Home

ଖଣି ଦୁର୍ନୀତିରେ ବୁଲନ୍ଦ ସହରର ଡିଏମ୍‌ଙ୍କ ଘରେ ଚଢ଼ାଉ

ଭୋପାଳ,୧୦।୭: ଉତ୍ତରପ୍ରଦେଶର ବହୁଚର୍ଚ୍ଚିତ ଖଣି ଦୁର୍ନୀତି ମାମଲା ନେଇ ବୁଧବାର ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଛି। ବୁଲନ୍ଦ ସହରର ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ(ଡିଏମ୍‌) ଅଭୟ କୁମାର ସିଂହଙ୍କ ଘରେ ସିବିଆଇ ଚଢ଼ାଉ କରିଛି। ତାଙ୍କ ବାସଭବନରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ…

ମାଓବାଦୀଙ୍କ ଜୀବନ କାହାଣୀ: ପୋଲିସ ବିଭାଗ ପକ୍ଷରୁ ନିର୍ମିତ ହେଉଛି ଫିଲ୍ମ; ମୁଖ୍ୟ ଭୂମିକାରେ ଏସ୍‌ପି

ବିଳାସପୁର,୧୦।୭: ମାଓବାଦୀଙ୍କ ଜୀବନ କାହାଣୀ ଉପରେ ଛତିଶଗଡ଼  ପୋଲିସ ପକ୍ଷରୁ ଏକ କ୍ଷୁଦ୍ର ଫିଲ୍ମ ନିର୍ମାଣ କରାଯିବା ଯୋଜନା କରାଯାଇଛି। ଏଥିରେ ଏସ୍‌ପି ଡ. ଅଭିଷେକ ପଲ୍ଲବ ମୁଖ୍ୟ ଭୂମିକାରେ ଅଭିନୟ କରିବେ ବୋଲି କୁହାଯାଉଛି। ଫିଲ୍ମରେ ଶହେରୁ ଅଧିକ ପୋଲିସ…

ବିଧାୟକଙ୍କୁ ଭେଟିବା ପାଇଁ ଅଡି ବସିଲେ ଶିବକୁମାର: ମୁମ୍ବାଇ ହୋଟେଲ ଆଗରେ ଲାଗିଲା ୧୪୪ ଧାରା

ମୁମ୍ବାଇ, ୧୦।୭: କର୍ନାଟକ ରାଜନୈତିକ ସଙ୍କଟ ଏବେ ବେଙ୍ଗାଲୁରୁ ଛାଡି ମୁମ୍ବାଇରେ ପହଞ୍ଚିଛି। ମେଣ୍ଟ ସରକାରରୁ ଇସ୍ତଫା ଦେବାପରେ କଂଗ୍ରେସ ଓ ଜେଡିଏସ ୧୦ ବିଧାୟକ ମୁମ୍ବାଇର ଏକ ୫ ଷ୍ଟାର ହୋଟେଲରେ ରହୁଛନ୍ତି। ବୁଧବାର ତାଙ୍କୁ ମନାଇବାକୁ କଂଗ୍ରେସ ନେତା…

ଅକ୍ଷୟଙ୍କୁ ଟ୍ବିଙ୍କଲ୍‌ଙ୍କ ପ୍ରଶଂସା

ଅକ୍ଷୟ କୁମାରଙ୍କୁ ବଲିଉଡ୍‌ର ଖେଳାଳି କୁହାଯାଏ। ୫୦ ବର୍ଷ ପାରି ହୋଇଥିବା ଆକ୍ଟରଙ୍କ ମଧ୍ୟରେ ଅକ୍ଷୟ ହେଉଛନ୍ତି ସବୁଠୁ ଫିଟ୍‌। ଅକ୍ଷୟ ସବୁଥିରେ ପାରଙ୍ଗମ ବୋଲି ଫ୍ୟାନ୍‌ମାନେ ଜାଣିଛନ୍ତି। କିନ୍ତୁ ଆଉ ଏକ ଖେଳରେ ଅକ୍ଷୟ ଯେ, ପାରଙ୍ଗମ ଏକଥା କହିଛନ୍ତି…

ଲିବ୍ୟା ଗୃହଯୁଦ୍ଧରେ ୩ ମାସରେ ହଜାରେରୁ ଅଧିକ ମୃତ; ଆହତଙ୍କ ସଂଖ୍ୟା ୫ ହଜାରରୁ ବେଶି: ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ତ୍ରିପୋଲି, ୧୦।୭: ଲିବ୍ୟା ଗୃହଯୁଦ୍ଧରେ ଏପ୍ରିଲ୍‌ଠାରୁ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ଏଥିରେ ଏକ ହଜାର ୪୮ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୫ ହଜାର ୫ଶହ ଜଣ ଆହତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ…

ରାଇକିଆରୁ ଯୁବତୀ ଚାଲାଣ: ଘରୋଇ ବସ୍‌ରୁ ୨ ନାବାଳିକା, ୮ ଯୁବତୀ ଉଦ୍ଧାର; ୨ ଦଲାଲ ଅଟକ

ରାଇକିଆ,୧୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଅଞ୍ଚଳରୁ ରାଜ୍ୟ ବାହାରକୁ ଯୁବତୀ ଓ ନାବାଳିକା ଚାଲାଣ ହେଉଥିବା ସନ୍ଦେହ କରି ରାଇକିଆ ପୋଲିସ ବୁଧବାର ଏକ ଘରୋଇ ବସ୍‌ ଉପରେ ଚଢ଼ାଉ କରିଥିଲା। ସେଠାରୁ ଦୁଇଜଣ ନାବାଳିକା ଓ ୮ ଯୁବତୀଙ୍କୁ ଉଦ୍ଧାର କରାଯାଇଛି।…

ଯୌତୁକ ପାଇଁ ଅନ୍ୟ ଜଣେ ମହିଳାଙ୍କ ସହ ସ୍ବାମୀଙ୍କ ବିବାହ କରାଇଲେ ସ୍ତ୍ରୀ

ପାଟନା, ୧୦।୭: ସ୍ତ୍ରୀ ନିଜ ସ୍ବାମୀଙ୍କ ବିବାହ ପ୍ରସ୍ତାବ ନେଇ ଅନ୍ୟ ଜଣେ ମହିଳାଙ୍କ ଘରକୁ ଯିବା କଥା କେବେ ଶୁଣିଛନ୍ତି କି? ମାତ୍ର ୧୩ ଲକ୍ଷ ଟଙ୍କା ପାଇଁ ଏଭଳି ଆଶ୍ଚର୍ଯ୍ୟକର ଘଟଣା ଘଟିଛି ବିହାରରେ। ଘଟଣାର ପର୍ଦ୍ଦାଫାଶ ହେବା…

ନୀଳଗିରି ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ସଜନାଗଡ,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜେଲ ଉପକାରାଗାରରେ ବୁଧବାର ଜଣେ ବିଚାରାଧୀନ କଏଦୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ହାଡ଼ିବନ୍ଧୁଙ୍କ ପୁଅ ପାଗୁଲୁ ଖଣ୍ଡେଇ(୨୫)। ସୂଚନା ମୁତାବକ, ପାଗୁଲୁ ସଜନାଗଡ଼ ପଞ୍ଚାୟତ ନୂଆସାହି ଗ୍ରାମରେ ଗତ ୮ତାରିଖରେ ଦେଶୀ ମଦ କାରବାର…

କୁମାରସ୍ବାମୀଙ୍କ ଇସ୍ତଫା ଦାବିରେ ଧାରଣାରେ ବସିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୦।୭: କର୍ନାଟକରେ କଂଗ୍ରେସ-ଜେଡିଏସ ମେଣ୍ଟର ୧୩ ଜଣ ବିଧାୟକଙ୍କ ଇସ୍ତଫାପତ୍ର ଦେବା ପରେ ସେଠାକାର ରାଜନୀତି ସମ୍ପୂର୍ଣ୍ଣ ବଦଳି ଯାଇଛି। କଂଗ୍ରେସ-ଜେଡିଏସ ମେଣ୍ଟ ବଞ୍ଚାଇବା ପାଇଁ ଚାଲିଛି କସରତ। ଏପଟେ କର୍ନାଟକ ବିଧାନସଭା ଆଗରେ ଧାରଣାରେ ବସିଛନ୍ତି ଭାଜପାର ବରିଷ୍ଠ…

ସ୍ତ୍ରୀଙ୍କ ସ୍ବପ୍ନ ସାକାର କରିପାରିବେ କି ରବୀନ୍ଦ୍ର ଜାଡେଜା

ଲଣ୍ଡନ,୧୦।୭: ଆଇସିସି ବିଶ୍ୱକପରେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପ୍ରଦର୍ଶନ ଭଲ ରହିଛି। ପ୍ରଥମ ୮ଟି ମ୍ୟାଚ୍‌ରେ ତାଙ୍କୁ ଖେଳିବାର ସୁଯୋଗ ମିଳି ନ ଥିଲାବେଳେ ଶେଷ ଦୁଇଟି ମ୍ୟାଚ୍‌ ଖେଳି ଫର୍ମରେ ଥିବାର ପ୍ରମାଣ ଦେଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ସେମିଫାଇନାଲ…

ଅଲ୍‌ କାଏଦା ଆତଙ୍କବାଦୀ ଜଓ୍ବାହିରିଙ୍କ ଧମକପୂର୍ଣ୍ଣ ଲେଖା: କଶ୍ମୀରକୁ ଭୁଲ ନାହିଁ

ନୂଆଦିଲ୍ଲୀ,୧୦।୭: ଅଲ୍‌ କାଏଦା ଆତଙ୍କବାଦୀ ଅଲ୍‌ ଜଓ୍ବାହିରିଙ୍କ ଏକ ଧମକପୂର୍ଣ୍ଣ ଲେଖା ଜାରି ହୋଇଛି। ଏଥିରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଁ କୁହାଯାଇଛି। କଶ୍ମୀରକୁ ଭୁଲ ନାହିଁ ବୋଲି ଜଓ୍ବାହିରି ଆତଙ୍କବାଦୀ ସଂଗଠନ ସଦସ୍ୟଙ୍କୁ ଆହ୍ବାନ ଦେଇଛନ୍ତି। ଏହି ଧମକପୂର୍ଣ୍ଣ…

ନାକଚଣା ଦ୍ୱାରରେ ତିନିରଥ

ପୁରୀ ଅଫିସ,୧୦।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପ୍ରସ୍ତୁତ ତିନି ରଥ। ମଙ୍ଗଳବାର ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରରେ ପହଞ୍ଚିଥିଲା। ହେଲେ ସନ୍ଧ୍ୟା ହୋଇ ଯିବାରୁ ମହାପ୍ରଭୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri