Home

ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀଙ୍କ ପୁଅ ଗିରଫ

ରାୟପୁର,୩।୯: ଜାଲ୍‌ ପ୍ରମାଣପତ୍ର ମାମଲାରେ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତଙ୍କୁ ମଙ୍ଗଳବାର ପୋଲିସ ତାଙ୍କ ବାସଭବନରୁ ଗିରଫ କରିଛି। ଅମିତ ପ୍ରମାଣପତ୍ରରେ ନିଜ ଜାତି, ଜନ୍ମସ୍ଥାନ ଏବଂ ତିଥି ଭୁଲ୍‌ ଦେଇଥିବା ଅଭିଯୋଗ ହୋଇଥିଲା। ଗତ ଫେବ୍ରୁଆରୀ…

୬୨୦୦ ଫୁଟ ଉଚ୍ଚରେ ଚେତାଶୂନ୍ୟ ହୋଇପଡ଼ିଲେ ଟ୍ରେନର: ପ୍ରଥମ ଥର ବିମାନ ଅବତରଣ କଲେ ଛାତ୍ର

କାନବେରା,୩।୯: ଅଷ୍ଟ୍ରେଲିଆରେ ବିମାନ ଉଡାଣର ପ୍ରଶିକ୍ଷଣ ଦିଆଯାଉଥିବା ସମୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମଝି ଆକାଶରେ ଜଣେ ଛାତ୍ରଙ୍କୁ ଏକ ବଡ଼ ସମସ୍ୟାର ସାମ୍ନା କରିବାକୁ ପଡ଼ିଛି। କାରଣ ପ୍ରଶିକ୍ଷଣ ଦେଉଥିବା ଟ୍ରେନର ୬୨୦୦ଫୁଟ ଉପରେ ଚେତାଶୂନ୍ୟ ହୋଇଯାଇଥିଲେ।…

ଧୋନୀଙ୍କୁ ପଛରେ ପକାଇ ବିରାଟ ହେଲେ ସବୁଠୁ ସଫଳ ଅଧିନାୟକ

ରବିନ୍ଦ୍ର ଜାଡେଜା ଏବଂ ମହମ୍ମଦ ଶାମିଙ୍କ ଜବରଦସ୍ତ ପ୍ରଦର୍ଶନ ବଳରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୨୫୭ ରନରେ ପରାସ୍ତ ସିରିଜ୍‌କୁ ୨-୦ରେ କ୍ଲିନ୍‌ସୁଇପ୍‌ କରିଛି। ସିରିଜ୍‌ ହାତେଇବା ସହ ଅଧିନାୟକ ବିରାଟ କୋହଲି ଭାରତର ସବୁଠୁ ସଫଳତମ ଅଧିନାୟକ ହୋଇପାରିଛନ୍ତି। ଏହାସହ ସେ…

କାବୁଲରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ

କାବୁଲ,୩।୯: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ବିଳମ୍ବିତ ରାତିରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହେରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। କେତେଗୁଡ଼ିଏ ଅନ୍ତଃରାଷ୍ଟ୍ରୀୟ ସଂଗଠନର କାର୍ଯ୍ୟାଳୟ ଥିବା ସ୍ଥାନରେ ଏହି ଦୁର୍ଘଟଣା…

ଦୁଇ ଭଉଣୀଙ୍କ ପାଇଁ ଟାଟୁ କଲେ ହର୍ଷବର୍ଦ୍ଧନ

ବଲିଉଡ୍‌ ଅଭିନେତା ଅନିଲ କପୁରଙ୍କ ପୁଅ ତଥା ଅଭିନେତା ହର୍ଷବର୍ଦ୍ଧନ ଦୁଇ ଭଉଣୀଙ୍କ ନାଁରେ ଟାଟୁ କରିଛନ୍ତି। ନିଜ ଇନଷ୍ଟାଗ୍ରାମରେ ସେ ଏକ ଫଟୋ ଶେୟାର୍‌ କରି ଏହାର ଖୁଲାସା କରିଛନ୍ତି। ହର୍ଷବର୍ଦ୍ଧନ ଭଉଣୀ ସୋନମ ଏବଂ ରିଆ କପୁରଙ୍କ ନାଁରେ…

ଏମ୍ସ ଏମ୍‌ବିବିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଇରମିମଙ୍କୁ ଅଭିନନ୍ଦନ ଜଣାଇଲା ସେନା

ରାଜୌରୀ,୩।୯: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ପ୍ରଥମ ଗୁଜ୍ଜର ମହିଳା ଭାବେ ଚଳିତ ବର୍ଷ ଅଲ୍‌ ଇଣ୍ଡିଆ ଇନଷ୍ଟୃଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ଏମ୍‌ବିବିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ ଇରମିମ ଶମିମ। ତାଙ୍କର ଏହି ସଫଳତା ପାଇଁ ସୋମବାର ଭାରତୀୟ ସେନା ପକ୍ଷରୁ…

ମହଙ୍ଗା ପଡିଲା ଜେଲ୍‌ରେ ଅପରାଧୀଙ୍କ ଜନ୍ମଦିନ ପାଳିବା: ଜେଲର୍‌ ନିଲମ୍ବିତ

ପାଟନା,୩।୯: କିଛିଦିନ ତଳେ ବିହାରର ସୀତାମଢି ଜେଲ୍‌ରେ ଜଣେ ଅପରାଧୀଙ୍କ ଜନ୍ମଦିନ ପାଳିବା ଏବେ ଜେଲର୍‌ଙ୍କ ପାଇଁ ମହଙ୍ଗା ପଡିଛି। ଅପରାଧୀ ଜଣଙ୍କ ଜନ୍ମଦିନ ପାଳିବା, କେକ୍‌ କାଟିବା ଓ ଜେଲ୍‌ରେ ଥିବା ଅନ୍ୟକଏଦୀଙ୍କୁ ଭୋଜିରେ ଆପ୍ୟାୟିତ କରିବାର ଏକ ଭିଡିଓ…

ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସାଇକେଲରେ ଗଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୯: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ମଙ୍ଗଳବାର ସାଇକେଲ ଯୋଗେ ରାଜଧାନୀ ଦିଲ୍ଲୀର ହୟାତ ହୋଟେଲରେ ପହଞ୍ଚିଛନ୍ତି। ସେଠାରେ ସେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ରିଜିଓନାଲ ଅଫିସ ଫର୍‌ ସାଉଥ୍‌ ଇଷ୍ଟ ଏସିଆ ଦ୍ୱାରା ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।…

ପଠାନକୋଟ ଏୟାରବେସ୍‌ରେ ସେନାର ଶକ୍ତି ବୃଦ୍ଧି କରିବ ଆପାଚେ ହେଲିକପ୍ଟର

ନୂଆଦିଲ୍ଲୀ,୩।୯: ଗତ କିଛିିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଅଶାନ୍ତ ବାତାବରଣକୁ ଦେଖି ଭାରତ କେତେଗୁଡିଏ ପଦକ୍ଷେପ ନେବାକୁ ସ୍ଥିର କରିଛି। ପାକିସ୍ତାନ ସୀମାକୁ ଲାଗି ରହିଥିବା ପଠାନକୋଟ ଏୟାରବେସ୍‌ରେ ମଙ୍ଗଳବାରଠାରୁ ଭାରତ ୮ଟି ଅତ୍ୟାଧୁନିକ ହେଲିକପ୍ଟର…

ବାହାମାସରେ ତାଣ୍ଡବ ରଚିଲା ପରେ ଫ୍ଲୋରିଡା ମୁହାଁ ହେଉଛି ‘ଡୋରିଆନ୍‌’

ଓ୍ବାଶିଂଟନ,୩।୯: ସାମୁଦ୍ରିକ ଝଡ଼ ଡୋରିଆନ ବାହାମାସରେ ଲ୍ୟାଣ୍ଡଫଲ କରିବା ପରେ ସେଠାରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଏପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହେବା ସହ ପାଖାପାଖି ୧୩ ହଜାର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଏବେ ଏହା…

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର କୋଲ୍ଡ ଷ୍ଟୋରରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି କୋଲ୍ଡ ଷ୍ଟୋରରେ…

ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍‌ନାଣ୍ଟ ଜେନେରାଲ

ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍‌ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍‌ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ କମାଣ୍ଡର ଦାୟିତ୍ୱ ନେଇଛନ୍ତି। ସେ ତାଙ୍କ ଦୁଇ ପୁଅ ଐମାନ ଓ ଅର୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?