କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ;ଘର କ୍ରେତାଙ୍କ ଲାଗି ଏକକ ପ୍ରସ୍ତାବ ଆଣ
ନୂଆଦିଲ୍ଲୀ,୧୦-୭: ଲକ୍ଷ ଲକ୍ଷ ଘର କ୍ରେତାଙ୍କ ସମସ୍ୟା ଦୂର କରିବା ଲାଗି କେନ୍ଦ୍ର ସରକାର ଏକକ ପ୍ରସ୍ତାବ(ୟୁନିଫର୍ମ ପ୍ରପୋଜାଲ୍) ଆଣନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଜେପି ଇନ୍ଫ୍ରାଟେକ୍ ଲିମିଟେଡ ମାମଲାର ଶୁଣାଣି ବେଳେ ଏହି ନିର୍ଦ୍ଦେଶ ଦେଇ କହିଛନ୍ତି…
ଓଏନ୍ଜିସି, ଆଇଓସି, ଏନ୍ଟିପିସି, ଗେଲ୍ର ସରକାରୀ ନିୟନ୍ତ୍ରଣ ହଟିବ
ବଜେଟ ନିଅଣ୍ଟକୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଲାଭଜନକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ନିଜର ନିୟନ୍ତ୍ରଣ ହଟାଇବାକୁ ଚାହୁଁଛନ୍ତି। ଏହାଦ୍ୱାରା ଦେଶରେ ନିବେଶ ବୃଦ୍ଧି ପାଇବ ବୋଲି ସରକାର ଭାବୁଛନ୍ତି। ଶକ୍ତି କ୍ଷେତ୍ରରେ କାର୍ଯ୍ୟରତ ପ୍ରମୁଖ ଲାଭଜନକ…
ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ
ଓ୍ବାଶିଂଟନ,୧୦-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀୟ ନୁହେଁ ବୋଲି ସେ ଟୁଇଟ୍ କରି ଜଣାଇଛନ୍ତି। ସୂଚନାଥାଉ କି, ଆମେରିକା…
ଇଣ୍ଡିଗୋ ପ୍ରମୋଟରଙ୍କ ଝଗଡା ସେବିରେ ପହଞ୍ଚିଲା
ମୁମ୍ବାଇ,୧୦-୭: ଦେଶର ସର୍ବବୃହତ୍ ଘରୋଇ ଏୟାରଲାଇନ ଭାବେ ପରିଚିତ ଇଣ୍ଡିଗୋ ଏୟାରଲାଇନ୍ସର ପ୍ରମୋଟରଙ୍କ ଭିତରେ ଆରମ୍ଭ ହୋଇଥିବା ଝଗଡା ଏବେ ଷ୍ଟକ୍ ଏକ୍ସଚେଞ୍ଜ ନିୟନ୍ତ୍ରକ ସିକ୍ୟୁରିଟିଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି) ନିକଟରେ ପହଞ୍ଚତ୍ଛି। କମ୍ପାନୀରେ ହୋଇଥିବା ଅନିୟମିତତାର ତଦନ୍ତ କରିବା ଲାଗି…
୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ
ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍ ଏୟାରଓ୍ବେଜ୍ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବା ପୂର୍ବରୁ ବିଦେଶ ଯାଇପାରିବେ ନାହିଁ ବୋଲି ହାଇକୋର୍ଟ…
ଏଫ୍ପିଆଇଙ୍କୁ ଟାର୍ଗେଟ କରାଯାଇନି: ଅର୍ଥ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୦-୭:ବଜେଟରେ ପ୍ରସ୍ତାବ ଦିଆଯାଇଥିବା ନୂଆ ଟିକସ ବ୍ୟବସ୍ଥାକୁ ନେଇ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍ପିଆଇ)ଙ୍କ ମଧ୍ୟରେ ବିଭିନ୍ନ ଆଶଙ୍କା ଉପୁଜିଛି। ଏହାର ପ୍ରଭାବ ଦେଶର ପୁଞ୍ଜି ବଜାର ଉପରେ ମଧ୍ୟ ପରିଲକ୍ଷିତ ହୋଇଛି। ଗତ କିଛି ଦିନରେ ଶେୟାର ବଜାରର ସୂଚକାଙ୍କ ଖସି…
୧୧ ବର୍ଷରେ ୧.୮୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୦-୭: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ଦିନକୁ ଦିନ ବଢୁଥିବା ଦେଖାଯାଇଛି। ଗତ ୧୧ ବର୍ଷ ମଧ୍ୟରେ ବ୍ୟାଙ୍କଗୁଡିକରେ ୪୪,୦୧୬ ଠକେଇ ମାମଲା ସାମ୍ନାକୁ ଆସିଛି। ୨୦୦୮-୦୯ ପରଠାରୁ ଏହି ମାମଲାଗୁଡିକରେ ୧.୮୫ ଲକ୍ଷ କୋଟି ଟଙ୍କା ଜଡିତ ରହିଥିବା ଅର୍ଥରାଷ୍ଟ୍ରମନ୍ତ୍ରୀ…
ସକାଳେ କପେ ରେଡ୍ ଟି…
ସକାଳେ ରେଡ୍ ଟି ପିିଇଲେ ଅନେକ ଉପକାର ମିଳିଥାଏ। ରେଡ୍ ଟିରେ ଲୌହ, ପୋଟାସିୟମ୍, ଜିଙ୍କ୍, ମାଙ୍ଗାନିଜ୍, କପର, କ୍ୟାଲସିୟମ୍, ସୋଡ଼ିୟମ୍, ମ୍ୟାଗ୍ନେସିୟମ୍, ଫ୍ଲୋରାଇଡ୍, କ୍ୟୁରସେଟିନ୍ ଆଦି ତତ୍ତ୍ୱ ରହିଥାଏ। ଏହାକୁ ନିୟମିତ ପିଇଲେ ରକ୍ତ ସଞ୍ଚାଳନ ବୃଦ୍ଧି ହୋଇ ହାର୍ଟ…
ବସ୍ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍ପର ଗିରଫ
ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବସ୍ ହେଲ୍ପର ବଳାତ୍କାର କରିଛନ୍ତି। ଏହି ଘଟଣାରେ…
‘କସ୍ମୋପଲିଟାନ୍’ କଭର୍ଷ୍ଟୋରୀରେ ଦୂତି
ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍ ‘କସ୍ମୋପଲିଟାନ୍’ର କଭର୍ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍ମେଣ୍ଟ ମାଗାଜିନ୍ର…
ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ
ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ ଟାଏଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତ ଗଣତି…
ବଜାରରେ ରେନୋ ଇଣ୍ଡିଆର ନୂଆ ଡକ୍ଟର, ମୂଲ୍ୟ ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ
ନୂଆଦିଲ୍ଲୀ,୯-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ ଅଭିବୃଦ୍ଧି…
Archives


