Home

ଆସାମ ଏନ୍‌ଆର୍‌ସି: କେନ୍ଦ୍ର ସରକାରଙ୍କ ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଆସାମ ଏନ୍‌ଆର୍‌ସି ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି। ଏହାର ପୁନଃ ଯାଞ୍ଚ୍‌ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ତେବେ ଏହାକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ପୂର୍ବରୁ ଏଥିପାଇଁ ଧାର୍ଯ୍ୟ…

ବର୍ଷା ଅଘଟଣରେ ୮ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…

କଶ୍ମୀରକୁ ନେଇ ମଧ୍ୟସ୍ଥତା କରିବନି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୮: କଶ୍ମୀର ମାମଲାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିବା ପ୍ରକାଶ କରିଛନ୍ତି ଭାରତର ଜଣେ ବରିଷ୍ଠ କୁଟନୀତିଜ୍ଞ। ଦ୍ୱିପାକ୍ଷିକ ଭାବେ ଉଭୟ ଦେଶ ଏହାର ସମାଧାନ କରନ୍ତୁ ବୋଲି…

ଆତ୍ମହତ୍ୟା ପାଇଁ ଗିଳିଥିଲେ ଟୁଥ୍‌ବ୍ରସ୍‌: ୨୦ ବର୍ଷ ପରେ ଅପରେଶନ୍‌ରେ ବାହାରିଲା

ବେଜିଂ,୧୩।୮: ଚାଇନାରେ ଜଣେ ବ୍ୟକ୍ତିଙ୍କ ପେଟରୁ ଏକ ଟୁଥ୍‌ବ୍ରସ୍‌ ବାହାର କରାଯାଇଛି। ପେଟରେ ଲଗାତାର ଯନ୍ତ୍ରଣା ହେବାରୁ ଡାକ୍ତର ଅପରେଶନ କରି ଏହାକୁ ବାର କରିଛନ୍ତି। ସ୍ଥାନୀୟ ଡୁଆଙ୍ଗ୍‌ଡୋଙ୍ଗ୍‌ ପ୍ରଦେଶର ଶେନ୍‌ଜେନ୍‌ ଅଞ୍ଚଳରେ ୫୧ ବୟସ୍କ ଲି ଙ୍କୁ ଚିକିତ୍ସା ପାଇଁ…

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ…

ଏହି ପଦବୀ ହାତେଇବାକୁ ଚାହୁଁଛନ୍ତି ସେହଓ୍ବାଗ୍‌

ନୂଆଦିଲ୍ଲୀ, ୧୩।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହଓ୍ବାଗ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ମଜାକିଆ ପୋଷ୍ଟ କରି ସେ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ଏକ ଟୁଇଟ କରି ଚୟନକର୍ତ୍ତା ହେବାକୁ ଇଚ୍ଛା…

ଦିଲ୍ଲୀ ଗାନ୍ଧିନଗର ମାର୍କେଟରେ ନିଆଁ

ନୂଆଦିଲ୍ଲୀ,୧୩।୮: ମଙ୍ଗଳବାର ସକାଳେ ଦିଲ୍ଲୀର ଗାନ୍ଧିନଗର ମାର୍କେଟରେ ଭିଷଣ ନିଆଁ ଲାଗିଛି। ଏହାକୁ ଲିଭାଇବା ପାଇଁ ୨୧ଟି ଦମକଳ ନିୟୋଜିତ ଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ କେହି ମୃତାହତ ହୋଇ ଥିବା ସୂଚନା ମିଳି ନ ଥିବା ବେଳେ କ୍ଷୟକ୍ଷତିର…

୨୭ ହଜାର ଯବାନ ହେବେ ଛଟେଇ

ନୂଆଦିଲ୍ଲୀ,୧୩।୮: ଭାରତୀୟ ସେନାର ୨୭ ହଜାର ଯବାନଙ୍କୁ ଛଟେଇ କରାଯିବ। ଏହାଦ୍ୱାରା ୧୬ ଶହ କୋଟି ଟଙ୍କା ସଞ୍ଚୟ ହେବ ବୋଲି ସେନା ପକ୍ଷରୁ ସୂଚନା ଦିଆଯାଇଛି। ସମ୍ପ୍ରତି ସେନାରେ ୧୨.୫ ଲକ୍ଷ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ମଧ୍ୟରେ ୪୩…

କଶ୍ମୀର ଖେଳାଳିଙ୍କୁ ମାଗଣା ଟ୍ରେନିଂ ଦେବାକୁ ଚାହୁଁଛନ୍ତି ଧୋନୀ

ରାଞ୍ଚି, ୧୩।୮:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଏବେ ଜମ୍ମୁ-କଶ୍ମୀରରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ନେଉଛନ୍ତିି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ୩୭୦ ଧାରା ଉଚ୍ଛେଦ…

ବଢୁଛି ପାକିସ୍ତାନର ସମସ୍ୟା: ଭାରତରେ ମିଶିବାକୁ ଦାବି କରୁଛନ୍ତି ପିଓକେ ଲୋକେ

ଇସଲାମାବାଦ୍‌,୧୩।୮: ପାକିସ୍ତାନର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତ ଆଗରେ ବଡ଼ ଭାଇ ପଣିଆ ଦେଖାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ସଫଳ ହୋଇପାରି ନାହିଁ। ତେବେ ଇତିମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ…

ବିରାଟ ୧୦୦ ଶତକ ରେକର୍ଡ ଭାଙ୍ଗିଲେ ତାଙ୍କ ସହ ସ୍ୟାମ୍ପେନ୍‌ ଶେୟାର୍‌ କରିବି କହିଲେ ସଚିନ୍‌

ତ୍ରିନିଦାଦ,୧୩।୮- ସ୍ଥାନୀୟ ପୋର୍ଟ ଅଫ ସ୍ପେନଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚରେ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ୟାରିୟରର ୪୨ତମ ଶତକ ହାସଲ କରିଛନ୍ତି। ବିରାଟଙ୍କ ଏହି ଶତକ ଫଳରେ ଅନ୍ତର୍ଜାତୀୟ ମ୍ୟାଚରେ ତାଙ୍କ ଶତକ ସଂଖ୍ୟା ୬୭ରେ ପହଞ୍ଚିଛି।…

ବନ୍ୟା ପରେ ଏବେ ଭୂକମ୍ପରେ ଥରିଲା ମହାରାଷ୍ଟ୍ର

ମୁମ୍ବାଇ,୧୩।୮: ବନ୍ୟାର ବିଭିଷିକା ପରେ ଏବେ ମହାରାଷ୍ଟ୍ରରେ ଭୂକମ୍ପ ଦେଖାଦେଇଛି। ମଙ୍ଗଳବାର ମହାରାଷ୍ଟ୍ରର ପାଲଘର ଜିଲାରେ ୩.୨ ତୀବ୍ରତାର ଏକ ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ବିଶେଷ କିଛି କ୍ଷୟକ୍ଷତି ହୋଇ ନ ଥିବା ବେଳେ ମୃତାହତଙ୍କ ସମ୍ପର୍କରେ ମଧ୍ୟ କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri