Home

ପ୍ରସାଦ ଜୁଏଲର୍ସର ନୂଆ ଶୋ’ରୁମ ଉଦ୍‌ଘାଟିତ

ସମ୍ବଲପୁର,୨୮ା୧(ବି.ଶଙ୍କର): ପ୍ରସାଦ ଜୁଏଲର୍ସର ନୂତନ ଶୋରୁମ ସମ୍ବଲପୁର ସହର ବୁଢ଼ାରଜା ଏସ୍‌ଆଇଟି କଲୋନି ସମ୍ମୁଖରେ ରବିବାର ଉଦ୍‌ଘାଟିତ ହୋଇଯାଇଛି। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଶୋରୁମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଅନିଲ ପ୍ରସାଦଙ୍କ ପରିଚାଳନାରେ ଏହି କାର୍ଯ୍ୟକ୍ରମ…

ବିଶ୍ୱର କେଉଁ ଦେଶରେ ପ୍ରଥମେ ଆରମ୍ଭ ହୋଇଥିଲା ବଜେଟ୍‌?ଆଉ ଭାରତରେ…

ନୂଆଦିଲ୍ଲୀ,୨୮।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧, ୨୦୨୫ରେ ଦେଶର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ। ତାଙ୍କର ବଜେଟ ଭାଷଣ ଲୋକ ସଭାରେ ସକାଳ ୧୧ଟାରେ ଆରମ୍ଭ ହେବ। ଅର୍ଥମନ୍ତ୍ରୀ ଭାବରେ ଏହା ସୀତାରମଣଙ୍କ ଅଷ୍ଟମ ବଜେଟ ଭାଷଣ ହେବ। ଏଥିପାଇଁ…

ରୟାଲ ଏନଫିଲ୍ଡ ହଣ୍ଟର ୩୫୦ର ବିକ୍ରି ମାଇଲଖୁଣ୍ଟ

ନୂଆଦିଲ୍ଲୀ,୨୮।୧ (ଅଭୟ ଦାଶ): ରୟାଲ ଏନଫିଲ୍ଡର କମ୍ପ୍ୟାକ୍ଟ ଏବଂ ଷ୍ଟାଇଲିସ୍‌ ରୋଡଷ୍ଟର ହଣ୍ଟର ୩୫୦କୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି ଏହି ମଡେଲ ୫,୦୦,୦୦୦ ବିକ୍ରି ପଞ୍ଜିକରଣର ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ୨୦୨୨ ଅଗଷ୍ଟରେ ଏହି ମଡେଲର…

ପିଜିଜିଏସ୍‌ର ନୂଆ ମାଇଲଷ୍ଟୋନ୍‌

ନୂଆଦିଲ୍ଲୀ,୨୮।୧: ପଲ୍‌ ଜର୍ଜ ଗ୍ଲୋବାଲ ସ୍କୁଲ ବା ପିଜିଜିଏସ୍‌ ନୂଆଦିଲ୍ଲୀକୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏହି ସ୍କୁଲ ନିକଟରେ ଏକ ନୂଆ ମାଇଲଷ୍ଟୋନ ହାସଲ କରିଛି। ଏପରିକି ସଷ୍ଟେନେବିଲିଟି ଏଡୁକେଶନ ଆଣ୍ଡ ଏନଭାରନମେଣ୍ଟାଲ ରେସପନ୍ସିବିଲିଟି ଯୋଗୁ ପିଜିଜିଏସକୁ ଏହି ମାନ୍ୟତା…

କ୍ଷୀରୋଦ ଲାଲ୍‌ଚାନ୍ଦର ପ୍ରଥମ ଲକ୍ଷପତି

ଭୁବନେଶ୍ୱର,୨୮।୧: ଲାଲଚାନ୍ଦ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଲକି ଡ୍ର ‘ଲାଲଚାନ୍ଦ କୌନ ବନେଗା ଲକ୍ଷପତି’ ଉଠାଣରେ ତାଳଚେରର ଗ୍ରାହକ କ୍ଷୀରୋଦ ଚନ୍ଦ୍ର ବାରିକ ଚଳିତ ବର୍ଷର ପ୍ରଥମ ଭାଗ୍ୟଶାଳୀ ବିଜେତା ହୋଇଛନ୍ତି। ଉଲ୍ଲେଖାଯୋଗ୍ୟ, ଲାଲଚାନ୍ଦ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ନ୍ୟୁ ମାରିଅନ…

ଭିତ୍ତିଭୂମି ପ୍ରଗତିରେ ବେଦାନ୍ତର ଉଲ୍ଲେଖନୀୟ ଯୋଗଦାନ

ଭୁବନେଶ୍ୱର,୨୮।୧: ବେଦାନ୍ତ ଲିମିଟେଡ ଓଡ଼ିଶାର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରି ରାଜ୍ୟର ଅସୀମ ସମ୍ଭାବନାକୁ ନିକଟରେ ଉନ୍ମୋଚିତ କରିଛି। ଏପରିକି ଓଡ଼ିଶାର ପରିବର୍ତ୍ତନ ଯାତ୍ରାରେ ବେଦାନ୍ତ ଯୋଗ ଦେଇଛି। ରାଜ୍ୟର ଅର୍ଥନୈତିକ ଓ ଭିତ୍ତିଭୂମି ପ୍ରଗତିରେ ବେଦାନ୍ତ ଏକ ଉଲ୍ଲେଖନୀୟ ଉଦାହରଣ ସୃଷ୍ଟି କରିଛି।…

ବଜାରରେ କିଆର ଅଲ୍‌ ନ୍ୟୁ ‘ସିରୋସ୍‌’

ଭୁବନେଶ୍ୱର,୨୮।୧(ଅଭୟ ଦାଶ): କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ କିଆ ସିରୋସ୍‌’ର ବିଶ୍ୱସ୍ତରୀୟ ଅନାବରଣ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କିଆ ଇଣ୍ଡିଆର ସ୍ବୀକୃତିପ୍ରାପ୍ତ ଡିଲର ତୃପ୍ତି କିଆ ଭୁବନେଶ୍ୱର ପାତ୍ରପଡ଼ା ଶୋ’ରୁମ୍‌ ପକ୍ଷରୁ ଏକ…

ଶ୍ରୀକ୍ଷେତ୍ର ଟିଭିଏସ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୮ା୧(ଅନୁରାଧା ମହାରଣା): ଟିଭିଏସ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ‘ଶ୍ରୀକ୍ଷେତ୍ର ଟିଭିଏସ୍‌’ ସୋମବାର ଭୁବନେଶ୍ୱର ପଳାଶୁଣୀ ଠାରେ ଉଦ୍‌ଘାଟିତ ହୋଇଯାଇଛି। ଶ୍ରୀକ୍ଷେତ୍ର ଟିଭିଏସ୍‌ର ଏମ୍‌ଡି ପରେଶ ନାଥ ସାହୁ, ନିର୍ଦ୍ଦେଶକ ଅବନିନ୍ଦ୍ର ସାହୁ ଏବଂ ଜିଏମ୍‌ ତ୍ରିଲୋଚନ ଖୁଣ୍ଟିଆଙ୍କ ସମେତ ଟିଭିଏସ୍‌ ମୋଟରର ଏଏନ୍‌ଏସ୍‌ଏମ୍‌…

ପୋଷାହାତୀ ଭବାନୀର ମୃତ୍ୟୁ, ପ୍ରାଣୀପ୍ରେମୀଙ୍କୁ ଝଟ୍‌କା

ବାରିପଦା,୨୮।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷାହାତୀ ଭବାନୀର ମୃତ୍ୟୁ ଘଟିଛି । ମଙ୍ଗଳବାର ସକାଳ ୬ଟା ୧୦ରେ ମୃତ୍ୟୁ ହୋଇଥିବା ନେଇ ଜଣାପଡିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢେ ୭ଫୁଟରୁ…

‘କୁଛ୍‌ କୁଛ୍‌ ହୋତା ହୈ’ ଗାଇଲେ ଇଣ୍ଡୋନେସୀୟ ପ୍ରତିନିଧି ଦଳ

ନୂଆଦିଲ୍ଲୀ: ଭାରତର ୭୬ତମ ଗଣତନ୍ତ୍ର ଦିବସର ବିଶେଷ ଉତ୍ସବରେ ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆନ୍ତୋ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଶନିବାର ରାତିରେ ରାଷ୍ଟ୍ରପତି ଭବନରେ ଆୟୋଜିତ ରାତ୍ରି ଭୋଜନ ଉତ୍ସବରେ ରାଷ୍ଟ୍ରପତି ପ୍ରବୋଓ ସୁବିଆନ୍ତୋଙ୍କ ସହ ଆସିଥିବା ଇଣ୍ଡୋନେସିଆର ପ୍ରତିନିଧି ଦଳ…

ପଦ୍ମ ପୁରସ୍କାରକୁ ନେଇ ସୋନୁ ଅସନ୍ତୁଷ୍ଟ

ମୁମ୍ବାଇ: ସାଧାରଣତନ୍ତ୍ର ଦିବସର ପୂର୍ବ ସାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଚଳିତ ବର୍ଷର ପଦ୍ମ ପୁରସ୍କାର ବିଜେତା ଭାବେ ଘୋଷଣା କରାଯାଇଥିଲା। ତେବେ ଏହି ତାଲିକାକୁ ନେଇ ବିଶିଷ୍ଟ…

ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ

ଡେଟା ଗୋପନୀୟତା ଦିବସ ହେଉଛି ଏକ ଅନ୍ତର୍ଜାତୀୟ ଦିବସ। ଏହା ପ୍ରତିବର୍ଷ ୨୮ ଜାନୁଆରୀରେ ପାଳିତ ହୋଇଥାଏ। ଏହି ଦିବସର ଉଦ୍ଦେଶ୍ୟ ହେଉଛି ସଚେତନତା ସୃଷ୍ଟି କରିବା ଏବଂ ଗୋପନୀୟତା ତଥା ତଥ୍ୟ ସୁରକ୍ଷା ସର୍ବୋତ୍ତମ ଅଭ୍ୟାସକୁ ପ୍ରୋତ୍ସାହିତ କରିବା। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri