ପୂର୍ବରୁ ଏମିତି ଥିଲେ, ଏବେ ବଦଳିଗଲାଣି ଏହି ଅଭିନେତ୍ରୀଙ୍କ ଚେହେରା
ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍ ରହୁଥିବାବେଳେ ଫ୍ୟାନ୍ମାନଙ୍କ ପାଇଁ ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି। ସୋସିଆଲ ମିଡିଆରେ ଏମିତି ଏକ ଫଟୋ ଶେୟାର କରିଛନ୍ତି, ଯାହା ବର୍ତ୍ତମାନର ନୁହେଁ। କିଛିଦିନ ତଳର। ଏଥିରେ ସେ…
ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍ପି ଅମର ପଟ୍ଟନାୟକ। ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…
ବିନା ଭିଜାରେ ବର୍ଷ ସାରା କରତାରପୁର କରିଡର ଯାତ୍ରା କରିପାରିବେ ଯାତ୍ରୀ
ଇସ୍ଲାମାବାଦ,୪।୯: କରତାରପୁର କରିଡର ନେଇ ଭାରତ ଓ ପାକିସ୍ତାନ ଅଧିକାରୀଙ୍କ ମଧ୍ୟରେ ତୃତୀୟ ସ୍ତର ଆଲୋଚନା ଶେଷ ହୋଇଛି। ବୁଧବାର ଅଟାରୀ ବର୍ଡରରେ ଦୁଇ ଦେଶର ପ୍ରତିନିଧିଙ୍କ ମଧ୍ୟରେ ଏନେଇ ଆଲାଚନା ହୋଇଥିଲା। ଆଲୋଚନା ଅନୁଯାୟୀ ଏବେ ଭାରତର ଶିଖ୍ ଶ୍ରଦ୍ଧାଳୁ…
ମୋଦିଙ୍କୁ ପ୍ରଶଂସା କରି ପୁଣି କଂଗ୍ରେସକୁ ଆଇନା ଦେଖାଇଲେ ଥରୁର
ନୂଆଦିଲ୍ଲୀ,୪।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଥରେ ନିଜ ଦଳ କଂଗ୍ରେସକୁ ଆଇନା ଦେଖାଇଛନ୍ତି। ସେ ଗତ ସପ୍ତାହ ମଧ୍ୟରେ ପ୍ରାୟ ୨ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି ସାରିଛନ୍ତି। ତେଣୁ ଥରୁରଙ୍କର ଏହି ମୋଦି ପ୍ରେମକୁ…
ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ : ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୪।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଜଣେ ଯୁବତୀଙ୍କୁ ଅନ୍ୟ ଏକ ଗାଁର ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲା କ୍ରମେ, ଆଇଆଇସି ବସନ୍ତ କୁମାର ସେଠୀ ଘଟଣାର ତଦନ୍ତ କରି ମାମଲା ନଂ.୧୭୦/୧୯,…
ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ
ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼ ଅଞ୍ଚଳରେ…
ୟୁଏପିଏ ଆଧାରରେ ମାସୁଦ ଆଝାରଙ୍କ ସମେତ ୪ ଜଣଙ୍କୁ ଆତଙ୍କବାଦୀ ଘୋଷିତ
ନୂଆଦିଲ୍ଲୀ,୪।୯: ଭାରତ ମାସୁଦ ଆଝାର, ହାଫିଜ ସୟିଦ, ଦାଉଦ୍ ଇବ୍ରାହିମ୍ ଓ ଜକି-ଉର୍-ରହମାନ ଲଖଭିଙ୍କୁ ଆତଙ୍କବାଦୀ ଘୋଷଣା କରିଛି। ଏମାନଙ୍କୁ Unlawful Activities (Prevention) Act ଅଧିନିୟମ ଅନୁଯାୟୀ ଆତଙ୍କବାଦୀ ଘୋଷଣା କରାଯାଇଛି। ଏହାସହ ଏମାନଙ୍କ ବିରୋଧରେ ରେଡ କର୍ନର ନୋଟିସ…
ବିଶ୍ୱର ସବୁଠୁ ଉଚ୍ଚ ସୁଇମିଂ ପୁଲ୍ : ୧୧୫ ଫୁଟ ଉପରେ ଝୁଲି ରହିଛି
ସାଧାରଣତଃ ସୁଇମିଂ ପୁଲ୍ ତଳେ ନିର୍ମାଣ କରାଯାଇଥାଏ। କିନ୍ତୁ ବ୍ରିଟେନ୍ରେ ଏମିତି ଏକ ସୁଇମିଂ ପୁଲ୍ ରହିଛି, ଯାହାର ନିର୍ମାଣ ଶୈଳୀ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଦକ୍ଷିଣ ବ୍ରିଟେନ୍ର ଦୁଇ ଆପାର୍ଟମେଣ୍ଟ ମଝିରେ ଝୁଲିଲା ପରି ରହିଛି ଏହି ପୁଲ୍। ଦୁଇ…
ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…
ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି କଞ୍ଚା ଶାଗ ପତ୍ର ଚୋବାଇ ଖାଇଲେ ମୋତିଆ ବିନ୍ଦୁ .ହୋଇ ଥାଏ ବୋଲି ଆୟୁର୍ବେଦରେ…
ଘରେ ମଶା ନହେବା ପାଇଁ ଆପଣାନ୍ତୁ ଏହି ଉପାୟ…
ଘର ପାଖରେ ସନ୍ତସନ୍ତିଆ ହେଲେ ମଶା ହୋଇଥାନ୍ତି। ତେବେ ମଶା ସମସ୍ୟାରୁ ଦୂରେଇ ରହିବା ପାଇଁ ଘର ପାଖରେ ଗେଣ୍ଡୁ ଫୁଲ ଲଗାଇଲେ ଭଲ। ଏହାର ବାସ୍ନାରେ ମଶା ଦୂରେଇ ଯିବେ। ସେହିପରି ତୁଳସୀ ବାସ୍ନା ମଧ୍ୟ ମଶାଙ୍କ ଲାଗି ଅସହ୍ୟ…
ଇଛାଶକ୍ତି ଆଗରେ ହାର୍ ମାନିଛି ଦିବ୍ୟାଙ୍ଗତା: ୨ ହାତ ନ ଥାଇ ଶିକ୍ଷକତା ନିଶା
ଭୋପାଳ,୪।୯: ଇଛାଶକ୍ତି ଆଗରେ ସମସ୍ତ ବାଧା ଦୂର ହୋଇଯାଇଥାଏ। ଏଭଳି ଏକ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ପ୍ରାଥମିକ ଶିକ୍ଷକ ରାକେଶ ପନ୍ଦ୍ରେ। ପିଲାଦିନେ ଏକ ଦୁର୍ଘଟଣାରେ ରାକେଶ ନିଜର ୨ ହାତ ହରାଇଥିଲେ। ତେବେ ଦୃଢ଼ ଇଛାଶକ୍ତି ଆଗରେ ତାଙ୍କର…
ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର। ବୁଧବାର ଏନେଇ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ରାଜ୍ୟ ସରକାର କିଛି ବାଟ…

