ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା। ପ୍ରତ୍ୟୁଷରୁ ସା ପର୍ଯ୍ୟନ୍ତ ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତରୁ ପହଞ୍ଚି…
ବିଭିନ୍ନ ଦାବିନେଇ ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜନ ଆନ୍ଦୋଳନ: ଜାତୀୟ ରାଜପଥ ଅବରୋଧ
ଛେଣ୍ଡିପଦା,୧୨।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ଜରଡ଼ାଠାରେ ସୋମବାର ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ ଜନ ଆନ୍ଦୋଳନ ଦେଖିବାକୁ ମିଳିଛି। ବିଭିନ୍ନ ମୌଳିକ ସୁବିଧାନେଇ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ…
ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କଲା ଏହି ଫଟୋ
ନୂଆଦିଲ୍ଲୀ, ୧୨।୮: ଏବେ ଭାରତର କିଛି ରାଜ୍ୟରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବନ୍ୟାରେ ଏପର୍ଯ୍ୟନ୍ତ ୧୭୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ବି ଅନେକ ଲୋକ ପାଣି ଘେରରେ ଅଛନ୍ତି। ତେବେ ବନ୍ୟା ପାଣିକୁ ଭ୍ରୂକ୍ଷେପ ନ କରି ସୁରକ୍ଷାକର୍ମୀ…
ଏମିତି ଇଦ୍ ପାଳିଲେ ନୌଶାଦ୍, ଲୋକେ କହିଲେ ବାଃ ବାଃ
ଥିରୁଭାନନ୍ତପୁରମ୍,୧୨।୮: ଦେଶର ଚାରି ରାଜ୍ୟ କେରଳ, କର୍ନାଟକ, ମହାରାଷ୍ଟ୍ର ଏବଂ ଗୁଜରାଟରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇଛି। ଏହି ୪ଟି ରାଜ୍ୟରେ ବନ୍ୟା ଯୋଗୁ ୧୭୪ଜଣଙ୍କ ମୃତ୍ୟୁ ହେଲାଣି। କେବଳ କେରଳରେ ୭୨ରୁ ଅଧିକ ଜଣ ବନ୍ୟାରେ ପ୍ରାଣ ହରାଇଲେଣି। ୨.୨୭ଲକ୍ଷ…
ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର
ବିଶାଖାପଟନମ୍,୧୨।୮: ବିଶାଖାପଟନମ୍ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ ପଡିଥିଲେ। ଜାଗୁଆର ନାମକ ଏହି ଜାହାଜରେ କେମିତି ନିଆଁ ଲାଗିଲା…
ସିବିଏସ୍ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି ପ୍ରସଙ୍ଗ: ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ବିରୋଧ
ଭୁବନେଶ୍ୱର, ୧୨।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ହଠାତ୍ ଏପରି ପରୀକ୍ଷା ଫି ବୃଦ୍ଧିକୁ ଓଡ଼ିଶା ଅଭିଭାବକ ମହାସଂଘ ସୋମବାର ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ…
ଲଚ୍ଛା
ଆବଶ୍ୟକ ସାମଗ୍ରୀ : କାଜୁ, ପିସ୍ତାବାଦାମ, ଚେରି, କେଶର, ଗୁଜୁରାତି, ଚିନି, କ୍ଷୀର ଓ ଲଚ୍ଛା ପ୍ରସ୍ତୁତି ପ୍ରଣାଳୀ : ପ୍ରଥମେ ଆବଶ୍ୟକ ଅନୁଯାୟୀ କ୍ଷୀର ନେଇ ଏକ ପାତ୍ରରେ ଫୁଟାଯାଏ। କ୍ଷୀରରେ ଆବଶ୍ୟକ ପରିମାଣର ଚିନି, କାଜୁ, ପିସ୍ତାବାଦାମ, କେଶର…
‘ମୁଁ ଜଣେ ପାକିସ୍ତାନୀ, ଦୟାକରି ମୋତେ ଚାପୁଡା ମାରନ୍ତୁ ନଚେତ୍ କୋଳାଗ୍ରତ କରନ୍ତୁ’
କୋଲକାତା, ୧୨।୮:ପଶ୍ଚିମବଙ୍ଗର କୋଲକାତା ସହରର ଗଳିରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ପାକିସ୍ତାନକୁ ନେଇ ଲୋକଙ୍କ ଧାରଣା ଜାଣିବାକୁ ଜଣେ ଯୁବକ ପୋଷ୍ଟର ଧରି ଛିଡାହୋଇଛନ୍ତି। ଯେଉଁଥିରେ ଲେଖାଅଛି, ମୁଁ ଜଣେ ପାକିସ୍ତାନୀ, ଦୟାକରି ମୋତେ ଚାପୁଡା ମାରନ୍ତୁ ନଚେତ୍…
କଲାମଙ୍କୁ ମିଶାଇଲ ମ୍ୟାନ କରିଥିଲେ ଇସ୍ରୋର ଜନକ ଡା. ସାରାଭାଇ
ନୂଆଦିଲ୍ଲୀ,୧୨।୮: ଭାରତ ଆଜି ମହାକାଶ ଗବେଷଣା କ୍ଷେତ୍ରରେ ବହୁ ଆଗକୁ ଚାଲି ଯାଇଛି। ନିକଟରେ ଚନ୍ଦ୍ରୟାନ-୨ ପରୀକ୍ଷଣ କରି ଭାରତ ନିଜପାଇଁ ସୃଷ୍ଟି କରିଛି ଏକ ଭିନ୍ନ ପରିଚୟ। ହେଲେ ଏହାର ଜନକ ଡା.ବିକ୍ରମ ସାରାଭାଇଙ୍କ ବିଷୟରେ ହୁଏତ ସମସ୍ତଙ୍କୁ ଜଣା…
ବଢ଼ୁଛି ହୀରାକୁଦ ଜଳସ୍ତର
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଡ୍ୟାମ୍ର ଜଳଧାରଣ କ୍ଷମତା ୬୩୦…
ଗାଭାସ୍କରଙ୍କ ସମେତ ମହାନ୍ କ୍ରିକେଟରଙ୍କ ଟୋପି ହେବ ନିଲାମ
ମହାନ କ୍ରିକେଟରଙ୍କ ଟୋପି ନିଲାମ କରାଯିବ ବୋଲି ଜଣାପଡିଛି। ଭାରତର ପୂର୍ବତନ କ୍ରିକେଟର ସୁନୀଲ ଗାଭାସ୍କର, ଶ୍ରୀଲଙ୍କାର ହସନ ତିଳକରତ୍ନେ, ପାକିସ୍ତାନର ଜାଭେଦ୍ ମିଆଁଦାଦ୍ ଏବଂ ଇନ୍ତିଖାବ୍ ଆଲମ ଟୋପି ନିଲାମ କରାଯିବ ବୋଲି ନିଲାମକର୍ତ୍ତା ଚାଲର୍ସ ଲେକ୍ସି କହିଛନ୍ତି। ଓ୍ବାଲର୍ଡ…
ଭାସିଗଲା ଭୁଟୁଭୁଟି : ଉଦ୍ଧାର କଲା ଓଡ୍ରାଫ୍ ଟିମ୍
ଆରଡ଼ି,୧୨।୮(ଡି.ଏନ୍.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ନିକଟସ୍ଥ ମୁଆଁ ଘାଟରେ କାଉଡ଼ିଆମାନେ ଭର୍ତ୍ତି ହୋଇ ଏକ ଭୁଟୁଭୁଟିରେ ଯାଉଥିବା ବେଳେ ପ୍ରାୟ ଦେଢ କିମି ପର୍ଯ୍ୟନ୍ତ ଭାସି ଯାଇଥିଲେ। ସୂଚନାନୁସାରେ ଶେଷ ସୋମବାରରେ କେନ୍ଦ୍ରାପଡ଼ା ଜିଲାରୁ ମୁଆଁ ଘାଟଦେଇ କାଉଡ଼ିଆ ଶହଶହ…
Archives


