ଦନ୍ତାହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା
କେନ୍ଦୁଝର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଦଅଁଳା ମୁଣ୍ଡାସାହିରେ ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ସେ କଦମି ମୁଣ୍ଡା ବୋଲି ଜଣାପଡ଼ିଛି। ସୋମବାର ବିଳମ୍ବିତ ରାତିରେ କଦମି ବାହାରକୁ ବାହାରିଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ। ଖବରପାଇ…
ସୁକମା ଏନ୍କାଉଣ୍ଟର: ମହିଳା ମାଓବାଦୀ ମୃତ
ରାୟପୁର,୯।୭: ଛତିଶଗଡ଼ର ମାଓବାଦୀ ପ୍ରଭାବିତ ସୁକମା ଜିଲାରେ ମାଓବାଦୀ ବିରୋଧୀ ଅଭିଯାନ ସଫଳ ହୋଇଛି। ମଙ୍ଗଳବାର ଚିନ୍ତାଗୁମ୍ପା ଅଞ୍ଚଳର ଡବ୍ବାକୋଣ୍ଟା ଗଁା ନିକଟସ୍ଥ ଜଙ୍ଗଲରେ ଥିବା ମାଓବାଦୀ ଶିବିରରେ ଏସ୍ଟିଏଫ୍, ଡିଆରଜି ଓ ସିଆରପିଏଫ୍ର କୋବ୍ରା ବାଟାଲିଅନ ମିଳିତ ସର୍ଚ୍ଚ ଅପରେଶନ…
କଳାସୁନା ଉଦ୍ଭାବନ କଲେ ଭାରତୀୟ ବୈଜ୍ଞାନିକ: ସୌରରଶ୍ମୀ ଅବଶୋଷକ ଭାବେ କରିବ କାର୍ଯ୍ୟ
ନୂଆଦିଲ୍ଲୀ,୯।୭: ସୁନା ଦେଖିବାକୁ ହଳଦିଆ। ତେବେ କେତେକ ଭାରତୀୟ ବୈଜ୍ଞାନିକ ଏବେ କଳାସୁନା ଉଦ୍ଭାବନ କରିବାକୁ ସକ୍ଷମ ହୋଇଛନ୍ତି। ଟାଟା ଇନଷ୍ଟିଚ୍ୟୁଟ୍ ଅଫ୍ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ(ଟିଆଇଏଫ୍ଆର୍)ର ବୈଜ୍ଞାନିକ ଏଭଳି ଚମତ୍କାର କରିଛନ୍ତି। ଏହାର ରଙ୍ଗ କଳା। କଳାସୁନା କାର୍ବନ ଡାଇଅକ୍ସାଇଡ୍ ଏବଂ…
ଟ୍ରାଫିକ୍ କନଷ୍ଟେବଳ କଲେ ଏମିତି କାମ ଲୋକେ କଲେ ସାଲ୍ୟୁଟ
ଲକ୍ଷ୍ନୌ, ୯।୭: ଉତ୍ତର ପ୍ରଦେଶର ଅଯୋଧ୍ୟା ଟ୍ରାଫିକ୍ରେ କାମ କରୁଥିବା ଜଣେ କନଷ୍ଟେବଳ ଏକ ଛୋଟ କାମ କରି ରାତାରାତି ସେଲିବ୍ରିଟି ପାଲଟିଯାଇଛନ୍ତି। ତାଙ୍କୁ ଏବେ ଚାରିଆଡୁ ପ୍ରଶଂସା ମିଳୁଛି। ଜଣେ ବୃଦ୍ଧ ଟ୍ରଲିରେ ପ୍ରବଳ ଜିନିଷପତ୍ର ଲଦିଥିବାରୁ ଟ୍ରାଫିକ୍ ପାର୍…
ବିବାହରେ କନ୍ୟା ରଖିଲେ ସର୍ତ୍ତ: ଶହେ ବୃକ୍ଷଚାରା ରୋପଣ ପରେ ବରଯାତ୍ରୀ ନେଇ ଆସିବାକୁ କହିଲେ
ଗ୍ବାଲିୟର,୯।୭: ମଧ୍ୟପ୍ରଦେଶରେ ଜଣେ କନ୍ୟା ବିବାହ ପାଇଁ ଅଜବ ସର୍ତ୍ତ ରଖିଛନ୍ତି। ଶହେ ବୃକ୍ଷ ଚାରା ରୋପଣ ପରେ ବରଯାତ୍ରୀ ନେଇ ବିବାହ ଲାଗି ଆସିବାକୁ ସେ ବରଘରଙ୍କୁ ପରାମର୍ଶ ଦେଇଛନ୍ତି। ବରଘର ଏଭଳି ସର୍ତ୍ତ ଶୁଣି ପ୍ରଥମେ ଆଶ୍ଚର୍ଯ୍ୟ ହୋଇଥିଲେ…
ସିଦ୍ଧୁ ଦରମା ନେଉଛନ୍ତି ହେଲେ କାମ କରୁନାହାଁନ୍ତି: ଭାଜପା ନେତା
ନୂଆଦିଲ୍ଲୀ,୯।୭: ପଞ୍ଜାବରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ନେଇ ରାଜନୈତିକ ଟଣା ଓଟରା ଲାଗି ରହିଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ସିଦ୍ଧୁଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେବି ଲାଗି ରହିଛି। ଏହାକୁ ନେଇ ଏବେ ପଞ୍ଜାବର ଭାଜପା…
ବିବାଦରେ ହନି ସିଂ: ‘ମଖନା’ ଗୀତକୁ ନେଇ ମାମଲା ରୁଜୁ
ଚଣ୍ଡିଗଡ଼,୯।୭: ର଼୍ୟାପ୍ ଗାୟକ ହନି ସିଂ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ମୋହାଲିରେ ତାଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରାଯାଇଛି। ହନି ସିଂଙ୍କ ନୂଆ ଗୀତ ‘ମଖନା’ରେ ମହିଳାଙ୍କୁ ନେଇ ଆପତ୍ତିଜନକ ଓ ଅଶ୍ଳୀଳ ଶଦ୍ଦର ବ୍ୟବହାର ହୋଇଥିବା…
ଝରଣାରେ ହଠାତ୍ ଆସିଲା ବନ୍ୟାଜଳ: ମାନବ ଶୃଙ୍ଖଳ ଦ୍ୱାରା ଶତାଧିକ ଶ୍ରଦ୍ଧାଳୁଙ୍କ ଜୀବନ ରକ୍ଷା କଲେ ସ୍ଥାନୀୟ ଯୁବକ
ପାଟନା,୯।୭: ବିହାର ସାସାରାମ୍ସ୍ଥିତ କୈମୁର ପାହାଡ଼ରୁ ବାହାରିଥିବା ଝରଣାରେ ହଠାତ୍ ବନ୍ୟାଜଳ ଆସିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ଥିବା ତୁତଲା ଭବାନୀ ମନ୍ଦିରକୁ ସୋମବାର ଶତାଧିକ ଶ୍ରଦ୍ଧାଳୁ ପୂଜାର୍ଚ୍ଚନା ପାଇଁ ଆସିଥିଲେ। ବନ୍ୟାଜଳ ଯୋଗୁ ଝରଣାର ଜଳସ୍ତର…
୪୫ ଶହ ବର୍ଷ ପୁରାତନ ଉଲ୍କା ପିଣ୍ଡରୁ ନିର୍ମିତ ପିସ୍ତଲ ୧୦ କୋଟିରେ ହେବ ନିଲାମ
ଓ୍ବାଶିଂଟନ,୯।୭: ଆମେରିକା ଡଲାସ୍ରେ ଦୁଇଟି ପିସ୍ତଲର ନିଲାମ୍ ଜୁଲାଇ ୨୦ରେ କରାଯିବ। ଏଥିପାଇଁ ସର୍ବନିମ୍ନ ନିଲାମ ଡାକ ୬ କୋଟି ଟଙ୍କା ରହିଛି। ଏହାକୁ ୧୦ କୋଟି ଟଙ୍କାରେ ନିଲାମ କରାଯିବାର ଯୋଜନା ରହିଛି। ପିସ୍ତଲ ଦୁଇଟିର ନିଲାମ ଆମେରିକା ହେରିଟେଜ୍…
କାମୁଡିଥିବା ସାପକୁ ନେଇ ଡାକ୍ତରଖାନାରେ ପହଞ୍ଚିଲେ ମହିଳା
ମୁମ୍ବାଇ, ୯।୭: ମୁମ୍ବାଇର ସୋନେଇ ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାତିରେ ଶୋଇଥିଲାବେଳେ ଜଣେ ମହିଳା ଏବଂ ତାଙ୍କ ଝିଅକୁ ସାପ କାମୁଡିଦେଇଥିଲା। ଉକ୍ତ ସାପକୁ ଧରି ମହିଳା ଜଣଙ୍କ ଚିକିତ୍ସା ପାଇଁ ଡାକ୍ତରଖାନାରେ ପହଞ୍ଚିଥିଲେ। ଡାକ୍ତର ଜୀଅନ୍ତା ସାପକୁ…
ସେମିଫାଇନାଲରେ ଭାରତ ହାରିଲେ କ’ଣ ହେବ ଦର୍ଶକଙ୍କ ପ୍ରତିକ୍ରିୟା, ଜବାବ ଦେଲେ କୋହଲି
ମାଞ୍ଚେଷ୍ଟର୍, ୯।୭: ମାଞ୍ଚେଷ୍ଟରରେ ଖେଳାଯିବ ୨୦୧୯ ବିଶ୍ୱକପ କ୍ରିକେଟର ପ୍ରଥମ ସେମିଫାଇନାଲ ମ୍ୟାଚ। ଏହି ମହାମୁକାବିଲାରେ ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ। ଲିଗ ପର୍ଯ୍ୟାୟରେ ବର୍ଷା ପାଇଁ ଏହି ଦୁଇ ଦଳ ମଧ୍ୟରେ ମ୍ୟାଚ ହୋଇପାରି ନ ଥିଲା। ହେଲେ…
ବିବାହ ପରେ ବି ପ୍ରେମରେ ପଡିଥିଲେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ
ବଲିଉଡ୍ ପ୍ରେମ କାହାଣୀ ଯେତିକି ରୋଚକପୂର୍ଣ୍ଣ ଭାରତୀୟ ରାଜନେତାଙ୍କ ପ୍ରେମ କାହାଣୀ ମଧ୍ୟ ସେତିକି ରୋମାଞ୍ଚକର। ଏଠି ଅଧିକାଂଶ ନେତା ପ୍ରେମରେ ପଡି ଆସିଛନ୍ତି ଚର୍ଚ୍ଚାକୁ। ସେମିତି ଜଣେ ରାଜନେତା ହେଉଛନ୍ତି ବର୍ତ୍ତମାନ ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିବା କ୍ୟାପଟେନ୍ ଅମରିନ୍ଦର ସିଂ।…
Archives


