ମାୟାନଗରୀରେ ବନ୍ୟା ବିତ୍ପାତ: ଫିକା ପଡ଼ିଲା ଗଣେଶ ପୂଜା
ମୁମ୍ବାଇ,୫।୯: ମୁମ୍ବାଇରେ ମଙ୍ଗଳବାରଠାରୁ ଲଗାଣ ବର୍ଷା ହେବାରୁ ସହରର ବିଭିନ୍ନ ସ୍ଥାନରେ ବନ୍ୟା ବିତ୍ପାତ ଦେଖାଦେଇଛି। ମୁମ୍ବାଇ ଓ ମହାରାଷ୍ଟ୍ରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍କୁଲ, କଲେଜ ଗୁଡିକୁ ବନ୍ଦ ରଖାଯାଇଛି। ମାୟାନଗରୀର…
ମେଟ୍ରୋ ଟ୍ରେନ୍ରେ ଠିଆ ହୋଇ ଯାତ୍ରା କଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜଳ ଓ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ମେଟ୍ରୋ ଟ୍ରେନ୍ରେ ଯାତ୍ରା କରୁଥିବାର ଏକ ଫଟୋ ସୋସିଆଲ୍ ମିଡ଼ିଆରେ ଶେୟାର ହୋଇଛି। ସିଟ୍ ନ ମିଳିବାରୁ ସେ ଛିଡ଼ା ହୋଇ ଯାତ୍ରା କରିଥିଲେ।…
ମେହେବୁବା ମୁଫତିଙ୍କୁ ସାକ୍ଷାତ୍ କରିପାରିବେ ତାଙ୍କ ଝିଅ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୫।୯: ସୁପ୍ରିମକୋର୍ଟ ଗୁରୁବାର ମେହେବୁବା ମୁଫତିଙ୍କ ଝିଅଙ୍କୁ ଶ୍ରୀନଗର ଯାଇ ନିଜ ମାଆଙ୍କ ସହ ସାକ୍ଷାତ୍ କରିବାକୁ ଅନୁମତି ଦେଇଛନ୍ତି। ପ୍ରାୟ ଏକ ମାସ ହେବ ମେହେବୁବା ଗୃହବନ୍ଦୀ ଥିବା ବେଳେ ତାଙ୍କ ସହ କାହାକୁ ସାକ୍ଷାତ୍ କରିବାକୁ ଦିଆଯାଉ ନ…
ହରଡ଼ଘଣାରେ ମୋଦି ସରକାର: ୩ ବର୍ଷରେ ବେକାରଙ୍କ ସଂଖ୍ୟା ୮.୪ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ବେକାରି ସମସ୍ୟା ନେଇ ସରକାର ହରଡ଼ଘଣାରେ ପଡ଼ିଛନ୍ତି। ଗତ ୩ ବର୍ଷ ମଧ୍ୟରେ ବେକାରି ସମସ୍ୟା ସର୍ବୋଚ୍ଚସ୍ତରରେ ପହଞ୍ଚିଛି। ଅଗଷ୍ଟରେ ବେକାରସ୍ତର ୮.୪ ପ୍ରତିଶତ ରହିଛି।…
‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ
କୋରୁକୋଣ୍ଡା,୫।୯(ଡି.ଏନ୍.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ ଗାଡ଼ି ଚାଳକ ସୁଶାନ୍ତ କୁମାର ସାହୁଙ୍କ ଆତ୍ମହତ୍ୟା ଉଦ୍ୟମର କଥା। ମାଥିଲି ଅଞ୍ଚଳର ସୁଶାନ୍ତ…
ଡିଏଲ୍ ବା ଆର୍ସି ନ ଥିଲେ ତୁରନ୍ତ ଟ୍ରାଫିକ ପୋଲିସ କାଟି ପାରିବନି ଚାଲାଣ
ନୂଆଦିଲ୍ଲୀ,୫।୯: ଏବେ ନୂଆ ମୋଟର ଯାନ ନିୟମ ଅନୁଯାୟୀ ଲୋକେ ପୂର୍ବାପେକ୍ଷା ବହୁଗୁଣା ଅଧିକ ଜରିମାନା ଦେଉଥିବା ଗତ ୩ ଦିନ ହେବ ଦେଖିବାକୁ ମିଳିଛି। ଏମିତିକି ଗାଡିର ଦାମ୍ ଅପେକ୍ଷା ଲୋକଙ୍କ ଉପରେ ଚାଲାଣର ଦାମ୍ ବହୁ ଅଧିକ ହୋଇଯାଉଛି।…
ମୋଦିଙ୍କ ଜମ୍ମୁ-କଶ୍ମୀର ରୋଡ୍ମ୍ୟାପ୍: ୧୦ ମନ୍ତ୍ରଣାଳୟର ମିଳିତ ସହଯୋଗରେ ହେବ ବିକାଶ
ଶ୍ରୀନଗର,୫।୯: ଜମ୍ମୁ-କଶ୍ମୀର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ରୋଡ୍ମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ୧୦ଟି ମନ୍ତ୍ରଣାଳୟର ମିଳିତ ସହଯୋଗରେ ଏଠାକାର ବିକାଶ ସମ୍ଭବ ହେବ। ରୋଡ୍ମ୍ୟାପ୍ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମୁଖ୍ୟ ଭୂମିକା ଗ୍ରହଣ କରୁଥିବାବେଳେ ଏହାଦ୍ୱାରା ବିଏସ୍ଏଫ୍ ଏବଂ…
ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ
ପୁରୀ ଅଫିସ୍,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ କହିଛନ୍ତି। ଗୁରୁବାର ଶ୍ରୀକ୍ଷେତ୍ର ସୁରକ୍ଷା…
ଗୁରୁଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୯: ସାରା ଦେଶରେ ସେପ୍ଟେମ୍ବର ୫କୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ। ଏଥର ମଧ୍ୟ ଏହି ପବିତ୍ର ଦିବସକୁ ସାରା ଦେଶରେ ଗୁରୁବାର ପାଳନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷକ ସମୁଦାୟଙ୍କୁ…
ଚିଦାମ୍ବରମ୍ଙ୍କୁ ଝଟକା: ସୁପ୍ରିମ୍କୋର୍ଟରେ ଅଗ୍ରୀମ ଜାମିନ୍ ଆବେଦନ ଖାରଜ; ଇଡ଼ି ଗିରଫ କରିବା ଆଶଙ୍କା ବଢ଼ିଲା
ନୂଆଦିଲ୍ଲୀ,୫।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କୁ ସୁପ୍ରିମ୍କୋର୍ଟଙ୍କ ନିଷ୍ପତ୍ତି ଯୋଗୁ ବଡ଼ ଝଟକା ଲାଗିଛି। ଗୁରୁବାର ସୁପ୍ରିମ୍କୋର୍ଟରେ ତାଙ୍କର ଅଗ୍ରୀମ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ଫଳରେ ଆଇଏନ୍ଏକ୍ସ୍ ମିଡ଼ିଆ ମାମଲାରେ ତାଙ୍କୁ ଇଡ଼ି ଗିରଫ କରିବା ଆଶଙ୍କା ବଢ଼ିଯାଇଛି। ସିବିଆଇର…
ନିଜ ଦରମା ଟଙ୍କା ବି ଦାନ କରିଦେଉଥିଲେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ, ଜାଣନ୍ତୁ ତାଙ୍କ ବିଷୟରେ କିଛି ରୋଚକ ତଥ୍ୟ
ସମାଜ ପାଇଁ ଗୁରୁଙ୍କ ଅବଦାନ ଅତୁଳନୀୟ। ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିବସ ସେପ୍ଟେମ୍ବର ୫କୁ ୧୯୬୨ ମସିହାରୁ ଗୁରୁଦିବସ ଭାବେ ପାଳନ ହୋଇଆସୁଛି। ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷାବିତ୍, ଦାର୍ଶନିକ ଓ କୁଟନୀତିଜ୍ଞ ଭାବେ ବେଶ ଖ୍ୟାତି…
ଭାରତୀୟ କ୍ରିକେଟ ଖେଳାଳିଙ୍କ ଗୁରୁ, ଯାହାଙ୍କ ବିନା ସଫଳତା ପାଇବା ଥିଲା ଅସମ୍ଭବ
ଆଜି ସେପ୍ଟେମ୍ବର ୫ ତାରିଖ, ଗୁରୁ ଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ। ଆଜିର ଦିନକୁ ପ୍ରତିବର୍ଷ ସାରା ଦେଶରେ ଗୁରୁ ଦିବସ ଭାବେ ପାଳନ କରାଯାଉଛି। କୁହାଯାଏ, ଜଣେ ଗୁରୁଙ୍କ ବିନା ଜୀବନରେ ସଫଳତା ପାଇବା…

