କଲେଜି ମସଲା
ଆବଶ୍ୟକ ସାମଗ୍ରୀ : ମଟନ କଲିଜା- ୫୦୦ଗ୍ରାମ ପିଆଜ- ୩ଟା(ପେଷ୍ଟ) ଟମାଟୋ- ୨ଟା(ପେଷ୍ଟ) ଲଙ୍କା, ଜିରା, ଧନିଆ ଗୁଣ୍ଡ- ୧ ଚାମଚ ଲେଖାଏ, ହଳଦୀ ଗୁଣ୍ଡ- ୧/୨ ଚାମଚ ତେଲ- ୫୦ଗ୍ରାମ, ଲୁଣ- ସ୍ବାଦନୁଯାୟୀ ଗୁଜୁରାତି- ୪ଟା, ଡାଳଚିନି- ୨ଟା ତେଜପତ୍ର-…
ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧା ସାଜିପାରନ୍ତି ୧୪୦ କିଲୋ କ୍ରିକେଟର୍
ପୋର୍ଟ-ଅଫ୍-ସ୍ପେନ୍,୧୨।୮:ଭାରତୀୟ କ୍ରିକେଟ ଦଳ ଏବେ ଓ୍ବେଷ୍ଟଇଣ୍ଡିଜ୍ ଗସ୍ତରେ ଯାଇଛି। ଟି-୨୦ ସିରିଜ୍ ହାତେଇବା ପରେ ଏବେ ଏକଦିବସୀୟ ସିରିଜ୍ ଖେଳୁଛି। ଏହାପରେ ଆରମ୍ଭ ହେବ ଟେଷ୍ଟ ସିରିଜ୍। ଏହି ସିରିଜ୍ ପାଇଁ ଓ୍ବେଷ୍ଟଇଣ୍ଡିଜ୍ ଦଳରେ ସାମିଲ ହୋଇଛନ୍ତି ସ୍ପିନର ରହକିମ୍ କର୍ନଓ୍ବାଲ୍।…
ମଦ ବୋଝେଇ ଗାଡ଼ି ଜବତ : ୪ ଗିରଫ
ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲା ଭ୍ରାମ୍ୟମାଣ ଅବକାରୀ ଟିମ୍ ରବିବାର ରାତି ଓ ସୋମବାର ସକାଳେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିଥିବା ବେଳେ ୩ଟି ଗାଡ଼ି ଜବତ କରିଛି। ସ୍ବତନ୍ତ୍ର ସ୍କ୍ବାଡ ଗାଡ଼ି ଗୁଡ଼ିକରୁ ପ୍ରାୟ…
କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍
ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ ଯାତାୟାତରେ ସମସ୍ୟା ଦେଖାଯାଇଛି । ଦାରିଙ୍ଗବାଡ଼ିଠାରୁ ବାଲିଗୁଡ଼ା, ତୁମୁଡ଼ିବନ୍ଧ, ଭବାନୀପାଟଣା, ରାଇପୁର ଆଦିକୁ ସଂଯୋଗ…
ଚିକେନ୍ ଦମ୍ ବିରିୟାନି
ଆବଶ୍ୟକ ସାମଗ୍ରୀ : ବସୁମତୀ ଚାଉଳ, ଚିକେନ୍, ପୋଦିନାପତ୍ର, ଡାଲଚିନି, ଗୁଜୁରାତି, ଅନାସୀଫୁଲ, କ୍ଷୀର, ଦହି, ଅଣ୍ଡା, ପିଆଜ, ଅଦା, ରସୁଣ, ଲବଙ୍ଗ, କଳାମରିଚ, ତେଜପତ୍ର, ଜାଇଫଳ, ଜାୟତ୍ରୀ, ସାଜିରା, ବଡଅଳେଇଚ, କେଓଡା(କିଆଫୁଲ ସେଣ୍ଟ), ଘିଅ, କେଶର, ଜିରା ପାଉଡର, ହଳଦୀଗୁଣ୍ଡ,…
ନନ୍ଦନକାନନରେ ବାଘୁଣୀର ମୃତ୍ୟୁ
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସୋମବାର ଏକ ବାଘୁଣୀର ମୃତ୍ୟୁ ହୋଇଛି। ‘ପ୍ରିୟଙ୍କା’ ନାମ୍ନୀ ଏହି ବାଘୁଣୀର ବୟସ ୧୯ ବର୍ଷ ୫ ମାସ ହେବ। ବୟସାଧିକ ଯୋଗୁ ବାଘୁଣୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ୨ ବର୍ଷ ହେବ…
ଭୟଭୀତ ପାକିସ୍ତାନ: ଲଦାଖ ନିକଟରେ ମୁତୟନ କଲାଣି ଯୁଦ୍ଧ ବିମାନ
ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରକୁ ନେଇ ଭାରତ ଯେଉଁ ନିଷ୍ପତ୍ତି ନେଇଛି ସେଥିରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଏହାକୁ ନେଇ ପ୍ରତିଥର ସେ ଏମିତି କିଛି କାମ କରୁଛି ଯାହା ତା’ର ବ୍ୟସ୍ତତାକୁ ସ୍ପଷ୍ଟଭାବେ ଦର୍ଶାଉଛି। ଏପର୍ଯ୍ୟନ୍ତ ଟ୍ରେନ୍ ଓ ବସ୍ ସେବା ବନ୍ଦ…
ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ
ଆଜିକାଲିର ବ୍ୟସ୍ତମୟ ଜୀବନରେ ଏକ ସୁବ୍ୟବସ୍ଥିତ ଜୀବନଶୈଳୀ ଅନୁସରଣ କରିବା ପ୍ରାୟ କଷ୍ଟକର। କାରଣ ନିଜ କାର୍ଯ୍ୟକୁ ନେଇ ଅନେକେ ଏତେ ବ୍ୟସ୍ତ ଯେ ସେମାନେ ନିଜର ଶରୀର ପ୍ରତି ଠିକ୍ ନଜର ଦେଇପାରି ନ ଥାନ୍ତି। ଫଳରେ ସେମାନେ ଏଥିପାଇଁ…
ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ଶିଡ଼ି ଚଢ଼ିବା
ଶିଡ଼ି ଚଢ଼ିବାକୁ ଅନେକ କୁଣ୍ଠାବୋଧ କରିଥାଆନ୍ତି। ଆଜିକାଲିର ହାଇଟେକ୍ ଯୁଗରେ ଉପର ମହଲାକୁ ଯିବା ଆସିବା ପାଇଁ ଏବେ ତ ଲିଫ୍ଟର ବ୍ୟବସ୍ଥା ରହିଛି, ଯାହାକୁ ଅନେକେ ଆପଣେଇଥାଆନ୍ତି। କିନ୍ତୁ ଶିଡ଼ି ଚଢ଼ିବା ଦ୍ୱାରା ଆମର ଅନେକ ଉପକାର ହୋଇଥାଏ। ଏହାଦ୍ୱାରା…
ଆଙ୍ଗୁଠି ଫୁଟାଇବା ଓ ଆର୍ଥ୍ରାଇଟିସ୍ ସମସ୍ୟା
ଆଙ୍ଗୁଠି ଫୁଟାଇବା ଅନେକ ଙ୍କର ଏକ ଅଭ୍ୟାସ। ଯଦି ଏହି ଅଭ୍ୟାସ ଦୀର୍ଘ ବର୍ଷ ଧରି ଲାଗି ରହେ ତେବେ ଭବିଷ୍ୟତରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ଏପରି ତଥ୍ୟ ବିଷୟରେ କାନାଡା ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ…
ଧୋନୀଙ୍କୁ ‘ମିସ୍’ କରୁଛନ୍ତି ସାକ୍ଷୀ: କହିଲେ, ତୁମ ଖେଳନା ଆସିଗଲା, ଏବେ ଅପେକ୍ଷା କରିଛି ତୁମକୁ
ରାଞ୍ଚି, ୧୨।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ଏବେ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ନେଉଛନ୍ତିି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ତାଙ୍କ ଅନୁପସ୍ଥିତ ଅନୁଭବ କରୁଛନ୍ତି ସ୍ତ୍ରୀ ସାକ୍ଷୀ।…
ଇଦ୍-ଉଲ୍-ଜୁହା ଉପଲକ୍ଷେ ବାଂଲାଦେଶ ସୀମାରେ ମିଠା ଅଦଳବଦଳ କଲେ ସେନା
ଫୁଲବାରି,୧୨।୮: ସାରା ବିଶ୍ୱରେ ସୋମବାର ପାଳନ କରାଯାଉଛି ‘ଇଦ୍-ଉଲ୍-ଜୁହା’। ଏହି ଅବସରରେ ଭାରତ-ବାଂଲାଦେଶ ସୀମାରେ ଥିବା ଫୁଲବାରିଠାରେ ଭାରତର ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍ଏଫ୍) ଯବାନମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରିଛନ୍ତି। ପ୍ରତିବର୍ଷ ପାକିସ୍ତାନ ସୀମାରେ ଏଭଳି ଦୃଶ୍ୟ ଦେଖାଯାଉଥିବା…
Archives


