Home

ନାମ ଲେଖା ପାଇଁ ଲଟେରି

ଆନନ୍ଦପୁର, ୫।୯(ସ୍ବ.ପ୍ର.)- ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କ ଆବେଦନ ଫର୍ମର ଲଟେରି ଉଠାଣ ଆରମ୍ଭ ହୋଇଛି। ଏହି ଲଟେରି ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଚାଲିବ। ବୁଧବାର ତୃତୀୟରୁ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମଲେଖା ପାଇଁ…

ନିଯୁକ୍ତି ଦେବାରେ ଓଡ଼ିଶା ବିଫଳ

ଭୁବନେଶ୍ୱର,୫ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତି ମାନ୍ଦା ଅବସ୍ଥା ଦେଇ ଗତି କରୁଛି। ସାମଗ୍ରିକ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ଗତ ୬ ବର୍ଷର ସବୁଠାରୁ ରେକର୍ଡସ୍ତରକୁ ହ୍ରାସ ପାଇଛି। ଏହାର ପ୍ରଭାବ ଓଡ଼ିଶାରେ ଦେଖାଦେଇଛି। ଆର୍ଥିକ ମାନ୍ଦାବସ୍ଥା ଯୋଗୁ ରାଜ୍ୟର ବେକାର…

୨ ଦିନ ବନ୍ଦ ରହିବ ମାରୁତି ସୁଜୁକି ପ୍ଲାଣ୍ଟ; ମାନ୍ଦାବସ୍ଥା ଯୋଗୁ ୨୦୧୨ ପରେ ପ୍ରଥମ

ନୂଆଦିଲ୍ଲୀ,୫ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବରୁ ଦେଶର ସର୍ବବୃହତ କାର୍‌ ନିର୍ମାତା ମାରୁତି ସୁଜୁକି ୨ଦିନ ୭ ଓ ୯ ତାରିଖରେ ହରିୟାଣାସ୍ଥିତ ଗୁଡ଼ଗାଓ ଏବଂ ମାନେସର ପ୍ଲାଣ୍ଟକୁ ବନ୍ଦ ରଖିବ। ଏହି ଦୁଇ ଦିନକୁ କମ୍ପାନୀ ‘ନୋ ପ୍ରଡକ୍ସନ…

ରୁପା ଦର ୫୦ ହଜାର ଟପିଲା

ନୂଆଦିଲ୍ଲୀ,୫ା୯: ବିଶ୍ୱ ବଜାରରେ ସୁନା ଦର ମଙ୍ଗଳବାର ବୃଦ୍ଧି ପାଇଥିବା ବେଳେ ବୁଧବାର ସ୍ଥାନୀୟ ବଜାରରେ କ୍ରମାଗତ ଦ୍ୱିତୀୟ ଦିନ ଅର୍ଥାତ ବୁଧବାର ଏହା ୧୨୨ ଟଙ୍କା ବୃଦ୍ଧି ପାଇ ୩୯,୨୪୮ ଟଙ୍କା ପ୍ରତି ୧୦ ଗ୍ରାମରେ କାରବାର ବନ୍ଦ ହୋଇଛି।…

ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଖୁଣ୍ଟା,୫ା୯(ଡି.ଏନ୍‌.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦ ମସିହାରେ ଏହି ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲା ଯାଇଥିଲା। ଦୀର୍ଘବର୍ଷ ଅସ୍ଥାୟୀ ଆୟୋଜନରେ ପ୍ରାକ୍‌…

ଏଫଆଇଏଚ୍‌ ପ୍ରୋ ଲିଗ୍‌: ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ

ନୂଆଦିଲ୍ଲୀ, ୫।୯(ପି.ଟି.)- ଏଫଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତୀୟ ପୁରୁଷ ହକି ଦଳ ଆସନ୍ତାବର୍ଷ ଜାନୁୟାରୀ୧୮ରେ ଏହାର ପ୍ରଥମ ମ୍ୟାଚ ଘରୋଇ ପରିବେଶରେ ଖେଳିବ। ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେବ ନେଦରଲାଣ୍ଡ୍ସ। ଏଫଆଇଏଚ୍‌ ପ୍ରୋ ଲିଗ୍‌ ସିଜନ-୨ ପାଇଁ ବୁଧବାର ଘୋଷିତ କାର୍ଯ୍ୟସୂଚୀ…

ସେବା କ୍ଷେତ୍ରକୁ ମାନ୍ଦାବସ୍ଥା ମାଡ; ପିଏମ୍‌ଆଇ ୫୨.୪ ପଏଣ୍ଟକୁ ହ୍ରାସ

ନୂଆଦିଲ୍ଲୀ,୫।୯: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥା ପ୍ରଭାବ ଗୋଟିଏ ପରେ ଗୋଟିଏ ସେକ୍ଟରକୁ ମାଡି ଚାଲିଛି। ସର୍ଭିସ ସେକ୍ଟର ବା ସେବା କ୍ଷେତ୍ର ସେଥିରୁ ବାଦ ପଡ଼ିନି। ଏକ ମାସିକ ସର୍ଭେ ଅନୁଯାୟୀ ଦେଶରେ ନୂଆ କାରବାର ବୃଦ୍ଧି ହାର, ନିଯୁକ୍ତି…

୭୩% ହ୍ରାସ ପାଇଛି ସୁନା ଆମଦାନୀ

ନୂଆଦିଲ୍ଲୀ,୫ା୯: ଭାରତର ସୁନା ଆମଦାନୀ ୭୩% ହ୍ରାସ ପାଇଛି। ସୁନା ଦର ରେକର୍ଡ ସ୍ତରରେ ପହଞ୍ଚତ୍ୟିବାରୁ ଲୋକେ ଏହାକୁ କିଣିବାରୁ ଦୂରେଇ ରହୁଛନ୍ତି। ଗତ ୩ ବର୍ଷ ଭିତରେ ସୁନା ଆମଦାନୀ ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଅଗଷ୍ଟରେ ଦେଶରେ ମାତ୍ର ୩୦…

ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ: ବର୍ଷା ଯୋଗୁ ରିଜର୍ଭ ଡେ’କୁ ଖେଳ ଘୁଞ୍ଚିଲା

ଥିରୁଭାନନ୍ତପୁରମ,୫।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଭାରତ ଏ’ ଓ ଦକ୍ଷିଣ ଆଫ୍ରିକା ଏ’ ମଧ୍ୟରେ ଖେଳା ଯାଇଥିବା ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ ମ୍ୟାଚ୍‌ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଫଳରେ ଖେଳ ରିଜର୍ଭ ଡେ ଅର୍ଥାତ ଗୁରବାରକୁ…

ୟୁଟ୍ୟୁବ୍‌ରେ ପିଲାଙ୍କ ତଥ୍ୟ ରଖିବା ଅଭିଯୋଗ; ଗୁଗଲକୁ ୧୭୦ ମିଲିୟନ ଡଲାର ଜରିମାନା

ନୂଆଦିଲ୍ଲୀ,୫ା୯: ବିଶ୍ୱର ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ଗୁଗଲକୁ ୧୭୦ ମିଲିୟନ ଡଲାର ଜରିମାନା ଦେବା ଲାଗି ଆମେରିକା ଫେଡେରାଲ ଟ୍ରେଡ୍‌ କମିଶନ(ଏଫ୍‌ଟିସି) ନିର୍ଦ୍ଦେଶ ଦେଇଛନ୍ତି। ଗୁଗଲର ସହଯୋଗୀ ଭିଡ଼ିଓ ସେୟାରିଂ କମ୍ପାନୀ ୟୁଟ୍ୟୁବ୍‌ ବେଆଇନ ଭାବେ ପିଲାମାନଙ୍କ ଡାଟାକୁ ଏକତ୍ରିତ କରୁଥିବାର…

ୟୁଏସ୍‌ ଓପନ୍‌: ବିପର୍ଯ୍ୟୟ: କ୍ୱାର୍ଟରରୁ ଫେଡରରଙ୍କ ବିଦାୟ

ନ୍ୟୁୟର୍କ, ୫।୯ (ଏଏଫ୍‌ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ର କ୍ୱାର୍ଟର ଫାଇନାଲରେ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ୨୦ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ତଥା କିମ୍ବଦନ୍ତୀ ସୁଇଜରଲାଣ୍ଡ ଟେନିସ ଖେଳାଳି ରୋଜର ଫେଡରର କ୍ୱାର୍ଟର…

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌: ଭାଗନେବେ ୭୦ରୁ ଊର୍ଦ୍ଧ୍ୱ ଖେଳାଳି

ଭୁବନେଶ୍ୱର, ୫।୯(ପି.ଟି.)- ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଏହି ପ୍ରତିଯୋଗିତା ୧୪ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପଡୋଶୀ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?