ କ୍ରିକେଟର୍‌ ପ୍ରଜ୍ଞାନ ଓଝା ଗୁରୁବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ଓଝା ଏକ ଖୁସି ଖବର ଶେୟାର କରିଛନ୍ତି। ଚଳିତ ମାସରେ ତାଙ୍କ ସ୍ତ୍ରୀ କର୍ବି କୈଳାଶ ପ୍ରଥମ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଏଥିଲାଗି…

୧୦ ଜିଲାକୁ ବୁଡ଼ାଇବ ବର୍ଷା

ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରରେ ଭୟଙ୍କର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳରୁ…

ଭାରତୀୟ ମହିଳା ଦଳରେ ୧୫ ବର୍ଷୀୟା ଶେଫାଳୀ

ନୂଆଦିଲ୍ଲୀ, ୬।୯ (ପି.ଟି.)- ଦକ୍ଷିଣ ଆଫ୍ରିକା ମହିଳା ଦଳ ବିପକ୍ଷ ଆଗାମୀ ସୀମିତ ଓଭର ସିରିଜ ଲାଗି ଗୁରୁବାର ଭାରତୀୟ ଦଳ ଘୋଷଣା କରାଯାଇଛି। ୫ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ୩ଟି ମ୍ୟାଚ୍‌ ପାଇଁ ଘୋଷିତ ଭାରତୀୟ ଦଳରେ ୧୫…

ଆଇଏନ୍‌ଏକ୍ସ ମିଡିଆ ମାମଲା:ଜେଲ ଗଲେ ଚିଦାମ୍ବରମ,୭୪ତମ ଜନ୍ମଦିନ ଜେଲରେ କଟିବ

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେବା ପରେ ତାଙ୍କୁ ତିହାର ଜେଲକୁ ନିଆଯାଇଛି। ସେ ସେଠାରେ ୧୯ ତାରିଖ ପର୍ଯ୍ୟନ୍ତ ରହିବେ।…

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଆରମ୍ଭ

ଭୁବନେଶ୍ୱର, ୬।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହୋଇଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ୮ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ସୌଭାଗ୍ୟ…

ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦ ବର୍ଷରେ ଅବସର ନେବେ। ସେହିପରି ରାଜ୍ୟରେ ନିୟମିତ ଭିତ୍ତିରେ ଡାକ୍ତର ନିଯୁକ୍ତି ହେବା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?